Home Left

ସ୍ବଚ୍ଛ ସର୍ଭେକ୍ଷଣରେ ଭଲର଼୍ୟାଙ୍କ୍‌ ପାଇବାକୁ ତତ୍ପରତା

ଭୁବନେଶ୍ୱର,୯।୭ (ବନ୍ଦନା ସେଠୀ)କେନ୍ଦ୍ର ସରକାରଙ୍କ ପକ୍ଷରୁ ସ୍ବଚ୍ଛ ସର୍ଭେକ୍ଷଣର ଅଷ୍ଟମ ସଂସ୍କରଣ ନିମନ୍ତେ ଘୋଷଣା ହୋଇ ସାରିଛି। ଏହି କ୍ରମରେ ସହରର ସ୍ବଚ୍ଛତା ନେଇ ଭୁବନେଶ୍ୱର ମହାନଗର ନିଗମ ଅଞ୍ଚଳର ଜନସାଧାରଣଙ୍କ ପାଇଁ ଭୋଟିଂ ବ୍ୟବସ୍ଥା ମଧ୍ୟ ଆରମ୍ଭ ହୋଇଯାଇଛି। ବିଏମ୍‌ସି…

ପୋଷାକରେ ଶାଳୀନତା ଆଧ୍ୟାତ୍ମିକ ଭାବ ଜାଗ୍ରତ କରେ

ନିଶ୍ଚିନ୍ତକୋଇଲି,୯।୭(ଅଶୋକ କୁମାର ମହାପାତ୍ର)ଦେଶର ଉତ୍ତର ଓ ଦକ୍ଷିଣ ଭାରତରେ ବିଭିନ୍ନ ପ୍ରତିଷ୍ଠିତ ଦେବଦେବୀ ମନ୍ଦିରରେ ପ୍ରବେଶ ପାଇଁ ସ୍ବତନ୍ତ୍ର ଡ୍ରେସକୋଡର ବିଧିବ୍ୟବସ୍ଥା ରହିଛି। ଏପରିକି ମୁସ୍‌ଲିମ୍‌ ସମ୍ପ୍ରଦାୟର ଲୋକେ ନମାଜ ପାଠ କଲାବେଳେ, ଖ୍ରୀଷ୍ଟିଆନ ଚର୍ଚ୍ଚ ଯିବା ସମୟରେ, ଶିଖ୍‌ମାନେ ଗୁରୁଦ୍ୱାର…

ପ୍ରସ୍ତାବରେ ରହିଗଲା ଲୋକକଳା ଏକାଡେମୀ

ଭୁବନେଶ୍ୱର,୯।୭(ଶର୍ମିଷ୍ଠା ପାଣିଗ୍ରାହୀ)ଲୋକକଳା ଆମ ରାଜ୍ୟର ପରିଚୟ। ଆମ ପରମ୍ପରା, ସଂସ୍କୃତିର ପ୍ରତୀକ। ବର୍ତ୍ତମାନର ସମାଜ ପାଶ୍ଚାତ୍ୟ ମୁହାଁ ହେଉଥିବାବେଳେ ଲୋକକଳାକୁ ବଞ୍ଚାଇ ରଖିବା ଆମ ପାଇଁ ଏକ ବଡ଼ ଆହ୍ବାନ। ଇତିମଧ୍ୟରେ କିଛି ଲୋକକଳା ସତ୍ତା ହରାଇଥିବାବେଳେ ଆଉକିଛି ବିଲୁପ୍ତ ହେବାକୁ…

୧୩ବର୍ଷ ହେବ ନିର୍ଯାତନା ଦେଉଛି କଙ୍ଗାରୁ କୋର୍ଟ

ପିପିଲି,୯।୭(ପ୍ରଭାତ ମହାପାତ୍ର)ପିପିଲି ଥାନା ଅଞ୍ଚଳରେ ଚାଲିଛି କଙ୍ଗାରୁ କୋର୍ଟ। ବାହିଲିପଡା ଗ୍ରାମର ଦିଲୀପ ପାଟ୍ଟସାହାଣୀ ଦୀର୍ଘ ୧୩ବର୍ଷ ହେଲା ଗାଁରୁ ନିଆଁପାଣି ବାସନ୍ଦର ଶିକାର ହୋଇ ଅନେକ ନିର୍ଯାତନା ଭୋଗୁଛୁ। ଏପରିକି ତାଙ୍କ ବଡ଼ଭାଇ ସ୍ନେହକର ପାଟ୍ଟସାହାଣୀ ଓ କିଛି ସମ୍ପର୍କୀୟ…

‘ବୈବାହିକ ସମ୍ପର୍କ ନ ଥିଲେ ସଂଯମୀ ହୁଅନ୍ତୁ ମହିଳା’

କଟକ,୯।୭(କାର୍ତ୍ତିକ ସାହୁ): ପରସ୍ପର ମଧ୍ୟରେ ଭଲ ସମ୍ପର୍କ ଥାଇ ସହମତି ଭିତ୍ତିରେ ଶାରୀରିକ ସମ୍ପର୍କ ରଖିବା ବଳାତ୍କାର ନୁହେଁ ବୋଲି ହାଇକୋର୍ଟ ନିକଟରେ ଏକ ଗୁରୁତ୍ୱପୂର୍ଣ୍ଣ ରାୟ ପ୍ରଦାନ କରିଛନ୍ତି। ବିଚାରପତି ରାଧାକୃଷ୍ଣ ପଟ୍ଟନାୟକ ଏହି ରାୟ ପ୍ରଦାନ କରିବା ପରେ…

ମତଦାନ କଲେ ଓଡ଼ିଶାର ଶଙ୍ଖାମେଦୀ ଭୋଟର

ଭୋଗରାଇ,୯।୭:(ପ୍ରଦୀପ ଦାସ)ସୀମା ବିବାଦକୁ ନେଇ ଆନ୍ଧ୍ର, ଛତିଶଗଡ଼, ଝାଡଖଣ୍ଡ ଓ ପଶ୍ଚିମବଙ୍ଗ ସହିତ ସ୍ଥିତି ଜଟିଳ ହେଉଥିବା ବେଳେ ଶନିବାର ପଶ୍ଚିମବଙ୍ଗ ପଞ୍ଚାୟତ ନିର୍ବାଚନରେ ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ଅନଳିଆ ପଞ୍ଚାୟତ ଅଧୀନ ଶଙ୍ଖାମେଦୀ ଗାଁର ୩ଶହର ଊର୍ଦ୍ଧ୍ୱ ଭୋଟର…

ସ୍କୁଲରୁ ଲୁଚି ଚାଲି ଆସିଥିବା ୨ ଛାତ୍ର ଉଦ୍ଧାର

କେନ୍ଦୁଝର,୮ା୭(ନରେଶ ଚନ୍ଦ୍ର ପଟ୍ଟନାୟକ): ଝୁମ୍ପୁରା ବ୍ଲକ ଅନ୍ତର୍ଗତ ବଡ଼ନେଉଳି ସରକାରୀ ନୋଡାଲ ଉଚ୍ଚ ବିଦ୍ୟାଳୟରୁ ରାତିରେ ଦୁଇ ଜଣ ଛାତ୍ର ଲୁଚି ପଳେଇ ଆସିଥିବା ଘଟଣା ଅଞ୍ଚଳରେ ଚର୍ଚ୍ଚାର ବିଷୟ ପାଲଟିଛି। କେନ୍ଦୁଝର ସହରରେ ସ୍ଥାନୀୟ ଲୋକମାନେ ଦୁଇ ଛାତ୍ରଙ୍କୁ ଶନିବାର…

ପୁଣି ଟ୍ରୋଲ୍‌ ହେଲେ ଉର୍ଫି

ମୁମ୍ବାଇ: ପ୍ରତ୍ୟେକ ଥର ଉର୍ଫି ଜାଭେଦ ତାଙ୍କ ଡ୍ରେସ୍‌କୁ ନେଇ ଚର୍ଚ୍ଚାକୁ ଆସିଥାନ୍ତି। ଏଥର ମଧ୍ୟ ଉର୍ଫି ତାଙ୍କ ଲୁକ୍‌ ପାଇଁ ସୋସିଆଲ ମିଡିଆରେ ଟ୍ରୋଲ୍‌ର ଶିକାର ହୋଇଛନ୍ତି। ଉର୍ଫି ଏକ ପତଳା ସୂତା ଡୋରରେ ଫୁଲ ଲାଗିଥିବା ବ୍ଲାଉଜ ପିନ୍ଧିଛନ୍ତି।…

ଅବକାରୀ ଥାନା ହାଜତରେ ମହିଳାଙ୍କ ମୃତ୍ୟୁ

ମାଲକାନଗିରି,୮ା୭(ଦୁର୍ଯ୍ୟୋଧନ ପାତ୍ର): ଅବକାରୀ ଥାନାରେ ଜଣେ ମହିଳାଙ୍କ ଶନିବାର ମୃତ୍ୟୁ ହୋଇଥିବା ଜଣାପଡ଼ିଛି। ମହିଳାଙ୍କ ନାମ ପ୍ରୀତି। ମହିଳା ଜଣଙ୍କ ଏମ୍‌ଭି ୬୬ ଗ୍ରାମର ହୋଇଥିବା ସୂଚନା ମିଳିଛି। ମାଥିଲି ଥାନା ଅନ୍ତର୍ଗତ କମଳାପଦର ନିକଟରେ ଗଞ୍ଜେଇ ଚାଲାଣ କରୁଥିବା ବେଳେ…

ଅଲ୍‌ଟ୍ରାସାଉଣ୍ଡରେ ଜଣାପଡ଼ିଥିଲା ଗର୍ଭରେ ଥିଲେ ଦୁଇ ପିଲା, ଅପରେଶନ ପରେ ଯାହା ଘଟିଲା ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଲକ୍ଷ୍ନୌ,୮ା୭: ଉତ୍ତରପ୍ରଦେଶର ସିଦ୍ଧାର୍ଥନଗର ଜିଲାରେ ଏକ ଅଜବ ମାମଲା ସାମ୍ନାକୁ ଆସିଛି, ଯାହା ଶୁଣି ଆଶ୍ଚର୍ଯ୍ୟ ହେବେ। ଜଣେ ବ୍ୟକ୍ତି ତାଙ୍କ ସ୍ତ୍ରୀଙ୍କ ପ୍ରସବ ପାଇଁ ଏକ ଘରୋଇ ଡାକ୍ତରଖାନାରେ ଭର୍ତ୍ତି କରିଥିଲେ। ଅପରେଶନ ପୂର୍ବରୁ ସମ୍ପର୍କୀୟମାନେ ଦୁଇଟି ଭିନ୍ନ ଡାକ୍ତରଖାନାରେ…

ହିଞ୍ଜିଳିକାଟୁରେ ମୁଖ୍ୟମନ୍ତ୍ରୀଙ୍କ ସ୍ବତନ୍ତ୍ର ସଚିବ

ହିଞ୍ଜିଳିକାଟୁ,୮ା୭(ଦ୍ୱିତୀକୃଷ୍ଣ ପଣ୍ଡା): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶ କ୍ରମେ ଶନିବାର ମୁଖ୍ୟମନ୍ତ୍ରୀଙ୍କ ସ୍ବତନ୍ତ୍ର ସଚିବ ଆର୍‌ ଭିନିଲ୍‌ କ୍ରିଷ୍ଣା ହିଞ୍ଜିଳିକାଟୁରେ ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର ତଦାରଖ ଓ ପ୍ରକଳ୍ପର ଅଗ୍ରଗତି ସମ୍ପର୍କରେ ବୁଲି ସମୀକ୍ଷା କରିଛନ୍ତି। ଶନିବାର ହିଞ୍ଜିଳିରେ ପହଞ୍ଚି ସଚିବ…

ପାଟପୁର ପୋଲିସ ବିରୋଧରେ ଏସ୍‌ପିଙ୍କୁ ଫେରାଦ

ଛତ୍ରପୁର,୮ା୭(ସନ୍ତୋଷ ପାଢ଼ୀ): ପାଟପୁର ଥାନା ପୋଲିସର ମନମୁଖୀ କାର୍ଯ୍ୟ ବିରୋଧରେ ଗଞ୍ଜାମ ଏସ୍‌ପିଙ୍କ ନିକଟରେ ଯୁବକମାନେ ଫେରାଦ ହୋଇଛନ୍ତି । ପାଟପୁର ଥାନା ପୋଲିସ କିଛି କାରଣ ନ ଥାଇ ନିର୍ଯାତନା ଦେଉଥିବା ପି. ରାମଚନ୍ଦ୍ରପୁରର ଯୁବକମାନେ ଅଭିଯୋଗ ଆଣିଛନ୍ତି। ଗ୍ରାମର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri