Home Left

ଜାଗା ବିବାଦକୁ ନେଇ ଆକ୍ରମଣ, ଜଣେ ଆହତ

ଗଞ୍ଜାମ,୬ା୭(ବିଦ୍ୟାଧର ସାହୁ): ରମ୍ଭା ଥାନା ଅନ୍ତର୍ଗତ ଗଞ୍ଜାମ ବ୍ଲକର ସନ୍ତୋଷପୁର ଗ୍ରାମରେ ଜାଗା ବିବାଦକୁ ନେଇ ଜଣେ ବ୍ୟକ୍ତିଙ୍କୁ ଧାରୁଆ ଅସ୍ତ୍ରରେ ଆକ୍ରମଣ ହୋଇଥିବା ଅଭିଯୋଗ ହୋଇଛି। ଆକ୍ରମଣରେ ଉକ୍ତ ଗ୍ରାମର ଜେ. ଡମ୍ବରୁ ରେଡ୍ଡି ଆହତ ହୋଇଥିବା ବେଳେ ତାଙ୍କୁ…

ମୁମ୍ବାଇରୁ ଦିଲ୍ଲୀ ପହଞ୍ଚିଲା ଏନସିପି ଲଢେଇ, ରାଜଧାନୀରେ ପହଞ୍ଚିଲେ ଶରଦ ପାଓ୍ବାର, ଝିଅ ସୁପ୍ରିୟା

ନୂଆଦିଲ୍ଲୀ,୬।୭: ରାଷ୍ଟ୍ରୀୟ କଂଗ୍ରେସ ପାର୍ଟି(ଏନସିପି)ରୁ ଅଜିତ ପାଓ୍ବାରଙ୍କ ବିଦ୍ରୋହ ପରେ ମହାରାଷ୍ଟ୍ର ରାଜନୀତିରେ ହଲଚଲ ଆରମ୍ଭ ହୋଇଛି। ଇତି ମଧ୍ୟରେ ଶରଦ ପାଓ୍ବାର ଦିଲ୍ଲୀରେ ଏନସିପିର ରାଷ୍ଟ୍ରୀୟ କାର୍ଯ୍ୟକାରିଣୀ ବୈଠକରେ ନିଜର ଶକ୍ତି ଦେଖିବାକୁ ପ୍ରସ୍ତୁତ ହେଲେଣି। ବୈଠକରେ ସାରା ଦେଶର…

କାର୍‌କୁ ଧକ୍କା ଦେଇ ଘୋଷାଡ଼ି ନେଲା ଟ୍ରକ୍‌

ପାଟଣା,୬ା୭(ବୀରକିଶୋର ଦାଶ): କେନ୍ଦୁଝର ପାଟଣା ବ୍ଲକ ତୁରୁମୁଙ୍ଗା ଦେଇ ଯାଇଥିବା ମୁମ୍ବାଇ କୋଲକାତା ୪୯ ନମ୍ବର ଜାତୀୟ ରାଜପଥର ଝାରବେଡ଼ା ନିକଟରେ ଗୁରୁବାର ଏକ ଟ୍ରକ୍‌ ଧକ୍କାରେ କାର୍‌ର ସମ୍ମୁଖ ଭାଗ ଚୂର୍‌ମାର ହୋଇଯାଇଛି। ସୂଚନାଯୋଗ୍ୟ, ମୟୂରଭଞ୍ଜ ଜିଲା ସିଙ୍ଗିଡ଼ା ପାର୍ଶ୍ୱରୁ…

୨.୫ ଲକ୍ଷ ଟଙ୍କାର ଟମାଟୋ ଚୋରି

ବେଙ୍ଗାଲୁରୁ,୬।୭: ଦେଶରେ ଏବେ ଦରଦାମ ହୁହୁ ହୋଇ ବଢିବାରେ ଲାଗିଛି। ପରିବାଠାରୁ ଆରମ୍ଭ କରି ଡାଲି ଚାଉଳ ପର୍ଯ୍ୟନ୍ତ ସବୁର ଦାମ ବଢିବାରେ ଲାଗିଛି। ଏବେ ସବୁଠାରୁ ଅଧିକ ଦାମ ହୋଇଛି ଟମାଟୋର। ସାରା ଦେଶରେ ଟମାଟୋ କିଲୋ ପ୍ରତି ଦାମ…

ରଣବୀରଙ୍କ ମୋଟ ସମ୍ପତ୍ତି କେତେ ଜାଣନ୍ତି

ବଲିଉଡ ଅଭିନେତା ରଣବୀର ସିଂଙ୍କ ଆଜି ୩୮ ବର୍ଷରେ ପଦାର୍ପଣ କରିଛନ୍ତି। ଅଭିନୟ ସହିତ ରଣବୀର ମଧ୍ୟ ତାଙ୍କର ଫ୍ୟାଶନ ପାଇଁ ବେଶ୍‌ ଚର୍ଚ୍ଚିତ। ସେ ଖୁବ କମ ସମୟ ମଧ୍ୟରେ ବଲିଉଡରେ ନିଜ ଛାପ ଛାଡିଥିଲେ। ଅଭିନୟ ମାଧ୍ୟମରେ ସେ…

ଓ୍ବେଷ୍ଟଇଣ୍ଡିଜ୍‌ ବିପକ୍ଷ ଟି-୨୦ ସିରିଜ୍‌ ପାଇଁ ଭାରତୀୟ ଦଳ ଘୋଷଣା: ରୋହିତ, କୋହଲିଙ୍କୁ ବିଶ୍ରାମ

ନୂଆଦିଲ୍ଲୀ,୬।୭: ଚଳିତ ମାସରେ ୱେଷ୍ଟଇଣ୍ଡିଜ ବିପକ୍ଷରେ ଖେଳାଯିବାକୁ ଥିବା ଟି -୨୦ ସିରିଜ ପାଇଁ ଭାରତୀୟ ଦଳ ଘୋଷଣା କରାଯାଇଛି। ରୋହିତ ଶର୍ମା ଏବଂ ବିରାଟ କୋହଲି ଦଳରେ ଏହି ସିରିଜ୍‌ରୁ ବିଶ୍ରାମ ଦିଆଯାଇଛି। ତେବେ ପୁଣି ଥରେ ହାର୍ଦ୍ଦିକ ପାଣ୍ଡ୍ୟାଙ୍କ…

ଟୁଇଟର୍‌କୁ ଟକ୍କର ଦେବାକୁ ଆସିଲା ଥ୍ରେଡ୍‌ସ ଆପ୍‌

କାଲିଫର୍ନିଆ,୬।୭: ମେଟା ସିଇଓ ମାର୍କ ଜୁକରବର୍ଗ ଥ୍ରେଡ୍ସ ଆପ ଲଞ୍ଚ କରିଛନ୍ତି। ଏହି ଆପ ଭାରତ ସମେତ ୧୦୦ରୁ ଅଧିକ ଦେଶରେ ଲଞ୍ଚ କରାଯାଇଛି। ଦୀର୍ଘ ସମୟ ଧରି ମେଟା ଏହି ଆପ୍‌ ଉପରେ କାମ କରୁଥିଲା ଯାହା ଶେଷରେ ଲଞ୍ଚ…

ଲରେନ୍ସ ବିଶ୍ନୋଇ ଗ୍ୟାଙ୍ଗର ଦୁଇ ଗ୍ୟାଙ୍ଗଷ୍ଟରଙ୍କ ବିରୋଧରେ ରେଡ କର୍ନର ନୋଟିସ ଜାରି

ନୂଆଦିଲ୍ଲୀ,୬।୭: ଦେଶରେ ହତ୍ୟା ଭଳି ସଙ୍ଗିନ ଅପରାଧ ସହ ଜଡିତ ଲରେନ୍ସ ବିଶ୍ନୋଇ ଗ୍ୟାଙ୍ଗ ବିରୋଧରେ ଏଜେନ୍ସି ଆକ୍ସନ ନେବାରେ ଲାଗିଛି। ଏବେ ଇଣ୍ଟରପୋଲ ଲରେନ୍ସ ବିଶ୍ନୋଇ ଗ୍ୟାଙ୍କର ୨ ସହଯୋଗୀଙ୍କ ବିରୋଧରେ ରେଡ କର୍ନର ନୋଟିସ ଜାରି ହୋଇଛିି, ଯେଉଁମାନେ…

ଜେଲ୍‌ ଯାଇପାରନ୍ତି ଗ୍ରେଟା ଥନବର୍ଗ

ଷ୍ଟକହୋମ,୬।୭: ସ୍ବିଡେନର ଜଳବାୟୁ କାର୍ଯ୍ୟକର୍ତ୍ତା ଗ୍ରେଟା ଥନବର୍ଗଙ୍କୁ ହୋଇପାରେ ଜେଲ୍‌। ଗତ ଜୁନ ମାସରେ ତାଙ୍କ ଦେଶର ଦକ୍ଷିଣରେ ଜଳବାୟୁ ବିରୋଧ ପ୍ରଦର୍ଶନ ସମୟରେ ପୋଲିସକୁ ଅପମାନିତ କରିଥିବା ଅଭିଯୋଗ ହୋଇଥିବା ସରକାରୀ ଓକିଲ ସୂଚନା ଦେଇଛନ୍ତି। ଏହି ଅଭିଯୋଗ ହେତୁ…

ଖଁା ଖଁା ପ୍ରାଣୀ ଚିକିତ୍ସାଳୟ

ଖଇରା,୬।୭(ଉତ୍କଳବନ୍ଧୁ ପଣ୍ଡା)ବାଲେଶ୍ୱର ଜିଲା ଖଇରା ବ୍ଲକର ଗୋଷ୍ଠୀ ପ୍ରାଣୀ ଚିକିତ୍ସାଳୟ ୬ମାସ ହେଲା ଡାକ୍ତରଶୂନ୍ୟ। ଏଠାରେ ୪ଟି ପଦବୀ ଥିବା ବେଳେ ଜଣକ ପରେ ଜଣେ ଏହିଭଳି ଭାବେ ସବୁ ଡାକ୍ତର ୨୨-୨୩ବର୍ଷ ମଧ୍ୟରେ ଅନ୍ୟତ୍ର ଚାଲିଯାଇଛନ୍ତି। ଏଣୁ ଦୈନିକ ଶହ…

୩୦ ବର୍ଷ ପରେ ବି ନିଜସ୍ବ କୋଠା ନାହିଁ

ସୋନପୁର,୬।୭(ମୃତ୍ୟୁଞ୍ଜୟ ଶତପଥୀ)ଅପରାଧୀଙ୍କୁ ଧରିବା ସହ ଲୋକଙ୍କୁ ସୁରକ୍ଷା ଦେବା ପୋଲିସର କର୍ତ୍ତବ୍ୟ। କିନ୍ତୁ ଲୋକଙ୍କୁ ସୁରକ୍ଷା ଦେଉଥିବା ପୋଲିସ କର୍ମଚାରୀଙ୍କ ପାଇଁ ସର୍ବନିମ୍ନ ସୁବିଧା ନାହିଁ। ସୁବର୍ଣ୍ଣପୁର ଜିଲା ହରଡଖୋଲ ବିଟ୍‌ରେ ଏଭଳି ସ୍ଥିତ ଦେଖିବାକୁ ମିଳିଛି। ଏହି ବିଟ୍‌ରେ ଜଣେ…

କୁଢ଼କୁଢ଼ ଆବର୍ଜନାରେ ଭର୍ତ୍ତି ସାପ୍ତାହିକ ହାଟ

କୁତ୍ରା,୬।୭(ଦେବାଶିଷ ସାହୁ)ସୁନ୍ଦରଗଡ଼ ଜିଲା କୁତ୍ରା ୧୦ ନମ୍ବର ରାଜ୍ୟ ରାଜପଥକୁ ଥିବା ସାପ୍ତାହିକ ହାଟରେ କୁଢ଼କୁଢ଼ ଅଳିଆ ଆବର୍ଜନା ପଡ଼ି ରହିଛି। ସାମାନ୍ୟ ପବନ ହେଲେ ଅଳିଆ ଏଣେତେଣେ ଉଡ଼ିବା ସହିତ ଦୁର୍ଗନ୍ଧରେ ଫାଟି ପଡୁଛି ହାଟ ଅଞ୍ଚଳ। ଫଳରେ ସ୍ଥାନୀୟ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri