Home Left

ଆଜି ଲକ୍ଷ୍ମୀ ବସ୍‌ ସେବା ଶୁଭାରମ୍ଭ କରିବେ ମୁଖ୍ୟମନ୍ତ୍ରୀ

ମାଲକାନଗିରି,୧୨ା୧୦(ଦୁର୍ଯ୍ୟୋଧନ ପାତ୍ର)ଲକ୍ଷ୍ମୀ ବସ୍‌ ଯୋଜନାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁବାର ମାଲକାନଗିରି ଜିଲାରୁ ଶୁଭାରମ୍ଭ କରିବେ। ଏହାକୁ ନେଇ ଜିଲାରେ ବ୍ୟାପକ ପ୍ରସ୍ତୁତି ଦେଖିବାକୁ ମିଳିଛି। ଜିଲା ପ୍ରଶାସନ ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କ ଗସ୍ତକୁ ନେଇ ବିଭିନ୍ନ ପଦକ୍ଷେପ ନିଆଯାଇଥିବା ଦେଖିବାକୁ ମିଳିଛି।…

ଓଡ଼ିଶା ପ୍ରକଳ୍ପ ସର୍ବଭାରତୀୟ ସ୍ତରରେ ତୃତୀୟ

ଭୁବନେଶ୍ୱର, ୧୨।୧୦(ଅସମାପିକା ସାହୁ)କେନ୍ଦ୍ର ସରକାରଙ୍କ ବିଜ୍ଞାନ ଓ କାରିଗରି କୌଶଳ ମନ୍ତ୍ରଣାଳୟ ତତ୍ତ୍ବାବଧାନରେ ନ୍ୟାଶନାଲ ଇନୋଭେଶନ ଫାଉଣ୍ଡେଶନ ପକ୍ଷରୁ ଆୟୋଜିତ ‘ଜାତୀୟସ୍ତରୀୟ ପ୍ରଦର୍ଶନୀ ଓ ପ୍ରକଳ୍ପ ପ୍ରତିଯୋଗିତା’ରେ ଓଡ଼ିଶାର ୫ଟି ପ୍ରକଳ୍ପ ପୁରସ୍କୃତ ହୋଇଛି। ଏଥିସହିତ ଗୋଟିଏ ପ୍ରକଳ୍ପ ସର୍ବଭାରତୀୟ ସ୍ତରରେ…

‘କେଟିବି- ଭାରତ ହୈ ହମ୍‌’ର ଟ୍ରେଲର ରିଲିଜ୍‌

ଭୁବନେଶ୍ୱର,୧୨।୧୦(ଅନୁରାଧା ମହାରଣା)କେନ୍ଦ୍ରମନ୍ତ୍ରୀ ଅନୁରାଗ ଠାକୁର ବୁଧବାର ଏକ ଆନିମେଟେଡ୍‌ ସିରିଜ୍‌ କ୍ରିସ୍‌, ତ୍ରିସ୍‌ ଆଣ୍ଡ ବାଲ୍ଟିବୟ (କେଟିବି) – ଭାରତ ହୈ ହମ୍‌ର ଟ୍ରେଲର୍‌ ଲଞ୍ଚ କରିଛନ୍ତି। କେନ୍ଦ୍ରୀୟ ସଞ୍ଚାର ବ୍ୟୁରୋ, କେନ୍ଦ୍ରୀୟ ସୂଚନା ଓ ପ୍ରସାରଣ ମନ୍ତ୍ରଣାଳୟ ଏବଂ ଗ୍ରାଫିଟି…

ଗେ’ ଚାଟ୍‌ ଆପ୍‌ରେ ଫସାଇ ଲୁଟୁଥିଲେ

ଭୁବନେଶ୍ୱର,୧୨।୧୦ (ସୂର୍ଯ୍ୟକାନ୍ତ ବେହେରା) : ଗ୍ରୀଣ୍ଡର ଗେ’ ଚାଟ୍‌ ଆପ୍‌ରେ ଯୁବକଙ୍କ ସହ ଚାଟିଂ କରୁଥିଲେ। ସମ୍ପର୍କ ବଢ଼ାଇ ବିଶ୍ୱାସ ଜନ୍ମାଇବା ପରେ ମଉଜମସ୍ତି ପାଇଁ ଭୁବନେଶ୍ୱର ଗ୍ୟାରେଜ ଛକକୁ ଡାକୁଥିଲେ। ଏହାପରେ ଯୁବକମାନଙ୍କୁ ଏକ ନିର୍ଦ୍ଦିଷ୍ଟ ଘରକୁ ଡାକି ନେଇ…

ଆର୍‌ବିଆଇ ଆଗରେ ନୋଟ୍‌ ଫିଙ୍ଗି ପ୍ରତିବାଦ

ଭୁବନେଶ୍ୱର,୧୨।୧୦(ସତ୍ୟଜିତ୍‌ ରାଉତ)ଚିରାଫଟା ନୋଟ୍‌ ବଦଳାଇବାକୁ ଲୋକେ ନାନା ହଟହଟାର ସମ୍ମୁଖୀନ ହେଉଛନ୍ତି। ରିଜର୍ଭ ବ୍ୟାଙ୍କ ଅଫ୍‌ ଇଣ୍ଡିଆ (ଆର୍‌ବିଆ)ର ଭୁବନେଶ୍ୱରସ୍ଥିତ ଆଞ୍ଚଳିକ କାର୍ଯ୍ୟାଳୟରେ ଥିବା କାଉଣ୍ଟର ବନ୍ଦ ହୋଇଯାଇଥିବାବେଳେ ବିଭିନ୍ନ ବ୍ୟାଙ୍କ୍‌ ମନା କରୁଛି। ଫଳରେ ଟଙ୍କା ବଦଳାଇବାକୁ ଆସିଥିବା କେତେଜଣ…

ଆପେକ୍ସ କମିଟି ବୈଠକ

ଭୁବନେଶ୍ୱର,୧୨ା୧୦(ଅନିଲ ଦାସ)ଆସନ୍ତା ନଭେମ୍ବର ୧୦ ଓ ୧୧ ତାରିଖରେ ଓଡ଼ିଶା ମିଲେଟ୍‌ ମିଶନ ଉପରେ ଅନ୍ତର୍ଜାତୀୟ କନ୍‌ଭେନଶନ ଆୟୋଜନ କରିବାକୁ ଯାଉଛି। ଆସନ୍ତା ଶତାବ୍ଦୀ ପାଇଁ ଉଭୟ ଜାତୀୟ ଓ ଅନ୍ତର୍ଜାତୀୟ କ୍ଷେତ୍ର ସକାଶେ ଓଡ଼ିଶା ରୋଡ୍‌ମ୍ୟାପ ବିକାଶ କରିବ ।…

ମିଠାରୁ ବାହାରିଲା ମୂଷା, ଦୋକାନ ସିଲ୍‌

କେନ୍ଦୁଝର,୧୨ା୧୦(ନରେଶ ଚନ୍ଦ୍ର ପଟ୍ଟନାୟକ)କେନ୍ଦୁଝର ସହର ଜାମୁହତା ଛକ ନିକଟରେ ଥିବା ଗୀତାଞ୍ଜଳି ମିଠା ଦୋକାନକୁ ବୁଧବାର ପୌରପାଳିକା ପକ୍ଷରୁ ସିଲ୍‌ କରି ଦିଆଯାଇଛି। ଦୋକାନର ଜଣେ କର୍ମଚାରୀ ଦୋକାନରେ ମିଠାରେ ମୂଷା ପଡ଼ିଥିବା, ମଇଳା ଆବର୍ଜନା ପରିବେଶରେ ମିଠା ପ୍ରସ୍ତୁତ ହେଉଥିବା…

ଶ୍ରମିକ ନେତା ଘନଶ୍ୟାମ ଜେନାଙ୍କ ଶେଷକୃତ୍ୟ

ଧାମନଗର,୧୨ା୧୦(ଦେବେନ୍ଦ୍ର ଆନ୍ଦିଆ)ଭଦ୍ରକ ଜିଲା ଧାମନଗର ବ୍ଲକ ଅଧୀନ ସୋହଡ଼ା ପଞ୍ଚାୟତ ଦୁଲାରପୁର ଗ୍ରାମର ବିଶିଷ୍ଟ ଶ୍ରମିକ ନେତା ଘନଶ୍ୟାମ ଜେନାଙ୍କ ଶେଷକୃତ୍ୟ ବୁଧବାର ଜନ୍ମମାଟିରେ ଶୋକାକୁଳ ପରିବେଶରେ ସମ୍ପନ୍ନ ହୋଇଛି। ବଡ଼ ପୁଅ ମୁଖାଗ୍ନି ଦେଇଥିଲେ। ଜାତୀୟସ୍ତରର ଶ୍ରମିକ ନେତା ଓ…

ବିଲେଇ ପାଇଁ ଜୀବନ ଗଲା

ଭୁବନେଶ୍ୱର,୧୨।୧୦(ସତ୍ୟଜିତ୍‌ ରାଉତ)ରାଜଧାନୀରେ ଏକ ପରିତ୍ୟକ୍ତ କୂଅରୁ ବିଲେଇ ଉଦ୍ଧାର କରିବାକୁ ଯାଇ ଜଣେ ଆଇସ୍‌କ୍ରିମ୍‌ ବେପାରୀଙ୍କ ଜୀବନ ଯାଇଛି। ପଟିଆ ରେଳ ଷ୍ଟେଶନ ନିକଟରେ ବୁଧବାର ଏହି ଅଭାବନୀୟ ଘଟଣା ଘଟିଛି। ପ୍ରାୟ ୬୦ ଫୁଟ ଗଭୀର ଏକ ପରିତ୍ୟକ୍ତ କୂଅରେ…

ଯାନବାହନ ଯାଞ୍ଚ ବେଳେ ବିଦେଶୀ ମଦ ଜବତ, ୩ ଗିରଫ

ବାଲିଗୁଡ଼ା,୧୧ା୧୦(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ଉପଖଣ୍ଡ ଅନ୍ତର୍ଗତ କ.ନୂଆଗାଁ ବ୍ଲକ ସାରଙ୍ଗଗଡ଼ ଥାନା ପକ୍ଷରୁ ଯାନବାହନ ଯାଞ୍ଚ ବେଳେ ଏକ ଗାଡ଼ିରୁ ପାଖାପାଖି ୨୨ ଲିଟର ବିଦେଶୀ ମଦ ପୋଲିସ ଜବତ କରି ତିନି ଜଣଙ୍କୁ ଗିରଫ କରାଯାଇଛି।…

ରାମ ମନ୍ଦିର ପୁରୋହିତ, କର୍ମଚାରୀଙ୍କ ବଢିଲା ଦରମା

ଆଯୋଧ୍ୟା,୧୧।୧୦: ଅଯୋଧ୍ୟା ରାମ ମନ୍ଦିରର ପୁରୋହିତ ଏବଂ କର୍ମଚାରୀଙ୍କ ଦରମା ବୃଦ୍ଧି କରିବାକୁ ନିଷ୍ପତ୍ତି ନିଆଯାଇଛି। ଶ୍ରୀ ରାମ ଜନ୍ମଭୂମି ତୀର୍ଥ କ୍ଷେମ୍ରର ଟ୍ରଷ୍ଟ ରାମ ମନ୍ଦିରର ପୁରୋହିତମାନଙ୍କ ଦରମା ବୃଦ୍ଧି କରିଛନ୍ତି। ଏହା ସହିତ ସେମାନଙ୍କୁ ଅନ୍ୟାନ୍ୟ ସୁବିଧା ଯୋଗାଇଦେବାକୁ…

ଅଜଣା ଗାଡ଼ି ଧକ୍କାରେ ଜଣଙ୍କ ଜୀବନ ଗଲା

ନିରାକାରପୁର,୧୧ା୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଅଜଣା ଗାଡ଼ି ଧକ୍କାରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି। ମୃତକ ଜଣଙ୍କ ହେଲେ ନୟାଗଡ଼ ଜିଲା ରଣପୁର ଥାନା ଅନ୍ତର୍ଗତ ବଳଭଦ୍ରପୁର ଗ୍ରାମର ଶ୍ରୀନାଥ ସାହି(୫୨)। ସୂଚନାନୁଯାୟୀ, ଖୋର୍ଦ୍ଧା ଜଙ୍କିଆ ଥାନା ଅନ୍ତର୍ଗତ ୧୬ ନମ୍ବର ଜାତୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?