Home Left

ପୋଖରୀରେ ବୁଡ଼ି ଚାଲିଗଲା ୨ ନାବାଳିକାଙ୍କ ଜୀବନ

ଉଦଳା,୭।୩: ମୟୂରଭଞ୍ଜ ଜିଲା କପ୍ତିପଦା ଥାନା ନଥିପୁର ଗାଁରେ ଶନିବାର ଏକ ଅଘଟଣ ଘଟିଛି। ପୋଖରୀରେ ବୁଡ଼ି ୨ ନାବାଳିକାଙ୍କ ମୃତ୍ୟୁ ଘଟିଛି। ଦୁଇ ନାବାଳିକାଙ୍କୁ ହରାଇ ଗାଁରେ ଶୋକାକୁଳ ପରିବେଶ ସୃଷ୍ଟି ହୋଇଛି। ମିଳିଥିବା ସୂଚନା ମୁତାବକ, ନାବାଳିକା ଦ୍ୱୟ…

ପଟ୍ଟାଙ୍ଗିରେ ପହଞ୍ଚିଲା ଲୋକ ଅଧିକାର ଯାତ୍ରା : ବଞ୍ଚିବା ପାଇଁ ଲଢେଇ କର

ପଟ୍ଟାଙ୍ଗି,୭।୩(ଶରତ କୁମାର ଧଳ): ରାଜ୍ୟରେ ଭରି ରହିଥିବା ବକ୍ସାଇଟ ଖଣି, ପାହାଡ଼ ତଥା ପ୍ରାକୃତିକ ସମ୍ପଦର ସୁରକ୍ଷା ପାଇଁ ବାହାରିଥିବା ଲୋକ ଅଧିକାର ଯାତ୍ରା ଶନିବାର କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ମାଳିପୁଟ ପଞ୍ଚାୟତ ଏରାସାନ୍ତାଗୁଡା, ଶିଶାଗୁଡା ଏବଂ ମାଲକାରବନ୍ଧ…

‘ଛାତ୍ରୀଛାତ୍ରଙ୍କ ଭବିଷ୍ୟତ ଉଜ୍ବଳ ହେଲେ ପୃଥିବୀ ଉଜ୍ଜ୍ୱଳ ହେବ’

ପୁରୁଷୋତ୍ତମପୁର,୭।୩(ସବିିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ତାରାତାରିଣୀ କଲେଜର ବାର୍ଷିକ ଉତ୍ସବ ଅଧ୍ୟକ୍ଷ ଡ. ପ୍ରଦୀପ କୁମାର ସାହୁଙ୍କ ପୌରୋହିତ୍ୟରେ ଶନିବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୁଖ୍ୟ ଅତିଥି ଭାବେ କଲେଜ ପରିଚାଳନା କମିଟି ସଭାପତି ତଥା ଛତ୍ରପୁର ଉପଜିଲାପାଳ ଶୁଭାଶିଷ…

ଖେମୁଣ୍ଡି ଓକିଲ ସଂଘର ନିର୍ବାଚନ ପାଇଁ ପ୍ରାର୍ଥତ୍ପତ୍ର ଦାଖଲ

ଦିଗପହଣ୍ଡି,୭ା୩(ଅଶେଷ ନାଥ ମିଶ୍ର): ରାଜ୍ୟ ବାର୍‌ କାଉନସିଲ ପକ୍ଷରୁ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି ଓକିଲ ସଂଘର କାର୍ଯ୍ୟକର୍ତ୍ତା ନିର୍ବାଚନ ନିମନ୍ତେ ଶନିବାରଠାରୁ ଆଶାୟୀ ପ୍ରାର୍ଥୀମାନେ ନିର୍ବାଚନ ଅଧିକାରୀ ଚନ୍ଦ୍ରଧ୍ୱଜ ସିଂହଙ୍କ ନିକଟରେ ସେମାନଙ୍କ ପ୍ରାର୍ଥିପତ୍ର ଦାଖଲ…

‘ଆମେ ଯାହା କରିଛୁ ଠିକ୍‌ କରିଛୁ’, କାହିଁକି ଏମିତି କହିଲେ ଜୟଶଙ୍କର? ଜାଣନ୍ତୁ ଇରାନ ଯୁଦ୍ଧ ସହ କ’ଣ ରହିଛି ସମ୍ପର୍କ

ନୂଆଦିଲ୍ଲୀ,୭।୩: ରାଇସିନା ଡାଏଲଗ ୨୦୨୬ରେ ମଧ୍ୟପ୍ରାଚ୍ୟ ଉତ୍ତେଜନା ମଧ୍ୟରେ ଭାରତର ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର କୋଚିରେ ଏକ ଇରାନୀ ନୌସେନା ଜାହାଜକୁ ଡକିଂ କରିବାକୁ ଅନୁମତି ଦେବା ନିଷ୍ପତ୍ତିକୁ ସମର୍ଥନ କରିଥିଲେ। ଜୟଶଙ୍କର କହିଛନ୍ତି ଯେ ଭାରତ ଇରାନୀ ଜାହାଜ…

ଜିଲା ଉନ୍ନୟନ ସମନ୍ବୟ ଓ ନିରୀକ୍ଷଣ କମିଟି ବୈଠକ: ସମୀକ୍ଷା କଲେ ଆସିକା ଏମ୍‌ପି

ଛତ୍ରପୁର,୭ା୩(ଦିଲ୍ଲୀପ ସାମଲ): ସ୍ଥାନୀୟ ଋଷିକୂଲ୍ୟା ସମ୍ମିଳନୀ କକ୍ଷରେ ଜିଲା ଉନ୍ନୟନ ସମନ୍ବୟ ଓ ନିରୀକ୍ଷଣ କମିଟି ବୈଠକ(ଦିଶା) ଅନୁଷ୍ଠିତ ହୋଇଥିଲା। ବୈଠକରେ କମିଟିର ଅଧ୍ୟକ୍ଷା ତଥା ଆସିକା ଏମ୍‌ପି ଅନୀତା ଶୁଭଦର୍ଶନୀ ଅଧ୍ୟକ୍ଷତା କରିଥିଲେ। ଏହି ଅବସରରେ ସେଣ୍ଟ୍ରାଲ ସ୍କିମ୍‌ ଏବଂ…

ଯୁଦ୍ଧ ଭିତରେ ପାକିସ୍ତାନକୁ ଶକ୍ତ ଝଟ୍‌କା, ବରବାଦ୍‌ ହୋଇଯିବ ପାକ୍‌

ଇସଲାମବାଦ,୭।୩: ପାକିସ୍ତାନ ଏବେ ମଧ୍ୟପ୍ରାଚ୍ୟରେ ଯୁଦ୍ଧର ପରିଣାମ ମଧ୍ୟ ଭୋଗୁଛି। କାତାର ପାକିସ୍ତାନକୁ ଏକ ଫୋର୍ସ ମ୍ୟାଜିଅର ନୋଟିସ ଜାରି କରିଛି। ଏହାର ଅର୍ଥ ହେଉଛି ଯେ ସେ ବର୍ତ୍ତମାନ ପାଇଁ ପାକିସ୍ତାନକୁ ଗ୍ୟାସ (LNG) ଯୋଗାଣ କରିପାରିବ ନାହିଁ। 2…

ପଡ଼ୋଶୀ ଦେଶକୁ କ୍ଷମା ମାଗିବା ସହ ଧମକ ଦେଲେ ଇରାନ ରାଷ୍ଟ୍ରପତି! କହିଲେ, ‘ ଆମେ ସେ ପର୍ଯ୍ୟନ୍ତ ଆକ୍ରମଣ କରିବୁ ନାହିଁ ଯେପର୍ଯ୍ୟନ୍ତ…’

ତେହରାନ,୭।୩: ଇରାନ ରାଷ୍ଟ୍ରପତି ମାସୁଦ ପେଜେସ୍କିଆନ ପଡ଼ୋଶୀ ଦେଶ ଉପରେ ଆକ୍ରମଣ କରିବାକୁ ନେଇ କ୍ଷମା ପ୍ରାର୍ଥନା କରିଛନ୍ତି। ରାଷ୍ଟ୍ରପତି ସରକାରୀ ଟେଲିଭିଜନରେ ପୂର୍ବରୁ ରେକର୍ଡ ହୋଇଥିବା ଭାଷଣରେ ଏହି କ୍ଷମା ପ୍ରାର୍ଥନା କରିଛନ୍ତି। ଶନିବାର ସକାଳେ ବାହାରିନ, ସାଉଦି ଆରବ…

ପଙ୍ଖାରେ ଝୁଲୁଥିଲା ବୃଦ୍ଧଙ୍କ ମୃତଦେହ, ଘର ଆଗରେ ପଡ଼ିଛି କୁରାଢ଼ି, ବୋହୂଙ୍କ ମୁଣ୍ଡ ଫାଟିଛି, କହିଲେ ଶ୍ୱଶୁର…

ପାରାଦୀପ,୭ା୩(ଶରତ ରାଉତ): ଜଗତସିଂହପୁର ଜିଲା ପାରାଦୀପ ଲକ୍‌ ଥାନା ଅନ୍ତର୍ଗତ ଭୁତମୁଣ୍ଡାଇ ଗ୍ରାମରେ ଶନିବାର ସକାଳୁ ଜଣେ ଶତାୟୁ ବୃଦ୍ଧଙ୍କ ଝୁଲନ୍ତା ମୃତଦେହ ଦେଖିବାକୁ ମିଳିଥିଲା। ମୃତକ ହେଲେ ୧୧୦ ବର୍ଷର ବଟ ମଲ୍ଲିକ। ସେ ତାଙ୍କର ବିଧବା ବୋହୂ, ନାତୁଣୀ…

ଫାଇନାଲ ମ୍ୟାଚ ପୂର୍ବରୁ ଟିମ ଇଣ୍ଡିଆକୁ ଖୋଲା ଚ୍ୟାଲେଞ୍ଜ ଦେଲେ Mitchell Santner, କହିଲେ…

ନୂଆଦିଲ୍ଲୀ,୭।୩: ରବିବାର ଭାରତ ଏବଂ ନ୍ୟୁଜିଲ୍ୟାଣ୍ଡ ମଧ୍ୟରେ ୨୦୨୬ ଟି୨୦ ବିଶ୍ୱକପର ଫାଇନାଲ ଖେଳାଯିବ। ଏହି ଦୁଇ ଦଳ ଅହମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ମୁହାଁମୁହିଁ ହେବେ। ନିର୍ଣ୍ଣାୟକ ମ୍ୟାଚ ପୂର୍ବରୁ କିୱି ଅଧିନାୟକ ମିଚେଲ ସାଣ୍ଟନର ଏକ ସାମ୍ବାଦିକ ସମ୍ମିଳନୀ…

କମାଲ୍‌ କଲେ ସାରା ଅର୍ଜୁନ: ଧୂରନ୍ଧର: ଦି ରିଭେଞ୍ଜରେ…

‘ଧୂରନ୍ଧର: ଦି ରିଭେଞ୍ଜ’ର ଟ୍ରେଲର ରିଲିଜ ହୋଇଛି। ଦର୍ଶକ ଏହାକୁ ବେଶ୍‌ ପସନ୍ଦ କରିଛନ୍ତି। ଏହି ଟ୍ରେଲର ଏବେ ସୋସିଆଲ ମିଡିଆରେ ଟ୍ରେଣ୍ଡ କରୁଛି। ଦର୍ଶକ ପୁଣି ଥରେ ରକ୍ତାକ୍ତ, ଆକ୍ସନ-ଭରା କାହାଣୀ ଦେଖିବାକୁ ଉତ୍ସାହିତ ଅଛନ୍ତି। ଟ୍ରେଲରଟି ଅନେକ ଗୁରୁତ୍ୱପୂର୍ଣ୍ଣ…

ବରଗଡ଼ରେ ଆଇନଶୃଙ୍ଖଳା ପରିସ୍ଥିତି ହୁଗୁଳା, ସ୍ପଷ୍ଟ ଦିବାଲୋକରେ ଟ୍ରକ୍‌ ଚାଳକଙ୍କୁ ଛୁରାମାଡ଼

ବରଗଡ଼,୭ା୩(ପ୍ରେମାନନ୍ଦ ଖମାରୀ): ଶାନ୍ତିପ୍ରିୟ ବରଗଡ଼ ଜିଲାରେ ଆଇନଶୃଙ୍ଖଳା ପରିସ୍ଥିତି ହୁଗୁଳା ହୋଇପଡ଼ିଛି। ଦିନ ଦ୍ବିପ୍ରହରରେ ଏଠାକାର ବିଚ୍‌ ରାସ୍ତା ଉପରେ ଛୁରି, ଭୁଜାଲି ବୁଲୁଛି। ଛୁରି, ଭୁଜାଲି ଆକ୍ରମଣରେ ଲୋକେ ଗୁରୁତର ହେଉଛନ୍ତି। ବିଭିନ୍ନ ସମୟରେ ଆକ୍ରମଣ ଯୋଗୁ ଲୋକଙ୍କ ଜୀବନ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri