Home Left

ନୋବେଲ ଶାନ୍ତି ପୁରସ୍କାର ବିଜେତା ମାଲାଲା

ପ୍ରତିବର୍ଷ ଜୁଲାଇ ୧୨ରେ, ନୋବେଲ ଶାନ୍ତି ପୁରସ୍କାରପ୍ରାପ୍ତ ମାଲାଲା ୟୁସୁଫଜାଇଙ୍କ ସମ୍ମାନାର୍ଥେ ବିଶ୍ୱ ମାଲାଲା ଦିବସ ପାଳନ କରାଯାଇଥାଏ। ଏହି ତାରିଖ ମଧ୍ୟ ତାଙ୍କର ଜନ୍ମଦିନରେ ପଡେ। ତାଙ୍କ ଭଳି ଜଣେ ଅସାଧାରଣ ଝିଅଙ୍କୁ ସମ୍ମାନ ଦେବା ପାଇଁ ଏହି ଦିବସ…

ପରିବେଶ ଉପଯୋଗୀ ସାମଗ୍ରୀ ବ୍ୟବହାର ଜରୁରୀ

ଆମେ ବ୍ୟବହାର କରୁଥିବା ଏଭଳି କିଛି ସାମଗ୍ରୀ ଯାହା ଆମ ପରିବେଶ ପାଇଁ ସବୁଠାରୁ ଅଧିକ କ୍ଷତିକାରକ ତାହା ହେଉଛି ପ୍ଲାଷ୍ଟିକ। ଏହା ବ୍ୟବହାର ଦ୍ବାରା ଆମ ପରିବେଶ ପ୍ରଭାବିତ ହୋଇଥାଏ। ତେଣୁ ପରିବେଶକୁ ସୁରକ୍ଷା ଦେବା ପାଇଁ ପ୍ଲାଷ୍ଟିକ ବ୍ୟବହାରକୁ…

ସ୍ମାର୍ଟ ପାର୍କିଂ ସଲ୍ୟୁଶନର ଶୁଭାରମ୍ଭ

ଭୁବନେଶ୍ୱର,୧୨।୭: ଭାରତର ଅଗ୍ରଣୀ ଫାସ୍‌ଟାଗ୍‌ ପ୍ରଦାନକାରୀ ସଂସ୍ଥା ଏୟାରଟେଲ୍‌ ପେମେଣ୍ଟସ୍‌ ବ୍ୟାଙ୍କ ଏବଂ ପାର୍କ+ ମଧ୍ୟରେ ଏକ ଦ୍ୱିପାକ୍ଷିକ ସହଭାଗିତା ସମ୍ପର୍କରେ ଘୋଷଣା କରାଯାଇଛି। ବିଶେଷକରି ଭୁବନେଶ୍ୱର ବିଜୁ ପଟ୍ଟନାୟକ ଇଣ୍ଟରନ୍ୟାଶନାଲ ଏୟାରପୋର୍ଟରେ ଫାସ୍‌୍‌ଟାଗ୍‌ ଆଧାରିତ ସ୍ମାର୍ଟ ପାର୍କିଂ ସଲ୍ୟୁଶନକୁ ସକ୍ଷମ…

ଟିପିସିଓଡିଏଲ୍‌ ପକ୍ଷରୁ ସଷ୍ଟେନ୍‌ବିଲିଟି ମାସ ପାଳିତ

ଭୁବନେଶ୍ୱର,୧୨।୭: ଟାଟା ପାୱାର ଓ ଓଡ଼ିଶା ସରକାରଙ୍କ ଯୌଥ ଉଦ୍ୟୋଗ ଟିପି ସେଣ୍ଟ୍ରାଲ୍‌ ଓଡ଼ିଶା ଡିଷ୍ଟ୍ରିବ୍ୟୁଶନ ଲିମିଟେଡ୍‌ (ଟିପିସିଓଡିଏଲ୍‌) ପକ୍ଷରୁ ନିକଟରେ ସଷ୍ଟେନ୍‌ବିଲିଟି ମାସ-୨୦୨୩ ପାଳିତ ହୋଇଯାଇଛି। ବିଶେଷକରି ଭୁବନେଶ୍ୱରଠାରେ ଉକ୍ତ କାର୍ଯ୍ୟକ୍ରମର ସମାପନ ଉତ୍ସବ ଆୟୋଜିତ ହୋଇଥିଲା। ଏହି ପରିପ୍ରେକ୍ଷୀରେ…

ସେନ୍‌ସେକ୍ସ ୬୬ ହଜାର ଅଙ୍କ ନିକଟବର୍ତ୍ତୀ

ଭୁବନେଶ୍ୱର,୧୨।୭(ଅଭୟ ଦାଶ): ଗତ କିଛିଦିନ ହେବ ଭାରତୀୟ ଶେୟାର ବଜାରରେ ଉତ୍ସାହ ପରିଲକ୍ଷିତ ସହ ନିବେଶକଙ୍କ ନିବେଶ ମଧ୍ୟ ବୃଦ୍ଧି ହୋଇଛି। ଏପରିକି କ୍ରମାଗତ ୩ୟ ଦିନ ଲାଗି ଭାରତୀୟ ପୁଞ୍ଜିବଜାରରେ ନିବେଶକମାନେ ଲକ୍ଷାଧିକ ଟଙ୍କାର ନିବେଶ ବୃଦ୍ଧି କରିଛନ୍ତି। ମଙ୍ଗଳବାର…

କେଏନ୍‌ପିରେ ଆଖି ବୁଜିଲା ତେଜସ୍‌

ଭୋପାଳ,୧୨।୭: ଦକ୍ଷିଣ ଆଫ୍ରିକାରୁ ମଧ୍ୟପ୍ରଦେଶର କୁନୋ ଜାତୀୟ ଉଦ୍ୟାନ (କେଏନ୍‌ପି)କୁ ଅଣାଯାଇଥିବା ଚିତାଙ୍କ ମଧ୍ୟରୁ ମଙ୍ଗଳବାରା ତେଜସର ମୃତ୍ୟୁ ଘଟିଛି। ସକାଳ ୧୧ଟାବେଳେ ମନିଟରିଂ ଟିମ୍‌ ତେଜସର ଗଳାରେ କ୍ଷତ ଚିହ୍ନ ଦେଖିବାକୁ ପାଇଥିଲେ। ଏହାପରେ ପାଲପୁର ହେଡ୍‌କ୍ୱାର୍ଟର୍ସରେ ଥିବା ଭେଟେରିନାରି…

ନେପାଳରେ ହେଲିକପ୍ଟର ଦୁର୍ଘଟଣା: ୬ ମୃତ

କାଠମାଣ୍ଡୁ, ୧୨ା୭(ପି.ଟି.): ପୂର୍ବ ନେପାଳର ଏଭେରେଷ୍ଟ ଶୃଙ୍ଗ ନିକଟରେ ମଙ୍ଗଳବାର ସକାଳେ ଏକ ଘରୋଇ ବ୍ୟବସାୟିକ ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ ହେବାରୁ ପାଇଲଟଙ୍କ ସମେତ ୬ ଜଣଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ମଧ୍ୟରେ ମେକ୍ସିକୋର ଏକ ପରିବାରର ୫ ସଦସ୍ୟ ଅଛନ୍ତି। ଖବର…

ଟ୍ରାନ୍ସଜେଣ୍ଡର ମଡେଲ ରିକି ଜିତିଲେ ‘ମିସ୍‌ ନେଦରଲାଣ୍ଡ୍‌ସ’ମୁକୁଟ

ଆମଷ୍ଟରଡାମ୍‌,୧୨।୭: ଚଳିତବର୍ଷର ଟ୍ରାନ୍ସଜେଣ୍ଡର ମଡେଲ ରିକି ଭାଲେରି କୋଲେ ମିସ୍‌ ନେଦରଲାଣ୍ଡ୍‌ସ ମୁକୁଟ ଜିତିଛନ୍ତି। ୨୨ ବର୍ଷୀୟା ରିକିଙ୍କ ଘର ବ୍ରେଡା ସହରରେ। ମଡେଲ ସାଙ୍ଗକୁ ରିକି ଜଣେ ଅଭିନେତ୍ରୀ ମଧ୍ୟ। ମିସ୍‌ ନେଦରଲାଣ୍ଡସ ମୁକୁଟ ଜିତିବା ନେଇ ଏକ ଭିଡିଓ…

ଆଇସ୍‌ଲାଣ୍ଡର ରେକ୍‌ଜାଭିକ୍‌ରେ ଲାଭା ଉଦ୍‌ଗିରଣ

ରେକ୍‌ଜାଭିକ, ୧୨।୭: ସାଧାରଣ ଭାବେ ଆଗ୍ନେୟଗିରି ଉଦ୍‌ଗିରଣ ବେଳେ ସୁରକ୍ଷା ଦୃଷ୍ଟିରୁ ଆଖପାଖ ଅଞ୍ଚଳକୁ ଖାଲି କରାଯାଏ। କିନ୍ତୁ ଆଇସ୍‌ଲାଣ୍ଡସର ରେକ୍‌ଜାଭିକ୍‌ର ଲିଟ୍‌ଲି ହୃଟୁରରେ ଲାଭା ଉଦ୍‌ଗିରଣ ଦେଖିବା ଲାଗି ଲୋକଙ୍କ ଭିଡ଼ ଲାଗିଛି। ଅନ୍ୟ ଉଦ୍‌ଗିରଣ ତୁଳନାରେ ଏହା ଭିନ୍ନ…

୧୫ ବର୍ଷରେ ଦାରିଦ୍ର୍ୟରୁ ମୁକ୍ତ ହେଲେଣି ୪୧.୫ କୋଟି ଭାରତୀୟ

ଜାତିସଂଘ,୧୨ା୭: ବିଶ୍ୱର ଜନବହୁଳ ଦେଶ ଭାରତରେ ଦାରିଦ୍ର୍ୟ ଧୀରେ ଧୀରେ କମିବାରେ ଲାଗୁଥିବା ମଙ୍ଗଳବାର ଜାତିସଂଘ ପକ୍ଷରୁ ପ୍ରକାଶ ପାଇଥିବା ଗ୍ଲୋବାଲ ମଲ୍ଟିଡାଇମେନ୍‌ଶନାଲ ପଭର୍ଟି ଇନ୍‌ଡେକ୍ସ (ଏମ୍‌ପିଆଇ) ରିପୋର୍ଟରୁ ଜଣାପଡ଼ିଛି। ଗତ ୧୫ ବର୍ଷ ମଧ୍ୟରେ ଦେଶର ୪୧.୫ କୋଟି ଲୋକ…

ଅନ୍‌ଲାଇନ୍‌ ଗେମିଂରେ ଲାଗିବ ୨୮% ଜିଏସ୍‌ଟି

ନୂଆଦିଲ୍ଲୀ, ୧୨ା୭: ଅନ୍‌ଲାଇନ ଗେମିଂ, କାସିନୋ ଏବଂ ହର୍ସ ରେସିଂରେ ୨୮ ପ୍ରତିଶତ ଜିଏସ୍‌ଟି ଲାଗୁ କରିବା ପାଇଁ ମଙ୍ଗଳବାର ଦ୍ରବ୍ୟ ଓ ସେବା ଟିକସ (ଜିଏସ୍‌ଟି) କାଉନ୍‌ସିଲ ବୈଠକରେ ନିଷ୍ପତ୍ତି ନିଆଯାଇଛି। ଅନ୍ୟପକ୍ଷରେ ସିନେପ୍ଲେକ୍ସ ଭିତରେ ଥିବା ରେଷ୍ଟୁରାଣ୍ଟରେ ଜିଏସ୍‌ଟି…

ପଶ୍ଚିମବଙ୍ଗ ପଞ୍ଚାୟତ ନିର୍ବାଚନରେ ଟିଏମ୍‌ସିର ବାଜିମାତ୍‌

କୋଲକାତା, ୧୨ା୭(ପି.ଟି.): ପଶ୍ଚିମବଙ୍ଗର ହିଂସା ପ୍ରଭାବିତ ପଞ୍ଚାୟତ ନିର୍ବାଚନରେ ଶାସକ ଟିଏମ୍‌ସି ବଡ଼ ବିଜୟ ହାସଲ କରିବାକୁ ଯାଉଛି। ମଙ୍ଗଳବାର ସନ୍ଧ୍ୟା ୫ଟା ୩୦ ସୁଦ୍ଧା ୨୩,୩୪୪ ଗ୍ରାମ ପଞ୍ଚାୟତ ଆସନର ଫଳାଫଳ ଘୋଷଣା କରାଯାଇଥିବାବେଳେ ସେଥିରୁ ଟିଏମ୍‌ସି ୧୬,୩୩୦ ଆସନରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri