ତୃତୀୟ ଦିନରେ ମହାନଦୀ ଟ୍ରିବ୍ୟୁନାଲର ୨ ଜିଲା ଗସ୍ତ
ସମ୍ବଲପୁର/ସୁନ୍ଦରଗଡ଼,୨୩ା୫(ବ୍ୟୁରୋ/ଡି.ଏନ.ଏ.): ମହାନଦୀ ଜଳ ବିବାଦକୁ ନେଇ ଗଠିତ ହୋଇଥିବା ଟ୍ରିବ୍ୟୁନାଲ ଟିମ୍ ସୋମବାର ତୃତୀୟ ଦିନରେ ଝାରସୁଗୁଡ଼ା ଓ ସୁନ୍ଦରଗଡ଼ ଜିଲା ଗସ୍ତ କରିଛନ୍ତି। ସକାଳେ ଟିମ୍୍ ସଦସ୍ୟ ବୁର୍ଲା ଆଶୋକ ନିବାସରୁ ବହାରି ପ୍ରଥମେ ଝାରସୁଗୁଡ଼ା ଓପିଜିସିର ଇନ୍ଟେକ ପଏଣ୍ଟ…
ଇଆର୍ଏମ୍ ଇଣ୍ଡିଆ ସହ ବେଦାନ୍ତର ସହଭାଗିତା
ଭୁବନେଶ୍ୱର,୨୩।୫: ଦେଶର ପ୍ରମୁଖ ଶିଳ୍ପ ପ୍ରତିଷ୍ଠାନ ବେଦାନ୍ତ ଆଲୁମିନିୟମ ପକ୍ଷରୁ ଅନ୍ତର୍ଜାତୀୟ ଜୈବବିବିଧତା ଦିବସ ପାଳିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ଅନ୍ତଃରାଷ୍ଟ୍ରୀୟ ପରିବେଶ ପରାମର୍ଶଦାତା ସଂସ୍ଥା ଇଆର୍ଏମ୍ ଇଣ୍ଡିଆ ସହ ବେଦାନ୍ତ ଆଲୁମିନିୟମର ବୁଝାମଣା ହୋଇଥିବା ଜଣାପଡିଛି। ବିଶେଷକରି ବେଦାନ୍ତର ଜୈବ…
ମେଟାକୁ ୧.୩ ବିଲିୟନ ଡଲାର ଜରିମାନା
ଲଣ୍ଡନ, ୨୩ା୫: ୟୁଜରମାନଙ୍କ ବ୍ୟକ୍ତିଗତ ଡେଟା ଆମେରିକାକୁ ପ୍ରେରଣ କରୁଥିବା ସୋସିଆଲ ନେଟ୍ଓ୍ବର୍କ ଜିଆଣ୍ଟ ମେଟା ପ୍ଲାଟ୍ଫମର୍ସ ଆଇଏନ୍ସି ଉପରେ ୟୁରୋପୀୟ ୟୁନିୟନ ପ୍ରାଇଭେସି ରେଗୁଲେଟର୍ସ ରେକର୍ଡ ୧.୩ ବିଲିୟନ ଡଲାର ଜରିମାନା ଲଗାଇଛି। ଆଟଲାଣ୍ଟିକ ଦେଇ ଆମେରିକାକୁ ୟୁଜରମାନଙ୍କ ଡେଟା…
୫୦୦୦ ୟୁଜି ଛାତ୍ରୀଛାତ୍ରଙ୍କୁ ଆର୍ଏଫ୍ଏସ୍
ଭୁବନେଶ୍ୱର,୨୩।୫: ପ୍ରତି ବର୍ଷ ପରି ଚଳିତ ବର୍ଷ ମଧ୍ୟ ଦେଶର ୨୭ ରାଜ୍ୟ ଓ ୪ କେନ୍ଦ୍ର ଶାସିତ ଅଞ୍ଚଳର ୫୦୦୦ ଅଣ୍ଡର-ଗ୍ରାଜୁଏଟ୍ (ୟୁଜି) ଛାତ୍ରୀଛାତ୍ର ରିଲାଏନ୍ସ ଫାଉଣ୍ଡେସନ ଶିକ୍ଷାବୃତ୍ତି (ଆର୍ଏଫ୍ଏସ୍) ପାଇବେ ବୋଲି ଫାଉଣ୍ଡେସନ ପକ୍ଷରୁ ସୂଚନା ଦିଆଯାଇଛି। ବିଶେଷ…
ସମ୍ମମ୍ରେ ଦିନିକିଆ କର୍ମଶାଳା
ଭୁବନେଶ୍ୱର,୨୩ା।୫: ରାଜ୍ୟର ପ୍ରମୁଖ ଘରୋଇ ଚିକିତ୍ସାଳୟ ସମ୍ ଅଲ୍ଟିମେଟ ମେଡିକେୟାର ପକ୍ଷରୁ ନିକଟରେ ଏକ ଦିନିକିଆ କର୍ମଶାଳାର ଆୟୋଜନ କରାଯାଇଥିଲା। ଉକ୍ତ କର୍ମଶାଳାରେ ସଂକ୍ରମଣ ନିରାକରଣ ଓ ନିୟନ୍ତ୍ରଣ ଶୀର୍ଷକ ବିଷୟବସ୍ତୁ ଉପରେ ବିସ୍ତୃତ ଆଲୋଚନା କରାଯାଇଥିଲା। ଉକ୍ତ ଆଲୋଚନା ଚକ୍ରରେ…
ଗୁଜରାଟ ଦଙ୍ଗା ଡକ୍ୟୁମେଣ୍ଟାରି: ବିବିସିକୁ ହାଇକୋର୍ଟ ସମନ
ନୂଆଦିଲ୍ଲୀ, ୨୩ା୫: ୨୦୦୨ ଗୁଜରାଟ ଦଙ୍ଗା ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଉପରେ ବ୍ରିଟିଶ ବ୍ରଡ୍କାଷ୍ଟିଂ କର୍ପୋରେଶନ (ବିବିସି)ର ଡକ୍ୟୁମେଣ୍ଟାରି ବିରୋଧରେ କରାଯାଇଥିବା ମାନହାନି ମାମଲାରେ ଦିଲ୍ଲୀ ହାଇକୋର୍ଟ ସୋମବାର ଏହାକୁ ସମନ ଜାରି କରିଛନ୍ତି। ଗୁଜରାଟର ଏନ୍ଜିଓ ଜଷ୍ଟିସ୍ ଫର୍…
ପିଲାଙ୍କୁ ସିଟ ଯୋଗାଇବା ନେଇ ଚିନ୍ତା
ଭୁବନେଶ୍ୱର,୨୩ା୫(ବ୍ୟୁରୋ): ଚଳିତବର୍ଷ ମାଟ୍ରିକ ପରୀକ୍ଷାରେ ରେକର୍ଡ ସଂଖ୍ୟକ ପିଲା ପାସ୍ କରିବା ପରେ ଯୁକ୍ତ ୨ରେ ସମସ୍ତଙ୍କୁ ସିଟ ଯୋଗାଇଦେବା ନେଇ ଉଚ୍ଚଶିକ୍ଷା ବିଭାଗର ଚିନ୍ତା ବଢ଼ିଛି। ଚଳିତ ବର୍ଷ ରାଜ୍ୟର ୫ଲକ୍ଷ ୧୨ ହଜାର ପିଲା ମାଟ୍ରିକ ପାସ କରିଛନ୍ତି।…
ଆସାମରୁ ଏଏଫ୍ଏସ୍ପିଏ ସମ୍ପୂର୍ଣ୍ଣ ଉଠିବ
ନୂଆଦିଲ୍ଲୀ, ୨୩ା୫: ଆସାମ ଆଇନ ଶୃଙ୍ଖଳା ସ୍ଥିତିରେ କ୍ରମାଗତ ଭାବେ ଉନ୍ନତି ଘଟୁଛି। ଚଳିତ ବର୍ଷ ଶେଷ ସୁଦ୍ଧା ସମଗ୍ର ରାଜ୍ୟରୁ ସଶସ୍ତ୍ର ବଳ ସ୍ବତନ୍ତ୍ର କ୍ଷମତା ଆଇନ (ଏଏଫ୍ଏସ୍ପିଏ) ପ୍ରତ୍ୟାହୃତ ହେବ ବୋଲି ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱ ଶର୍ମା ସୋମବାର କହିଛନ୍ତି।…
ଅଧ୍ୟାଦେଶ ବିରୋଧରେ ରାଲି କରିବ ଏଏପି
ନୂଆଦିଲ୍ଲୀ, ୨୩ା୫: ସେବା ଅଧିକାରୀ ନିଯୁକ୍ତି ଓ ବଦଳି ପ୍ରସଙ୍ଗରେ ସୁପ୍ରିମକୋର୍ଟ ଏଏପି ସରକାର ସପକ୍ଷରେ ରାୟ ଦେଇଥିବାବେଳେ ଏହାକୁ ଅକାମୀ କରିଦେବା ଲାଗି କେନ୍ଦ୍ର ସରକାର ଅଧ୍ୟାଦେଶ ଆଣିଛନ୍ତି। ରାଜ୍ୟ ସଭାରେ ଉକ୍ତ ଅଧ୍ୟାଦେଶକୁ ଗୃହୀତ କରାଇ ନ ଦେବା…
ବିଷ୍ଣୋଇ ଗ୍ୟାଙ୍ଗ୍ର ୪ ଶୁଟର ଗିରଫ
ଚଣ୍ଡିଗଡ଼, ୨୩ା୫: ଗ୍ୟାଙ୍ଗ୍ଷ୍ଟର ଲରେନ୍ସ ବିଷ୍ଣୋଇ ଗ୍ୟାଙ୍ଗ୍ର ୪ ଜଣ ଶୁଟରଙ୍କୁ ପଞ୍ଜାବ ପୋଲିସ୍ର ଆଣ୍ଟି-ଗ୍ୟାଙ୍ଗ୍ଷ୍ଟର ଟାସ୍କଫୋର୍ସ ଗିରଫ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ ମେହଫୁଜ୍ ଓରଫ ବିଶାଲ ଖାନ୍, ମନ୍ଜିତ ସିଂ, ଅଙ୍କିତ୍ ଏବଂ ଗୋଲ୍ଡି। ମେହଫୁଜ୍ ଓ ମନ୍ଜିତଙ୍କ…
ଫିଲ୍ମ ପର୍ଯ୍ୟଟନ ବୃଦ୍ଧିକୁ ଗୁରୁତ୍ୱ
ଶ୍ରୀନଗର, ୨୩।୫: ଜମ୍ମୁ ଓ କଶ୍ମୀରର ଶ୍ରୀନଗରସ୍ଥିତ ଶେର-ଇ-କଶ୍ମୀର ଅନ୍ତର୍ଜାତୀୟ ସମ୍ମେଳନ କେନ୍ଦ୍ରରେ ସୋମବାର ଅତି କଡ଼ା ସୁରକ୍ଷା ମଧ୍ୟରେ ଜି୨୦ ପର୍ଯ୍ୟଟନ କାର୍ଯ୍ୟଗୋଷ୍ଠୀ ବୈଠକ ଆରମ୍ଭ ହୋଇଛି। ଜମ୍ମୁ ଓ କଶ୍ମୀରରୁ ସମ୍ବିଧାନର ଅନୁଚ୍ଛେଦ ୩୭୦ ଉଚ୍ଛେଦ ହେବା ପରେ ଏହା…
୧୨୧କୋଟି ଟଙ୍କାର ସମ୍ପତ୍ତି ବାଜ୍ୟାପ୍ତ କଲା ଇଡି
ନୂଆଦିଲ୍ଲୀ, ୨୩ା୫(ପି.ଟି.): ଛତିଶଗଡ଼ ମଦ ଦୁର୍ନୀତି ମାମଲାର ମନିଲଣ୍ଡରିଂ ଦିଗ ଉପରେ ତଦନ୍ତ କରୁଥିବା ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ରାୟପୁର ମେୟରଙ୍କ ବଡ଼ଭାଇ ଅନଓ୍ବର ଧେବାର ଏବଂ ଛତିଶଗଡ଼ ରାଜ୍ୟ ମାର୍କେଟିଂ କର୍ପୋରେଶନ ଲିଃର ପୂର୍ବତନ ପରିଚାଳନା ନିର୍ଦ୍ଦେଶକ ଆଇଏଏସ୍ ଅଫିସର…
Archives


