ଥମୁନି ମଣିପୁର ହିଂସା: ୨ ସ୍ଥାନରେ ଗୁଳିକାଣ୍ଡ
ଇମ୍ଫାଲ,୪।୭: ମଣିପୁରରେ ହିଂସା ବନ୍ଦ ହେବାର ନାଁ ନେଉନାହିଁ ଦୁଇଟି ସ୍ଥାନରେ ଗୁଳିକାଣ୍ଡ ହୋଇଥିବା ସୂଚନା ମିଳିଛି। ତେବେ ଏପର୍ଯ୍ୟନ୍ତ କୌଣସି କ୍ଷୟକ୍ଷତିର ଖବର ନାହିଁ। ସୁରକ୍ଷା ସୂତ୍ରରୁ ପ୍ରକାଶ ଯେ, ମଙ୍ଗଳବାର ସାରେ ପ୍ରଥମ ଘଟଣା ଘଟିଛି। ରାତି ପ୍ରାୟ…
‘ଶାରୀରିକ ସମ୍ପର୍କ ରଖୁଥିଲେ ଶ୍ରୀକାନ୍ତ ସାହୁ’
ଭୁବନେଶ୍ୱର,୫।୭(ସତ୍ୟଜିତ୍ ରାଉତ): ବିଜେଡି ନେତ୍ରୀ ସଞ୍ଜୁକ୍ତା ମହଲା ମଙ୍ଗଳବାର ବିସ୍ଫୋରକ ବୟାନ ଦେଇଛନ୍ତି। ପୂର୍ବତନ ଶ୍ରମମନ୍ତ୍ରୀ ତଥା ପୋଲସରା ବିଧାୟକ ଶ୍ରୀକାନ୍ତ ସାହୁ ତାଙ୍କ ସହ ଶାରୀରିକ ସମ୍ପର୍କ ରଖି ନିର୍ଯାତନା ଦେଉଥିଲେ ବୋଲି ସଞ୍ଜୁକ୍ତା ଗଣମାଧ୍ୟମରେ କହିଛନ୍ତି। ତେବେ ସଞ୍ଜୁକ୍ତାଙ୍କ…
ଦୁଇ ବସ୍ ମଧ୍ୟରେ ଦୁର୍ଘଟଣା
ବାଲେଶର ଅଫିସ, ୫।୭: ବାଲେଶ୍ବର ସଦରଥାନା ସ୍ଥିତ କୁରୁଡା ଉଡନ୍ତାପୋଲ ଉପରେ ବୁଧବାର ଦୁର୍ଘଟଣା ଘଟିଛି। ଦୁଇଟି ବସ୍ ମଧ୍ୟରେ ଧକ୍କା ହୋଇ ଅନେକ ଆହତ ହୋଇଛନ୍ତି। ଆହତମାନଙ୍କୁ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି।
ଟିପିସିଓଡିଏଲ୍ର ନୂତନ ସିସିସି ଉଦ୍ଘାଟିତ
ଭୁବନେଶ୍ୱର,୫।୭: ଗ୍ରାହକ ଅନୁଭୂତିରେ ଉନ୍ନତି ଆଣିବା ଲାଗି ରହିଥିବା ପ୍ରତିବଦ୍ଧତା ଅନୁସାରେ ଟାଟା ପାୱାର ଓ ଓଡ଼ିଶା ସରକାରଙ୍କ ଯୌଥ ଉଦ୍ୟୋଗ ଟିପି ସେଣ୍ଟ୍ରାଲ ଓଡ଼ିଶା ଡିଷ୍ଟ୍ରିବ୍ୟୁଶନ ଲିମିଟେଡ୍ (ଟିପିସିଓଡିଏଲ୍)ର ୧୯ତମ ଗ୍ରାହକ ସେବା କେନ୍ଦ୍ର(ସିସିସି) ନିମାପଡ଼ାଠାରେ ଉଦ୍ଘାଟିତ ହୋଇଯାଇଛି। ବିଶେଷକରି…
ଡେଙ୍ଗୁ ପରେ ଘାରିଲାଣି ଝାଡ଼ାବାନ୍ତି ଚିନ୍ତା
ଭୁବନେଶ୍ୱର,(ଅଭିଜିତ ଦାସ)/ପଟ୍ଟାଙ୍ଗି, ୫।୭(ଶରତ ଧଳ): ବର୍ଷା ଋତୁ ଆରମ୍ଭରୁ ରାଜ୍ୟରେ ଜଳବାହିତ ରୋଗ ବ୍ୟାପିଲାଣି। ଡେଙ୍ଗୁ ପରେ ଏବେ ଝାଡାବାନ୍ତି, କାମଳ(ହେପାଟାଇଟିସ୍-ଏ ଓ ଇ) ରୋଗରେ ଅନେକେ ଆକ୍ରାନ୍ତ ହୋଇଥିବାବେଳେ କେତେଜଣ ରୋଗୀଙ୍କ ଜୀବନ ଗଲାଣି। କୋରାପୁଟ ଜିଲା ପଟାଙ୍ଗି ବ୍ଲକ୍ରେ…
ୟୁସିସିକୁ ନେଇ ମୁସଲିମ ବ୍ୟକ୍ତିଗତ ଆଇନ ବୋର୍ଡ ଡାକିଲା ବୈଠକ
ନୂଆଦିଲ୍ଲୀ, ୫।୭: ୟୁନିଫର୍ମ ସିଭିଲ କୋର୍ଡକୁ ନେଇ ଉତ୍ତେଜନା ମଧ୍ୟରେ ଅଲ ଇଣ୍ଡିଆ ବ୍ୟକ୍ତିଗତ ଆଇନ ବୋର୍ଡର ଏକ ବଡ ବୈଠକ ଅନୁଷ୍ଠିତ ହେବାକୁ ଯାଉଛି। ଯେଉଁଥିରେ ୟୁସିସି ଉପରେ ଆଲୋଚନା ହେବ ଏବଂ ପରବର୍ତ୍ତୀ ରଣନୀତି ପ୍ରସ୍ତୁତ ହୋଇପାରେ। ଜୁଲାଇ…
୨୦୨୪ ମାଟ୍ରିକ ପରୀକ୍ଷାର୍ଥୀଙ୍କ ତଥ୍ୟ ସଂଶୋଧନ ହୋଇପାରିବ
କଟକ,୫।୭(ସୁପ୍ରିୟା ପ୍ରିୟଦର୍ଶିନୀ): ୨୦୨୪ରେ ମାଟ୍ରିକ ପରୀକ୍ଷା ଦେବାକୁ ଥିବା ଛାତ୍ରୀଛାତ୍ରଙ୍କର ପଞ୍ଜୀକରଣ ତଥ୍ୟ ବା ଏନ୍ରୋଲ୍ମେଣ୍ଟ ଡାଟାରେ କୌଣସି ଭୁଲ ଥିଲେ ଏହାକୁ ସଂଶୋଧନ ପାଇଁ ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ପକ୍ଷରୁ ସ୍କୁଲଗୁଡିକୁ ଆଉ ଏକ ସୁଯୋଗ ପ୍ରଦାନ କରାଯାଇଛି।…
ଆଜିଠୁ ମାଟ୍ରିକ ସାର୍ଟିଫିକେଟ୍ ତ୍ରୁଟି ସଂଶୋଧନ
କଟକ,୫।୭(ସୁପ୍ରିୟା ପ୍ରିୟଦର୍ଶିନୀ): ଚଳିତବର୍ଷ ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ମାଟ୍ରିକ ପରୀକ୍ଷା ସାର୍ଟିଫିକେଟରେ ବ୍ୟାପକ ତ୍ରୁଟି ପରିଲକ୍ଷିତ ହୋଇଛି। ଏଥିପାଇଁ ବୁଧବାରଠାରୁ ଆସନ୍ତା ୧୪ ତାରିଖ ପର୍ଯ୍ୟନ୍ତ ବୋର୍ଡ ପକ୍ଷରୁ ତ୍ରୁଟି ସଂଶୋଧନ କରାଯିବ। ସ୍କୁଲ କର୍ତ୍ତୃପକ୍ଷ ବୋର୍ଡର…
ବିଶ୍ୱସ୍ତରରେ ଭାରତ ଉପରେ ବିଶ୍ୱାସ ବଢ଼ିଛି: ଧର୍ମେନ୍ଦ୍ର
ଭୁବନେଶ୍ବର, ୫।୭(ସୁନିତ୍ ମିଶ୍ର): ବର୍ତ୍ତମାନ ସମୟରେ ଭାରତ ଉପରେ ବିଶ୍ୱର ଭରସା ବଢୁଥିବା ବେଳେ ଦେଶର ଘରେ ଘରେ କୁଶଳୀ ମା’ ଭଉଣୀମାନେ ପ୍ରସ୍ତୁତ କରୁଥିବା ସିଲେଇ ଓ ଅନ୍ୟ ଡିଜାଇନକୁ ବିଶ୍ୱ ବଜାରରେ ପହଞ୍ଚାଇବା ପାଇଁ ଷ୍ଟେକ୍ହୋଲ୍ଡର ମାନଙ୍କୁ ଉଦ୍ୟମ କରିବା…
ଉଷୁନା ନୁହେଁ, ଅରୁଆ ନେବ ଏଫ୍ସିଆଇ
ଭୁବନେଶ୍ୱର,୫।୭(ଅନିଲ ଦାସ): ରାଜ୍ୟର ବଳକା ଉଷୁନା ଚାଉଳକୁ ନେଇ ରାଜ୍ୟ ସରକାର ଚିନ୍ତାରେ ଥିବାବେଳେ ଭାରତୀୟ ଖାଦ୍ୟ ନିଗମ (ଏଫ୍ସିଆଇ) ଉଷୁନା ବଦଳରେ ଅରୁଆ ଚାଉଳ ନେବ ବୋଲି ରାଜ୍ୟ ସରକାରଙ୍କୁ ଜଣାଇଛି। ଏ ସମସ୍ତ ଚାଉଳ ଇଥାନଲ ପ୍ରସ୍ତୁତିରେ ବ୍ୟବହୃତ…
ଆଜି ଆରଜେଡିର ୨୭ତମ ପ୍ରତିଷ୍ଠା ଦିବସ, ରାଜ୍ୟ କାର୍ଯ୍ୟାଳୟରେ ପହଞ୍ଚିବେ ଲାଲୁ
ପାଟନା,୫।୭: ରାଷ୍ଟ୍ରୀୟ ଜନତା ଦଳ (ଆରଜେଡି) ବୁଧବାର ଏହାର ୨୭ତମ ପ୍ରତିଷ୍ଠା ଦିବସ ପାଳନ କରିବ। ଏହି ଅବସରରେ ଅନେକ କାର୍ଯ୍ୟକ୍ରମ ଆୟୋଜିତ ହୋଇଛି। ଆରଜେଡି ସୁପ୍ରିମୋ ଲାଲୁ ପ୍ରସାଦ ଯାଦବ ନିଜେ ପାଟନାରେ ରାଜ୍ୟ କାର୍ଯ୍ୟାଳୟରେ ପହଞ୍ଚିବେ। ଦଳର ରାଜ୍ୟ…
ଥମୁନି ଫ୍ରାନ୍ସ ହିଂସା: ୨୪ ଘଣ୍ଟାରେ ୨୪ କୋଠା, ୧୬୦ ଗାଡି ପୋଡିଦେଲେ ବିକ୍ଷୋପକାରୀ
ପ୍ୟାରିସ, ୫।୭: ଫ୍ରାନ୍ସରେ ଜଣେ ନାବାଳକୁ ଟ୍ରାଫିକ ପୋଲିସ ଗୁଳି କରି ହତ୍ୟା କରିବା ଘଟଣାରେ ୭ ଦିନ ହେଲା ହିଂସା ଜାରି ରହିଛି। ଗୃହ ମନ୍ତ୍ରଣାଳୟ ମଙ୍ଗଳବାର କହିଛି ଯେ ଗତ ୨୪ ଘଣ୍ଟା ମଧ୍ୟରେ ବିକ୍ଷୋପକାରୀମାନେ ୨୪ ଟି…
Archives


