ରାତିରେ ଦାନ୍ତ ନ ଘସିଲେ ହୋଇପାରେ ହୃଦ୍ରୋଗ
ଓ୍ବାଶିଂଟନ,୫ା୭: ସ୍ବାସ୍ଥ୍ୟ ହିଁ ସମ୍ପଦ। ଅସ୍ବାସ୍ଥ୍ୟକର ପରିବେଶ, ବାୟୁ ପ୍ରଦୂଷଣ, ମାଦକ ଦ୍ରବ୍ୟ ସେବନ, ଶରୀରର ଯତ୍ନ ନ ନେଲେ ବିଭିନ୍ନ ପ୍ରକାର ରୋଗ ହୋଇଥାଏ। ବର୍ତ୍ତମାନ ସମୟରେ ମଧୁମେହ ଏବଂ ହୃଦ୍ଜନିତ ରୋଗ ସହିତ ଅନେକ ଲୋକ ସଂଘର୍ଷ କରୁଛନ୍ତି।…
ଚବ୍ରି ନଦୀରେ ପଶି ବିଦ୍ୟାଳୟ ଯାଉଛନ୍ତି ଛାତ୍ରୀଛାତ୍ର
ଦଶମନ୍ତପୁର,୫ା୭(ଅରବିନ୍ଦ ନାୟକ): କୋରାପୁଟ ଜିଲାରେ ଏପରି କେତେକ ଗ୍ରାମ ରହିଛି ଯେଉଁଠିକୁ ଏଯାଏ ପ୍ରଶାସନ ପହଞ୍ଚତ୍ପାରିନାହିଁ। ନଦୀନାଳ, ବଣଜଙ୍ଗଲ ଓ ପାହାଡ଼ ଘେରା ପରିବେଶରେ ଥିବା ଗ୍ରାମଗୁଡ଼ିକୁ ଏଯାଏ ଗ୍ରାମବାସୀଙ୍କ ପାଇଁ ପ୍ରଶାସନ ରାସ୍ତାଟିଏ କରିପାରିନାହିଁ। ଖରା ଓ ଶୀତିଦିନେ ଗ୍ରାମବାସୀ…
୧୮ ଜିଲାରେ ନିଅଣ୍ଟିଆ ବର୍ଷା
ଭୁବନେଶ୍ୱର,୫ା୭(ଅନିଲ ଦାସ): ରାଜ୍ୟରେ ବର୍ଷାଭାବ ଯୋଗୁ ଚାଷ କାର୍ଯ୍ୟ ଗୁରୁତର ଭାବେ ପ୍ରଭାବିତ ହେବା ଆଶଙ୍କା ବଢ଼ିଗଲାଣି। ଜୁନ୍ରେ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ହେବା ସାଙ୍ଗକୁ ୧୧ ଦିନ ବିଳମ୍ବରେ ଅର୍ଥାତ୍ ଜୁନ୍ ୨୨ରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ରାଜ୍ୟକୁ ପ୍ରବେଶ…
ବିନା ଅନୁମତିରେ ଗଛ କାଟିଛି ଓ୍ବାଟ୍କୋ
ଭୁବନେଶ୍ୱର, ୫ା୭ (ବନ୍ଦନା ସେଠୀ): ଶିଖରଚଣ୍ଡୀ ପାହାଡ଼ରେ ଗଛକାଟି ପ୍ରକଳ୍ପ ନିର୍ମାଣ ମାମଲାରେ ମଙ୍ଗଳବାର ଯାଞ୍ଚ କମିଟି ପକ୍ଷରୁ ଏନ୍ଜିଟିରେ ରିପୋର୍ଟ ଦାଖଲ କରାଯାଇଛି। ପାହାଡ଼ ଉପରେ ହୋଇଥିବା ଗଛକଟା ପାଇଁ ଡିଏଫ୍ଓଙ୍କଠାରୁ କୌଣସି ଅନୁମତି ନିଆଯାଇ ନ ଥିବା ରିପୋର୍ଟରେ…
ଗ୍ରାମାଞ୍ଚଳରେ ବେକାରି ହାର ବୃଦ୍ଧି
ନୂଆଦିଲ୍ଲୀ,୫ା୭ (ପ୍ରସ୍ତୁତି: ଦୁର୍ଯ୍ୟୋଧନ ମିଶ୍ର): ୯ ମାସ ପରେ ଦେଶରେ ବହୁପ୍ରତୀକ୍ଷିତ ଲୋକ ସଭା ନିର୍ବାଚନ ହେବାକୁ ଯାଉଛି। ଏହାକୁ ଦୃଷ୍ଟିରେ ରଖି ଭାଜପା ନେତା ଓ କେନ୍ଦ୍ରମନ୍ତ୍ରୀମାନେ ବୁଲି ବୁଲି ମୋଦି ସରକାରଙ୍କ ୯ ବର୍ଷ ଶାସନର ସଫଳତା ବଖାଣୁଛନ୍ତି।…
ଅନିଲ ଅମ୍ବାନୀଙ୍କ ସ୍ତ୍ରୀଙ୍କୁ ଇଡି ଜେରା
ମୁମ୍ବାଇ, ୫ା୭(ପି.ଟି.): ବିଦେଶ ବିନିମୟ ପରିଚାଳନା ଆଇନ (ଫେମା) ଉଲ୍ଲଂଘନ ମାମଲାରେ ରିଲାଏନ୍ସ ଏଡିଏ ଗ୍ରୁପ୍ ଅଧ୍ୟକ୍ଷ ଅନିଲ ଅମ୍ବାନୀଙ୍କ ସ୍ତ୍ରୀ ଟିନା ଅମ୍ବାନୀ ମଙ୍ଗଳବାର ତଦନ୍ତରେ ସାମିଲ ହୋଇଛନ୍ତି। ସେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) କାର୍ଯ୍ୟାଳୟରେ ହାଜର ହୋଇ ଜେରାର…
ଗର୍ଭବତୀ ନାବାଳିକା ପୀଡ଼ିତାଙ୍କୁ ମିଳିବ ଆଶ୍ରୟ
ନୂଆଦିଲ୍ଲୀ, ୫ା୭: ବଳାତ୍କାର ପୀଡ଼ିତା ଗର୍ଭବତୀଙ୍କୁ ଆଶ୍ରୟ ଓ ସହାୟତା ପାଇଁ କେନ୍ଦ୍ର ସରକାର ନୂଆ ଯୋଜନା ଆରମ୍ଭ କରିଛନ୍ତି। ବଳାତ୍କାର, ଗଣବଳାତ୍କାର କିମ୍ବା ଅନ୍ୟ କୌଣସି କାରଣରୁ ଗର୍ଭବତୀ ହେବା କାରଣରୁ ପରିବାରରୁ ପରିତ୍ୟକ୍ତ ହୋଇଥିବା ନାବାଳିକା, ଯେଉଁମାନଙ୍କର ରୋଜଗାରର…
ହ୍ବାଇଟ୍ ହାଉସ୍ରେ ହ୍ବାଇଟ୍ ପାଉଡର
ଓ୍ବାଶିଂଟନ,୫।୭: ଆମେରିକାର ସିକ୍ରେଟ୍ ସର୍ଭିସ୍କୁ ହ୍ବାଇଟ୍ ହାଉସ୍ରୁ ରବିବାର ସନ୍ଧ୍ୟାରେ ଧଳା ରଙ୍ଗର ପାଉଡର ମିଳିବା ପରେ ସ୍ଥାନକୁ ସମ୍ପୂର୍ଣ୍ଣ ଖାଲି କରିଦିଆଯାଇଛି। ଆଇନ ପ୍ରବର୍ତ୍ତନ ସଂସ୍ଥା ପକ୍ଷରୁ ତଦନ୍ତ ଜାରି ଥିବା କୁହାଯାଇଛି। ପ୍ରାଥମିକ ତଦନ୍ତ ଅନୁସାରେ ହ୍ବାଇଟ୍ ହାଉସ୍ରୁ…
ଜଙ୍ଗଲରୁ ବେଆଇନ ଗଞ୍ଜେଇ ଜବତ: ତିନି ଜଣ ଗଞ୍ଜେଇ ମାଫିଆ ଚମ୍ପଟ
ବାଲିଗୁଡା,୪।୭: (ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ଅଞ୍ଚଳରେ ବେଆଇନ ଗଞ୍ଜେଇ ଚାଷ ଓ ଚୋରାଚାଲାଣ ବୃଦ୍ଧି ପାଉଥିବା ବେଳେ ପୋଲିସ ଏ ଦିଗରେ ସ୍ବତନ୍ତ୍ର ପଦକ୍ଷେପ ଗ୍ରହଣ କରିଛି । ପେଟ୍ରୋଲିଂ ବ୍ୟବସ୍ଥାକୁ କଡ଼ାକଡ଼ି କରିବା ସହ…
କେନ୍ଦୁଝର ଜିଲା ମୁଖ୍ୟ ଡାକ୍ତରଖାନାରେ ଔଷଧ ଓ କେମିକାଲ ଅଭାବ ନେଇ ଅସନ୍ତୋଷ
କେନ୍ଦୁଝର, ୪।୭(ନରେଶ ଚନ୍ଦ୍ର ପଟ୍ଟନାୟକ) କେନ୍ଦୁଝର ଧରଣୀଧର ମେଡିକାଲ କଲେଜ ଓ ଡାକ୍ତରଖାନା (ଜିଲା ମୁଖ୍ୟ ଡାକ୍ତରଖାନା)ରେ ଔଷଧ ସାଙ୍ଗକୁ କେମିକାଲର ଅଭାବ ଯୋଗୁ ରୋଗୀ ସେବା ବାଧାପ୍ରାପ୍ତ ହୋଇଛି ା ଏଣୁ ରୋଗୀମାନେ ବାହାରୁ ମେଡିସିନ କିଣିବା ସହ ବିଭିନ୍ନ…
୬ରୁ ବର୍ଷିବ
ଭୁବନେଶ୍ବର ୪।୭(ଅନିଲ ଦାସ): ମୌସୁମୀ ସ୍ବଭାବିକ ସ୍ଥିତିକୁ ଫେରିବ । ଭୁବନେଶ୍ବର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଏଭଳି ଆକଳନ କରାଯାଇ । ପାଣିପାଗ ବିଭାଗର ଆକଳନ ଅନୁଯାୟୀ, ମଙ୍ଗଳବାରଠୁ ରାଜ୍ୟର ଦକ୍ଷିଣ ଓଡ଼ିଶାର କିଛି ଜିଲାରେ ପ୍ରବଳ ବର୍ଷା…
ପୁଣି ମହାପ୍ରଭୁଙ୍କ ନାଁରେ ଠକେଇ
ପୁରୀ,୪।୭: ପୁଣି ମହାପ୍ରଭୁଙ୍କ ନାଁରେ ଅନଲାଇନ ଠକେଇ ଅଭିଯୋଗ ହୋଇଛି। ରାଜ୍ୟ କିମ୍ବା ଦେଶ ଭିତରେ ନୁହେଁ ବିଦେଶ ଯାଏ ଏହି ଠକେଇର ଚେର ଲମ୍ବିଛି। ଡ଼ଲାରରେ ଭକ୍ତଙ୍କଠାରୁ ଦକ୍ଷିଣା ନିଆଯାଉଛି । ଶ୍ରୀଜଗନ୍ନାଥ ମନ୍ଦିରରେ ସିଦ୍ଧ ପୂଜା, ଶାଳଗ୍ରାମ ପୂଜା…
Archives


