ଜିମ୍ବାଓ୍ବେକୁ ଏଲିମିନେଟ୍ କଲା ସ୍କଟଲାଣ୍ଡ
ବୁଲାଓ୍ବାୟୋ, ୫।୭: ୨୦୧୮ ପରି ଏଥର ମଧ୍ୟ ଜିମ୍ବାଓ୍ବେର ଦିନିକିଆ କ୍ରିକେଟ ବିଶ୍ୱକପ ଖେଳିବା ଆଶା ଧୂଳିସାତ ହୋଇଛି। ଦୁଇଟି ଯାକ ବିଶ୍ୱକପ କ୍ୱାଲିଫାୟର୍ସରେ ଦଳ ସମାନ ଦଶା ଭୋଗିଛି। ୨୦୧୮ରେ ଶେଷ ୨ଟି ମ୍ୟାଚରୁ ଦଳ ଯୋଗ୍ୟତା ଅର୍ଜନ ପାଇଁ…
ଚର୍ଚ୍ଚାରେ କୁମ୍ବଲୀ, କଙ୍ଗୋର ବନ୍ଧୁତା
ୱାଶିଂଟନ: ଜଙ୍ଗଲୀ ପ୍ରାଣୀ ବହୁତ ବିପଦପୂର୍ଣ୍ଣ ହୋଇଥାନ୍ତି। ସେମାନେ ଅନ୍ୟ ପ୍ରାଣୀଙ୍କୁ ତାଙ୍କ ଶିକାର ବନେଇଥାନ୍ତି। ହେଲେ ନିକଟରେ ଜଙ୍ଗଲୀ ଚିତା ଏବଂ ଏକ କୁକୁର ମଧ୍ୟରେ ବନ୍ଧୁତା ଦେଖିବାକୁ ମିଳିଛି। ଚିତା କୁମ୍ବଲୀ ଏବଂ କୁକୁର କଙ୍ଗୋଙ୍କ ବନ୍ଧୁତା ଚର୍ଚ୍ଚାକୁ…
ଅକ୍ଷମତା ସତ୍ତ୍ୱେ ଅନ୍ଲାଇନ ଗେମ୍ରୁ ଲକ୍ଷାଧିକ ରୋଜଗାର
ଲଣ୍ଡନ: ବର୍ତ୍ତମାନ ହେଉଛି ଡିଜିଟାଲ ଯୁଗ। ଅନେକ ଲୋକ ସୋସିଆଲ ମିଡିଆ ଜରିଆରେ ଟଙ୍କା ରୋଜଗାର କଲେଣି। ନିକଟରେ ଜଣେ ୧୭ ବର୍ଷୀୟ ଯୁବକ ସୋସିଆଲ ମିଡିଆରେ ବେଶ୍ ଚର୍ଚ୍ଚାରେ ରହିଛି। ସେ ଅନ୍ଲାଇନ ଭିଡିଓ ଗେମ୍ ଖେଳି ଲକ୍ଷପତି ହୋଇଥିବା…
ପ୍ରଥମ ଥର ପାଇଁ ଭୋଗ୍ରେ ରେଖା
ମୁମ୍ବାଇ: ଆମେରିକାର ମାସିକ ଫ୍ୟାଶନ ଏବଂ ଜୀବନଶୈଳୀ ପତ୍ରିକା ଭୋଗ୍ରେ ଆଗରୁ ଅନେକ ଅଭିନେତ୍ରୀ, ଅଭିନେତାଙ୍କୁ ଦେଖିବାକୁ ମିଳିଛି। ତେବେ ନିକଟରେ ଭେଟେରାନ ଅଭିନେତ୍ରୀ ରେଖା ପ୍ରଥମଥର ପାଇଁ ଭୋଗ୍ର କଭରପେଜ୍ରେ ସ୍ଥାନ ପାଇଛନ୍ତି। ସେଥିରେ ତାଙ୍କୁ ରାଣୀ ବେଶରେ ଦେଖିବାକୁ…
ବଲାଙ୍ଗୀର ଅରୁନ୍ଧତୀ ଜୁଏଲର୍ସର ୨୩ତମ ବାର୍ଷିକ ଉତ୍ସବ
ଭୁବନେଶ୍ୱର,୫।୭: ରାଜ୍ୟର ପ୍ରମୁଖ ଅଳଙ୍କାର ପ୍ରତିଷ୍ଠାନ ଅରୁନ୍ଧତୀ ଜୁଏଲର୍ସର ବଲାଙ୍ଗୀର ଫ୍ଲାଗ୍ଶିପ୍ ଶୋ’ରୁମ୍ର ୨୩ତମ ବାର୍ଷିକ ଉସତ୍ବ ନିକଟରେ ପାଳିତ ହୋଇଯାଇଛି। ଉଲ୍ଲେଖଯୋଗ୍ୟ, ଅରୁନ୍ଧତୀର ୨୩ ତମ ବାର୍ଷିକ ଉତ୍ସବକୁ ଚିରସ୍ମରଣୀୟ କରିବା ପାଇଁ ଆକର୍ଷଣୀୟ ଅଫର ସମ୍ପର୍କରେ ମଧ୍ୟ ଘୋଷଣା…
ବନ୍ଧନ ଏଫ୍ସି ଫଣ୍ଡ୍ର ଶୁଭାରମ୍ଭ
ନୂଆଦିଲ୍ଲୀ,୫।୭: ବନ୍ଧନ ମ୍ୟୁଚୁଆଲ ଫଣ୍ଡ ପକ୍ଷରୁ ଏକ ଓପନ-ଏଣ୍ଡେଡ୍ ଇକ୍ୱିଟି ସ୍କିମ୍ ବନ୍ଧନ ଫାଇନାନ୍ସିଆଲ ସର୍ଭିସେସ୍ (ଏଫ୍ସି) ଫଣ୍ଡ୍ର ଶୁଭାରମ୍ଭ କରାଯାଇଛି। ଏହି ନୂଆ ଫଣ୍ଡ୍ ଅଫର୍ ୨୦୨୩ ଜୁଲାଇ ୨୪ରେ ବନ୍ଦ ହେବ। ବନ୍ଧନ ଫାଇନାନ୍ସିଆଲ ସର୍ଭିସେସ୍ ଫଣ୍ଡ୍ରେ ଲାଇସେନ୍ସପ୍ରାପ୍ତ…
କିଆ ଇଣ୍ଡିଆର ଦି ନ୍ୟୁ ସେଲ୍ଟସ୍ ଉନ୍ମୋଚିତ
ନୂଆଦିଲ୍ଲୀ,୫।୭: ଦେଶର ପ୍ରମୁଖ ଅଟୋମୋବାଇଲ କମ୍ପାନୀ କିଆ ଇଣ୍ଡିଆର ବହୁ ପ୍ରତୀକ୍ଷିତ ତଥା ଅତ୍ୟାଧୁନିକ ଜ୍ଞାନକୌଶଳରେ ନିର୍ମିତ ମିଡ୍ ସାଇଜ ଏସ୍ୟୁଭି ‘ଦି ନ୍ୟୁ କିଆ ସେଲ୍ଟସ୍’ର ସର୍ବଭାରତୀୟ ଉନ୍ମୋଚନ ହୋଇଯାଇଛି। ବିଶେଷକରି ଦି ନ୍ୟୁ କିଆ ସେଲ୍ଟସ୍ରେ ଅନେକ ଅତ୍ୟାଧୁନିକ…
ମ୍ୟାଙ୍ଗୋ ମାର୍କେଟରେ ମଣ୍ଡି ବ୍ରାଣ୍ଡିଂ କାର୍ଯ୍ୟକ୍ରମ
ଭୁବନେଶ୍ୱର,୫।୭: ୟୁନିୟନ ବ୍ୟାଙ୍କ ଅଫ୍ ଇଣ୍ଡିଆର ବ୍ରହ୍ମପୁର କ୍ଷେତ୍ରୀୟ କାର୍ଯ୍ୟାଳୟ ପକ୍ଷରୁ ନିକଟରେ ଏକ ମଣ୍ଡି ବ୍ରାଣ୍ଡିଂ କାର୍ଯ୍ୟକ୍ରମ ମ୍ୟାଙ୍ଗୋ ମାର୍କେଟରେ ଅନୁଷ୍ଠିତ ହୋଇଯାଇଛି। ବ୍ୟାଙ୍କ ପକ୍ଷରୁ ଗ୍ରାହକମାନଙ୍କୁ କ୍ୟୁଆର୍ କୋଡ୍ ପ୍ରଦାନ ସହ ନୂତନ ଗ୍ରାହକମାନଙ୍କୁ ବ୍ୟାଙ୍କର ଉପତ୍ାଦଗୁଡିକ ବିଷୟରେ…
ଶେୟାର ବଜାରରେ ଉତ୍ସାହ
ନୂଆଦିଲ୍ଲୀ,୫।୭ (ଅଭୟ ଦାଶ): କ୍ରମାଗତ ୪ର୍ଥ ଦିନ ଲାଗି ଭାରତୀୟ ଶେୟାର ବଜାରରେ ଉତ୍ସାହ ଜାରି ରହିଛି। ଏପରିକି ଘରୋଇ ପୁଞ୍ଜିବଜାରର ନିବେଶକମାନେ ଲକ୍ଷାଧିକ ଟଙ୍କାର ନିବେଶ ବୃଦ୍ଧି କରିଛନ୍ତି। ମଙ୍ଗଳବାର ବମ୍ବେ ଷ୍ଟକ୍ ଏକ୍ସଚେଞ୍ଜ(ବିଏସ୍ଇ)ର ସେନ୍ସେକ୍ସ ୨୭୪ ପଏଣ୍ଟ ବଢ଼ି…
ରାତିରେ ଦାନ୍ତ ନ ଘସିଲେ ହୋଇପାରେ ହୃଦ୍ରୋଗ
ଓ୍ବାଶିଂଟନ,୫ା୭: ସ୍ବାସ୍ଥ୍ୟ ହିଁ ସମ୍ପଦ। ଅସ୍ବାସ୍ଥ୍ୟକର ପରିବେଶ, ବାୟୁ ପ୍ରଦୂଷଣ, ମାଦକ ଦ୍ରବ୍ୟ ସେବନ, ଶରୀରର ଯତ୍ନ ନ ନେଲେ ବିଭିନ୍ନ ପ୍ରକାର ରୋଗ ହୋଇଥାଏ। ବର୍ତ୍ତମାନ ସମୟରେ ମଧୁମେହ ଏବଂ ହୃଦ୍ଜନିତ ରୋଗ ସହିତ ଅନେକ ଲୋକ ସଂଘର୍ଷ କରୁଛନ୍ତି।…
ଚବ୍ରି ନଦୀରେ ପଶି ବିଦ୍ୟାଳୟ ଯାଉଛନ୍ତି ଛାତ୍ରୀଛାତ୍ର
ଦଶମନ୍ତପୁର,୫ା୭(ଅରବିନ୍ଦ ନାୟକ): କୋରାପୁଟ ଜିଲାରେ ଏପରି କେତେକ ଗ୍ରାମ ରହିଛି ଯେଉଁଠିକୁ ଏଯାଏ ପ୍ରଶାସନ ପହଞ୍ଚତ୍ପାରିନାହିଁ। ନଦୀନାଳ, ବଣଜଙ୍ଗଲ ଓ ପାହାଡ଼ ଘେରା ପରିବେଶରେ ଥିବା ଗ୍ରାମଗୁଡ଼ିକୁ ଏଯାଏ ଗ୍ରାମବାସୀଙ୍କ ପାଇଁ ପ୍ରଶାସନ ରାସ୍ତାଟିଏ କରିପାରିନାହିଁ। ଖରା ଓ ଶୀତିଦିନେ ଗ୍ରାମବାସୀ…
୧୮ ଜିଲାରେ ନିଅଣ୍ଟିଆ ବର୍ଷା
ଭୁବନେଶ୍ୱର,୫ା୭(ଅନିଲ ଦାସ): ରାଜ୍ୟରେ ବର୍ଷାଭାବ ଯୋଗୁ ଚାଷ କାର୍ଯ୍ୟ ଗୁରୁତର ଭାବେ ପ୍ରଭାବିତ ହେବା ଆଶଙ୍କା ବଢ଼ିଗଲାଣି। ଜୁନ୍ରେ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ହେବା ସାଙ୍ଗକୁ ୧୧ ଦିନ ବିଳମ୍ବରେ ଅର୍ଥାତ୍ ଜୁନ୍ ୨୨ରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ରାଜ୍ୟକୁ ପ୍ରବେଶ…
Archives


