Home Left

ଆର୍ଯ୍ୟପଲ୍ଲୀ ଫିସିଂ ହାର୍ବର କାର୍ଯ୍ୟକ୍ଷମ କରିବାକୁ ନିର୍ଦ୍ଦେଶ ଦେଲେ ମନ୍ତ୍ରୀ

ଛତ୍ରପୁର, ୧୧ା୯ (ଦ୍ୱାରକା ପଟ୍ଟନାୟକ/ଦିଲ୍ଲୀପ ସାମଲ): ଓଡ଼ିଶା ସରକାରଙ୍କ ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ବିଭାଗ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ ଶୁକ୍ରବାର ଦିନିକିଆ ଗଞ୍ଜାମ ଗସ୍ତରେ ଆସି ବିଭିନ୍ନ ମତ୍ସ୍ୟ ପ୍ରକଳ୍ପର ଅଗ୍ରଗତି ସମୀକ୍ଷା କରିଛନ୍ତି। ଛତ୍ରପୁର ବିଧାୟକ କୃଷ୍ଣଚନ୍ଦ୍ର ନାୟକଙ୍କ…

ଶାଗୁଆନ କାଠ ବୋଝେଇ ପିକ୍ଅପ ଭ୍ୟାନ ଜବତ: ମାମଲା ରୁଜୁ କଲା ବନ ବିଭାଗ               

ଦିଗପହଣ୍ଡି/ମୋହନା,୧୧|୯(ଅଶେଷ ନାଥ ମିଶ୍ର/ ମନ୍ମଥ ମିଶ୍ର) ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପୋଡ଼ାମାରି ଗ୍ରାମ ସ୍ଥିତ ବନ ବିଭାଗ ଚନ୍ଦ୍ରଗିରି ରେଞ୍ଜ କାର୍ଯ୍ୟାଳୟ କର୍ମଚାରୀ ବୃନ୍ଦ ଗଜପତି ଜିଲା ଚନ୍ଦ୍ରଗିରି – ଅନ୍ତର୍ବା ରାସ୍ତା କଡ଼ରୁ ଏକ ଶାଗୁଆନ କାଠ ବୋଝେଇ…

ଉପଅଧିନାୟକ ହୋଇଗଲେ ସିନା ଏବେ ଖେଳିବେ କେଉଁଠି? ତିଳକ ବର୍ମାଙ୍କ ବ୍ୟାଟିଂ ଅର୍ଡରଙ୍କୁ ନେଇ ପ୍ରଶ୍ନ

ନୂଆଦିଲ୍ଲୀ,୧୧।୯: ସେପ୍ଟେମ୍ବର ୧୩ରୁ ନୂଆଦିଲ୍ଲୀର ଅରୁଣ ଜେଟଲୀ ଷ୍ଟାଡିୟମ୍‌ରେ ଆଫଗାନିସ୍ତାନ ବିପକ୍ଷରେ ଆରମ୍ଭ ହେବାକୁ ଯାଉଛି ୩ ମ୍ୟାଚ୍‌ ବିଶିଷ୍ଟ ଟି-୨୦ ସିରିଜ୍‌। ଏହି ସିରିଜ୍‌ ପାଇଁ ଶ୍ରେୟସ ଆୟରଙ୍କ ଅଧିନାୟକତ୍ୱରେ ୧୫ ଜଣିଆ ଭାରତୀୟ ଦଳ ପ୍ରସ୍ତୁତ ଥିବା ବେଳେ…

ଚଳିତ ବର୍ଷର ଅଧିକ ପାଣି ବଂଶଧାରାରେ

ଗୁଡ଼ାରି, ୧୧।୯ (ପ୍ରମୋଦ କୁମାର ପତି): ଗୁଡ଼ାରି ବଂଶଧାରା ନଦୀରେ ଶୁକ୍ରବାର ଚଳିତ ବର୍ଷର ସର୍ବାଧିକ ଜଳ ପ୍ରବାହ ଦେଖିବାକୁ ମିଳିଛି। ନଦୀର ଉପରମୁଣ୍ଡରେ ଲଘୁଚାପଜନିତ ବର୍ଷା ଯୋଗୁଁ ଗୁଡ଼ାରିଠାରେ ବଂଶଧାରା ଫୁଲି ଉଠିଛି। ଶୁକ୍ରବାର ରାତିରେ ଉପରମୁଣ୍ଡରେ ଅଧିକ ବର୍ଷା…

ପୋଡ଼ାମାରି ସ୍ଥିତ ବନାଞ୍ଚଳ କାର୍ଯ୍ୟାଳୟରେ ୧୪ ତମ  ବନ ସହିଦ୍ ଦିବସ ପାଳିତ: ବଳିଦାନ ଦେଇଥିବା ବନ କର୍ମଚାରୀ ମାନଙ୍କ ଉଦ୍ଦେଶ୍ୟରେ …

ପୋଡ଼ାମାରି ସ୍ଥିତ ବନାଞ୍ଚଳ କାର୍ଯ୍ୟାଳୟ ରେ ୧୪ ତମ ବନ ସହିଦ୍ ଦିବସ ପାଳିତ ; * ବଳିଦାନ କରିଥିବା ବନ କର୍ମଚାରୀ ମାନଙ୍କ ଉଦ୍ଦେଶ୍ୟରେ କରାଗଲା ନୀରବ ପ୍ରାର୍ଥନା ଦିଗପହଣ୍ଡି,୧୧|୯(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ପୋଡ଼ାମାରି ଗ୍ରାମ ସ୍ଥିତ…

ଖରାରେ ସିଝିଲେ, ବର୍ଷାରେ ଭିଜିଲେ ଭିନ୍ନକ୍ଷମ

ହାଟଡିହୀ/ଛେନାପଦୀ,୧୧।୯ (ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ କାର୍ଯ୍ୟାଳୟ ପରିସରରେ ଶୁକ୍ରବାର ଅନୁଷ୍ଠିତ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିରରେ ବ୍ୟାପକ ଅବ୍ୟବସ୍ଥା ପରିଲକ୍ଷିତ ହୋଇଛି। ଭିନ୍ନକ୍ଷମ ବ୍ୟକ୍ତିମାନଙ୍କ ସୁବିଧା ଓ ସୁରକ୍ଷା ପାଇଁ ଆୟୋଜିତ ଏହି ଶିବିରରେ ମୌଳିକ…

ବିରେନ୍ଦ୍ର ସେହ୍ବାଗଙ୍କ ନୂଆ ଇନିଂସ, ଅଶନୀର ଗ୍ରୋଭରଙ୍କୁ ଆଉଟ୍‌ କରି ଚମକାଇଲେ, ଏଣିକି…

ମୁମ୍ବାଇ,୧୧।୯: ପ୍ରାଇମ୍ ଭିଡିଓର ସୁପରହିଟ୍ ରିଆଲିଟି ଶୋ’ ‘ରାଇଜ୍‌ ଆଣ୍ଡ୍‌ ଫଲ୍‌’ (Rise And Fall) ନିଜର ଦ୍ୱିତୀୟ ସିଜନ୍ ସହ ଫେରୁଛି। ଏଥର ଶୋ’କୁ ନେଇ ଦର୍ଶକଙ୍କ ମଧ୍ୟରେ ଅଧିକ ଉତ୍ସାହ ଦେଖିବାକୁ ମିଳିଛି, କାରଣ ଭାରତୀୟ କ୍ରିକେଟ୍ ଦଳର…

ପ୍ରଧାନମନ୍ତ୍ରୀଙ୍କ ଜନ୍ମ ଦିନରୁ ସେବା ସଂକଳ୍ପ ଅଭିଯାନ: ୧୩ଟି କାର୍ଯ୍ୟକ୍ରମକୁ ନେଇଁ ଲୋକଙ୍କୁ ପାଖକୁ ଯିବ ଭାଜପା

ଭବାନୀପାଟଣା,୧୧।୯(ଉତ୍ତମ କୁମାର ଦାଶ): ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ମାସେ ବ୍ୟାପି ସେବା ସଂକଳ୍ପ ଅଭିଯାନ କରିବ ଭାଜପା । ଏଥିରେ ପ୍ରତ୍ୟେକ ମଣ୍ଡଳ, ବୁଥ ଏବଂ ଜିଲାରେ ସେବା ସଂକଳ୍ପ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ। ଏ ନେଇଁ ଶୁକ୍ରବାର ଅପରାହ୍ନରେ ଭବାନୀପାଟଣା ସାର୍କିଟ…

ଶନିଙ୍କ ନକ୍ଷତ୍ର ପରିବର୍ତ୍ତନ, ଅକ୍ଟୋବରରୁ ୩ରାଶିଙ୍କ ଧନଲାଭ ଯୋଗ; ଚାକିରିରେ ବଡ଼ ପ୍ରମୋଶନ!

ବୈଦିକ ଜ୍ୟୋତିଷ ଶାସ୍ତ୍ରରେ, ଶନିଙ୍କୁ ସବୁଠାରୁ ଶକ୍ତିଶାଳୀ, ନିଷ୍ଠୁର ଗ୍ରହ ମଧ୍ୟରୁ ଗୋଟିଏ ବୋଲି ବିବେଚନା କରାଯାଏ । ଶନିଙ୍କ ସ୍ଥିତିର ପ୍ରଭାବ ୧୨ଟି ରାଶି ସହିତ ସାରା ବିଶ୍ୱରେ ଅନୁଭୂତ ହୁଏ । ବର୍ତ୍ତମାନ, ଶନି ରେବତୀ ନକ୍ଷତ୍ରରେ ଗୋଚର…

ଦିବ୍ୟାଙ୍ଗଙ୍କୁ ସ୍ୱାବଲମ୍ବୀ କରାଇବା ପାଇଁ ପଦକ୍ଷେପ: ଏକାଧିକଙ୍କୁ ମିଳିଲା ସହାୟତା ରାଶି

ଦାରିଙ୍ଗବାଡ଼ି, ୧୧।୯ (ଅରୁଣ ସାହୁ): ଦିବ୍ୟାଙ୍ଗଙ୍କ ବିକାଶ ସହ ସେମାନଙ୍କୁ ସ୍ୱରୋଜଗାରକ୍ଷମ କରାଇ ସ୍ୱାବଲମ୍ବୀ କରିବା ପାଇଁ କନ୍ଧମାଳ ଜିଲା ଦାରିଙ୍ଗବାଡ଼ିରେ ପ୍ରୟାସ ଆରମ୍ଭ ହୋଇଛି। ପୂର୍ବରୁ ମଧ୍ୟ ଏକାଧିକ ଦିବ୍ୟାଙ୍ଗ ଯୁବତୀ, ଯୁବକ ଓ ଅନ୍ୟ ଦିବ୍ୟାଙ୍ଗଙ୍କୁ ସକ୍ଷମ ବ୍ୟକ୍ତିଙ୍କ…

ଘରେ ଝିଅ ଜନ୍ମ ହେଲେ ଆପଣଙ୍କୁ ମିଳିବ ୨୭ ଲକ୍ଷ ଟଙ୍କା! କରିବାକୁ ହେବ କେବଳ ଏହି କାମ…

ନୂଆଦିଲ୍ଲୀ,୧୧।୯: ଯଦି ଆପଣଙ୍କ ଘରେ ଝିଅ ଜନ୍ମ ହୋଇଛି, ତେବେ ଏବେ ଆପଣ ୨୭ ଲକ୍ଷ ଟଙ୍କା ପାଇପାରିବେ। କେନ୍ଦ୍ର ସରକାରଙ୍କ ଏପରି ଏକ ଯୋଜନା ଅଛି, ଯାହା ଆପଣଙ୍କ ଝିଅ ଜନ୍ମ ହେବାଠାରୁ ବଡ଼ ହେବା ପର୍ଯ୍ୟନ୍ତ ଆପଣଙ୍କୁ ଆର୍ଥିକ…

ଗୁଣିଗାରେଡି ସନ୍ଦେହରେ ବୃଦ୍ଧଙ୍କୁ ଆକ୍ରମଣ: ଥାନାରେ ପଶି ଛଡାଇ ନେବାକୁ ପୋଲିସ ସହ ଧସ୍ତାଧସ୍ତି, ୫ ମହିଳାଙ୍କ ସମେତ…

ପୁରୁଷୋତ୍ତମପୁର,୧୧ା୯ (ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ଶୁକ୍ରବାର ଗୁଣିଗାରେଡିକୁ ନେଇ ତୁମୁଳକାଣ୍ଡ ଘଟିଛି। ଗୁଣିଗାରେଡି ସନ୍ଦେହରେ କେଶବ ଗୌଡ(୬୫)ଙ୍କୁ ଆକ୍ରମଣ କରାଯାଇଛି। ତାଙ୍କୁ ଥାନାରେ ପଶି ପୋଲିସ ହାତରୁ ଛଡାଇ ନେବାକୁ ଉଦ୍ୟମ ହୋଇଛି। ଏହି ସମୟରେ ପୋଲିସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?