‘ନେତାଜୀ-ଟାଗୋରଙ୍କୁ ସମ୍ମାନ ଦେଇ ଜାଣି ନାହାଁନ୍ତି…’, ବନ୍ଦେ ମାତରମ ଆଲୋଚନାକୁ ନେଇ ଭାଜପା ଉପରେ ଖପ୍ପା ହେଲେ ମମତା
କୋଲକାତା,୮।୧୨: ସଂସଦରେ ବନ୍ଦେ ମାତରମ ଉପରେ ଉଷ୍ମ ବିତର୍କ ମଧ୍ୟରେ, ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ସିଧାସଳଖ ଭାଜପାକୁ କାଠଗଡ଼ାରେ ଠିଆ କରିଥିଲେ। କୋଲକାତାରେ ଏକ ସାମ୍ବାଦିକ ସମ୍ମିଳନୀରେ ସେ ପ୍ରଶ୍ନ କରିଥିଲେ, ‘ଯଦି ଭାଜପା ନେତାଜୀ ସୁଭାଷ ଚନ୍ଦ୍ର ବୋଷ,…
ସ୍ମୃତି-ପଲାଶଙ୍କ ବିବାହ ଭାଙ୍ଗିବା ପଛରେ ରହିଛି ଏହି ବଡ଼ କାରଣ! ଖୋଲିଲା ବଡ଼ ରାଜ୍…
ନୂଆଦିଲ୍ଲୀ,୮।୧୨: ଭାରତୀୟ ମହିଳା ଦଳର ଉପ-ଅଧିନାୟିକା ସ୍ମୃତି ମନ୍ଧାନା ଏବଂ ସଂଗୀତଜ୍ଞ ପଲାଶ ମୁଛଲଙ୍କ ମଧ୍ୟରେ ସମ୍ପର୍କ ଶେଷରେ ଶେଷ ହୋଇଛି। ମନ୍ଧାନା ଏବଂ ମୁଛଲ ରବିବାର ବିବାହ ଭାଙ୍ଗିବା ସମ୍ପର୍କରେ ଇନଷ୍ଟାଗ୍ରାମରେ ପୋଷ୍ଟ କରି ଆନୁଷ୍ଠାନିକ ଭାବରେ ଘୋଷଣା କରିଛନ୍ତି।…
ଟିକିଏ କଥାରେ ସାଙ୍ଗର ପେଟରେ ଛୁରି ଭୁସି ବାହାର କରିଦେଲେ ଅନ୍ତବୁଜୁଳା
ବାରିପଦା,୮।୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୁରଭଞ୍ଜ ଜିଲା କୁଳିଅଣା ଥାନା ଅନ୍ତର୍ଗତ ବାଇଗଣବାଡିଆ ସ୍ଥିତ ବିବି କଲେଜରେ ଦୁଇ ଛାତ୍ର ମଧ୍ୟରେ ସଂଘର୍ଷ ହୋଇଛି। ଏଥିରେ ଜଣେ ଛାତ୍ରଙ୍କୁ ଛୁରାମାଡ଼ ହୋଇ ସେ ଗୁରୁତର ହୋଇଛନ୍ତି। ଗୁରୁତ୍ୱର ଛାତ୍ର ଜଣକ ହେଲେ ଯୁକ୍ତ…
ଗୋଆ ନାଇଟ କ୍ଲବ ଅଗ୍ନିକାଣ୍ଡ ପରେ ଓଡ଼ିଶାରେ କଡ଼ାକଡି ହେବ ଫାୟାର ସେଫ୍ଟି ଯାଞ୍ଚ: ନିର୍ଦ୍ଦେଶ ଦେଲେ ଡିଜି
ଭୁବନେଶ୍ୱର,୮।୧୨: ବର୍ଚ ବାଇ ରୋମିଓ ଲେନ୍ ଦ୍ୱରା ପରିଚାଳିତ ଗୋଆର ଏକ ନାଇଟ କ୍ଲବରେ ଭୟବହ ଅଗ୍ନିକାଣ୍ଡ ପରେ ରାଜଧାନୀ ଭୁବନେଶ୍ୱର ସମତେ ରାଜ୍ୟର ସମସ୍ତ କ୍ଲବ, ପବ୍ରେ ଫାୟାର ସେଫ୍ଟି ସିକ୍ୟୁରିଟି ଯାଞ୍ଚ କରିବାକୁ ଅଗ୍ନିଶମ ଡିଜି ସୁଧାଂସୁ ଷଢ଼ଙ୍ଗୀ…
ବାରବାଟୀ ମ୍ୟାଚ ପୂର୍ବରୁ ଟିମ ଇଣ୍ଡିଆକୁ ବଡ଼ ଝଟ୍କା: ICC ଲଗାଇଲା ଜରିମାନା, ଜାଣନ୍ତୁ କାହିଁକି…
ନୂଆଦିଲ୍ଲୀ,୮।୧୨: ରାୟପୁରରେ ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦ୍ୱିତୀୟ ଏକଦିବସୀୟ ଦିନିକିଆରେ ସ୍ଲୋ ଓଭର-ରେଟ ବଜାୟ ରଖିବା ପାଇଁ ଆଇସିସି ଟିମ ଇଣ୍ଡିଆକୁ ସେମାନଙ୍କ ମ୍ୟାଚ ଫି’ର ୧୦ ପ୍ରତିଶତ ଜରିମାନା କରିଛି। ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜ…
ଜାଣିଶୁଣି କରାଯାଇଥିଲା କି ଇଣ୍ଡିଗୋ ସଙ୍କଟ? ସରକାର ଜାରି କଲେ ନୋଟିସ, ଯାଞ୍ଚ ଆରମ୍ଭ
ନୂଆଦିଲ୍ଲୀ,୮।୧୨: ସରକାର ନୂତନ ଫ୍ଲାଇଟ ଡ୍ୟୁଟି ସମୟ ସୀମା (FDTL) ନିୟମ କାର୍ଯ୍ୟକାରୀ କରିବାରେ ଇଣ୍ଡିଗୋର ଅଭିଯୋଗ ଅବହେଳାର ତଦନ୍ତ କରିବେ। ଅଭିଯୋଗ ହୋଇଛି ଯେ ନଭେମ୍ବର ୧ତାରିଖରେ କାର୍ଯ୍ୟକାରୀ ହୋଇଥିବା ନିୟମ ପାଇଁ ପ୍ରସ୍ତୁତି କରିବା ପରିବର୍ତ୍ତେ ଏୟାରଲାଇନ୍ସ ଛାଡ…
ଶୀତରେ ଥରୁଛି ଜି.ଉଦୟଗିରି: ଜନଜୀବନ ଅସ୍ତବ୍ୟସ୍ତ
ଜି.ଉଦୟଗିରି,୮।୧୨(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): ସାରା ରାଜ୍ୟରେ ହାଡ଼ଭଙ୍ଗା ଶୀତ ଜାରି ରହିଥିବାବେଳେ ଥଣ୍ଡା ଶୁଷ୍କ ବାୟୁ ପ୍ରଭାବରେ ୧୨ ଯାଏ ଶୀତ ଲହରୀ ଜାରି ରହିବ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି। ରାଜ୍ୟରେ କନ୍ଧମାଳ ଜିଲାର ସବୁଜ…
ଅଧିନାୟକ ସୂର୍ଯ୍ୟକୁମାରଙ୍କ ବଡ଼ ଘୋଷଣାା: ବାରବାଟୀରେ ଖେଳିବେ ଗିଲ୍
ଭୁବନେଶ୍ୱର,୮।୧୨: ମଙ୍ଗଳବାର ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ହେବ ମହା ମୁକାବିଲା। ଏନେଇ ଉଭୟ ଦଳର ଖେଳାଳି ବାରବାଟୀରେ ଅଭ୍ୟାସ କରିବେ। ଅଭ୍ୟାସ ପୂର୍ବରୁ ଭାରତୀୟ ଟି୨୦ କ୍ୟାପଟେନ ସୂର୍ଯ୍ୟକୁମାର ଯାଦବ ଏକ ଖବରଦାତା ସମ୍ମିଳନୀରେ ଏକ ବଡ଼ ସୂଚନା ଦେଇଛନ୍ତି। ଗିଲ୍…
କଟକରେ ଭାରତ-ଦକ୍ଷିଣ ଆଫ୍ରିକା ପ୍ରଥମ ଟି-୨୦: ଜାଣନ୍ତୁ କେତେବେଳେ, କେଉଁଠି ଦେଖିପାରିବେ ମ୍ୟାଚ୍
ନୂଆଦିଲ୍ଲୀ,୮।୧୨: ଟେଷ୍ଟ ଏବଂ ଦିନିକିଆ ପରେ, ଭାରତ ଏବଂ ଦକ୍ଷିଣ ଆଫ୍ରିକା ଦଳ ଏବେ ଟି-୨୦ ଅନ୍ତର୍ଜାତୀୟ ସିରିଜ ଖେଳିବାକୁ ପ୍ରସ୍ତୁତ। ଦକ୍ଷିଣ ଆଫ୍ରିକା ଟେଷ୍ଟ ସିରିଜ ଜିତିଥିବାବେଳେ, ଭାରତୀୟ ଦଳ ଦିନିକିଆ ସିରିଜ ଜିତିଛି। ଭାରତ ଏବଂ ଦକ୍ଷିଣ ଆଫ୍ରିକା…
ସାରା ରାଜ୍ୟକୁ ଥରାଉଛି ଶୀତ, ଜି.ଉଦୟଗିରି ସବୁଠୁ ଥଣ୍ଡା, ତାପମାତ୍ରା ରହିଛି…
ଭୁବନେଶ୍ୱର,୮ା୧୨: ରାଜ୍ୟରେ କିଛିଦିନ ହେବ ଶୀତ ଲହରି ଜାରି ରହିଛି। କନ୍ଧମାଳ ଜିଲାର ସବୁଜ ସୁନ୍ଦର ପାହାଡ଼ ପର୍ବତ ଘେରା ଜି.ଉଦୟଗିରି ଅଞ୍ଚଳ ରାଜ୍ୟର ସବୁଠାରୁ କମ୍ ତାପମାତ୍ରା ସହ ଶୀତଳତମ ସହର ଭାବେ ପରିଗଣିତ ହୋଇଛି। ରାଜ୍ୟ ପାଣିପାଗ ବିଭାଗର ସୂଚନାନୁସାରେ,…
କାମ ଦେଉଛି AI କ୍ୟାମେରା: ପୁଣି ଗିରଫ ହେଲେ ୨ ଶିକାରୀ
ନୀଳଗିରି,୮ା୧୨(ପ୍ରଶାନ୍ତ କୁମାର ବିଶ୍ୱାଳ): ବାଲେଶ୍ବର ଜିଲା ନୀଳଗିରି ଉପଖଣ୍ଡ ଅଧୀନ କୁଲଡିହା ଅଭୟାରଣ୍ୟରୁ ପୁଣି ଦୁଇ ଶିକାରୀଙ୍କୁ ଧରାଇଦେଲା ଏ.ଆଇ କ୍ୟାମେରା। କିଛି ଦିନ ପୂର୍ବରୁ ଯୋଡ଼ାଚୁଆ ବିଟ୍ ଅଞ୍ଚଳରେ ବନବିଭାଗ ଦ୍ୱାରା ଖଞ୍ଜା ଯାଇଥିବା ଏ.ଆଇ କ୍ୟାମେରାରେ କଏଦ ହୋଇଥିବା…
ଟେନିସ ଖେଳାଳିଙ୍କ ସହ ନଜର ଆସିଲେ ଯୁବରାଜ, ହରଭଜନ କହିଲେ…
ନୂଆଦିଲ୍ଲୀ,୮।୧୨: ଟିମ ଇଣ୍ଡିଆର କିମ୍ବଦନ୍ତୀ ଅଲରାଉଣ୍ଡର ଯୁବରାଜ ସିଂହଙ୍କ ଏକ ଫଟୋସୁଟ ସୋସିଆଲ ମିଡିଆରେ ହଇଚଇ ସୃଷ୍ଟି କରିଛି। ଏଥିରେ ସେ ଜଣେ ବିଦେଶୀ ମହିଳାଙ୍କ ସହ ଦେଖାଯାଇଛନ୍ତି। ତଥାପି, କେହି ଏହି ମହିଳାଙ୍କୁ ଚିହ୍ନି ପାରିଲେ ନାହିଁ। ଯୁବରାଜ ସମୁଦ୍ର…
Archives


