ଭିନ୍ନକ୍ଷମ ଆଥ୍ଲେଟ ସ୍ବର୍ଣ୍ଣଲତାଙ୍କୁ ସରକାରୀ ସହାୟତା ମିଳୁନି
ରାଜକନିକା,୩୦ା୫(ଡି.ଏନ୍.ଏ.): ମୁଣ୍ଡ ଗୁଞ୍ଜିବାକୁ ଛାତ ନାହିଁ। ହେଲେ ଛାତିରେ ଛାତିଏ ବଳ। ମୁଁ ଭିନ୍ନକ୍ଷମ ସତ, ହେଲେ ଯେଉଁମାନେ ମୋ ପରି ଭିନ୍ନକ୍ଷମଙ୍କୁ ଖରାପ ନଜରରେ ଦେଖୁଛନ୍ତି ମୁଁ ସେମାନଙ୍କ ପାଇଁ ଉଦାହରଣ ସାଜିବାକୁ ଚାହୁଁଛି। ସରକାରୀ ସ୍ତରରେ ମୁଁ ଅଣଦେଖା।…
ନୂଆ ସଂସଦ ଭବନର ପ୍ରଶଂସା କଲେ ଅଜିତ ପାଓ୍ବାର, କହିଲେ ଦେଶକୁ ଏହାର ଆବଶ୍ୟକତା ଥିଲା
ପୁଣେ,୩୦।୫: ରାଷ୍ଟ୍ରବାଦୀ କଂଗ୍ରେସ ପାର୍ଟି(ଏନସିପି) ନେତା ଅଜିତ ପାଓ୍ବାର ସୋମବାର ନୂଆ ସଂସଦ ଭବନ ଉଦଘାଟନର ପ୍ରଶଂସା କରିଛନ୍ତି। ସମସ୍ତ ଏମପି ଏକାଠି ହୋଇ ସାଧାରଣ ଜନତାଙ୍କ ପାଇଁ କାମ କରିବା ଓ ସେମାନଙ୍କ ସମସ୍ତ ପ୍ରସଙ୍ଗକୁ ବିଚାର କରିବାକୁ ଅଜିତ…
ଗଳିଆ ନଦୀରେ ବିପଦପୂର୍ଣ୍ଣ ଡଙ୍ଗାଯାତ୍ରା
ମହାକାଳପଡ଼ା,୩୦ା୫(ଡି.ଏନ.ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ନଦୀ ନାଳ ଘେରା ବତିଘର ପଞ୍ଚାୟତକୁ ସ୍ଥଳପଥରେ ଯାତାୟାତ ପାଇଁ କୌଣସି ସୁବିଧା ନାହିଁ। ଫଳରେ ସ୍ଥାନୀୟ ଲୋକେ ଦୈନଦିନ କାର୍ଯ୍ୟରେ ବ୍ଲକ, ତହସିଲ, ଜିଲା କାର୍ଯ୍ୟାଳୟ ଓ ଜିଲା ମୁଖ୍ୟ ଚିକିତ୍ସାଳୟ ସମେତ…
ସ୍ନାନବେଦିରେ ଶ୍ରୀବିଗ୍ରହଙ୍କୁ ଛୁଇଁପାରିବେନି ଶ୍ରଦ୍ଧାଳୁ
ପୁରୀ ଅଫିସ,୩୦।୫: ଶ୍ରୀମନ୍ଦିର କାର୍ଯ୍ୟକାରୀ ଅଧ୍ୟକ୍ଷ ତଥା ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନାଙ୍କ ଅଧ୍ୟକ୍ଷତାରେ ଚଳିତ ବର୍ଷ ରଥଯାତ୍ରା ପୂର୍ବରୁ ନୀଳାଦ୍ରି ଭକ୍ତନିବାସରେ ପରିଚାଳନା କମିଟି ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ ବିଭିନ୍ନ ପ୍ରସଙ୍ଗ ଉପରେ ଆଲୋଚନା କରାଯିବା…
ପତ୍ରରେ ସୀମିତ ପଦକ୍ଷେପ
ଯାଜପୁର ଅଫିସ,୩୦ା୫: ଦୀର୍ଘ ୩୧ ବର୍ଷ ହେଲା ୧୨ କିଲୋମିଟର ବ୍ୟାପ୍ତ ମୂଳ ଖରସ୍ରୋତା ଶୁଷ୍କ ହୋଇ ପଡ଼ିଛି। ଏହି ନଦୀ ଶଯ୍ୟାର ପୁନରୁଦ୍ଧାର ଓ ସ୍ବାଭାବିକ ଜଳ ପ୍ରବାହ ବିଷୟରେ ଦୁଇ ଦଶନ୍ଧି ହେଲା ଅଞ୍ଚଳବାସୀ ସରକାରଙ୍କ ନିକଟରେ ଦାବି…
ଜିଲା ବିକାଶରେ ଜବରଦଖଲ ବାଧକ ସାଜିଛି
କେନ୍ଦ୍ରାପଡ଼ା ଅଫିସ, ୩୦ା୫: କେନ୍ଦ୍ରାପଡ଼ା ସହର ରାସ୍ତାରେ ସର୍ବଦା ଟ୍ରାଫିକ୍ ଜାମ୍। ପାଣିନାଳ ଉପରେ ଘର। ବର୍ଷା ହେଲେ ସହରର ୧୨ଟି ୱାର୍ଡବାସୀଙ୍କ ଘରେ ପାଣି ପଶୁଛି। ମାତ୍ର ୫ବର୍ଷ ପୂର୍ବରୁ କେନ୍ଦ୍ରାପଡ଼ା ସହର ମଧ୍ୟରେ ୨୪ଟି ପୋଖରୀ ଥିବାବେଳେ ଏବେ…
ଅଲାରନାଥ ପୀଠକୁ ଆସିଲା ନନ୍ଦିଘୋଷର ପୁରୁଣା ରଥ ଚକ
ପୁରୀ ଅଫିସ/ବ୍ରହ୍ମଗିରି,୩୦।୫(ଡି.ଏନ୍.ଏ.): ବ୍ରହ୍ମଗିରି ସ୍ଥିତ ମହାପ୍ରଭୁ ଅଲାରନାଥଙ୍କ ପୀଠକୁ ସୋମବାର ପୁରୀର ମହାପ୍ରଭୁଙ୍କ ନନ୍ଦିଘୋଷର ପୁରୁଣା ରଥ ଚକ ଆସି ପହଞ୍ଚତ୍ଛି। ମହାପ୍ରଭୁ ଚତୁର୍ଦ୍ଧାମୂର୍ତ୍ତିଙ୍କୁ ତିନିରଥରେ ବହନ କରିଥିବା ରଥ ଚକ ପ୍ରତି ଏକ ଆଧ୍ୟାମତ୍ିକ ଚିନ୍ତାଧାରା ସୃଷ୍ଟି ହୋଇଛି। ପରମ…
ଝାଡଖଣ୍ଡରେ କଂଗ୍ରେସ ନେତାଙ୍କ ୧୨ ସ୍ଥାନରେ ଇଡି ଚଢାଉ
ରାଞ୍ଚି,୩୦।୫: ଝାଡଖଣ୍ଡରେ ଇଡି ଆଜି ବଡ଼ ପଦକ୍ଷେପ ନେଇଛି। ମଙ୍ଗଳବାର କଂଗ୍ରେସ ନେତା ପ୍ରଦୀପ ଯାଦବ ଏବଂ ତାଙ୍କ ସହଯୋଗୀ ରହୁଥିବା ୧୨ଟି ସ୍ଥାନ ଇଡି ଚଢାଉ କରିଛି। ରାଞ୍ଚିର ଚାରୋଟି ସ୍ଥାନରେ ଏବଂ ଦେଓଘରର ଆଠଟି ସ୍ଥାନରେ ଇଡି ଏହି…
୩ରଥ ପାଇଁ ନାଟ ଗୋଡ଼ରେ ରୂପ ଅଙ୍କନ ଆରମ୍ଭ
ପୁରୀ ଅଫିସ,୩୦ା୫: ଆସନ୍ତା ୪ ତାରିଖରେ ଶ୍ରୀବିଗ୍ରହଙ୍କ ସ୍ନାନଯାତ୍ରା ଅନୁଷ୍ଠିତ ହେବାକୁ ଯାଉଛି। ରଥ ସଂହିତା ଅନୁଯାୟୀ ସ୍ନାନଯାତ୍ରା ଦିନ ରଥଖଳାରେ ତିନି ରଥର ଚାରି ନାହାକା ଉଠିଥାଏ। ତେବେ ଚଳିତ ବର୍ଷ ରଥ ନିର୍ମାଣ କାର୍ଯ୍ୟ ଦ୍ରୁତ ଗତିରେ ଆଗେଇ…
ସ୍ନାନଯାତ୍ରା ନେଇ ମୁଖ୍ୟ ପ୍ରଶାସକ, ଜିଲାପାଳଙ୍କ ସମୀକ୍ଷା
ପୁରୀ ଅଫିସ,୩୦ା୫: ଜୁନ ୪ତାରିଖରେ ମହାପ୍ରଭୁଙ୍କ ସ୍ନାନଯାତ୍ରା ଅନୁଷ୍ଠିତ ହେବାକୁ ଯାଉଛି। ଫଳରେ ଶ୍ରୀମନ୍ଦିର ପ୍ରଶାସନଠାରୁ ଜିଲା ପ୍ରଶାସନ ଏବଂ ସେବାୟତମାନଙ୍କ ପକ୍ଷରୁ ବିଭିନ୍ନ ପ୍ରସ୍ତୁତି ଆରମ୍ଭ ହୋଇଛି। ଏ ନେଇ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ରଞ୍ଜନ କୁମାର ଦାସ ଏବଂ…
ହରିୟାଣାରେ ଏଏପିର ତିରଙ୍ଗା ଯାତ୍ରାରେ ସାମିଲ ହେବେ କେଜ୍ରିଓ୍ବାଲ
ନୂଆଦିଲ୍ଲୀ,୩୦।୫: ଆସନ୍ତା ବର୍ଷ ହରିୟାଣାରେ ହେବାକୁ ଥିବା ବିଧାନସଭା ନିର୍ବାଚନ ପାଇଁ ବିଭିନ୍ନ ରାଜନୈତିକ ଦଳ ପ୍ରସ୍ତୁତି ଆରମ୍ଭ କରିଦେଇଛନ୍ତି। ଆମ ଆଦମୀ ପାର୍ଟି (ଏଏପି) ଜାତୀୟ ସଂଯୋଜକ ତଥା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ବାଲ ଦଳର ଅଭିଯାନ ପକ୍ଷରୁ ଆସନ୍ତା…
କାର୍ଯ୍ୟାନୁଷ୍ଠାନ ରିପୋର୍ଟ ଦାଖଲ ପାଇଁ ଏନ୍ସିଆଇଏସ୍ଏମ୍କୁ ନୋଟିସ
ଖୋର୍ଦ୍ଧା ଅଫିସ,୩୦ା୫: ପୁରୀସ୍ଥିତ ଗୋପବନ୍ଧୁ ଆୟୁର୍ବେଦ କଲେଜରେ ବିନା ଯୋଗ୍ୟତାରେ ଡାକ୍ତରୀ ପାଠ ପଢୁଥିବା ଖବର ‘ଧରିତ୍ରୀ’ରେ ପ୍ରକାଶ ପାଇବା ପରେ ରାଜ୍ୟ ଆୟୁଷ ନିର୍ଦ୍ଦେଶାଳୟ ପକ୍ଷରୁ ତପତ୍ରତା ପ୍ରକାଶ ପାଇଛି। ବିଭିନ୍ନ ପର୍ଯ୍ୟାୟରେ ଆୟୁଷ ବିଭାଗ ପକ୍ଷରୁ ଗୋପବନ୍ଧୁ ଆୟୁର୍ବେଦ…
Archives


