ଏମ୍ଜିଏନ୍ଆର୍ଇଜିଏ କାର୍ଯ୍ୟରେ ଅନିୟମିତତା
ବାରିପଦା,୮ା୭(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବେତନଟୀ ବ୍ଳକ ଚାଞ୍ଛିପଦା ପଞ୍ଚାୟତରେ ଏମ୍ଜିଏନ୍ଆର୍ଇଜିଏ କାର୍ଯ୍ୟରେ ଅନିୟମିତତା ହୋଇଥିବା ଅଭିଯୋଗ ହୋଇଛି। ପଞ୍ଚାୟତର ନାଏବ ସରପଞ୍ଚ ଜନନୀ ମଣି ମହାନ୍ତଙ୍କ ନେତୃତ୍ୱରେ ଶ୍ରମିକମାନେ ଜିଲାପାଳଙ୍କ ଜନଅଭିଯୋଗ ଶୁଣାଣି ପ୍ରକୋଷ୍ଠରେ ଅଭିଯୋଗ କରିଛନ୍ତି। ଉଚ୍ଚସ୍ତରୀୟ…
ଥାଲାସେମିଆ ରୋଗୀ ଏଚ୍ଆଇଭିରେ ଆକ୍ରାନ୍ତ
ବାଲେଶ୍ୱର, ୮।୭ (ମାନସ ବିଶ୍ୱାଳ): ବାଲେଶ୍ୱର ଫକୀରମୋହନ ମେଡିକାଲ କଲେଜ ଏବଂ ଜିଲା ମୁଖ୍ୟ ଚିକିତ୍ସାଳୟରେ ଥିବା ରକ୍ତଭଣ୍ଡାରରୁ ରକ୍ତ ନେଉଥିବା ଥାଲାସେମିଆରେ ପୀଡ଼ିତ ଜଣେ ୧୩ ବର୍ଷର ବାଳକ ଏବେ ଏଚ୍ସିଭି ପଜିଟିଭ ଏବଂ ଏଚ୍ଆଇଭି ପଜିଟିଭରେ ଆକ୍ରାନ୍ତ। ପିଲାକୁ…
୭ ଦଫା ଦାବିରେ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ
ରଘୁନାଥପୁର, ୮।୭(ରାଜେନ୍ଦ୍ର ନାରାୟଣ ସିଂହ): ବିଦ୍ୟୁତ୍ ସମସ୍ୟା ପ୍ରତିବାଦରେ ୭ ଦଫା ଦାବି ନେଇ ରଘୁନାଥପୁରର ଟିପିସିଓଡିଏଲ କାର୍ଯ୍ୟାଳୟକୁ ଶୁକ୍ରବାର ସ୍ଥାନୀୟ ବିଦ୍ୟୁତ୍ ଉପଭୋକ୍ତା ସଂଘ ପକ୍ଷରୁ ଘେରାଉ କରାଯାଇଛି। ସଂଘ ସଭାପତି ରଞ୍ଜନ କୁମାର ମହାନ୍ତି ଓ ସମ୍ପାଦକ ଗୋବିନ୍ଦ…
ପୋଲିସ କମାଣ୍ଡୋ ସମେତ ୪ ମୃତ
ଇମ୍ଫାଲ, ୮ା୭: ମଣିପୁର ବିଷ୍ଣୁପୁର ଜିଲାର ବିଭିନ୍ନ ସ୍ଥାନରେ ଗୁଳି ବିନିମୟ ଘଟି ଜଣେ ପୋଲିସ କମାଣ୍ଡୋଙ୍କ ସମେତ ୪ ଜଣଙ୍କ ମୃତ୍ୟୁ ହୋଇଛି। ଏହି ହିଂସାକାଣ୍ଡରେ ଅନ୍ୟ କେତେଜଣ ଆହତ ହୋଇଛନ୍ତି। ଗୁରୁବାର ରାତି ୧ଟା ୩୦ରେ ମେଇତି ବହୁଳ ବିଷ୍ଣୁପୁରର…
ଛାତ୍ର କଂଗ୍ରେସର ପ୍ରତିବାଦ
ଭୁବନେଶ୍ବର, ୮ା୭(ସୁନିତ୍ ମିଶ୍ର): ଗୁଜରାଟ ହାଇକୋର୍ଟ ପକ୍ଷରୁ ଏଆଇସିସି(ଅଖିଳ ଭାରତ କଂଗ୍ରେସ କମିଟି)ର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀଙ୍କ ଉପରେ ହୋଇଥିବା ଦଣ୍ଡାଦେଶରେ ରୋକ୍ ଲଗାଇବା ପାଇଁ ଆବେଦନ ଖାରଜ ହେବାପରେ ସାରା ଦେଶରେ କଂଗ୍ରେସ କର୍ମୀ, ସାଧାରଣ ଜନତା ଓ…
ତ୍ରିପୁରା ବିଧାନସଭାରେ ପର୍ନକୁ ନେଇ ହାଇଡ୍ରାମା
ଅଗରତାଲା,୮ା୭: ବିଧାନସଭା ଅଧିବେଶନ ଚାଲିଥିବାବେଳେ ଗୃହରେ ମୋବାଇଲ ବ୍ୟବହାର ମନା। ଏହା ଜାଣି ସୁଦ୍ଧା ତ୍ରିପୁରାର ବାଗ୍ବାସା ଭାଜପା ବିଧାୟକ ଯାଦବଲାଲ ନାଥ ବିଧାନସଭାରେ ବସି ଅଶ୍ଳୀଳ ଭିଡିଓ ଦେଖୁଥିଲେ। ଗତ ମାର୍ଚ୍ଚ ୩୦ର ଏହି ଦୃଶ୍ୟ ସାମାଜିକ ଗଣମାଧ୍ୟମରେ ବହୁଳ…
ବଲାଙ୍ଗୀରରେ ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ
ବଲାଙ୍ଗୀର, ୮ା୭(ବୀରେନ୍ଦ୍ର କୁମାର ଝାଙ୍କର): ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ୍ ଶୁକ୍ରବାର ବଲାଙ୍ଗୀର ଆସି ଏକ ଦ୍ୱାଦଶାହ କାର୍ଯ୍ୟକ୍ରମରେ ଯୋଗଦେଇଥିଲେ। ଝାଡ଼ଖଣ୍ଡ ହାଇକୋର୍ଟ ମୁଖ୍ୟ ବିଚାରପତି ଜଷ୍ଟିସ୍ ସଞ୍ଜୟ କୁମାର ମିଶ୍ରଙ୍କ ପିତା ମାର୍କଣ୍ଡ ମିଶ୍ର ଓ ମାତା ଜ୍ୟୋତିର୍ମୟୀ ମିଶ୍ରଙ୍କ…
ସିସୋଡିଆଙ୍କ ସମ୍ପତ୍ତି ବାଜ୍ୟାପ୍ତ କଲା ଇଡି
ନୂଆଦିଲ୍ଲୀ, ୮ା୭ :ଦିଲ୍ଲୀ ଅବକାରୀ ଦୁର୍ନୀତି ମାମଲା ସହ ସମ୍ପୃକ୍ତ ମନିଲଣ୍ଡରିଂ ମାମଲାର ତଦନ୍ତ କରୁଥିବା ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ଏଏପି ନେତା ତଥା ଦିଲ୍ଲୀର ପୂର୍ବତନ ଉପମୁଖ୍ୟମନ୍ତ୍ରୀ ମନୀଷ ସିସୋଡିଆ, ତାଙ୍କ ସ୍ତ୍ରୀ ଓ ଅନ୍ୟ କେତେଜଣ ଅଭିଯୁକ୍ତଙ୍କ ୫୨…
କୋଷ୍ଟଗାର୍ଡ ପାଇଁ କିଣାଯିବ ଡୋର୍ନିଅର ବିମାନ
ନୂଆଦିଲ୍ଲୀ, ୮ା୭: ଭାରତୀୟ ତଟ ସୁରକ୍ଷା ବାହିନୀ (ଆଇସିଜି) ପାଇଁ ଦୁଇଟି ଡୋର୍ନିଅର ବିମାନ ସମେତ ଅନ୍ୟାନ୍ୟ ଇଞ୍ଜିନିୟରିଂ ସପୋର୍ଟ ପ୍ୟାକେଜ୍ ପାଇଁ ପ୍ରତିରକ୍ଷା ମନ୍ତ୍ରଣାଳୟ ଶୁକ୍ରବାର ହିନ୍ଦୁସ୍ଥାନ ଏରୋନଟିକ୍ସ ଲିମିଟେଡ୍ (ହାଲ୍) ସହ ୪୫୮.୮୭ କୋଟି ଟଙ୍କାର ଚୁକ୍ତିନାମା ସ୍ବାକ୍ଷର କରିଛି।…
ଇସ୍ତଫା ଘୋଷଣା କଲେ ନେଦରଲ୍ୟାଣ୍ଡ ପ୍ରଧାନମନ୍ତ୍ରୀ
ଆମଷ୍ଟରଡାମ,୮।୭: ମିଳିତ ସରକାରରେ ସ୍ଥାନାନ୍ତରଣ ନୀତି ଉପରେ ସହମତି ନ ଥିବାରୁ ନେଦରଲ୍ୟାଣ୍ଡ ପ୍ରଧାନମନ୍ତ୍ରୀ ମାର୍କ ରୁଟ ଇସ୍ତଫା ଘୋଷଣା କରିଛନ୍ତି। ସ୍ଥାନାନ୍ତରଣ ନୀତିକୁ ନେଇ ମିଳିତ ଦଳ ମଧ୍ୟରେ ମତଭେଦ ପରେ ଡଚ ସରକାର ହ୍ରାସ ପାଇଛି ବୋଲି ସେ…
୨ ବନ୍ଦେ ଭାରତ ଏକ୍ସପ୍ରେସ୍ ଶୁଭାରମ୍ଭ
ବାରାଣସୀ , ୮ା୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ନିଜ ନିର୍ବାଚନ ମଣ୍ଡଳୀ ଉତ୍ତରପ୍ରଦେଶର ବାରାଣସୀରେ ଏକ ସଭାକୁ ସମ୍ବୋଧିତ କରି କହିଛନ୍ତି, ପୂର୍ବ ସରକାରଗୁଡ଼ିକ ବାସ୍ତବତାକୁ ନ ଦେଖି ଶୀତତାପ ନିୟନ୍ତ୍ରିତ ପ୍ରକୋଷ୍ଠରେ ବସି ଯୋଜନା ପ୍ରସ୍ତୁତ କରୁଥିଲେ। ଆଜିର କଲ୍ୟାଣକାରୀ…
ମୋଦିଙ୍କ ରାଲିକୁ ଯାଉଥିବା ବସ୍ ଦୁର୍ଘଟଣାରେ ୩ ମୃତ
ବିଳାସପୁର, ୮ା୭: ଛତିଶଗଡ଼ର ରାୟପୁରରେ ଶୁକ୍ରବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ରାଲିକୁ ଯାଉଥିବା ଏକ ବସ୍ ବିଳାସପୁର ଜିଲାରେ ଛିଡ଼ା ହୋଇଥିବା ଏକ ଟ୍ରକ୍କୁ ଧକ୍କା ଦେବାରୁ ୩ ଜଣଙ୍କ ମୃତ୍ୟୁ ଘଟିବା ସହ ଅନ୍ୟ ୬ ଜଣ ଆହତ ହୋଇଛନ୍ତି। ସେମାନଙ୍କ…
Archives


