Home Left

ଫୋନ୍‌ ପାଇଁ ଜଳଭଣ୍ଡାର ଶୁଖାଇଦେଲେ ସରକାରୀ ବାବୁ

ରାୟପୁର, ୨୬ା୫: ଛତିଶଗଡ଼ର ଜଣେ ସରକାରୀ ବାବୁଙ୍କ ମୋବାଇଲ୍‌ ଫୋନ୍‌ ଜଳଭଣ୍ଡାରରେ ଖସିପଡ଼ିବାରୁ ଚାଷଜମିକୁ ଜଳସେଚନ ପାଇଁ ଉଦ୍ଦିଷ୍ଟ ଲକ୍ଷାଧିକ ଗ୍ୟାଲୋନ୍‌ ପାଣିକୁ ଶୁଖାଇ ଦିଆଯାଇଛି। ପମ୍ପ ଲଗାଇ ଜଳ ନିଷ୍କାସନ କରିବାକୁ ୩ ଦିନ ଲାଗିଯାଇଛି। ଉକ୍ତ ପାଣିରେ ୧,୫୦୦…

ରିଷଭ ପନ୍ଥକୁ ନେଇ ଆସିଲା ବଡ଼ ଖବର, ଓ୍ବାଲର୍‌ଡ କପ୍‌ ପୂର୍ବରୁ କରିବେ କମବ୍ୟାକ୍!

ନୂଆଦିଲ୍ଲୀ,୨୬।୫: ମଇଦାନକୁ ପୁଣି ଫେରୁଛନ୍ତି ଷ୍ଟାର୍‌ ଖେଳାଳି ରିଷଭ ପନ୍ଥ। ଏନେଇ ସୂଚନା ଦେଇଛନ୍ତି ଏସ୍‌.ଶ୍ରୀସନ୍ଥ। ଟିମ୍‌ ଇଣ୍ଡିଆର ଷ୍ଟାର୍‌ ଓ୍ବିକେଟକିପର୍‌ ପନ୍ଥ ପୂର୍ବ ବର୍ଷ ଡିସେମ୍ବରରେ ଏକ କାର୍‌ ଦୂର୍ଘଟଣାର ଶିକାର ହୋଇ ଦୀର୍ଘ ଦିନ ଧରି ପଡିଆରୁ ଦୂରେଇ…

ଟସ ଜିତି ମୁମ୍ବାଇ ଇଣ୍ଡିଆନ୍ସର ବୋଲିଂ ନିଷ୍ପତ୍ତି

ଅହମ୍ମଦାବାଦ,୨୬।୫: ଅହମ୍ମଦାବାଦର ନରେନ୍ଦ୍ର ମୋଦୀ ଷ୍ଟାଡିୟମରେ ଶୁକ୍ରବାର ଆଇପିଏଲ ୨୦୨୩ର ଦ୍ୱିତୀୟ କ୍ବାଲିଫାୟର ମ୍ୟାଚ ଗୁଜୁରାଟ ଟାଇଟନ୍ସ ଏବଂ ମୁମ୍ବାଇ ଇଣ୍ଡିଆନ୍ସ ମଧ୍ୟରେ ଆରମ୍ଭ ହୋଇଛି। ବର୍ଷା କାରଣରୁ ମ୍ୟାଚ ବିଳମ୍ବ ହୋଇଥିଲା। ତେବେ ପ୍ରଥମେ ଟସ ଜିତି ମୁମ୍ବାଇ ଇଣ୍ଡିଆନ୍ସ…

ହତ୍ୟା ମାମଲାରେ ଦୋଷୀଙ୍କୁ ଅଜୀବନ ଜେଲ

ବାଲେଶ୍ୱର ଅଫିସ,୨୬।୫: ବାଲେଶ୍ୱର ଏସ୍‌ସି ଆଣ୍ଡ ଏସ୍‌ଟି କୋର୍ଟର ସ୍ବତନ୍ତ୍ର ଜଜ୍‌ ଲିଲିପ୍ତା ପଶାୟତ ଶୁକ୍ରବାର ଏକ ହତ୍ୟା ମାମଲାର ବିଚାର କରି ଦୋଷୀଙ୍କୁ ଆଜୀବନ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି। ଏଥିସହ ୧୦ ହଜାର ଟଙ୍କା ଜରିମାନା ଓ ଅନାଦାୟେ ଅଧିକ…

ଭାଲୁ ଆକ୍ରମଣରେ ଜଣେ ଗୁରୁତର

ଝୁମ୍ପୁରା,୨୬ା୫(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ଝୁମ୍ପୁରା ବ୍ଲକ୍‌ ବାଲିବନ୍ଧ ଫରେଷ୍ଟ ଲକ୍ଷ୍ମୀପଶି ବିଟ୍‌ ମହାଦେବପୁର ଜଙ୍ଗଲରେ ଶୁକୁବ୍ରାର ଏକ ଭାଲୁ ଆକ୍ରମଣରେ ଜଣେ ଗୁରୁତର ହୋଇଛନ୍ତି। ଗୁରୁତର ଜଣଙ୍କ ମହାଦେବପୁରର ବଙ୍ଗଲ ମୁଣ୍ଡା (୫୫)। ତାଙ୍କୁ ଚିକିତ୍ସା ନିମନ୍ତେ ଝୁମ୍ପୁରା ଡାକ୍ତରଖାନାରେ ଭର୍ତ୍ତି…

ଜିଲା ମୁଖ୍ୟ ଡାକ୍ତରଖାନାର ସ୍ତ୍ରୀ ଓ ପ୍ରସୂତି ବିଭାଗରେ ଏସି ଅଚଳ,ରୋଗୀ ହନ୍ତସନ୍ତ

କେନ୍ଦୁଝର,୨୬।୫(ସ୍ବ.ପ୍ର.): କେନ୍ଦୁଝର ଜିଲାରେ ତାପମାତ୍ରା 40 ଡିଗ୍ରୀ ଟପିଥିବା ବେଳେ ପ୍ରବଳ ଗରମରେ ଲୋକ ମାନେ ସଢୁଛନ୍ତି। ଏଭଳି ପରିସ୍ଥିତିରେ ଜିଲା ମୁଖ୍ୟ ଡାକ୍ତରଖାନାର ସ୍ତ୍ରୀ ଓ ପ୍ରସୂତି ବିଭାଗରେ ଗର୍ଭବତୀ ମହିଳା ଓ ଶିଶୁ ଗରମ ରେ ଅସ୍ତବ୍ୟସ୍ତ ହୋଇ…

ଏମ୍‌ସରୁ ଟିକେଟ୍‌ କାଟି ୧୦ ହଜାରରେ ବିକୁଥିଲେ, ଧରିଲା ପୋଲିସ

ଭୁବନେଶ୍ୱର,୨୬।୫(ବ୍ୟୁରୋ): ଭୁବନେଶ୍ୱରସ୍ଥିତ ଏମ୍‌ସ ପରିସରରୁ ୨ ବଙ୍ଗୀୟ ଦଲାଲଙ୍କୁ କମିଶନରେଟ ପୋଲିସ ଶୁକ୍ରବାର କାବୁ କରିଛି। ସେମାନେ ହେଲେ ପଶ୍ଚିମବଙ୍ଗ ମେଦନାପୁର ଅଞ୍ଚଳର ଅମିତ ପ୍ରତିହାରୀ ଓ ଗୋପାଳ ଭଟ୍ଟ। ଉଭୟ ଏକ ମାସରୁ ଊର୍ଦ୍ଧ୍ୱ ସମୟ ଧରି ଏମ୍‌ସ ପାଖରେ…

କର୍ନାଟକରେ ୨୦ ନେତା ହୋଇପାରନ୍ତି ମନ୍ତ୍ରୀ, କାଲି ଶପଥ ଗ୍ରହଣ

ବେଙ୍ଗାଲୁରୁ,୨୬।୫: କର୍ନାଟକ ସରକାରଙ୍କର ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ ଶନିବାର ହେବ। ଏଚକେ ପାଟିଲ, ରହିମ ଖାଁ, ବି ସୁରେଶଙ୍କ ସମେତ ୨୦ ଜଣ ନେତା ସରକାରରେ ସାମିଲ ହେଇପାରନ୍ତି। ଶନିବାର ଏହି ମନ୍ତ୍ରୀମାନେ ଶପଥ ଗ୍ରହଣ କରିବେ। ରାଜ୍ୟ ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ ପୂର୍ବରୁ…

ହଜିବାକୁ ବସିଛି ପାରମ୍ପାରିକ ଦେଶୀ ସୁଢି ଆମ୍ବ

କେନ୍ଦୁଝର,୨୬।୫(ସ୍ବ.ପ୍ର): କେନ୍ଦୁଝର ଜିଲାର ବଣପାହାଡ ତଥା ବାଡି ବଗିଚାରେ ଅଞ୍ଚଳରେ ଫଳୁଥିବା ଦେଶୀ ଆମ୍ବର ଚାହିଦା କମିବାକୁ ବସିଛି। ଯାହାକୁ ସ୍ଥାନୀୟ ଭାଷାରେ ସୁଢି ଆମ୍ବ କୁହାଯାଏ। ବର୍ତ୍ତମାନ ହାଟ ବଜାରରେ ଏହି ଆମ୍ବର ସ୍ଥାନ କଲମୀ ଆମ୍ବ ନେଇ ଥିବା…

ପୁଣିଥରେ ଆକ୍ସନ ସିନ୍‌ରେ ନଜର ଆସିବେ ଦେଶୀଗର୍ଲ

ମୁମ୍ବାଇ: ଦେଶୀଗର୍ଲରୁ ନେଇ ଗ୍ଲୋବାଲ ଆଇକନ ପର୍ଯ୍ୟନ୍ତ ସଫର କରି ସାରିଥିବା ପ୍ରିୟଙ୍କା ଚୋପ୍ରାଙ୍କର ଆଉ ପରିଚୟର ଆବଶ୍ୟକତା ନାହିଁ। ବଲିଉଡ ସହ ହଲିଉଡରେ ବି ସେ ତିଆରି କରିଛନ୍ତି ନିଜର ଏକ ସ୍ବତନ୍ତ୍ର ପରିଚୟ। ସେ ଆକ୍ସନ ହେଉ କିମ୍ବା…

ସେହି ପ୍ରେମ, ସେହି କଥା…ପୁଣି ଥରେ ଧମାଲ ମଚାଇବ ‘ଗଦର’ ଏକ ପ୍ରେମ କଥା

ମୁମ୍ବାଇ: ତାରା ସିଂ ଏବଂ ସକିନାଙ୍କ ପ୍ରେମ କାହାଣୀ ପୁଣି ଥରେ ବକ୍ସ ଅଫିସରେ ଧମାଲ ମଚାଇବାକୁ ଆସୁଛି। ସନି ଦେଓଲଙ୍କ ଅଭିନୀତ ‘ଗଦର’ ଏକ ପ୍ରେମ କଥା ପୁଣିଥରେ ସିନେମା ହଲରେ ଜୁନ୍‌ ୯ରେ ରିଲିଜ୍‌ ହେବ। ଏଥିସହ ଏହି…

ଜନ ସମ୍ପର୍କ ଅଭିଯାନକୁ ଭାଜପାର ଗୁରୁତ୍ୱ

ଭଦ୍ରକ ଅଫିସ/ଭଦ୍ରକ (ସ୍ବ.ପ୍ର.),୨୬ା୫- ଭଦ୍ରକ ଜିଲା ଭାଜପାର କାର୍ଯ୍ୟକାରିଣୀ ବୈଠକ ସଂସ୍କୃତି ଭବନ ପରିସରରେ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ଜିଲା ସଭାପତି ହେମନ୍ତ କୁମାର ପାଢ଼ୀଙ୍କ ଅଧ୍ୟକ୍ଷତାରେ ଭଦ୍ରକ ଲୋକସଭା କ୍ଷେତ୍ରର ପ୍ରଭାରୀ ଚନ୍ଦ୍ରଶେଖର ନନ୍ଦ, ରାଜ୍ୟ ସମ୍ପାଦକ ଅଭିମନ୍ୟୁ ସେଠୀ,…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri