ଭାରତୀୟ ଦଳ ପାଇଁ ଖୁସି ଖବର
ନୂଆଦିଲ୍ଲୀ,୧୨।୧୦: ଭାରତ-ପାକିସ୍ତାନ ମ୍ୟାଚ ପୂର୍ବରୁ ଭାରତୀୟ ଦଳର ଓପନିଂ ବ୍ୟାଟ୍ସମ୍ୟାନ ଶୁଭମାନ ଗିଲ ଅହମ୍ମଦାବାଦରେ ପହଞ୍ଚିଛନ୍ତି। ବୁଧବାର ରାତିରେ ଗିଲ ଅହମ୍ମଦାବାଦ ବିମାନବନ୍ଦରରେ ପହଞ୍ଚିଥିଲେ। ଭାରତ ଏବଂ ପାକିସ୍ତାନ ମଧ୍ୟରେ ମ୍ୟାଚ ୧୪ ଅକ୍ଟୋବରରେ ଅନୁଷ୍ଠିତ ହେବ। ଗିଲ ଏହି ମ୍ୟାଚ୍…
ଆଜି ଅଷ୍ଟ୍ରେଲିଆ ସହ ମୁହାଁମୁହିଁ ହେବ ଦକ୍ଷିଣ ଆଫ୍ରିକା; ଜାଣନ୍ତୁ କେବେ, କେଉଁଠି ଏବଂ କେତେବେଳେ ଦେଖିବେ ଏହି ମୁକାବିଲା…
ଲକ୍ଷ୍ନୌ,୧୨।୧୦: ବିଶ୍ୱକପ୍ ୨୦୨୩ର ୧୦ମ ମୁକାବିଲା ଅଷ୍ଟ୍ରେଲିଆ ଏବଂ ଦକ୍ଷିଣ ଆଫ୍ରିକା ଟିମ୍ ମଧ୍ୟରେ ଗୁରୁବାର ଖେଳାଯିବ। ପ୍ରଥମ ମୁକାବିଲାରେ ଭାରତଠାରୁ ପରାଜିତ ହୋଇଥିବା ଅଷ୍ଟ୍ରେଲିଆ ଏହି ମ୍ୟାଚ୍ରେ ବିଜେତା ହେବାକୁ ଚାହିଁବ। ଅପରପକ୍ଷେ ଦକ୍ଷିଣ ଆଫ୍ରିକା ଟିମ୍ ଶ୍ରୀଲଙ୍କା ବିପକ୍ଷରେ…
କର୍ମଚାରୀଙ୍କ ଦରମା ବୃଦ୍ଧି ନେଇ ଘୋଷଣା କଲା ‘ଓ୍ବିପ୍ରୋ’
ନୂଆଦିଲ୍ଲୀ,୧୨।୧୦: ପ୍ରମୁଖ ଆଇଟି କମ୍ପାନୀ ଓ୍ବିପ୍ରୋ ପକ୍ଷରୁ ଡିସେମ୍ବର ପହିଲାରୁ କର୍ମଚାରୀଙ୍କ ଦରମା ବଢ଼ାଯିବ। ବାଙ୍ଗାଲୋରସ୍ଥିତ କମ୍ପାନୀ ପକ୍ଷରୁ ମାଇକ୍ରୋ ହାଇବ୍ରିଡ ଏବଂ ମାର୍ଜିନର ଚାପ ଯୋଗୁ ସେପ୍ଟେମ୍ବରରେ ହେବାକୁ ଥିବା ଦରମା ବୃଦ୍ଧିକୁ ଗୋଟିଏ ତ୍ରୈମାସିକ ପର୍ଯ୍ୟନ୍ତ ସ୍ଥଗିତ କରି…
ଏଲ୍ଆଇସି ଉପରେ ଲାଗିଲା ଜରିମାନା
ନୂଆଦିଲ୍ଲୀ,୧୨।୧୦: ଜିଏସ୍ଟି ପ୍ରାଧିକରଣ ପକ୍ଷରୁ କମ୍ ଟିକସ ପୈଠ ଲାଗି ଭାରତୀୟ ଜୀବନବୀମା ନିଗମ(ଏଲ୍ଆଇସି) ଉପରେ ୩୬,୮୪୪ ଟଙ୍କାର ଜରିମାନା ଲଗାଯାଇଛି। ଏଲ୍ଆଇସି କିଛି ବିଲ୍(ଇନ୍ଭଏସ୍)ରେ ୧୮% ବଦଳରେ ୧୨% ଜିଏସ୍ଟି ପ୍ରଦାନ କରିଥିବା ଅଭିଯୋଗ ହୋଇଛି। ଏଥିଲାଗି ଆୟକର ପ୍ରାଧିକରଣ…
‘ସ୍ବିଗି’ଆଣିଲା ସ୍ବତନ୍ତ୍ର ଅଫର୍; ୯୯ ଟଙ୍କାରେ ୩ ମାସ ମାଗଣା ଡେଲିଭରି ସମେତ ଉଠାନ୍ତୁ ଏସବୁ ରିହାତିର ଲାଭ
ନୂଆଦିଲ୍ଲୀ,୧୨।୧୦: ଫୁଡ୍ ଡେଲିଭରି ପ୍ଲାଟଫର୍ମ ‘ସ୍ବିଗି’ ପକ୍ଷରୁ ଏହାର ‘ସ୍ବିଗି ଓ୍ବାନ୍ ଲାଇଟ୍’ ଲଞ୍ଚ କରାଯାଇଛି। ଏହା କମ୍ପାନୀର ମେମ୍ବରସିପ୍ ପ୍ରୋଗ୍ରାମ ‘ସ୍ବିଗି ଓ୍ବାନ୍’ର ଏକ କଷ୍ଟ ଇଭେକ୍ଟିଭ୍ ଭର୍ସନ ବୋଲି କୁହାଯାଇଛି। ଦେଶର ଏକମାତ୍ର ପ୍ରୋଗ୍ରାମ ଭାବେ ଏହା ଖାଦ୍ୟ,…
ଝିଅଙ୍କ ପାଇଁ ଏହି ସରକାରୀ ଯୋଜନାରେ କରନ୍ତୁ ନିବେଶ, ବିବାହ ସମୟରେ ମିଳିବ ୬୩ ଲକ୍ଷ ଟଙ୍କା…
ନୂଆଦିଲ୍ଲୀ,୧୨।୧୦: କନ୍ୟା ସନ୍ତାନ ଜନ୍ମ ହେବା ମାତ୍ରେ ପରିବାରଲୋକଙ୍କ ମନରେ ପାଠପଢ଼ା ସହ ବିବାହକୁ ନେଇ ଚିନ୍ତା ପଶିଥାଏ। ଏଥିଲାଗି ସରକାରଙ୍କ ସୁକନ୍ୟା ସମୃଦ୍ଧି ଯୋଜନା ଏକ ଲୋକପ୍ରିୟ ସେଭିଂ ସ୍କିମ୍। ଏହାଦ୍ୱାରା ମାବାପା ନିଜ ଝିଅଙ୍କ ଲାଗି ଦୀର୍ଘ ସମୟ…
ଦୀପ୍ ଗ୍ରେସ୍, ଅମିତଙ୍କୁ ଭବ୍ୟ ସ୍ବାଗତ
ଭୁବନେଶ୍ୱର, ୧୨।୧୦(ତପନ ସ୍ବାଇଁ): ଚାଇନାର ହାଙ୍ଗଝୋରେ ଅନୁଷ୍ଠିତ ଏସିଆନ ଗେମ୍ସରେ ଅଂଶଗହଣ କରି ପଦକ ଜିତିଥିବା ଭାରତୀୟ ହକି ଦଳର ସଦସ୍ୟ ଓ ସଦସ୍ୟା ଅମିତ ରୋହିଦାସ ଓ ଦୀପ୍ ଗ୍ରେସ୍ ଏକ୍କା ବୁଧବାର ଭୁବନେଶ୍ୱର ପ୍ରତ୍ୟାବର୍ତ୍ତନ କରିଛନ୍ତି। ଅମିତ ସ୍ବର୍ଣ୍ଣ…
ଦକ୍ଷିଣ ଆଫ୍ରିକା ବିପକ୍ଷରେ ଫେରିବେ ଷ୍ଟୋଇନିସ୍
ଲକ୍ଷ୍ନୌ,୧୨ା୧୦(ପି.ଟି.): ଗୁରୁବାର ଦିନିକିଆ କ୍ରିକେଟ ବିଶ୍ୱକପ୍ରେ ପରସ୍ପର ସାମ୍ନା କରିବେ ଦକ୍ଷିଣ ଆଫ୍ରିକା ଓ ଅଷ୍ଟ୍ରେଲିଆ। ପ୍ରଥମ ମ୍ୟାଚ୍ରେ ଦକ୍ଷିଣ ଆଫ୍ରିକା ବିଶାଳ ସ୍କୋର ସହିତ ଶ୍ରୀଲଙ୍କାକୁ ପରାସ୍ତ କରିଥିବା ବେଳେ ଚେନ୍ନାଇର ଭାରତ ବିପକ୍ଷ ଲୋ ସ୍କୋରିଂ ମ୍ୟାଚରେ ପରାଜିତ…
ଆଇସିୟୁରେ ଅଲିମ୍ପିକ୍ସ ଚାମ୍ପିୟନ
ନ୍ୟୁୟର୍କ,୧୨ା୧୦(ପି.ଟି.): ଜିମ୍ନାଷ୍ଟିକ୍ସରେ ଅଲିମ୍ପିକ୍ସ ଚାମ୍ପିୟନ ଆମେରିକାର ମେରୀ ଲୋଉ ରେଟନ୍ ଆଇସିୟୁରେ ଭର୍ତ୍ତି ହୋଇଛନ୍ତି। ନିମୋନିଆରେ ଆକ୍ରାନ୍ତ ଥିବା ମେରୀଙ୍କ ସ୍ବାସ୍ଥ୍ୟାବସ୍ଥା ସଙ୍କଟାପନ୍ନ ହେବାରୁ ତାଙ୍କୁ ଆଇସିୟୁରେ ଭର୍ତ୍ତି କରାଯାଇଥିବା ଜଣାପଡିଛି। ତାଙ୍କ ଝିଅ ମେକେନ୍ନା କେଲୀ ଇନ୍ଷ୍ଟାଗ୍ରାମରେ ପୋଷ୍ଟ କରି…
ଅମିତ, ଦୀପ୍ ଗ୍ରେସ୍ଙ୍କୁ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର, ୧୨ା୧୦(ଅନିଲ ଦାସ): ଚାଇନାରେ ଅନୁଷ୍ଠିତ ଏସିୟ କ୍ରୀଡ଼ାରେ ସ୍ବର୍ଣ୍ଣ ପଦକ ବିଜେତା ହକି ଖେଳାଳି ଅମୀତ ରୋହିଦାସ ଏବଂ ବ୍ରୋଞ୍ଜ ପଦକ ବିଜୟିନୀ ମହିଳା ହକି ଖେଳାଳି ଦୀପ ଗ୍ରେସ ଏକ୍କାଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର ସମ୍ବର୍ଦ୍ଧିତ କରିଛନ୍ତି।…
ଶୀତତାପ ନିୟନ୍ତ୍ରିତ ଘରେ କୁକୁଡ଼ାଚାଷ
ଅସ୍ତରଙ୍ଗ, ୧୨।୧୦ (ପ୍ରଦୀପ୍ତ କୁମାର ଦୀକ୍ଷିତ)ଦୃଢ଼ ଇଚ୍ଛା ଶକ୍ତି ଦ୍ୱାରା କୁକୁଡ଼ା ଫାର୍ମ କରି ଉଦାହରଣ ସାଜିଲେ ମହିଳା ଉଦ୍ୟୋଗୀ। ପୁରୀ ଜିଲା ଅସ୍ତରଙ୍ଗ ବ୍ଲକ କୋରଣା ପଞ୍ଚାୟତ ତିରିକଣା ଗ୍ରାମରେ ନୂତନ ଜ୍ଞାନକୌଶଳରେ ଆରମ୍ଭ ହୋଇଛି କୁକୁଡ଼ା ଚାଷ। ମହିଳା…
ଆଖିର ଯତ୍ନ ମୂଳ କଥା
ଆମ ଶରୀରର ସମସ୍ତ ଅଙ୍ଗ ମଧ୍ୟରୁ ଚକ୍ଷୁ ହେଉଛି ଏକ ସ୍ବତନ୍ତ୍ର ତଥା ମୂଲ୍ୟବାନ୍ ଅଙ୍ଗ। ଯାହା ଦ୍ୱାରା ଆମେ ଏ ସୁନ୍ଦର ଦୁନିଆକୁ ଦେଖିପାରୁଛୁ । ଆଖି ଦ୍ୱାରା ପଢ଼ିବା, ଲେଖିବା, ଦେଖିବାଠାରୁ ଆରମ୍ଭ କରି ଅନେକ କାମ ହୋଇଥାଏ…

