Home Left

ମେ’ ୨୮ରୁ ଡିଜିଟାଲ ଅସହଯୋଗ ପାଇଁ ଚେତାବନୀ

ଭୁବନେଶ୍ୱର,୨୬ା୫(ବ୍ୟୁରୋ):ଦୀର୍ଘ ଦିନର ଦାବି ପୂରଣ ହେଉ ନ ଥିବାରୁ ଓଡ଼ିଶା ରାଜ୍ୟ ଅଣଗେଜେଟେଡ ପ୍ରାଣୀ ଚିକିତ୍ସା ବୈଷୟିକ କର୍ମଚାରୀ ସଂଘ ଆନ୍ଦୋଳନକୁ ଓହ୍ଲାଇବାକୁ ଚେତାବନୀ ଦେଇଛି। ସେମାନଙ୍କ ଦାବି ପ୍ରତି ସରକାର କର୍ଣ୍ଣପାତ ନ କଲେ ଆସନ୍ତା ୨୮ରୁ ସେମାନେ ପ୍ରାଣୀ…

ଜୁନ୍‌ ସୁଦ୍ଧା ତ୍ରୈମାସିକ ବଜେଟ ଖର୍ଚ୍ଚ ନ ହେଲେ ଉତ୍ତରଦାୟୀ ରହିବେ ମୁଖ୍ୟଯନ୍ତ୍ରୀ

ଭୁବନେଶ୍ୱର,୨୬ା୫(ବ୍ୟୁରୋ): ଗ୍ରାମ୍ୟ ଉନ୍ନୟନ ବିଭାଗର ପ୍ରମୁଖ ଶାସନ ସଚିବ ସଞ୍ଜୟ କୁମାର ସିଂ ବିଭାଗ ଅଧୀନରେ ଥିବା ସମସ୍ତ ଯୋଜନାର ସମୀକ୍ଷା କରିଛନ୍ତି। ଲୋକସେବା ଭବନ ଗ୍ରାମ୍ୟ ଉନ୍ନୟନ ବିଭାଗ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ଏହି ସମୀକ୍ଷା ବୈଠକରେ ପ୍ରମୁଖ ଶାସନ…

ଗୋପରୁ ପ୍ରାକୃତିକ ଗ୍ୟାସ ସନ୍ଧାନ ମିଳିବା ଘଟଣା: ମେଶିନରେ ପଥର ବାଜିବାରୁ ଖନନ ବନ୍ଦ

ଗୋପ,୨୬।୫(ଡି.ଏନ୍‌.ଏ.): ପୁରୀ ଜିଲା ଗୋପ ପଞ୍ଚାୟତର କୁଶୁପୁରୁ ଗ୍ରାମ ନିକଟରୁ ବାହାରିବାକୁ ଥିବା ପ୍ରାକୃତିକ ଗ୍ୟାସ ସନ୍ଧାନ ଏବେ ଆଶା ମଉଳିଛି। ଅଏଲ ଇଣ୍ତିଆ କମ୍ପାନୀ ପକ୍ଷରୁ କରାଯାଉଥିବା ସେସମିକ ସର୍ଭେରେ ଖନନ ପାଇଁ ଲଗାଯାଇଥିବା ରିଗ୍‌ ମେଶିନରୁ ବହୁ ତଳ…

ଏଏଚ୍‌ଏଲ୍‌ର ବାର୍ଷିକ ଫଳାଫଳ

ଭୁବନେଶ୍ୱର,୨୬।୫: ଦେଶର ପ୍ରମୁଖ ଅର୍ଥ ଲଗାଣକାରୀ ଘରୋଇ ସଂସ୍ଥା ଆବାନ୍ସ ହୋଲ୍‌ଡ୍ସିଂ ଲିମିଟେଡ୍‌(ଏଏଚ୍‌ଏଲ୍‌)ର ନିର୍ଦ୍ଦେଶକ ମଣ୍ଡଳୀ ବୈଠକ ନିକଟରେ ଅନୁଷ୍ଠିତ ହୋଇଯାଇଛି। ଉକ୍ତ ବୈଠକରେ ୨୦୨୨-୨୩ ଆର୍ଥିକ ବର୍ଷର ୪ର୍ଥ ତ୍ରୈମାସିକ ସହ ବାର୍ଷିକ ଫଳାଫଳ ସମ୍ପର୍କରେ ଘୋଷଣା କରାଯାଇଛି। ଏପରିକି…

ଗତି ବାଇକ୍‌ ଏକ୍ସପ୍ରେସ୍‌ର ଶୁଭାରମ୍ଭ

ଭୁବନେଶ୍ୱର,୨୬।୫: ଦେଶର ପ୍ରମୁଖ ଲଜିଷ୍ଟିକ୍ସ ସେବା ପ୍ରଦାନକାରୀ ସଂସ୍ଥା ଗତି ଲିମିଟେଡ୍‌ ପକ୍ଷରୁ ଏକ ଅଭିନବ ସେବା ‘ଗତି ବାଇକ୍‌ ଏକ୍ସପ୍ରେସ୍‌’ର ଶୁଭାରମ୍ଭ କରାଯାଇଛି। ବିଶେଷକରି ସ୍ବତନ୍ତ୍ର ଭାବେ ପରିକଳ୍ପିତ ଓ ସମ୍ପୂର୍ଣ୍ଣ ସୁରକ୍ଷିତ, ନିରାପଦ ଏବଂ ଗ୍ରାହକଙ୍କୁ ଅନ୍‌ ଟାଇମ୍‌…

ଦୈନିକ ବଜାରରେ ଅଗ୍ନିକାଣ୍ଡ: ଜଳିଗଲା ୧୦ରୁ ଊର୍ଦ୍ଧ୍ୱ ଦୋକାନ

ବରଗଡ଼ ଅଫିସ,୨୬ା୫: ବରଗଡ଼ ସହର ପେଣ୍ଠସ୍ଥଳୀରେ ରହିଥିବା ଦୈନିକ ବଜାର(ହାଟପଦା)ରେ ଗୁରୁବାର ରାତିରେ ଅଗ୍ନିକାଣ୍ଡ ଘଟିଛି। ଏହି ଅଗ୍ନିକାଣ୍ଡରେ ୧୦ରୁ ଊର୍ଦ୍ଧ୍ୱ ଦୋକାନ ଜଳିପୋଡ଼ି ଛାରଖାର ହୋଇଯାଇଛି। କ୍ଷତିଗ୍ରସ୍ତ ଦୋକାନଗୁଡ଼ିକ ମଧ୍ୟରେ ପରିବା ଦୋକାନ, ଲୁଗା ଦୋକାନ, ମସଲା ଦୋକାନ ଆଦି…

ବିଓଏମ୍‌ର ବାର୍ଷିକ ଫଳାଫଳ

ଭୁବନେଶ୍ୱର,୨୬।୫: ବ୍ୟାଙ୍କ ଅଫ୍‌ ମହାରାଷ୍ଟ୍ର (ବିଓଏମ୍‌)ର ନିର୍ଦ୍ଦେଶକ ମଣ୍ଡଳୀ ବୈଠକ ନିକଟରେ ଅନୁଷ୍ଠିତ ହୋଇଯାଇଛି। ଉକ୍ତ ବୈଠକରେ ବିଓଏମ୍‌ର ବାର୍ଷିକ ଫଳାଫଳ (୨୦୨୨-୨୩ ଆର୍ଥିକ ବର୍ଷ) ସମ୍ପର୍କରେ ଘୋଷଣା କରାଯାଇଛି। ବିଶେଷକରି ଋଣ ଓ ଜମା ଅଭିବୃଦ୍ଧି କ୍ଷେତ୍ରରେ ୨୦୨୨-୨୩ ଆର୍ଥିକ…

କାର୍ବନ ନିର୍ଗମନ ହ୍ରାସକୁ ଗୁରୁତ୍ୱ

ଭୁବନେଶ୍ୱର,୨୬।୫: ଟାଟା ଷ୍ଟିଲ୍‌ ମାଇନିଂ ଲିମିଟେଡ୍‌ (ଟିଏସ୍‌ଏମ୍‌ଏଲ୍‌) ପକ୍ଷରୁ ରପ୍ତାନି ପାଇଁ ଯାଜପୁରର ଏପିଜେ ଲଜିଷ୍ଟିକ୍ସରୁ ରେକ୍‌ ଜରିଆରେ ପ୍ରଥମ ମଲ୍‌ଟି-ମୋଡାଲ କଣ୍ଟେନରାଇଜଡ୍‌ ପରିବହନର ଶୁଭାରମ୍ଭ କରାଯାଇଛି। ଏପରିକି କମ୍ପାନୀ ପ୍ରଥମ ଥର ପାଇଁ ସଡ଼କ, ରେଳ ଓ ସମୁଦ୍ର ପରିବହନର…

ଅସହ୍ୟ ଗୁଳୁଗୁଳି ବେଳେ ଅଘୋଷିତ ବିଦ୍ୟୁତ୍‌ କାଟ

ପଟ୍ଟାମୁଣ୍ଡାଇ,୨୬ା୫(ସ୍ବ.ପ୍ର.): ଅସହ୍ୟ ଗରମ ଓ ଗୁଳୁଗୁଳି ଜନଜୀବନକୁ ଅସ୍ତବ୍ୟସ୍ତ କରି ପକାଇଛି। ଲୋକମାନେ ନାହିଁ ନ ଥିବା ଅସୁବିଧାର ସମ୍ମୁଖିନ ହେଉଛନ୍ତି। ଏହା ସାଙ୍ଗକୁ ରୌଦ୍ରତାପ ମଧ୍ୟ କିଛି କମ ନୁହେଁ। ଏଭଳି ସମୟରେ ଅଘୋଷିତ ଭାବେ ବିଦ୍ୟୁତ୍‌ କାଟ କରାଯାଉଛି।…

ସୋନି ବ୍ରାଭିଆର ଏକ୍ସ୭୦ଏଲ୍‌ ଟେଲିଭିଜନ ସିରିଜ

ଭୁବନେଶ୍ୱର,୨୬।୫: ସୋନି ଇଣ୍ଡିଆର ବହୁ ପ୍ରତୀକ୍ଷିତ ତଥା ଅତ୍ୟାଧୁନିକ ଜ୍ଞାନକୌଶଳରେ ନିର୍ମିତ ସୋନିର ନ୍ୟୁ ବ୍ରାଭିଆ ଏକ୍ସ୭୦ଏଲ୍‌ ଟେଲିଭିଜନ ସିରିଜ୍‌କୁ ନିକଟରେ ଉନ୍ମୋଚନ କରାଯାଇଛି। ଏପରିକି ୪କେ ଅଲ୍‌ଟ୍ରା ଏଚ୍‌ଡି ଏଲ୍‌ଇଡି ଡିସ୍‌ପ୍ଲେ ଥିବା ନୂଆ ବ୍ରାଭିଆ ଏକ୍ସ୭୦ଏଲ୍‌ ଟେଲିଭିଜନ ସିରିଜର…

୨୦୧୮ ଭିଡ଼ହିଂସା ମାମଲାରେ ୪ ଜଣଙ୍କୁ ୭ ବର୍ଷ ଜେଲ

ଜୟପୁର, ୨୬ା୫ : ୨୦୧୮ରେ ରାକବର ଖାନ୍‌ଙ୍କୁ ପିଟି ମାରିଦେବା ଘଟଣାରେ ୫ ଅଭିଯୁକ୍ତଙ୍କ ମଧ୍ୟରୁ ୪ ଜଣଙ୍କୁ ରାଜସ୍ଥାନ ଅଲଓ୍ବର ଜିଲାର ଏକ ଅଦାଲତ ଦୋଷୀସାବ୍ୟସ୍ତ କରିବା ସହ ୭ ବର୍ଷ ଲେଖାଏ ସଶ୍ରମ କାରାଦଣ୍ଡାଦେଶ ଦେବା ସହ ୧୦…

ଆସୁଛି ମୌସୁମୀ,ଚଳଚଞ୍ଚଳ ଚାଷୀକୁଳ

ମହାକାଳପଡ଼ା,୨୬ା୫ (ଡି.ଏନ୍‌.ଏ.): ଚାଷୀମାନେ ମୌସୁମୀ ଆଗମନକୁ ଚାତକ ଭଳି ଅପେକ୍ଷା କରିଥାଆନ୍ତି ା ପାଣିପାଗ ବିଭାଗର ସୂଚନା ଅନୁଯାୟୀ, ଜୁନ୍‌ ଦ୍ୱିତୀୟ ସପ୍ତାହରେ ମୌସୁମୀ ଓଡ଼ିଶାରେ ପହଞ୍ଚିବ। ଏହି ସୂଚନା ପାଇବା ପରେ ଚାଷୀମାନଙ୍କ ମଧ୍ୟରେ ଖୁସିର ଲହରୀ ଖେଳିଯାଇଛି। ଚାଷୀମାନେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri