ଦୁବାଇରେ ହଠାତ ଶସ୍ତା ହେଉଛି ସୁନା! ଇରାନ ସହ ଯୁଦ୍ଧ ମଧ୍ୟରେ ମୂଲ୍ୟରେ ବଡ଼ ହ୍ରାସ, ଭାରତ ଉପରେ ପଡ଼ିବ…
ଦୁବାଇ/ନୂଆଦିଲ୍ଲୀ,୭।୩: ବିଶ୍ୱର ସୁନା ବଜାର କୁହାଯାଉଥିବା ଦୁବାଇରୁ ଏବେ ଏକ ଆଶ୍ଚର୍ଯ୍ୟଜନକ ଖବର ସାମ୍ନାକୁ ଆସିଛି। ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଚାଲିଥିବା ଭୟଙ୍କର ଯୁଦ୍ଧ ଯୋଗୁ ଅନ୍ତର୍ଜାତୀୟ ବଜାରରେ ସୁନା ଦର ଆକାଶଛୁଆଁ ହେଉଥିବା ବେଳେ, ଦୁବାଇର ବ୍ୟବସାୟୀମାନେ ଏବେ…
କେନିଆରେ ବର୍ଷା ବିତ୍ପାତ: ଚାଲିଗଲା ୨୩ ଜୀବନ
ନାଇରୋବି,୭ା୩: କେନିଆ ରାଜଧାନୀ ନାଇରୋବିରେ ପ୍ରବଳ ବର୍ଷାରେ ୨୩ ଜଣଙ୍କ ମୃତ୍ୟୁ ଘଟିବା ସହ ବିମାନ ଚଳାଚଳ ବାଧାପ୍ରାପ୍ତ ହୋଇଛି। ଶନିବାର ରାସ୍ତାଘାଟ ଜଳାର୍ଣ୍ଣବ ହୋଇଥିବାରୁ ଗାଡ଼ିଚାଳକମାନେ ଅନେକ ଘଣ୍ଟା ଧରି ଅଟକି ରହିଥିଲେ। ଯାତାୟାତରେ ସହାୟତା ଏବଂ ଉଦ୍ଧାର କାର୍ଯ୍ୟରେ…
ଘରଭାଙ୍ଗି ଧାନ ଖାଇଲା ଦନ୍ତା
ନାକଟିଦେଉଳ, ୭ା୨(ବୈକୁଣ୍ଠନାଥ ସାହୁ): ସମ୍ବଲପୁର ଜିଲା ନାକଟିଦେଉଳ ବନାଞ୍ଚଳ ଅଧୀନ ଆଭ୍ୟନ୍ତରୀଣ ତଥା ପାହାଡ଼ ତଳି ଗ୍ରାମରେ ଗତ କିଛି ଦିନ ହେଲା ଦନ୍ତାହାତୀ ଉପଦ୍ରବ ଲାଗି ରହିଛି। ସନ୍ଧ୍ୟା ହେବା ମାତ୍ରେ ହାତୀ ଗାଁ ମୁଣ୍ଡକୁ ଆସି ଲୋକଙ୍କ ଘରଦ୍ୱାର…
ବୋହୂଙ୍କୁ ମାଡ଼ ମାରି ଲହୁଲୁହାଣ କଲେ ପୁଅ, ଥାନାରେ ପହଞ୍ଚି ଅଭିଯୋଗ କରିଦେଲେ ବାପା, ପୁରୁଷୋତ୍ତମଙ୍କୁ ବାନ୍ଧି…
ବୈଶିଙ୍ଗା,୭।୩(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅର୍ନ୍ତଗତ ନଡପୁର ଗ୍ରାମରେ ଜନୈକା ବିବାହିତା ମହିଳାଙ୍କୁ ମାଡ଼ ମାରି ଗୁରୁତର କରିଥିବା ଅଭିଯୋଗରେ ପୋଲିସ ସ୍ବାମୀଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ଅଭିଯୁକ୍ତ ହେଲେ ପୁରୁଷୋତ୍ତମ ମହାନ୍ତ। ସୂଚନାନୁଯାୟୀ, ଦେବେନ୍ଦ୍ର…
ବସ୍କୁ ଧକ୍କା ଦେଇ ଚାଲିଗଲା ବାଇକ୍ ଆରୋହୀଙ୍କ ଜୀବନ
କୋକସରା,୭ା୩ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କୋକସରା ଥାନା ଲଡୁଗାଁ-ଚିକିଲି ରାସ୍ତାର ପେଟ୍ରୋଲ ପମ୍ପ ନିକଟରେ ଏକ ଦୁର୍ଘଟଣା ଘଟିଛି। ରାସ୍ତା କଡରେ ଛିଡା ହୋଇଥିବା ଏକ ବସ୍କୁ ଧକ୍କା ଦେଇ ଜଣେ ବାଇକ୍ ଆରୋହୀଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଜୟପାଟଣା…
ମୋ’ କଥା କେହି ଶୁଣନ୍ତିନି! ବାପା କି ବଡ଼ ଭାଇ ହୋଇ କିଛି ଲାଭ ନାହିଁ…ଫାଇନାଲ ପୂର୍ବରୁ କାହିଁକି ଏମିତି କହିଲେ ସୂର୍ଯ୍ୟା
ଅହମ୍ମଦାବାଦ,୭।୩: ଟି-୨୦ ବିଶ୍ୱକପ ୨୦୨୬ର ଫାଇନାଲ ମୁକାବିଲା ପାଇଁ ପ୍ରସ୍ତୁତ ଟିମ ଇଣ୍ଡିଆ। ୮ ମାର୍ଚ୍ଚରେ ନ୍ୟୁଜିଲାଣ୍ଡ ବିପକ୍ଷରେ ଫାଇନାଲ ମୁକାବିଲା ପାଇଁ ପଡ଼ିଆକୁ ଓହ୍ଲାଇବେ ସୂର୍ଯ୍ୟକୁମାର ଯାଦବ। ମ୍ୟାଚ୍ ପୂର୍ବରୁ ଅଧିନାୟକଙ୍କ ଆତ୍ମବିଶ୍ୱାସ ଏବଂ ସ୍ପଷ୍ଟବାଦିତା ଭାରତୀୟ ପ୍ରଶଂସକଙ୍କୁ ବେଶ…
ଫାଇନାଲ ମ୍ୟାଚ୍ ପୂର୍ବରୁ ନ୍ୟୁଜିଲାଣ୍ଡ ଅଧିନାୟକଙ୍କ ବଡ଼ ବୟାନ, ଯଦି ଆମକୁ ହୃଦୟ ଭାଙ୍ଗିବାକୁ ପଡ଼େ…
ଅହମଦାବାଦ,୭।୩: ଟୁର୍ନାମେଣ୍ଟ ଜିତିବା ପାଇଁ ଆମେ ଫେଭରାଇଟ୍ ଦଳ ନୁହେଁ। କିନ୍ତୁ ଥରେ ଟ୍ରଫି ଉଠାଇବା ପାଇଁ ଯଦି ଆମକୁ କିଛି ହୃଦୟ ଭାଙ୍ଗିବାକୁ ପଡ଼େ, ତେବେ ଆମେ ମନା କରିବୁ ନାହିଁ। ଫାଇନାଲ ମ୍ୟାଚ୍ ପୂର୍ବରୁ ଆୟୋଜିତ ଖବରଦାତା ସମ୍ମିଳନୀରେ…
ପଞ୍ଚୁଦୋଳ ଯାତ୍ରା ପାଇଁ ଉଠୁଛି ପଡ଼ୁଛି ଗାଁ
ଗଞ୍ଜାମ,୭।୩(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମାହାଟ ପଡିଆଠାରେ ହେବାକୁ ଥିବା ପ୍ରସିଦ୍ଧ ପଞ୍ଚୁଦୋଳ ଯାତ୍ରାର ସାହି ଯାତ୍ରାକୁ ଶନିବାର ୧୨ ଦିନ। ଏ ନେଇ ସନ୍ଧ୍ୟାରୁ ପ୍ରବଳ ଉତ୍ସାହ ଦେଖିବାକୁ ମିଳିଛି l ହୁମା ଗ୍ରାମର ବିଭିନ୍ନ ସାହି…
ଫାଇନାଲ ପୂର୍ବରୁ ମିଚେଲ ସାଣ୍ଟର୍ନରଙ୍କ ଫଟୋକୁ ନେଇ ହଇଚଇ! ତାଜା ହେଲା ୨୦୨୩ର କ୍ଷତ, ପ୍ରଶଂସକ ଛାନିଆ…
ଅହମ୍ମଦାବାଦ,୭।୩: ଅହମ୍ମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ରବିବାର ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଟି-୨୦ ବିଶ୍ୱକପ୍ ୨୦୨୬ର ମହାଲଢ଼େଇ ଅନୁଷ୍ଠିତ ହେବ। ପ୍ରଥମ ଥର ପାଇଁ ଏହି ଟୁର୍ନାମେଣ୍ଟର ଫାଇନାଲରେ ଦୁଇ ଦଳ ମୁହାଁମୁହିଁ ହେଉଥିବା ବେଳେ, ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ…
ସରିଲା ସିବିଏସି ପରୀକ୍ଷା: ପିଠିରେ ଲେଖି ଜଣାଇଲେ ବିଦାୟ ବାର୍ତ୍ତା
ପଟ୍ଟାଙ୍ଗି,୭।୩(ଶରତ କୁମାର ଧଳ): ରାଜ୍ୟରେ ବିଭିନ୍ନ ପରୀକ୍ଷା କେନ୍ଦ୍ରରେ ଚାଲିଥିବା ଦଶମ ସିବିଏସି ପରୀକ୍ଷା ଶନିବାର ସରିଥିବା ବେଳେ ପରୀକ୍ଷା ସରିବା ପରେ ପରସ୍ପର ମଧ୍ୟରେ ଛାତ୍ରୀଛାତ୍ର ପିଠିରେ ନିଜର ଭାବନା ଲେଖି ବିଦାୟ ଜଣାଇଥିଲେ । ଏହି ସମୟରେ ବରସ୍ପର…
ସେମିଫାଇନାଲରେ ପହଞ୍ଚିଲେ ଲକ୍ଷ୍ୟ ସେନ୍
ବର୍ମିଂହାମ୍,୭ା୩:ଭାରତର ଲକ୍ଷ୍ୟ ସେନ୍ ଅଲ୍ ଇଂଲଣ୍ଡ ଓପନ ବ୍ୟାଡ୍ମିଣ୍ଟନ ଚାମ୍ପିୟନଶିପ୍ ପୁରୁଷ ସିଙ୍ଗଲ୍ସ ସେମିଫାଇନାଲରେ ପ୍ରବେଶ କରିଛନ୍ତି। ୨୦୨୨ ସଂସ୍କରଣରେ ରନର-ଅପ୍ ବିଶ୍ୱର ୧୨ତମ ମାନ୍ୟତାପ୍ରାପ୍ତ ଏହି ଭାରତୀୟ ଖେଳାଳି କ୍ୱାର୍ଟରଫାଇନାଲରେ ପୂର୍ବତନ ଚାମ୍ପିୟନ ତଥା ବିଶ୍ୱର ୬ନମ୍ବର ଖେଳାଳି ଚାଇନାର…
ପରୀକ୍ଷା ସରିବା ପରେ ତିନି ସାଙ୍ଗ ଯାଇଥିଲେ ଜଳଭଣ୍ଡର, ଫେରିଲା…
କୋରାପୁଟ,୭।୩(ଅମିତାଭ ବେହେରା ): କୋଲାବ ଜଳଭଣ୍ଡରରେ ବୁଡ଼ି ୩ ଛାତ୍ରଙ୍କ ମୃତ୍ୟୁ। ପରୀକ୍ଷା ସରିବା ପରେ ୩ ସାଙ୍ଗ ଗାଧେଇବା ପାଇଁ ଜଳଭଣ୍ଡର ଯାଇଥିଲେ। ତିନି ଛାତ୍ର ନବୋଦୟ ବିଦ୍ୟାଳୟରେ ଅଟନ୍ତି। ଘଟଣା ଅପରାହ୍ନ ପ୍ରାୟ ୩ଟା ବେଳେ ଘଟଥିବା ଜଣାପଡ଼ିଛି।…
Archives


