୨୨ ବିଧାୟକ, ୯ ଏମ୍ପି ଶିନ୍ଦେ କ୍ୟାମ୍ପ୍ ଛାଡ଼ିପାରନ୍ତି
ମୁମ୍ବାଇ, ୩୧ା୫: ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଏକନାଥ ଶିନ୍ଦେଙ୍କ ନେତୃତ୍ୱାଧୀନ ଶିବସେନା ଗୋଷ୍ଠୀର ୯ ଜଣ ଏମ୍ପି ଏବଂ ୨୨ ବିଧାୟକ ଦଳ ଛାଡ଼ିପାରନ୍ତି ବୋଲି ଉଦ୍ଧବ ଠାକ୍ରେ ନେତୃତ୍ୱାଧୀନ ଶିବସେନା (ୟୁବିଟି) ପକ୍ଷରୁ ଅଭିଯୋଗ କରାଯାଇଛି। ସେମାନେ ଦଳ ଭିତରେ ଅଣନିଃଶ୍ୱାସୀ…
ହାୟର କିନୋଚି ‘ବେଷ୍ଟ ଇନୋଭେଟିଭି ପ୍ରଡକ୍ଟ ଅଫ୍ ଦି ଇୟର’
ଭୁବନେଶ୍ୱର,୩୧।୫: ଦେଶର ପ୍ରମୁଖ ହୋମ୍ ଆପ୍ଲିଆନ୍ସ ନିର୍ମାଣକାରୀ ସଂସ୍ଥା ତଥା ହାୟର ଆପ୍ଲିଆନ୍ସ ଇଣ୍ଡିଆର ବହୁ ପ୍ରତୀକ୍ଷିତ ଏବଂ ଅତ୍ୟାଧୁନିକ ଜ୍ଞାନକୌଶଳରେ ନିର୍ମିତ ହାୟର କିନୋଚି ୫ଷ୍ଟାର ହେଭି ଡ୍ୟୁଟି ପ୍ରୋ ଏୟାର କଣ୍ଡିସନରକୁ ନିକଟରେ‘ବେଷ୍ଟ ଇନୋଭେଟିଭି ପ୍ରଡକ୍ଟ ଅଫ୍ ଦି…
ମେଟ୍ରନ୍ ସହ ଟିଏସ୍ଏମ୍ଏଲ୍ର ସହଭାଗିତା
ଭୁବନେଶ୍ୱର,୩୧।୫: ଅନ୍ତଃରାଷ୍ଟ୍ରୀୟ ଘରୋଇ ସଂସ୍ଥା ମେଟ୍ରନ୍ ସହ ଟାଟା ଷ୍ଟିଲ୍ ମାଇନିଂ ଲିମିଟେଡ୍(ଟିଏସ୍ଏମ୍ଏଲ୍) ମଧ୍ୟରେ ଏକ ଦ୍ୱିପାକ୍ଷିକ ବାଣିଜି୍ୟକ ସହଭାଗିତା ହୋଇଥିବା ଜଣାପଡ଼ିଛି। ବିଶେଷକରି କମ୍ପାନୀର କଟକ ଜିଲାସ୍ଥିତ ଆଠଗଡ଼ଠାରେ ଥିବା ଫେରୋ ଆଲଏଜ୍ କାରଖାନା ପାଇଁ ଏକ ଉନ୍ନତ ଶକ୍ତି…
କାନାରା ବ୍ୟାଙ୍କ ପକ୍ଷରୁ ରିଟେଲ ଏକ୍ସପୋ
ଭୁବନେଶ୍ୱର,୩୧।୫: କାନାରା ବ୍ୟାଙ୍କର ଭୁବନେଶ୍ୱର ମଣ୍ଡଳ କାର୍ଯ୍ୟାଳୟ ପକ୍ଷରୁ ନିକଟରେ ଏକ ରିଟେଲ ଏକ୍ସପୋ ବ୍ୟାଙ୍କର ଆର୍ଏଏଚ୍ ଭୁବନେଶ୍ୱର ପୋଖରୀପୁଟଠାରେ ଆୟୋଜିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ବ୍ୟାଙ୍କର ଭୁବନେଶ୍ୱର ଅଞ୍ଚଳ ମହାପ୍ରବନ୍ଧକ ବି.ଚନ୍ଦ୍ରଶେଖର ରାଓ ଏବଂ ଅଞ୍ଚଳ ମୁଖ୍ୟ ଜଗଦୀଶ ଚନ୍ଦ୍ର…
ଏନ୍ଏମ୍ଏସିସି ପକ୍ଷରୁ ‘ସ୍ବଦେଶ’ ପ୍ରଦର୍ଶନୀ
ମୁମ୍ବାଇ,୩୧।୫: ରିଲାଏନ୍ସ ଫାଉଣ୍ଡେଶନ ପକ୍ଷରୁ ନିକଟରେ ଏକ ୩ ଦିନିଆ ପାରମ୍ପରିକ କଳା ଓ ହସ୍ତକଳା ପ୍ରଦର୍ଶନୀ ‘ସ୍ବଦେଶ’ର ଆୟୋଜନ ମୁମ୍ବାଇର ନୀତା ମୁକେଶ ଅମ୍ବାନୀ କଲ୍ଚରାଲ୍ ସେଣ୍ଟର (ଏନ୍ଏମ୍ଏସିସି) ଠାରେ କରାଯାଇଥିଲା। ବିଶେଷକରି ଦେଶର କୋଣ ଅନୁକୋଣର ପାରମ୍ପରିକ କାରିଗରମାନଙ୍କ…
ଧୋନୀଙ୍କ ମାଇଲଖୁଣ୍ଟ, ଜାଡେଜା ମ୍ୟାଜିକ୍
ଇଣ୍ଡିଆନ ପ୍ରିମିୟର ଲିଗ୍ (ଆଇପିଏଲ୍)ର ୧୬ଶ ସଂସ୍କରଣ ସୋମବାର ଶେଷ ହୋଇଛି। ଏହାର ଫାଇନାଲରେ ଗୁଜରାଟ ଟାଇଟନ୍ସକୁ ହରାଇ ଚେନ୍ନାଇ ସୁପର କିଙ୍ଗ୍ସ ଚାମ୍ପିୟନ ହୋଇଛି। ଚେନ୍ନାଇକୁ ମ୍ୟାଚ ଜିତିବା ପାଇଁ ଶେଷ ୨ ବଲ୍ରୁ ୧୦ ରନ ଆବଶ୍ୟକ ହେଉଥିବାବେଳେ…
କିଟ୍ର ପ୍ରଜ୍ଞା ପ୍ରଶାନ୍ତି, ବିକ୍ରାନ୍ତଙ୍କ ମିଟ୍ ରେକର୍ଡ
ଭୁବନେଶ୍ୱର, ୩୧ା୫(ସ୍ପୋଟର୍ସ ବ୍ୟୁରୋ): ଉତ୍ତର ପ୍ରଦେଶରେ ଚାଲିଥିବା ଖେଲୋ ଇଣ୍ଡିଆ ୟୁନିଭର୍ସିଟି ଗେମ୍ସର ୬ଷ୍ଠ ଦିବସରେ କିଟ୍ ୟୁନିଭର୍ସିଟିର ପ୍ରତିଯୋଗୀମାନେ ୪ ସ୍ବର୍ଣ୍ଣ ପଦକ ହାସଲ କରିବା ସହ ଆଥଲେଟିକ୍ସ ଇଭେଣ୍ଟରେ ଦୁଇଟି ମିଟ୍ ରେକର୍ଡ କରିଛି। ପ୍ରଜ୍ଞା ପ୍ରଶାନ୍ତି ସାହୁ…
ଫାଇନାଲରେ ପାରାମାଉଣ୍ଟ
ଭୁବନେଶ୍ୱର, ୩୧।୫ (କ୍ରୀଡ଼ା ପ୍ରତିନିଧି): ମୁକ୍ତେଶ୍ୱର କ୍ରିକେଟ କ୍ଲବ ଆନୁକୂଲ୍ୟରେ ଏଠାରେ ଚାଲିଥିବା ୨ୟ ପ୍ରଶାନ୍ତ ମହାପାତ୍ର ସ୍ମାରକୀ ଜୁନିୟର(୧୬ ବର୍ଷରୁ କମ୍) କ୍ରିକେଟ ଟୁର୍ନାମେଣ୍ଟରେ ପ୍ରଥମ ଦଳଭାବେ ପାରାମାଉଣ୍ଟ ସ୍ପୋର୍ଟିଂ ଫାଇନାଲରେ ପ୍ରବେଶ କରିଛି। ମଙ୍ଗଳବାର ଅନୁଷ୍ଠିତ ପ୍ରଥମ ସେମିଫାଇନାଲରେ…
ମୁଖ୍ୟମନ୍ତ୍ରୀ କିଣିଲେ ପ୍ରଥମ ଟିକେଟ
ଭୁବନେଶ୍ୱର, ୩୧ା୫(ସ୍ପୋଟର୍ସ ବ୍ୟୁରୋ): ଜୁନ୍ ୯ରୁ ୧୮ ତାରିଖ ପର୍ଯ୍ୟନ୍ତ ଭୁବନେଶ୍ୱରରେ ଖେଳାଯିବାକୁ ଥିବା ଇଣ୍ଟରକଣ୍ଟିନେଣ୍ଟାଲ କପ୍ ୨୦୨୩ର ପ୍ରଥମ ଟିକେଟ କ୍ରୟ କରିଛନ୍ତି ଓଡ଼ିଶା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ସର୍ବଭାରତୀୟ ଫୁଟ୍ବଲ ମହାସଂଘ (ଏଆଇଏଫ୍ଏଫ୍) ସେକ୍ରେଟାରୀ ଜେନେରାଲ ଡ. ଶାଜି…
ଚାଇନାରେ ଆଲ୍ବିନୋ ପାଣ୍ଡା
ଚେଙ୍ଗ୍ଡୁ: ବିଶ୍ୱରେ ଅନେକ ପ୍ରକାର ପ୍ରାଣୀ ରହିଛନ୍ତି। ଆନିମଲ ଏକ୍ସପର୍ଟଙ୍କ ଅନୁସାରେ, ଏମିତି ବି କିଛି ପ୍ରାଣୀ ଅଛନ୍ତି ଯେଉଁମାନେ ଆଜି ପର୍ଯ୍ୟନ୍ତ ସାମ୍ନାକୁ ଆସିନାହାନ୍ତି। ଯଦି ସେମାନେ ଭୁଲବଶତଃ ଲୋକଲୋଚନକୁ ଆସିଯାଆନ୍ତି, ସେତେବେଳେ ଏକ ନୂଆ ପ୍ରଜାତି ଚିହ୍ନଟ ହୁଏ।…
ବୁରୁଣ୍ଡି ସବୁଠୁ ଗରିବ ଦେଶ
ଜିଟେଗା: ପୂର୍ବ ଆଫ୍ରିକାର ଏକ ଛୋଟ ଦେଶ ବୁରୁଣ୍ଡି ବିଶ୍ୱର ସବୁଠୁ ଗରିବ ଦେଶ ଭାବେ ପରିଚିତ। ଏହି ଦେଶର ଲୋକ ସଂଖ୍ୟା ୨୦୨୧ ସୁଦ୍ଧା ୧.୨୬ କୋଟି। ଏଠାରେ ଲୋକଙ୍କ ବାର୍ଷିକ ଆମଦାନୀ ୧୮୦ ଡଲାର ଅର୍ଥାତ୍ ଭାରତୀୟ ମୁଦ୍ରାରେ…
ମହାକାଶରେ ବିବାହ କରିବେ ବେଜୋସ୍
ପ୍ୟାରିସ୍: ଆମାଜନ୍ର ସମ୍ପାଦକ ୫୯ ବର୍ଷୀୟ ଜେଫ ବେଜୋସ୍ ନିଜ ରିଲେଶନକୁ ନେଇ ଚର୍ଚ୍ଚାରେ ରହୁଥିବାବେଳେ ଏବେ ସେ ବିବାହ କରିବାକୁ ଯାଉଥିବା ଖବର ମିଳିଛି। ତେବେ ଏହି ବିବାହ ସମସ୍ତଙ୍କ ବିବାହଠାରୁ ଭିନ୍ନ ହେବ। କାରଣ ସେ ମହାକାଶରେ ବିବାହ…
Archives


