ସୁଶାନ୍ତଙ୍କୁ ଅବହେଳା କଲେ ଦଳ କ୍ଷତି ସହିବ: ପ୍ରଦ୍ୟୁମ୍ନ
ବରଗଡ଼ ଅଫିସ୍,୨୩।୫: ରାଜ୍ୟ ମନ୍ତ୍ରିମଣ୍ଡଳ ପୁନର୍ଗଠନରେ ବରଗଡ଼ ଜିଲା ଭଟଲି ବିଧାୟକ ସୁଶାନ୍ତ ସିଂଙ୍କୁ ମନ୍ତ୍ରୀପଦ ନ ମିଳିବାରୁ ତାଙ୍କ ସମର୍ଥକ ମହଲରେ ଅସନ୍ତୋଷ ପ୍ରକାଶ ପାଇଛି। ଏ ନେଇ ଜିଲା ଯୁବ ବିଜେଡି ସଭାପତି ପ୍ରଦ୍ୟୁମ୍ନ କୁମାର ତ୍ରିପାଠୀ ନିଜ…
‘ବିଜେଡି ସରକାରରେ ମହିଳାଙ୍କୁ ସମ୍ମାନ ଏକ ଫମ୍ପା ଆହ୍ବାନ’
ଭୁବନେଶ୍ବର, ୨୩ା୫(ବ୍ୟୁରୋ): ରାଜ୍ୟରେ ମହିଳାଙ୍କ ପ୍ରତି ଅତ୍ୟାଚାର ବଢୁଥିବା ଅଭିଯୋଗ ଆଣି ରାଜ୍ୟ ସରକାରଙ୍କ ଉପରେ ପ୍ରଦେଶ ମହିଳା କଂଗ୍ରେସ ବର୍ଷିଛି। କଂଗ୍ରେସ ଭବନଠାରେ ଆୟୋଜିତ ଏକ ଖବରଦାତା ସମ୍ମିଳନୀରେ ମହିଳା ନେତ୍ରୀମାନେ କହିଛନ୍ତି, ବିଜେଡି ସରକାରର ମହିଳାକୁ ସମ୍ମାନ ଏକ…
୬ ମାସରେ ନିଯୁକ୍ତ ହେବେ ୧୧୦୦ ଅଗ୍ନିଶମ କର୍ମଚାରୀ
କଟକ ଅଫିସ,୨୩ା୫: ରାଜ୍ୟ ଅଗ୍ନିଶମ ବିଭାଗର ଡିଜି ଭାବେ ଆଇପିଏସ୍ ଅଫିସର ଡ. ସୁଧାଂଶୁ ଷଡ଼ଙ୍ଗୀ ସୋମବାର କାର୍ଯ୍ୟରେ ଯୋଗ ଦେଇଛନ୍ତି। କଟକସ୍ଥିତ ଅଗ୍ନିଶମ ବିଭାଗର ମୁଖ୍ୟ କାର୍ଯ୍ୟାଳୟରେ ସେ ଭାରପ୍ରାପ୍ତ ଅଗ୍ନିଶମ ଆରକ୍ଷୀ ମହାନିର୍ଦ୍ଦେଶକ ବିନୟତୋଷ ମିଶ୍ରଙ୍କଠାରୁ ଦାୟିତ୍ୱ ଗ୍ରହଣ…
ମଧ୍ୟପ୍ରଦେଶରେ ୫୦୦ ଟଙ୍କାରେ ମିଳିବ ରନ୍ଧନ ଗ୍ୟାସ୍
ନୂଆଦିଲ୍ଲୀ, ୨୩ା୫ : କର୍ନାଟକ ବିଧାନସଭା ନିର୍ବାଚନରେ କଂଗ୍ରେସର ସଫଳତା ପରେ ଏହି ଦଳ ଚଳିତ ବର୍ଷ ନିର୍ବାଚନ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ରାଜ୍ୟ ମଧ୍ୟପ୍ରଦେଶ ସମେତ ଅନ୍ୟ ରାଜ୍ୟଗୁଡ଼ିକ ଉପରେ ନଜର ପକାଇଛି। ମଧ୍ୟପ୍ରଦେଶର ଜନସାଧାରଣଙ୍କୁ ଆକୃଷ୍ଟ କରିବା ଲାଗି…
‘ମୋ କଥାକୁ ଲେଖିକରି…’ ପ୍ରଶାନ୍ତ କିଶୋରଙ୍କ ବଡ ଭବିଷ୍ୟବାଣୀ, କହିଲେ ନୀତୀଶଙ୍କ ଫ୍ୟୁଚର
ପାଟନା,୨୩।୫: ଆସନ୍ତା ବର୍ଷ ଅର୍ଥାତ୍ ୨୦୨୪ରେ ହେବାକୁ ଯାଉଛି ଲୋକ ସଭା ନିର୍ବାଚନ। ଏବେ ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ଭାରତୀୟ ଜନତା ପାର୍ଟି(ଭାଜପା) ବିରୋଧରେ ଦେଶର ପ୍ରାୟ ସମସ୍ତ ବିରୋଧୀ ଦଳଙ୍କୁ ଏକାଠି କରିବାରେ ଲାଗି ପଡିଛନ୍ତି। ସେ କିଛି…
ବିରୋଧୀ ଏକତା ବଢ଼ାଇବାକୁ ଗୁରୁତ୍ୱ
ନୂଆଦିଲ୍ଲୀ,୨୩।୫: ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ସୋମବାର ଦିଲ୍ଲୀରେ କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେ, ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀଙ୍କୁ ଭେଟିଛନ୍ତି। ଖାର୍ଗେଙ୍କ ବାସଭବନରେ ହୋଇଥିବା ଏହି ସାକ୍ଷାତ ଅବସରରେ ବିରୋଧୀ ଏକତା ଉପରେ ଗୁରୁତ୍ୱାରୋପ କରାଯାଇଥିବା ଏବଂ ଆଗାମୀ ଦିନରେ…
ବ୍ରାଜିଲକୁ ହରାଇଲା ଇଟାଲୀ
ବୁଏନ୍ସ ଏୟାର୍ସ,୨୩ା୫(ପି.ଟି.): ଆର୍ଜେଣ୍ଟିନାରେ ଅନୁଷ୍ଠିତ ୨୦ ବର୍ଷରୁ କମ୍ ଫୁଟ୍ବଲ ବିଶ୍ୱକପ୍ରେ ଦେଖିବାକୁ ମିଳିଛି ବଡ଼ ବିପର୍ଯ୍ୟୟ। ଦୁଇ ଟାଇଟଲ ଫେବରିଟ୍ ଦଳ ବ୍ରାଜିଲ ଓ ସେନେଗାଲ୍ ନିଜର ଓପ୍ନିଙ୍ଗ ଗେମ୍ରେ ପରାଜିତ ହୋଇଛନ୍ତି। ରବିବାର ଇଟାଲୀ, ଜାପାନ, ନାଇଜେରିଆ ଓ…
ନାର୍କୋ ଟେଷ୍ଟ ପାଇଁ ରେସ୍ଲରଙ୍କ ସହମତି
ନୂଆଦିଲ୍ଲୀ,୨୩ା୫(ପି.ଟି.): ଭାରତୀୟ ରେସ୍ଲିଂ ଫେଡେରେଶନ(ଡବ୍ଲ୍ୟୁଏଫ୍ଆଇ) ସଭାପତି ବ୍ରିଜ୍ଭୂଷଣ ଶରଣ ସିଂଙ୍କ ଯୌନ ନିର୍ଯାତନା ମାମଲାରେ ନୂଆଦିଲ୍ଲୀର ଯନ୍ତରମନ୍ତରଠାରେ ଖେଳାଳିଙ୍କ ଆନ୍ଦୋଳନ ୨୯ ଦିନରେ ପହଞ୍ଚତ୍ଛି। ଭାରତର ଅଲିମ୍ପିକ୍ସ ପଦକ ବିଜୟୀ ରେସ୍ଲର ସାକ୍ଷୀ ମଲିକ୍ ଓ ବଜରଙ୍ଗ ପୁନିଆଙ୍କ ସମେତ ଏସିଆନ୍…
ଚେପକ୍ ପିଚ୍କୁ ନେଇ ଅନିଶ୍ଚିତତା
ଚେନ୍ନାଇ,୨୩ା୫(ପି.ଟି.): ଆଇପିଏଲ୍ର କ୍ୱାଲିଫାୟର୍-୧ରେ ମଙ୍ଗଳବାର ପରସ୍ପରକୁ ଭେଟିବେ ୪ ଥରର ଚାମ୍ପିୟନ ଚେନ୍ନାଇ ସୁପର କିଙ୍ଗ୍ସ ଓ ଡିଫେଣ୍ଡିଂ ଚାମ୍ପିୟନ ଗୁଜରାଟ ଟାଇଟନ୍ସ। ଏହା ସହିତ ଆଇପିଏଲର ଶ୍ରେଷ୍ଠ ରଣନୀତିକାର ମହେନ୍ଦ୍ର ସିଂ ଧୋନୀଙ୍କ ଯୋଜନା ଓ ଭାରତୀୟ କ୍ରିକେଟ୍ର ଯୁବରାଜ…
କଳିଙ୍ଗରେ ସମର କ୍ୟାମ୍ପ ଉଦ୍ଯାପିତ
ଭୁବନେଶ୍ୱର,୨୩ା୫, (ସ୍ପୋଟର୍ସ ବ୍ୟୁରୋ): ଭୁବନେଶ୍ୱର ସ୍ଥିତ କଳିଙ୍ଗ ଷ୍ଟାଡିୟମରେ ଅନୁଷ୍ଠିତ ଏକାଧିକ କ୍ରୀଡ଼ାର ସମର କ୍ୟାମ୍ପ ସୋମବାର ଉଦ୍ଯାପିତ ହୋଇଛି। ମେ ୧ ତାରିଖରୁ ଆରମ୍ଭ ହୋଇଥିବା ଏହି କ୍ୟାମ୍ପରେ ୫୦୦ରୁ ଅଧିକ ଶିଶୁ ଅଂଶଗ୍ରହଣ କରିଥିଲେ। ଫୁଟବଲ, ଆଥଲେଟିକ୍ସ, ଜୁଡୋ,…
ଡିସେମ୍ବର ସୁଦ୍ଧା ସବୁ ଡାକ୍ତର ପଦବୀ ପୂରଣ ହେବ: ସ୍ବାସ୍ଥ୍ୟମନ୍ତ୍ରୀ
ଭୁବନେଶ୍ୱର,୨୩ା୫(ବ୍ୟୁରୋ): ଆସନ୍ତା ଡିସେମ୍ବର ମାସ ସୁଦ୍ଧା ରାଜ୍ୟରେ ଖାଲିଥିବା ସମସ୍ତ ଡାକ୍ତର ପଦବୀ ପୂରଣ କରାଯିବ। ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ନିରଞ୍ଜନ ପୂଜାରୀ ସୋମବାର ଗଣମାଧ୍ୟମକୁ ସୂଚନା ଦେଇ ଏହା କହିଛନ୍ତି। ସେ କହିଛନ୍ତି, ରାଜ୍ୟରେ ଆବଶ୍ୟକତାଠାରୁ କମ୍…
ସଙ୍କେତ, ବିଶାଲଙ୍କ ଶତକ, ସୋହମ, ମାଧବଙ୍କୁ ୫
ଭୁବନେଶ୍ୱର,୨୩ା୫ (ସ୍ପୋଟର୍ସ ବ୍ୟୁରୋ) ଓଡ଼ିଶା କ୍ରିକେଟ ଆସୋସିଏଶନ ଆନୁକୂଲ୍ୟରେ ଅନୁଷ୍ଠିତ ୧୬ ବର୍ଷରୁ କମ୍ ଆନ୍ତଃଜିଲା କ୍ରିକେଟ ଟୁର୍ନାମେଣ୍ଟର ପ୍ରଥମ ଚରଣ ଅନୁଷ୍ଠିତ ହେଉଛି। ସୋମବାର ଅନୁଷ୍ଠିତ ମ୍ୟାଚରେ ଭୁବନେଶ୍ୱର ବି, କେନ୍ଦୁଝର, ନୂଆପଡା, ବରଗଡ, ଖୋର୍ଦ୍ଧା ଓ ଗଜପତି ବିଜୟୀ…
Archives


