Home Left

ୟୁବିଆଇର ସ୍ବଚ୍ଛତା ଅଭିଯାନ

ଭୁବନେଶ୍ୱର,୪।୧୦: ୟୁନିୟନ୍‌ ବ୍ୟାଙ୍କ ଅଫ୍‌ ଇଣ୍ଡିଆ (ୟୁବିଆଇ)ର ଭୁବନେଶ୍ୱର କ୍ଷେତ୍ରୀୟ କାର୍ଯ୍ୟାଳୟ ପକ୍ଷରୁ ସ୍ବଚ୍ଛତା ଅଭିଯାନ (ସ୍ବଚ୍ଛତା ହିଁ ସେବା) କାର୍ଯ୍ୟକ୍ରମ ଭୁବନେଶ୍ୱରର ପୋଖରୀପୁଟସ୍ଥିତ ମଧୁସୂଦନ ପାର୍କ ଏବଂ ମୋ ବସ୍‌ ଷ୍ଟାଣ୍ଡ୍‌ଠାରେ ଆୟୋଜିତ ହୋଇଯାଇଛି। ଉକ୍ତ କାର୍ଯ୍ୟକ୍ରମରେ ଭୁବନେଶ୍ୱର ଏମ୍‌ପି…

ପାର୍ବଣ ପାଇଁ ବାଦ୍ୟଯନ୍ତ୍ର ନିର୍ମାଣକାରୀ ଉତ୍ସାହିତ

କେନ୍ଦ୍ରାପଡା, ୪ା୧୦ (ଜଗନ୍ନାଥ ଧଳ)ଶ୍ରୀଗଣେଶ ପୂଜାଠାରୁ ପାର୍ବଣ ଋତୁ ଆରମ୍ଭ ହୋଇଛି। ଏହା ମଧ୍ୟରେ ଶ୍ରୀଜୀଉଙ୍କ ଭସାଣି ଉତ୍ସବ ସରିଥିବା ବେଳେ ମା’ ଖୁଦୁରୁକୁଣୀଙ୍କୁ ବିଦାୟ ଦିଆଯାଇଛି। ସେହିପରି ମା’ ଦୁର୍ଗାଙ୍କର ପୂଜା ଉତ୍ସବ ଆଗକୁ ଆସୁଛି। ଏହା ପରେ ଆସନ୍ତା…

ସ୍ଲୋଗାନ୍‌ରେ ସୀମିତ ସ୍ବଚ୍ଛତା ଅଭିଯାନ

ପଟ୍ଟାମୁଣ୍ଡାଇ,୪ା୧୦ (କଳ୍ପତରୁ ନାୟକ)କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ପୌରାଞ୍ଚଳ ପକ୍ଷରୁ ସହରରେ ସ୍ବଚ୍ଛତା ଅଭିଯାନ ଜାରି ରହିଛି। ସୋମବାର ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ପୌର ପରିଷଦ ପକ୍ଷରୁ ବ୍ୟାପକ ସଫେଇ କାର୍ଯ୍ୟକ୍ରମ ହାତକୁ ନିଆଯାଇଥିଲା। ହେଲେ ସହରର ବିଭିନ୍ନ ସ୍ଥାନରେ ଅଳିଆ ଗଦା…

ସ୍କ୍ବାଶ୍‌ରୁ ୩ ପଦକ ପକ୍କା

ହାଙ୍ଗଝୋ,୪ା୧୦(ପି.ଟି.): ଏସିଆନ୍‌ ଗେମ୍ସ ୨୦୨୩ରେ ଆହୁରି ୩ ପଦକ ପକ୍କା କରିଛନ୍ତି ଭାରତୀୟ ସ୍କ୍ବାଶ୍‌ ଖେଳାଳି। ପୁରୁଷ ଟିମ୍‌ ଦଳଗତ ଇଭେଣ୍ଟରେ ସ୍ବର୍ଣ୍ଣ ପଦକ ପାଇଥିବା ବେଳେ ବ୍ୟକ୍ତିଗତ ରାଉଣ୍ଡରେ ସୌରଭ ଘୋଷାଲ, ଦୀପିକା ପଲିକଲ-ହରିନ୍ଦର ପାଲ ଓ ଅନହତ ସିଂ-ଅଭୟ…

ମୂଳ ଖାତାକୁ ଫେରିଲା ୫. ୭୮ ଡିସିମିଲ ବିକ୍ରି ଜମି

ରାଜନଗର, ୪ା୧୦(ଭାସ୍କର ରାଉତରାୟ)ମୃତ ବ୍ୟକ୍ତିଙ୍କୁ ଜୀବତ ଦର୍ଶାଇ ଭୂତ ବିକିଥିବା ଜମି ଘଟଣାର ରହସ୍ୟ ଉପରୁ ପରଦା ହଟିଛି। କେନ୍ଦ୍ରାପଡ଼ା ଜିଲାପାଳ, ଅତିରିକ୍ତ ଜିଲାପାଳ, ଉପଜିଲାପାଳ, କେନ୍ଦ୍ରାପଡ଼ା ଏସ୍‌ପିଙ୍କ ଜମି ମାଲିକ ମୃତ ଉପେନ୍ଦ୍ର ଖିଲାରଙ୍କ ଝିଅ ମଞ୍ଜୁଲତା ଖିଲାର ଦ୍ୱାରସ୍ଥ…

ବନ୍ଦନା, ଦୀପ୍‌ଗ୍ରେସ୍‌, ଦୀପିକାଙ୍କ ହ୍ୟାଟ୍ରିକ୍‌

ହାଙ୍ଗଝୋ,୪ା୧୦(ପି.ଟି.): ଏସିଆନ୍‌ ଗେମ୍ସ ୨୦୨୩ରେ ଭାରତୀୟ ମହିଳା ହକି ଦଳ ଏହାର ଅନ୍ତିମ ଗ୍ରୁପ୍‌ ମ୍ୟାଚରେ ହଂକଂକୁ ୧୩-୦ରେ ପରାସ୍ତ କରିଛି। ଏହା ସହିତ ଗ୍ରୁପ୍‌ ଟପ୍ପର ଭାବରେ ଭାରତ ସେମିରେ ପ୍ରବେଶ କରିଛି। ଭାରତ ପକ୍ଷରୁ ଓଡ଼ିଆ ଖେଳାଳି ଦୀପଗ୍ରେସ୍‌…

ଭଙ୍ଗା ଗୃହ ବାରଣ୍ଡାରେ ଚାଲିଛି ଶିକ୍ଷାଦାନ

ବାଲିଗୁଡା,୪ା୧୦(ସଞ୍ଜୟ କୁମାର ପାଣିଗ୍ରାହୀ)ସରକାର ସଭିଏ ପଢନ୍ତୁ ଓ ସଭିଏ ବଢନ୍ତୁ ନାରା ଦେଇ ଶିକ୍ଷାକୁ ସାର୍ବଜନୀନ କରି ରାଜକୋଷରୁ କୋଟି କୋଟି ଅର୍ଥ ବ୍ୟୟ ବରାଦ କରୁଥିବା ବେଳେ ଭଙ୍ଗା ଶ୍ରେଣୀ ଗୃହରେ ଚାଲିଛି ଭବିଷ୍ୟତ ଗଢା। ଏହା ଦେଖିବାକୁ ମିଳିଛି…

ପାରୁଲ, ଅନୁଙ୍କୁ ସ୍ବର୍ଣ୍ଣ

ହାଙ୍ଗଝୋ, ୪।୧୦ (ପି.ଟି.): ଏସିଆନ ଗେମ୍ସର ଆଥ୍‌ଲେଟିକ୍ସ ଇଭେଣ୍ଟରୁ ଭାରତୀୟ ପ୍ରତିଯୋଗୀମାନେ ମଙ୍ଗଳବାର ୨ ସ୍ବର୍ଣ୍ଣ ପଦକ ହାସଲ କରିଛନ୍ତି। ପାରୁଲ ଚୌଧାରୀ ୫୦୦୦ ମିଟର ରେସ୍‌ ଏବଂ ଅନୁ ରାଣୀ ମହିଳା ଜାଭେଲିନ୍‌ ଥ୍ରୋରେ ସ୍ବର୍ଣ୍ଣିମ ସଫଳତା ପାଇଛନ୍ତି। ଏହାକୁ…

ସ୍ବଚ୍ଛତା ହିଁ ସେବା କାର୍ଯ୍ୟକ୍ରମ ପ୍ରହସନ

ନୂଆଗାଁ,୪।୧୦(ଧନେଶ୍ୱର ସାହୁ)ଜାତିର ପିତା ମହାତ୍ମା ଗାନ୍ଧୀଙ୍କ ସ୍ବପ୍ନକୁ ସାକାର କରିବା ଉଦ୍ଦେଶ୍ୟରେ ସ୍ବଚ୍ଛ ଭାରତ ଗଠନ କରିବାର ସଂକଳ୍ପ ନେଇଛନ୍ତି ସରକାର । ସେଥିପାଇଁ ଅନେକ ଯୋଜନା ପ୍ରସ୍ତୁତ କରିବା ସହ କର୍ମଚାରୀ ନିୟୋଜିତ କରି ଲକ୍ଷାଧିକ ଟଙ୍କା ଅନୁଦାନ ଦେଉଛନ୍ତି…

ଏଡୁନମ୍‌ ପକ୍ଷରୁ ପ୍ରି ଡିପାର୍ଚର ସେରେମନି

ଭୁବନେଶ୍ୱର,୪।୧୦: ପ୍ରତିବର୍ଷ ଭଳି ଚଳିତ ବର୍ଷ ମଧ୍ୟ ଏଡୁନାମ ପକ୍ଷରୁ ଏକ ପ୍ରି ଡିପାର୍ଚର ସେରେମନି କାର୍ଯ୍ୟକ୍ରମର ଆୟୋଜନ କରାଯାଇଥିଲା। ଉକ୍ତ କାର୍ଯ୍ୟକ୍ରମରେ ୧୦୦ରୁ ଅଧିକ ସମ୍ଭାବ୍ୟ ଡାକ୍ତରୀ ଛାତ୍ରୀଛାତ୍ର ଯୋଗଦେଇଥିଲେ। ଏହି ପରିପ୍ରେକ୍ଷୀରେ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମ ‘ବିଦାୟ ସମ୍ବର୍ଦ୍ଧନା…

ଏଚ୍‌ସିଆଇଏଲ୍‌ର ନୂତନ ଫେଷ୍ଟିଭ ଏଡିଶନ

ଭୁବନେଶ୍ୱର,୪॥୧୦ (ଅଭୟ ଦାଶ): ହୋଣ୍ଡା କାର୍ସ ଇଣ୍ଡିଆ ଲିମିଟେଡ୍‌ (ଏଚ୍‌ସିଆଇଏଲ୍‌)ର ବହୁ ପ୍ରତୀକ୍ଷିତ ନୂତନ ଫେଷ୍ଟିଭ ଏଡିସନର ଶୁଭାରମ୍ଭ ସମ୍ପର୍କରେ ଘୋଷଣା କରାଯାଇଛି। ବିଶେଷକରି ହୋଣ୍ଡାର ଅଗ୍ରଣୀ ବ୍ରାଣ୍ଡ୍‌ ହୋଣ୍ଡା ସିଟି (ଏଲେଗାଣ୍ଟ ଏଡିଶନ) ଏବଂ ହୋଣ୍ଡା ଆମେଜ (ଏଲାଇଟ ଏଡିଶନ)…

ଶୁକଳଗାଡ଼ିଆ ଜଳବିଭାଜିକାରେ ଦୁର୍ନୀତି

ନୟାଗଡ଼,୪।୧୦(ଲୋକନାଥ ମିଶ୍ର)ମୃତ୍ତିକା ସଂରକ୍ଷଣ ବିଭାଗ ପକ୍ଷରୁ ନୟାଗଡ଼ ବ୍ଲକ ଶୁକଳଗାଡ଼ିଆ ମଞ୍ଚେଶ୍ୱର ପୋଖରୀ କାମରେ ୧୮ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ଆତ୍ମସାତ୍‌ ହୋଇଥିବା ଅଭିଯୋଗ ହୋଇଛି ।ଉକ୍ତ କାମ ଜୟ ଜଗନ୍ନାଥ ଜଳ ବିଭାଜିକା ଚମ୍ପତିପୁର କମିଟି ନାଁରେ କରାଯାଇଥିବା ଦର୍ଶାଯାଇଛି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?