Home Left

ଭୂତକୋଠି ପାଲଟିଛି ୩ ସରକାରୀ କୋଠା

ଖଡ଼ିଆଳ,୨।୭(ସୁଜିତ୍‌ ପ୍ରଧାନ)ନୂଆପଡ଼ା ଜିଲା ଖଡ଼ିଆଳ ଏନ୍‌ଏସି ଅନ୍ତର୍ଗତ ବିଜେପୁର ଗ୍ରାମ ଗାନ୍ଧୀନଗର ସାହିରେ ଜନସ୍ବାସ୍ଥ୍ୟ ବିଭାଗର ନୂତନ ଗୃହ, ଆୟୁର୍ବେଦିକ ଡାକ୍ତରଖାନା ଏବଂ ମିଶନ ଶକ୍ତି ପାଇଁ ଗୃହ ନିର୍ମାଣ ହୋଇଛି। ଏହି ୩ଟି ସରକାରୀ କୋଠା କୌଣସି କାର୍ଯ୍ୟରେ ଆସୁ…

୬ ଦିନ ପରେ ପଞ୍ଚାୟତ ଅଫିସ ଖୋଲିଲା

ଲାଞ୍ଜିଗଡ଼,୨।୭(ରମେଶ ଚନ୍ଦ୍ର ନାୟକ)କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ବେନଗାଁ ପଞ୍ଚାୟତରେ ଆଜକୁ ୫ ମାସରୁ ଊର୍ଦ୍ଧ୍ୱ ହେଲା ବାର୍ଦ୍ଧକ୍ୟ, ବିଧବା ଓ ଦିବ୍ୟାଙ୍ଗମାନଙ୍କୁ ଭତ୍ତା ମିଳି ନ ଥିବାରୁ ପଞ୍ଚାୟତ ଅଫିସରେ ତାଲା ପକାଇଥିଲେ। ଘଟଣାର ୬ ଦିନ ପରେ ଏବିଡିଓଙ୍କ…

ଉଚ୍ଚଶିକ୍ଷା କ୍ଷେତ୍ରରେ ଭିତ୍ତିଭୂମିର ଅଭାବ

ବୌଦ୍ଧ,୨।୭(ଅଜିତ କୁମାର ବାରିକ)ଶିକ୍ଷା ଭିତ୍ତିଭୂମି କ୍ଷେତ୍ରରେ ବୌଦ୍ଧ ଏକ ପଛୁଆ ଜିଲା ଭାବରେ ରାଜ୍ୟରେ ପରିଗଣିତ ହେଉଥିବାବେଳେ ଜିଲାରେ ଉଚ୍ଚ ଶିକ୍ଷା ବ୍ୟବସ୍ଥା ସମ୍ପୂର୍ଣ୍ଣ ଭୁଶୁଡି ପଡିଛି। ଜିଲାରେ ଉଚ୍ଚ ଶିକ୍ଷା କ୍ଷେତ୍ରରେ ଭିତ୍ତିଭୂମିର ଘୋର ଅଭାବ ସହ କେତେକ କଲେଜରେ…

୪ ହାତୀ ଦାନ୍ତ ଜବତ: ୫ଗିରଫ

ବାରିପଦା,୨।୭(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଯଶିପୁର ଅଞ୍ଚଳରେ ହାତୀ ଦାନ୍ତ ବିକ୍ରି ନିମନ୍ତେ ଡିଲ୍‌ ସମୟରେ ବନବିଭାଗ ଚଢ଼ାଉ କରି ୫ ଅଭିଯୁକ୍ତଙ୍କୁ ଗିରଫ କରିଛି। ସେମାନଙ୍କ ନିକଟରୁ ୪ଟି ହାତୀଦାନ୍ତ ଜବତ ହୋଇଛି । ବିଶ୍ବସ୍ତ ସୂତ୍ରରୁ ଖବରପାଇ…

‘ବୁଡ଼ି ଅଞ୍ଚଳବାସୀଙ୍କ ମାନବାଧିକାର ଉଲ୍ଲଂଘନ କରନି’

ବଲାଙ୍ଗୀର,୨।୭(ବୀରେନ୍ଦ୍ର କୁମାର ଝାଙ୍କର)ଦୀର୍ଘ ଦୁଇଦଶନ୍ଧିରୁ ଉର୍ଦ୍ଧ୍ୱ ସମୟର ଅପେକ୍ଷା ପରେ ଲୋୟର ସୁକ୍‌୍‌ତେଲ ଜଳସେଚନ ପ୍ରକଳ୍ପ କାମ ଶେଷ ପର୍ଯ୍ୟାୟରେ ପହଞ୍ଚତ୍ଛି। ପ୍ରକଳ୍ପ ପ୍ରଭାବିତ ଗଁା ଲୋକେ ଜିଲାର ବୃହତ୍‌ ସ୍ବାର୍ଥ ପାଇଁ ନିଜର ଭିଟାମାଟି ଛାଡିବାକୁ ରାଜି ହେବା ସହ…

ଅବସର ନେଉଛନ୍ତି, ନିଯୁକ୍ତି ହେଉନି

ଲୋଇସିଂହା,୨।୭(ସୁଶାନ୍ତ ବାରିକ)ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ବୁର୍ଡା ପଞ୍ଚାୟତ ହାଇସ୍କୁଲରେ ଶିକ୍ଷକ ଅଭାବଜନିତ ସମସ୍ୟା ଦେଖାଦେଇଛି। ଚଳିତବର୍ଷ ବିଦ୍ୟାଳୟର ଦୁଇଜଣ ଶିକ୍ଷକ ଅବସର ଗ୍ରହଣ କରିଛନ୍ତି। ଗତ ୬ ବର୍ଷରେ ୬ ଜଣ ଶିକ୍ଷକ ଅବସର ନେଇଛନ୍ତି। ୨୦୦୪ରେ ଜଣେ ଶିକ୍ଷକଙ୍କ…

ଗୋଷ୍ଠୀ ଶୌଚାଳୟରେ ତାଲା

ବିଶ୍ରା,୨।୭(ବଟକୃଷ୍ଣ ସ୍ବାଇଁ)ସୁନ୍ଦରଗଡ ଜିଲା ବିଶ୍ରା ସାପ୍ତାହିକ ବଜାରରେ ନିର୍ମାଣ ହୋଇଥିବା ଗୋଷ୍ଠୀ ଶୌଚାଳୟରେ ୩ ବର୍ଷ ହେଲା ତାଲା ପଡ଼ିଛି। ଫଳରେ ବଜାରକୁ ଆସୁଥିବା ଚାଷୀ ଏବଂ ସ୍ଥାନୀୟ ଲୋକେ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ବିଶେଷକରି ମହିଳାମାନେ ସମସ୍ୟା ଭୋଗୁଥିବା ଅଭିଯୋଗ…

ବୟସ ୨୫, ଶହେ ନାଟକରେ ଅଭିନୟ

ରାଉରକେଲା,୨।୭(ବିପ୍ଳବ ରଞ୍ଜନ ଦାଶ)ରାଉରକେଲା ବେଦବ୍ୟାସ ପ୍ରମୋଦ ନଗର ନଦୀଟୋଲିର ବାସିନ୍ଦା ଚିନ୍ମୟ ତ୍ରିପାଠୀ(୨୫)। ତାଙ୍କ ମା’ ପୁଷ୍ପାଞ୍ଜଳି (୪୮) ଓ ବାପା ବିନୋଦ (୫୪)। ଚିନ୍ମୟ ବର୍ତ୍ତମାନ ରାଉରକେଲା ସରକାରୀ ସ୍ବୟଂଶାସିତ କଲେଜରେ ଅତିଥି ଶିକ୍ଷକ ଭାବେ କାର୍ଯ୍ୟରତ। ଏହାସହ ଜଣେ…

ସୀମାନ୍ତରେ ଦମନ, ଓଡ଼ିଶାମୁହାଁ ମାଓବାଦୀ

ରାଉରକେଲା,୨।୭(ସଙ୍ଗୀତା ଜେନା) ଓଡ଼ିଶା-ଝାଡ଼ଖଣ୍ଡ ସୀମାନ୍ତ ଅଞ୍ଚଳଗୁଡ଼ିକରେ ମାଓବାଦୀଙ୍କ ଗତିବିଧି ବୃଦ୍ଧି ପାଇଛି। ଝାଡ଼ଖଣ୍ଡ ରାଜ୍ୟ ପଶ୍ଚିମ ସିଂହଭୂମ ଜିଲାର ବିଭିନ୍ନ ଅଞ୍ଚଳରେ ସେମାନଙ୍କ କାର୍ଯ୍ୟକଳାପ ବଢିବା ପରେ କୋମ୍ବିଂ ଅପରେଶନକୁ ଜୋରଦାର କରାଯାଇଛି। ଫଳରେ ମାଓବାଦୀମାନେ ଓଡ଼ିଶାମୁହାଁ ହୋଇଥିବା କୁହାଯାଉଛି। ଝାଡ଼ଖଣ୍ଡ…

ଦେବଦତ୍ତ ବିଓବିର ନୂତନ ପରିଚାଳନା ନିର୍ଦ୍ଦେଶକ

ଭୁବନେଶ୍ୱର,୨।୭: ବ୍ୟାଙ୍କ ଅଫ୍‌ ବରୋଦା (ବିଓବି)ର ନୂତନ ପରିଚାଳନା ନିର୍ଦ୍ଦେଶକ ଏବଂ ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ ଭାବେ ଦେବଦତ୍ତ ଚାନ୍ଦ ଶନିବାର କାର୍ଯ୍ୟଭାର ଗ୍ରହଣ କରିଛନ୍ତି। ଚାନ୍ଦ ଏହା ପୂର୍ବରୁ ବ୍ୟାଙ୍କର କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ ଭାବେ କାର୍ଯ୍ୟ କରୁଥିଲେ। ଏପରିକି ବିଓବିର…

ଗୌରୀଙ୍କୁ ହତ୍ୟା ଲାଗି ୩୦ ଲକ୍ଷର ଡିଲ୍‌

ରାୟଗଡ଼ା,୨।୭ (ଆଶିଷ ରଞ୍ଜନ ପଣ୍ଡା)ରାୟଗଡ଼ା ଜିଲା ଗୁଣପୁରର ସ୍ବେଚ୍ଛାସେବୀ ଅନୁଷ୍ଠାନର ନିର୍ଦ୍ଦେଶକ ଗୌରୀ ମିଶ୍ର ହତ୍ୟା ମାମଲାର ପର୍ଦ୍ଦାଫାଶ କରିଛି ପୋଲିସ ା ଏହି ଘଟଣା ସହିତ ଜଡ଼ିତ ରାଜେଶଙ୍କ ହତ୍ୟା ଘଟଣା ଉପରୁ ମଧ୍ୟ ହଟିଛି ପରଦା ା ଉଭୟ…

ଲକ୍ଷାଧିକ ଭକ୍ତଙ୍କୁ ଜେଏସ୍‌ପି ଫାଉଣ୍ଡେଶନର ସହାୟତା

ଭୁବନେଶ୍ୱର,୨।୭: ଜିନ୍ଦଲ ଷ୍ଟିଲ୍‌ ଆଣ୍ଡ ପାୱାର(ଜେଏସ୍‌ପି)ର ସମାଜ କଲ୍ୟାଣ ସଂସ୍ଥା ଜେଏସ୍‌ପି ଫାଉଣ୍ଡେଶନ ପକ୍ଷରୁ ବିଶ୍ବ ପ୍ରସିଦ୍ଧ ପୁରୀ ରଥଯାତ୍ରାରେ ଲକ୍ଷାଧିକ ଭକ୍ତଙ୍କୁ ରନ୍ଧାଖାଦ୍ୟ, ଥଣ୍ଡା ପାନୀୟ ଜଳ ଓ ଗ୍ଲୁକୋଜ ଆଦି ଯୋଗାଇ ଦିଆଯାଇଥିଲା। ଏପରିକି ଫାଉଣ୍ଡେଶନର ଚେୟାରପର୍ସନ ଶାଲୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri