Home Left

ପୁଅର ମୁଣ୍ଡନ ପୂଜା ପାଇଁ ଯାଉଥିଲେ ଘଟିଲା ଭୟଙ୍କର ଦୁର୍ଘଟଣା: ୫ ଜଣଙ୍କ ଅବସ୍ଥା ଗୁରୁତର

ଦିଗପହଣ୍ଡି,୮|୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡ଼ି ପଞ୍ଚାୟତ ପିଲିକାଢ଼ିଅ ଗ୍ରାମ ନିକଟ କେରାଣ୍ଡି ମାଳ ପାହାଡ଼ ବାଙ୍କେଶ୍ୱରୀ ଘାଟି ରାସ୍ତାରେ ରବିବାର ପୂର୍ବାହ୍ନ ପ୍ରାୟ ୧୦ ଟାରେ ଏକ ପିକ୍ଅପ୍ ଭ୍ୟାନ (ନଂ.ଓଆର୦୭ ଟି -୪୧୫୭)ନିୟନ୍ତ୍ରଣ…

ଗ୍ରାମ୍ୟ ଜଳ ଯୋଗାଣ ବିଭାଗର ବେପରୁଆ ନୀତି : ବିଭାଗକୁ ସିଧା ସଳଖ ଦାୟୀ

ଗଞ୍ଜାମ,୮।୩(ବିଦ୍ୟାଧର ସାହୁ ): ଗଞ୍ଜାମ ଐତିହାସିକ ଦୋଳ ପୂର୍ଣ୍ଣମୀ ଯାତ୍ରା ସମାପନ ହେବା ପରେ ଆରମ୍ଭ ହୋଇଛି ପ୍ରସିଦ୍ଧ ପଞ୍ଚୁଦୋଳ ଯାତ୍ରା । ପ୍ରତି ବର୍ଷ ଭଳି ହୁମା ହାଟ ପଡିଆରେ ଏହି ଯାତ୍ରା କେଉଁ ଆବାହନ କାଳରୁ ଅନୁଷ୍ଠିତ ହୋଇ…

“ମୁଁ ଚାହୁଁଛି ଫାଇନାଲରେ ଭାରତ ହାରିଯାଉ” ବିସ୍ଫୋରକ ବୟାନ ଦେଲେ…

ନୂଆଦିଲ୍ଲୀ,୮।୩: ଦକ୍ଷିଣ ଆଫ୍ରିକାର କିମ୍ୱଦନ୍ତୀ ଦ୍ରୁତ ବୋଲର ଡେଲ ଷ୍ଟେନ, ଯିଏ ୪୦୦ ରୁ ଅଧିକ ଟେଷ୍ଟ ୱିକେଟ ନେଇଛନ୍ତି, ୨୦୨୬ ଟି-୨୦ ବିଶ୍ୱକପ ଫାଇନାଲ ପୂର୍ୱରୁ ଏକ ଆଶ୍ଚର୍ଯ୍ୟଜନକ ବୟାନ ଦେଇଛନ୍ତି। ସେ କହିଛନ୍ତି ଯେ ଯଦି ନ୍ୟୁଜିଲ୍ୟାଣ୍ଡ ୮…

ବାଇକ୍‌ ଆରୋହୀଙ୍କୁ ଧକ୍କା ଦେଲା ଟ୍ରଲର : ଘଟଣାସ୍ଥଳରେ ଚପା ଉତ୍ତେଜନା

ପାଲଲହଡ଼ା,୮।୩(ଦିବ୍ୟଜ୍ୟୋତି ଦାଶ : ଟ୍ରଲର ଧକ୍କାରେ ବାଇକ୍‌ ଆରୋହୀଙ୍କ ମୃତ୍ୟୁ। ୧୪୯ ନ ଜାତୀୟ ରାଜପଥ ଅବରୋଧ ସହିତ ଘଟଣାସ୍ଥଳରେ ଚପା ଉତ୍ତେଜନା। ଏଭଳି ଘଟଣା ଘଟିଛି ଅନୁଗୋଳ ଜିଲା ଖମାର ଥାନା ବନର ଦେଇ ଯାଇଥିବା ୧୪୯ ନ. ଜାତୀୟ…

ଫାଇନାଲ ପୂର୍ୱରୁ ICCର ନିଷ୍ପତ୍ତିକୁ ନେଇ ହଇଚଇ; ଭାରତ ଛାଡିବାକୁ ଜିଦ୍‌ ଧରିଲେଣି ଏହି ଖେଳାଳି

ନୂଆଦିଲ୍ଲୀ,୮।୩: ୨୦୨୬ ଟି୨୦ ବିଶ୍ୱକପ ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ଭାରତ ଏବଂ ନ୍ୟୁଜିଲ୍ୟାଣ୍ଡ ମଧ୍ୟରେ ଟୁର୍ନାମେଣ୍ଟର ଫାଇନାଲ ମ୍ୟାଚ ଖେଳାଯିବାର କାର୍ଯ୍ୟକ୍ରମ ରହିଛି। ଏହି ସମୟରେ, ଭାରତରେ ଫସି ରହିଥିବା ଦଳଗୁଡ଼ିକର ପ୍ରତ୍ୟାବର୍ତ୍ତନକୁ ନେଇ ଏକ ବିବାଦ ଦେଖାଦେଇଛି। ମଧ୍ୟପ୍ରାଚ୍ୟରେ ଉତ୍ତେଜନା…

ନିଜର ସେବା ଜରିଆରେ ନିଆରା ଉଦାହରଣ ସୃଷ୍ଟି କରିଥିଲେ ଡା. ନାରାୟଣୀ ପଣ୍ଡା: ମହିଳା ଦିବସରେ ବୁଜିଲେ ଆଖି

ସମ୍ବଲପୁର,୮।୩(ପ୍ରମୋଦ ବହିଦାର): ସମ୍ବଲପୁରର ବିଶିଷ୍ଟ ସ୍ତ୍ରୀ ରୋଗ ବିଶେଷଜ୍ଞ ତଥା ଜଣାଶୁଣା ସମାଜସେବୀ ଡା. ନାରାୟଣୀ ପଣ୍ଡାଙ୍କର ରବିବାର ପୂର୍ବାହ୍ନରେ ପରଲୋକ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୮୮ ବର୍ଷ ବୟସ ହୋଇଥିଲା। ନିଜର ସମସ୍ତ ସଞ୍ଚିତ ପୁଞ୍ଜିକୁ ଶିକ୍ଷା ଓ…

ବିଳମ୍ବିତ ରାତିରେ  ଘରେ ପଶିଗଲା ଆମ୍ବୁଲାନ୍ସ 

ନୟାଗଡ଼,୮।୩(ଲୋକନାଥ ମିଶ୍ର/ପ୍ରକାଶ କୁମାର ପାଣି): ଭାରସାମ୍ୟ ହରାଇ ଏକ ଘରେ ପଶିଗଲା  ଆମ୍ବୁଲାନ୍ସ । ଏଭଳି ଘଟଣା ଘଟିଛି ନୟାଗଡ଼ ଜିଲା ଦଶପଲ୍ଲା ବୁଗୁଡ଼ା ଛକରେ। ଦୁର୍ଘଟଣାରେ ଆହତ  ଯୁବତୀଙ୍କୁ  ଦଶପଲ୍ଲା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଛି। ବଲାଙ୍ଗୀର ଖୋର୍ଦ୍ଧା ୫୭…

ଫାଇନାଲ ପୂର୍ବରୁ ଅଚାନକ ରିଟାୟର ଘୋଷଣା କଲେ ଏହି ଖେଳାଳି, କ୍ରିକେଟ ଜଗତରେ ହଇଚଇ!

ନୂଆଦିଲ୍‌ଲୀ,୮।୩: ନ୍ୟୁଜିଲାଣ୍ଡର ଷ୍ଟାର ଫାଷ୍ଟ ବୋଲର ଲିଆ ତାହୁହୁ ODI ଫର୍ମାଟରୁ ଅବସର ଘୋଷଣା କରିଛନ୍ତି। ସେ କିୱି ଦଳର ଜଣେ ସଫଳ ଫାଷ୍ଟ ବୋଲର। ୨୦୨୬ରେ ଇଂଲଣ୍ଡରେ ମହିଳା T20 ବିଶ୍ୱକପ ଅନୁଷ୍ଠିତ ହେବାକୁ ଥିବା ବେଳେ, ସେ କେବଳ…

ଆଜି ଆସିବ ସୁଭଦ୍ରା ଚତୁର୍ଥ କିସ୍ତି

ଭୁବନେଶ୍ୱର,୮।୩ ଅନ୍ତର୍ଜାତୀୟ ମହିଳା ଦିବସରେ ଆଜି ଆସିବ ସୁଭଦ୍ରା କିସ୍ତି। ହିତାଧିକାରୀଙ୍କ ଆକାଣ୍ଟକୁ ଯିବ ଯୋଜନାର ଚତୁର୍ଥ କିସ୍ତି। ଉପକୃତ ହେବେ ରାଜ୍ୟର କୋଟିଏ ୨ ଲକ୍ଷରୁ ଅଧିକ ମହିଳା। ତାଲିକାରେ ଯୋଡ଼ିହେବେ ୨ ଲକ୍ଷ ୧୩ ହଜାର ନୂଆ ହିତାଧିକାରୀ।…

ଟି-୨୦ ଫାଇନାଲ ଭାରତୀୟ ଅଧିନାୟକଙ୍କ ପାଇଁ ସତର୍କ ଘଣ୍ଟି! ସୂର୍ଯ୍ୟଙ୍କ ଶେଷ ହୋଇଯିବ…

ନୂଆଦିଲ୍‌ଲୀ,୮।୩: ସୂର୍ଯ୍ୟକୁମାର ଯାଦବଙ୍କ ଅଧିନାୟକତ୍ୱରେ, ଟିମ ଇଣ୍ଡିଆ ଇତିହାସ ରଚିବାଠାରୁ ମାତ୍ର ଗୋଟିଏ ପାଦ ଦୂରରେ ଅଛି। ଭାରତ ଏବଂ ନ୍ୟୁଜିଲ୍ୟାଣ୍ଡ ମଧ୍ୟରେ ଟି-୨୦ ବିଶ୍ୱକପ ଫାଇନାଲ ଅହମ୍ମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଖେଳାଯିବ। ଟିମ ଇଣ୍ଡିଆ ତା’ର ତୃତୀୟ ଟି-୨୦…

ଧାମରା ରେଳପଥରେ ଅଘଟଣ: ଟ୍ରେନରେ କଟିଗଲେ ଯୁବକ

ତିହିଡି଼,୮।୩(ସଞ୍ଜିତ ବଳ): ଭଦ୍ରକ -ଧାମରା ରେଳପଥରେ ତିହିଡି଼ ଥାନା ଦୋଳସାହି ପଞ୍ଚାୟତ ଅଧୀନ ଗାଜିପୁର ନିକଟରେ ଶନିବାର ରାତିରେ ଏକ ଅଘଟଣ ଘଟିଛି। ରେଳପଥରେ ଟ୍ରେନରେ କଟି ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତ ଯୁବକଙ୍କ ନା ସନ୍ତୋଷ କୁମାର ବେହେରା…

IND VS NZ: ଫାଇନାଲ ମ୍ୟାଚ ଉପରେ ୪,୫୦୦ ପୋଲିସ କର୍ମଚାରୀଙ୍କ ସହ ନଜର ରଖିବ ୩୦୦ ସିସିଟିଭି କ୍ୟାମେରା

ନୂଆଦିଲ୍ଲୀ,୭।୩: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ T20 ବିଶ୍ୱକପ ୨୦୨୬ର ଫାଇନାଲ ମ୍ୟାଚ ୮ ମାର୍ଚ୍ଚରେ ଅହମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଖେଳାଯିବ। ନରେନ୍ଦ୍ର ମୋଦି ଷ୍ଟାଡିୟମ ହେଉଛି ବିଶ୍ୱର ସର୍ବବୃହତ କ୍ରିକେଟ ଷ୍ଟାଡିୟମ, ଯାହାର କ୍ଷମତା ୧୩୨,୦୦୦। ଏହି ଫାଇନାଲ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri