Home Left

ଗ୍ୟାରେଜ୍‌ ଉପରେ ଚଢ଼ିଗଲା ଟ୍ରକ୍‌

ନିରାକାରପୁର,୧୨।୧୦(ମାନସ ଚନ୍ଦ୍ର ପଟ୍ଟନାୟକ ): ଖୋର୍ଦ୍ଧା ଜିଲା ୧୬ ନମ୍ବର ଜାତୀୟ ରାଜପଥ ମା’ ଉଗ୍ରତାରାଙ୍କ ଫାଟକ ନିକଟରେ ଗୁରୁବାର ଏକ ଟ୍ରକ୍‌ ଧକ୍କାରେ ୩ ବାଇକ୍‌ ଭାଙ୍ଗି ଚୁରମାର୍‌ ହୋଇଯାଇଛି। ହେଲେ ଦୁର୍ଘଟଣାରେ ଉଠାଦୋକାନୀ ଅଳ୍ପକେ ମୃତ୍ୟୁ ମୁଖରୁ ରକ୍ଷା…

ଅଲିମ୍ପିକ୍ସରେ କ୍ରିକେଟକୁ ସାମିଲ କରିବାକୁ ପ୍ରସ୍ତାବ, ମୁମ୍ବାଇରେ ହେବ ନିଷ୍ପତ୍ତି

ନୂଆଦିଲ୍ଲୀ,୧୨।୧୦: ୧୨୮ ବର୍ଷ ପରେ ଅଲିମ୍ପିକ୍ସରେ କ୍ରିକେଟକୁ ସାମିଲ କରାଯିବାକୁ ନେଇ ପ୍ରସ୍ତୁତି ଚାଲିଛି। ୨୦୨୮ ଲସ ଆଞ୍ଜେଲସ ଅଲିମ୍ପିକ୍ସରେ କ୍ରିକେଟ ସାମିଲ କରିବାକୁ ନିଷ୍ପତ୍ତି ନିଆଯାଉଛି। କ୍ରିକେଟ ସହିତ ଫ୍ଲାଗ ଫୁଟବଲ, ବେସବଲ ଏବଂ ସଫ୍ଟବଲକୁ ମଧ୍ୟ ସାମିଲ କରିବାକୁ…

ଚୋରି ଧରାପଡ଼ିଯିବା ଭୟରେ ହତ୍ୟା

ବ୍ରହ୍ମପୁର,୧୨ା୧୦(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ଜିଲା ପୋଲିସ ଅଧୀନ ଗୋଷାଣି ନୂଆଗାଁ ଥାନା ଅନ୍ତର୍ଗତ ବିଜିପୁର ନୀଳକଣ୍ଠନଗରରେ ଶିଶୁ ମଙ୍ଗଳ କମିଟି(ସିଡବ୍ଲୁସି) ସଦସ୍ୟା ସୌଦାମିନୀ ରଥଙ୍କୁ ନିର୍ମମ ଭାବେ ହତ୍ୟା କରାଯାଇଛି। ଚୋରି ଧରାପଡିଯିବା ଭୟରେ କାର୍‌ ଡ୍ରାଇଭର କଟୁରୀରେ ପିଟି…

ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ତାଲା ପକାଇଲେ ଲୋକେ

ଦେବଗଡ଼, ୧୨ା୧୦ (ଶଶାଙ୍କ ଶେଖର ଝାଙ୍କର): ଦେବଗଡ ଜିଲା ବାରକୋଟ ବ୍ଲକ ବମ୍ପରଡ଼ା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଗୁରୁବାର ଚିକିତ୍ସା ଅବହେଳାରୁ ଜଣେ ଯୁବକଙ୍କ ମୃତ୍ୟୁ ଘଟିଥିବା ଅଭିଯୋଗ କରି ସ୍ଥାନୀୟ ଲୋକେ ସ୍ବାସ୍ଥ୍ୟକେନ୍ଦ୍ରରେ ତାଲା ପକାଇ ଦେଇଥିଲେ। ମିଳିଥିବା ସୂଚନା ମୁତାବକ,…

ନୀତୀଶଙ୍କ ହାତ ଛାଡ଼ିଲେ ଲଲନ ପାଶୱାନ

ପାଟନା,୧୨।୧୦: ମୁଖ୍ୟମନ୍ତ୍ରୀ ନୀତୀଶ କୁମାରଙ୍କ ଦଳକୁ ଆଉ ଏକ ଝଟକା ଲାଗିଛି। କିଛି ଦିନ ପୂର୍ବରୁ ରଣବୀର ନନ୍ଦନ ଦଳରୁ ଇସ୍ତଫା ଦେଇଥିବାବେଳେ ବର୍ତ୍ତମାନ ଜେଡିୟୁ ପ୍ରଦେଶ ଉପାଧ୍ୟକ୍ଷ ତଥା ପୂର୍ବତନ ବିଧାୟକ ଲଲନ ପାଶୱାନ ଦଳର ପ୍ରାଥମିକ ସଦସ୍ୟତାରୁ ଇସ୍ତଫା…

ଅଧ୍ୟକ୍ଷ ପଦରୁ କାହିଁକି ଇସ୍ତଫା ଦେଇଥିଲେ ବାପା , ଖୁଲାସା କଲେ ଝିଅ

ମୁମ୍ବାଇ,୧୨।୧୦: ଜାତୀୟତାବାଦୀ କଂଗ୍ରେସ ପାର୍ଟି (ଏନସିପି) ମୁଖ୍ୟ ଶରଦ ପାୱାରଙ୍କ ଝିଅ ତଥା ଏମ୍‌ପି ସୁପ୍ରିୟା ସୁଲେ ଗୁରୁବାର ଏକ ବଡ଼ ଖୁଲାସା କରିଛନ୍ତି। ସେ କହିଛନ୍ତି, ଶରଦ ପାୱାରଙ୍କ ମେ’ରେ ଏନସିପି ଅଧ୍ୟକ୍ଷ ପଦରୁ ଇସ୍ତଫା ଦେବାର କାରଣ ହେଉଛି…

ଗେଲ୍‌ଙ୍କ ପୁସ୍ତକରୁ ଗୋଟିଏ ପତ୍ର ନେଇଛି: ରୋହିତ

ଚେନ୍ନାଇ,୧୨ା୧୦: ଅନ୍ତର୍ଜାତୀୟ କ୍ରିକେଟରେ ସର୍ବାଧିକ ଛକା ମାରିବାରେ କ୍ରିସ୍‌ ଗେଲ୍‌ଙ୍କୁ ପଛରେ ପକାଇଛନ୍ତି ଭାରତର ଅଧିନାୟକ ରୋହିତ ଶର୍ମା। ବୁଧବାର ଆଫଗାନିସ୍ତାନ ବିପକ୍ଷ ମ୍ୟାଚ୍‌ରେ ୫ ଛକା ମାରି ରୋହିତ ଏହି ରେକର୍ଡ ହାସଲ କରିଛନ୍ତି। ଛକା ମାରିବାରେ ଗେଲ୍‌ ତାଙ୍କର…

ଦୁର୍ଘଟଣାରେ ଚାଲିଗଲା ମୋପେଡ୍‌ ଚାଳକଙ୍କ ଜୀବନ

ହିଞ୍ଜିଳିକାଟୁ,୧୨।୧୦(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ଶିକିରି-ଗିରିଆ ଗ୍ରାମ ରାସ୍ତାରେ ଏକ ଦୁର୍ଘଟଣା ଘଟି ଜଣେ ମୋପେଡ୍‌ ଚାଳକଙ୍କ ମୃତ୍ୟୁ ଘଟିଛି। ଏପରିକି ମୋପେଡରେ ଥିବା ଅନ୍ୟ ଜଣେ ଗୁରୁତର ଆହତ ହୋଇଛନ୍ତି । ମୃତକ ହେଲେ ହିଞ୍ଜିଳି ଥାନା…

ଇମ୍ରାନ୍‌ ଖାନଙ୍କୁ ଆଶ୍ୱସ୍ତି

ଇସଲାମାବାଦ,୧୨।୧୦: ଜେଲରେ ଥିବା ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ୍‌ ଖାନଙ୍କୁ ଆଶ୍ୱସ୍ତି ମିଳିଛି। ଗୁରୁବାର ସର୍ବୋଚ୍ଚ ନ୍ୟାୟାଳୟ ଇମ୍ରାନ୍‌ ଖାନଙ୍କ ଅଲଗା ଅଲଗା ଆବେଦନକୁ ଏକତ୍ର କରିଛନ୍ତି। ଏହି ଆବେଦନଗୁଡିକରେ ସିଫର ମାମଲାରେ ଟ୍ରାଏଲ କୋର୍ଟର କାର୍ଯ୍ୟାନୁଷ୍ଠାନ ଉପରେ ରୋକ ଲଗାଇବା…

କଲେଜ ଛାତ୍ରଙ୍କୁ ଧକ୍କା ଦେଲା କାର୍‌

ହିଞ୍ଜିଳିକାଟୁ,୧୨।୧୦(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳିକାଟୁ ବିଜ୍ଞାନ ସ୍ବୟଂଶାସିତ ମହାବିଦ୍ୟାଳୟ ସମ୍ମୁଖରେ ଗୁରୁବାର ଏକ କାର୍‌ ଧକ୍କାରେ ଜଣେ କଲେଜ ଛାତ୍ର ଗୁରୁତର ଆହତ ହୋଇଛନ୍ତି। ଆହତ ଜଣଙ୍କ ହେଲେ ସମ୍ପୃକ୍ତ ମହାବିଦ୍ୟାଳୟର + ୩ ଦ୍ବିତୀୟ ବର୍ଷ ଛାତ୍ର ସୁମନ…

ମଣିପୁରରେ ସୁରକ୍ଷା ବାହିନୀର କୋମ୍ବିଂ ଅପରେଶନ: ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ଜବତ

ଇମ୍ଫାଲ,୧୨।୧୦: ହିଂସା ପ୍ରଭାବିତ ମଣିପୁରରେ ସୁରକ୍ଷା ବାହିନୀର ଏକ ମିଳିତ ଦଳ ଗୁରୁବାର ଚୁରାଚାନ୍ଦପୁର ଜିଲାର କଙ୍ଗୱାଇ ସବଡିଭିଜନର ଗୋଥୋଲ ଗ୍ରାମରେ କୋମ୍ବିଂ ଅପରେଶନ କରିଛନ୍ତି। ଏଥିରେ ଆସାମ ରାଇଫଲ୍ସ, ବିଏସଏଫ ଏବଂ ମଣିପୁର ପୋଲିସର କର୍ମଚାରୀ ସାମିଲ ଥିଲେ। ଏଥିରେ…

ମୁଖ୍ୟମନ୍ତ୍ରୀ ହିମନ୍ତ ଶର୍ମାଙ୍କୁ ହତ୍ୟା ଧମକ

ଗୁଆହାଟୀ,୧୨।୧୦: ଆସାମର କାମରୂପ ଆଗ୍ୟାଥୁରୀ ଅଞ୍ଚଳରେ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱ ଶର୍ମାଙ୍କ ଏକ ପୋଷ୍ଟର ଲଗାଯାଇଛି। ଏଥିରେ ତାଙ୍କୁ ହତ୍ୟା ଧମକ ଦିଆଯାଇଛି। କିଏ ଏହି ଅଞ୍ଚଳରେ ପୋଷ୍ଟର ରଖିଛି ତାହା ଏ ପର୍ଯ୍ୟନ୍ତ ଜଣାପଡିନାହିଁ। ଖବରପାଇ ଦାଦ୍ରା ପୋଲିସ ଉକ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?