ଇରାନ ବିବାଦ: ଟ୍ରମ୍ପଙ୍କ ନାଁ ନନେଇ ଏମିତି କହିଦେଲେ ମୋହନ ଭାଗବତ, ବିଶ୍ବକୁ ଦେଲେ ଶାନ୍ତିର ମନ୍ତ୍ର
ନୂଆଦିଲ୍ଲୀ,୨୦।୩: ଇରାନ-ଆମେରିକା ବିବାଦ ଭିତରେ ଆରଏସଏସ ମୁଖ୍ୟ ମୋହନ ଭାଗବତ ବିଶ୍ୱକୁ ଶାନ୍ତିର ବାର୍ତ୍ତା ଦେଇଛନ୍ତି । ରାଷ୍ଟ୍ରୀୟ ସ୍ୱୟଂସେବକ ସଂଘ (ଆରଏସଏସ)ର ମୁଖ୍ୟ ମୋହନ ଭାଗବତ ନାଗପୁରରେ କହିଛନ୍ତି ଯେ ଯେତେବେଳେ ଲୋକମାନେ ନିଜର ସ୍ୱାର୍ଥକୁ ପାଶୋରି ଦେଇ ସଦଭାବନାରେ…
ଗଣଶିକ୍ଷା ମନ୍ତ୍ରୀଙ୍କ ବଡ଼ ବୟାନ: ମାଟ୍ରିକ ପରୀକ୍ଷା ଦେଲେନି ୯୯୩୦ ଛାତ୍ରୀଛାତ୍ର
ଭୁବନେଶ୍ୱର,୨୦।୩: ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ଶୁକ୍ରବାର ଗୃହରେ ଏକ ବଡ଼ ବୟାନ ଦେଇଛନ୍ତି। ଚଳିତ ବର୍ଷ ମାଟ୍ରିକ ପରୀକ୍ଷାରେ ୯୯୩୦ଜଣ ଛାତ୍ରୀଛାତ୍ର ଅନୁପସ୍ଥିତ ରହିଥିବା ନେଇ ମନ୍ତ୍ରୀ ଗୃହରେ ତଥ୍ୟ ରଖିଛନ୍ତି। ଚଳିତ ବର୍ଷ ୫ଲକ୍ଷ ୪୬ହଜାର…
ରାଜ୍ୟ ସରକାରଙ୍କ ବଡ଼ ଆକ୍ସନ: ୨୫ ଶିଳ୍ପାନୁଷ୍ଠାନକୁ କାରଣ ଦର୍ଶାଅ ନୋଟିସ୍
ଭୁବନେଶ୍ୱର,୨୦ା୩: ଶିଳ୍ପାନୁଷ୍ଠାନ ଉପରେ ରାଜ୍ୟ ସରକାର ନେଇଛନ୍ତି କଡ଼ା ଆକ୍ସନ। ୨୫ଟି ଶିଳ୍ପାନୁଷ୍ଠାନକୁ କାରଣ ଦର୍ଶାଅ ନୋଟିସ୍ ଜାରି କରିଛନ୍ତି ସରକାର। ଜମି ନେଇ ଶିଳ୍ପ କରୁ ନ ଥିବାରୁ ରାଜ୍ୟ ସରକାର ଏପରି ନିଷ୍ପତ୍ତି ନେଇଛନ୍ତି। ତେବେ ୭ଟି ଶିଳ୍ପାନୁଷ୍ଠାନ…
ସରକାରଙ୍କ ନୂଆ ନିର୍ଦ୍ଦେଶ: ତେଲ-ଗ୍ୟାସ ବ୍ୟବହାର କରୁଥିବା କମ୍ପାନୀଗୁଡ଼ିକୁ କରିବାକୁ ପଡିବ ଏହି କାମ
ନୂଆଦିଲୀ,୨୦।୩: ପଶ୍ଚିମ ଏସିଆରେ ସଂଘର୍ଷ ଯୋଗୁ ସୃଷ୍ଟି ହୋଇଥିବା ବିଶ୍ୱ ଶକ୍ତି ସଙ୍କଟ ମଧ୍ୟରେ, ସରକାର ଦେଶ ମଧ୍ୟରେ ଅତ୍ୟାବଶ୍ୟକୀୟ ସାମଗ୍ରୀ ଆଇନ ଲାଗୁ କରିଛନ୍ତି। ଏହି ଆଇନ ଅନୁଯାୟୀ, ପେଟ୍ରୋଲିୟମ ଉତ୍ପାଦ ଏବଂ ପ୍ରାକୃତିକ ଗ୍ୟାସର ଉତ୍ପାଦନ, ପ୍ରକ୍ରିୟାକରଣ, ବିଶୋଧନ,…
ହର୍ମୁଜ ପ୍ରଣାଳୀକୁ ପୁନଃ ଖୋଲିବାରେ ସାହାଯ୍ୟ କରିବେ ଛଅଟି ଦେଶ; ସାରା ବିଶ୍ୱରେ ଖାଦ୍ୟ ସଙ୍କଟ ତୀବ୍ର ହୋଇପାରେ
ତେହାରାନ,୨୦।୩: ପଶ୍ଚିମ ଏସିଆରେ ଚାଲିଥିବା ସଂଘର୍ଷ ଦିନକୁ ଦିନ ଭୟଙ୍କର ହେବାରେ ଲାଗିଛି। ଆମେରିକା ଏବଂ ଇସ୍ରାଏଲର ଭୟଙ୍କର ଆକ୍ରମଣରୁ ପୂର୍ବରୁ ଜଳୁଥିବା ଏକ ମୋର୍ଚ୍ଚାରେ, ଇରାନ ଏବେ ଇସ୍ରାଏଲ ଏବଂ ଉପସାଗରୀୟ ରାଷ୍ଟ୍ରଗୁଡ଼ିକରେ ଅବସ୍ଥିତ ଆମେରିକୀୟ ସାମରିକ ଘାଟି ବିରୁଦ୍ଧରେ…
ହିତାଧିକାରୀଙ୍କ ପାଇଁ ଖୁସିଖବର! ଏପ୍ରିଲରେ ମିଳିବ ୩ ମାସର ରାଶନ…ଜାଣନ୍ତୁ କେମିତି ପାଇବେ…
ନୂଆଦିଲ୍ଲୀ,୨୨।୩: ଭାରତ ସରକାରଙ୍କ ପକ୍ଷରୁ ସାଧାରଣ ନାଗରିକଙ୍କ ପାଇଁ ଏକ ବଡ଼ ଏବଂ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ଗ୍ରହଣ କରାଯାଇଛି। ପ୍ରଧାନମନ୍ତ୍ରୀ ଗରିବ କଲ୍ୟାଣ ଅନ୍ନ ଯୋଜନା (PMGKAY) ଅଧୀନରେ ହିତାଧିକାରୀମାନଙ୍କୁ ଏପ୍ରିଲ ମାସରେ ଏକାସଙ୍ଗେ ତିନି ମାସର ରାଶନ ଯୋଗାଇ ଦିଆଯିବ।…
ଯୁଦ୍ଧ ଭିତରେ ଖସିଲା ସୁନାଦର; ଦେଢଲକ୍ଷରୁ ତଳକୁ ଖସିଲା ଭରିଏ ସୁନାର ମୂଲ୍ୟ!
ନୂଆଦିଲ୍ଲୀ,୨୦।୩: ଖସିଲା ସୁନା, ରୁପା ଦର । ସପ୍ତାହକ ମଧ୍ୟରେ ୨୦ ହଜାର ଟଙ୍କା ଖସିଲାଣି ସୁନା ଦର । ଦେଢ଼ ଲକ୍ଷରୁ ତଳକୁ ଖସିଲା ଭରିଏ ସୁନାର ମୂଲ୍ୟ । ଭୁବନେଶ୍ବରରେ ୨୨ କ୍ୟାରେଟ ସୁନା ୧୦ ଗ୍ରାମକୁ ଲକ୍ଷେ…
ବଢିଲା ଭାରତ-ଚାଇନା ସମେତ ଅନେକ ଦେଶର ଟେନସନ, ୫ ବର୍ଷ ପର୍ଯ୍ୟନ୍ତ ଗ୍ୟାସ ସପ୍ଲାଇ ଉପରେ ପଡ଼ିବ ପ୍ରଭାବ
ଦୋହା/ନୂଆଦିଲ୍ଲୀ,୨୦।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ, ଇରାନ କେବଳ ଇସ୍ରାଏଲ ଏବଂ ଆମେରିକା ବିରୁଦ୍ଧରେ ଆକ୍ରମଣ ଆରମ୍ଭ କରୁନାହିଁ ବରଂ ଉପସାଗରୀୟ ରାଷ୍ଟ୍ରଗୁଡ଼ିକୁ ମଧ୍ୟ ଟାର୍ଗେଟ କରୁଛି। ବୁଧବାର ରାତିରେ, ଇରାନ କତାରର ତୈଳ ଏବଂ ଗ୍ୟାସ ପ୍ରତିଷ୍ଠାନକୁ ଟାର୍ଗେଟ କରିଥିଲା।…
ଆଫଗାନିସ୍ତାନକୁ ଯୁଦ୍ଧରେ ସାହାଯ୍ୟ କରୁଛି ଭାରତ! ପାକିସ୍ତାନ ଆଣିଲା ସାଂଘାତିକ ଅଭିଯୋଗ…
ନୂଆଦିଲ୍ଲୀ,୨୦।୩: ଆଫଗାନିସ୍ତାନରେ ତାଲିବାନର ସର୍ୱୋଚ୍ଚ ନେତା ହିବାତୁଆଲ୍ଲାହ ଆଖୁନ୍ଦଜାଦା ପାକିସ୍ତାନ ସମ୍ପର୍କରେ ଏକ ଅତ୍ୟନ୍ତ କଠୋର ଏବଂ ସ୍ପଷ୍ଟ ବାର୍ତ୍ତା ଦେଇଛନ୍ତି। ଇଦ-ଉଲ-ଫିତର ଅବସରରେ କାନ୍ଦାହାରର ଇଦଗାହରେ ହଜାର ହଜାର ଲୋକଙ୍କୁ ସମ୍ୱୋଧିତ କରି ସେ ସ୍ପଷ୍ଟ ଭାବରେ କହିଥିଲେ ଯେ…
ପ୍ରସ୍ତାବିତ ମେଗା ଷ୍ଟିଲ୍ପ୍ଲାଣ୍ଟ ପାଇଁ ଗ୍ରାମସଭା ଚାଲିଥିବାବେଳେ ଧସ୍ତାଧସ୍ତି, ଏକର ପିଛା ଏତିକି କୋଟି ଦାବି କରି…
ପାଟଣା,୨୦ା୩(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ତହସିଲ ଅଞ୍ଚଳରେ ପ୍ରସ୍ତାବିତ ମେଗା ଷ୍ଟିଲ୍ ପ୍ଲାଣ୍ଟ୍ ପ୍ରତିଷ୍ଠା ପାଇଁ ଶୁକ୍ରବାର ଚେମଣା ପଞ୍ଚାୟତ ଧନୁର୍ଜୟପୁର ଗ୍ରାମ ସ୍କୁଲ ପଡ଼ିଆରେ ଚତୁର୍ଥ ଗ୍ରାମସଭା ଅନୁଷ୍ଠିତ ହୋଇଛି। ତେବେ ଶୁକ୍ରବାର ସକାଳୁ ଚେମଣା ପଞ୍ଚାୟତର ଧନୁର୍ଜୟପୁରରେ…
ବିଶ୍ୱର ସବଠୁ ଖୁସି ଦେଶ କିଏ ଜାଣନ୍ତି: ଏହି ସ୍ଥାନରେ ଅଛି ଭାରତ
ଲଣ୍ଡନ,୨୦ା୩:ଫିନ୍ଲାଣ୍ଡ ବିଶ୍ୱର ସବୁଠୁ ସୁଖୀ ରାଷ୍ଟ୍ର ଭାବେ ନିଜର ମାନ୍ୟତା ବଜାୟ ରଖିଛି। କ୍ରମାଗତ ଭାବେ ୯ମ ଥର ପାଇଁ ବିଶ୍ୱର ସବୁଠୁ ସୁଖୀ ରାଷ୍ଟ୍ର ସୂଚୀ (ଓ୍ବାର୍ଲଡ ହାପିନେସ୍ ରିପୋର୍ଟ)ରେ ଏହି ଦେଶ ସର୍ବାଗ୍ରେ ରହିଛି। କେବଳ ଫିନ୍ଲାଣ୍ଡ ନୁହେଁ,…
ମାର୍କେଟ୍ କମ୍ପ୍ଲେକ୍ସରେ ଭୟାବହ ଅଗ୍ନିକାଣ୍ଡ, ହୁତୁହୁତୁ ହୋଇ….
ଭୁବନେଶ୍ବର,୨୦।୩: ଭୁବନେଶ୍ୱର CRP ଛକ ନିକଟ ମାର୍କେଟ୍ କମ୍ପ୍ଲେକ୍ସରେ ଭୟଙ୍କର ଅଗ୍ନିକାଣ୍ଡ । ନିଆଁର ପ୍ରକୋପ ଏତେ ମାତ୍ରାରେ ରହିଛି ଯେ, ଚାରିଆଡ଼େ ଧୂଆଁମୟ ହୋଇଯାଇଛି । ୪ଟି ଅଗ୍ନିଶମ ବାହିନୀ ଦ୍ବାରା ନିଆଁ ଲିଭା କାର୍ଯ୍ୟ ଜାରି ରହିଥିଲେ ହେଁ…
Archives


