କ୍ରମାଗତ ୨ ଥର ହାରିବା ପରେ ଇଂଲଣ୍ଡ ଦଳରେ ହେବ ବଡ଼ ପରିବର୍ତ୍ତନ
ଲଣ୍ଡନ,୫।୭: ଇଂଲଣ୍ଡ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ୨୦୨୩ ଆଶେସ ସିରିଜର ତୃତୀୟ ଟେଷ୍ଟ ମ୍ୟାଚ ଆସନ୍ତାକାଲିଠାରୁ ଅର୍ଥାତ୍ ୬ ଜୁଲାଇରୁ ଲିଡ୍ସର ହେଡିଙ୍ଗଲିରେ ଖେଳାଯିବ। ପ୍ରଥମ ଦୁଇଟି ଟେଷ୍ଟରେ ପରାଜୟ ପରେ ଆୟୋଜକ ଦଳ ଅନେକ ପରିବର୍ତ୍ତନ ସହିତ ତୃତୀୟ ଟେଷ୍ଟକୁ ଯିବେ।…
ଜିଲା ମୁଖ୍ୟ ଚିକିତ୍ସାଳୟରେ ଔଷଧ, କେମିକାଲ ଅଭାବ
କେନ୍ଦୁଝର, ୫।୭ (ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଧରଣୀଧର ମେଡିକାଲ କଲେଜ ଓ ଡାକ୍ତରଖାନା (ଜିଲା ମୁଖ୍ୟ ଚିକିତ୍ସାଳୟ)ରେ ଔଷଧ ଓ କେମିକାଲ ଅଭାବ ଯୋଗୁ ରୋଗୀସେବା ବାଧାପ୍ରାପ୍ତ ହେଉଛି। ଏଣୁ ରୋଗୀମାନେ ବାହାରୁ ଔଷଧ କିଣିବା ସହ ବିଭିନ୍ନ ପ୍ରକାର…
ସନି ଲିଓନିଙ୍କ ମହାନତା
ବଲିଉଡ୍ ଅଭିନେତ୍ରୀ ସନି ଲିଓନି ନିକଟରେ ନିଜ ମହାନତା ଦେଖାଇଛନ୍ତି। ତୁର୍କୀ ଏବଂ ସିରିଆରେ ଭୂକମ୍ପରେ ପୀଡ଼ିତଙ୍କୁ ସହାୟତାର ହାତ ବଢାଇଛନ୍ତି। ସନ୍ନି ସ୍ବାମୀ ଡାନିଏଲ ୱେବର ନିଜ ରୋଜଗାରର ୧୦ ପ୍ରତିଶତ ଭୂକମ୍ପ ପୀଡ଼ିତଙ୍କୁ ଦାନ କରିବାକୁ ନିଷ୍ପତ୍ତି ନେଇଛନ୍ତି।…
ଲାଞ୍ଚ ନେବା ବେଳେ ଭିଜିଲାନ୍ସ ଜାଲରେ ରାଜସ୍ବ ନିରୀକ୍ଷକ
ମାଲକାନଗିରି,୫।୭(ଦୁର୍ଯ୍ୟଧନ ପାତ୍ର ): ଲାଞ୍ଚ ନେବା ବେଳେ ଭିଜିଲାନ୍ସ ଜାଲରେ ରାଜସ୍ବ ନିରୀକ୍ଷକ । ମାଲକାନଗିରି ଜିଲା ସଦର ବ୍ଲକ ଅନ୍ତର୍ଗତ ସିଂଧରିମାଳ ସର୍କଲର ରାଜସ୍ବ ନିରକ୍ଷକ ସୀମାଞ୍ଚଳ ସାହୁ ଲାଞ୍ଚ ନେବାବେଳେ ଭିଜିଲାନ୍ସ ହାତରେ ଧରା ପଡିଥିବା ଜଣାପଡିଛି ।…
ନୂଆ ଲୁକ୍ରେ ନଜର ଆସିଲେ ରୋହିତ
ନୂଆଦିଲ୍ଲୀ,୫।୭: ୱେଷ୍ଟଇଣ୍ଡିଜରେ ଭାରତୀୟ ଅଧିନାୟକ ରୋହିତ ଶର୍ମା ଏକ ନୂଆ ଲୁକ୍ରେ ନଜର ଆସିଛନ୍ତି। ସମସ୍ତ ତିନୋଟି ଫର୍ମାଟର ସିରିଜ ଖେଳିବା ପାଇଁ ଭାରତୀୟ ଦଳ ୱେଷ୍ଟଇଣ୍ଡିଜ୍ରେ ପହଞ୍ଚିଛି। ଟେଷ୍ଟ ସିରିଜ ମାଧ୍ୟମରେ ଟିମ ଇଣ୍ଡିଆ ଏହି ଯାତ୍ରା ଆରମ୍ଭ କରିବ।…
‘ଏବେ ନୀରବ ମୋଦି, ବିଜୟ ମାଲ୍ୟାଙ୍କୁ ଭାଜପା ଦଳରେ ନେବାକୁ ଅଛି ବାକି’
ମୁମ୍ବାଇ,୫।୭: ମହାରାଷ୍ଟ୍ରରେ ରାଜନୈତିକ ଅସ୍ଥିରତା ମଧ୍ୟରେ ଶିବସେନା ପୁଣିଥରେ ମୁଖପତ୍ର ସାମ୍ନା ମାଧ୍ୟମରେ ଭାଜପାକୁ ଟାର୍ଗେଟ କରିଛି। ଏଥର ସାମ୍ନାର ସମ୍ପାଦକୀୟରେ ଲେଖାଯାଇଛି ଯେ, ମହାରାଷ୍ଟ୍ରରେ ଭାଜପା ଯାହା କରିଛି, ସେଥିପାଇଁ ସମଗ୍ର ଦେଶ ଦଳ ଉପରେ ଛାପ ପକାଉଛି। ବର୍ତ୍ତମାନ…
ତାଳସାରୀ-ଉଦୟପୁର ପଥରବନ୍ଧ ଅନୁଧ୍ୟାନ କଲେ ଜିଲାପାଳ
ଭୋଗରାଇ, ୫।୭(ପ୍ରଦୀପ ଦାସ): ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ଅଧୀନ ଉଦୟ ପୁର-ତାଳସାରୀ ୨. ୭ କି.ମି. ତଟସୁରକ୍ଷା ପାଚେରି ପଥରବନ୍ଧ ପ୍ରାକ୍ ମୌସୁମୀରେ ବ୍ୟାପକ କ୍ଷତିଗ୍ରସ୍ତ ହୋଇଥିଲା। ମଙ୍ଗଳବାର ଜିଲାପାଳ ଦତ୍ତାତ୍ରେୟ ଭାଉସାହେବ ଶିନ୍ଦେ ଏହି ପଥରବନ୍ଧ ଅନୁଧ୍ୟାନ କରିବା…
ପୂର୍ବତନ କ୍ରିକେଟର୍ଙ୍କ ଗାଡିକୁ ପିଟିଲା କ୍ୟାଣ୍ଟର
ମିରୁଟ୍,୫।୭: ଭାରତୀୟ ଦଳର ପୂର୍ବତନ ଖେଳାଳି ପ୍ରବୀଣ କୁମାର ଦୁର୍ଘଟଣାର ସମ୍ମୁଖୀନ ହୋଇଛନ୍ତି। ତାଙ୍କ କାରକୁ ଦ୍ରୁତ ଗତିରେ ଆସୁଥିବାବେଳେ ଏକ କ୍ୟାଣ୍ଟର ଧକ୍କା ଦେଇଥିଲା। ସେହି ସମୟରେ ତାଙ୍କ ପୁଅ ମଧ୍ୟ ପ୍ରବୀଣଙ୍କ ସହ କାରରେ ଥିଲେ ଏବଂ ଦୁହେଁ…
ଘାଟିକୁ ଖସିଲା କାର: ୪ ମୃତ, ୮ ଆହତ
ଶ୍ରୀନଗର,୫।୭: ଜମ୍ମୁ-କଶ୍ମୀରର ରଜୌରୀ ଜିଲାରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଏକ କାର ଗଭୀର ଘାଟିରେ ଖସିପଡ଼ିବାରୁ ୪ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୮ ଜଣ ଗୁରୁତର ଆହତ ହୋଇଛନ୍ତି। ଅଧିକାରୀମାନେ କହିଛନ୍ତି ଯେ କାରଟି ପୁଞ୍ଚରୁ ଭଙ୍ଗାଇ ଗ୍ରାମକୁ…
ଗାଜିପୁର ଲୋକ ସଭା ଉପନିର୍ବାଚନରେ ଓମ ପ୍ରକାଶ ରାଜଭରଙ୍କ ପୁଅଙ୍କୁ ଟିକେଟ ଦେଇପାରେ ଭାଜପା
ଗାଜିପୁର,୫।୭: ୨୦୨୪ ଲୋକ ସଭା ନିର୍ବାଚନରେ ଓମ ପ୍ରକାଶ ରାଜଭର ସୁହେଲଦେବ ଭାରତୀୟ ସମାଜ ପାର୍ଟି ସହ ମେଣ୍ଟ ଖବର ମଧ୍ୟରେ ଭାଜପା ରାଜଭରଙ୍କ ପୁଅ ଅରବିନ୍ଦ ରାଜଭରଙ୍କୁ ଗାଜିପୁର ଲୋକ ସଭା ଉପନିର୍ବାଚନରେ ଟିକେଟ ଦେଇପାରେ। ଗତ କିଛି ଦିନ…
ଲୋକଙ୍କ ପାଖକୁ ଯାଇ ସମସ୍ୟା ସମାଧାନକୁ ବିରୋଧ କାହିଁକି: ବିଜେଡି
ଭୁବନେଶ୍ୱର,୫।୭(ଅନିଲ ଦାସ): ଭୁବନେଶ୍ୱରରେ ଶୀତତାପ ନିୟନ୍ତ୍ରିତ କୋଠରିରେ ବସି ଲୋକଙ୍କ ସମସ୍ୟା ବୁଝିବାକୁ ଚେଷ୍ଟା କରିବା ପରିବର୍ତ୍ତେ ଗାଁ ଗହଳିରେ ରହୁଥିବା ଲୋକଙ୍କ ପାଖକୁ ଯାଇ ସେମାନଙ୍କ ସମସ୍ୟା ଶୁଣିବା ଏବଂ ସମାଧାନ କରିବା ଭଲ ନୁହେଁ କି? କାହିଁକି କିଛି…
କାମ ପାଇଁ ଯନ୍ତ୍ରୀ ଲାଞ୍ଚ ମାଗୁଥିବା ଅଭିଯୋଗ ଆଣିଲା କଂଗ୍ରେସ
ଭୁବନେଶ୍ବର, ୫।୭(ସୁନିତ୍ ମିଶ୍ର): ଭୁବନେଶ୍ୱରସ୍ଥିତ ଜଳସେଚନ ବିଭାଗ ଅନ୍ତର୍ଗତ ପ୍ରାଚୀ ଡିଭିଜନରେ କଟକ ଜ଼ିଲା କଂଗ୍ରେସ ପକ୍ଷରୁ ଅଭିନବ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ଜିଲା କଂଗ୍ରେସ ସଭାପତି ମାନସ ଚୌଧୁରୀଙ୍କ ନେତୃତ୍ୱରେ କଟକ ଜ଼ିଲାର କେତେଜଣ ଚାଷୀ ଏବଂ ଅନ୍ୟାନ୍ୟ ବର୍ଗର…
Archives


