Home Left

୩ ଜଣଙ୍କୁ ଗୁଳିକରି ହତ୍ୟା

ବ୍ୟାଙ୍କକ୍‌,୪ା୧୦: ଥାଇଲାଣ୍ଡ ରାଜଧାନୀ ବ୍ୟାଙ୍କକ୍‌ସ୍ଥିତ ଏକ ବଡ଼ ଶପିଙ୍ଗ୍‌ ମଲ୍‌ରେ ମଙ୍ଗଳବାର ଗୁଳିକାଣ୍ଡରେ ୩ ଜଣ ନିହତ ହୋଇଛନ୍ତି। ଏଥିରେ ଅନ୍ୟ ୬ ଆହତ ହୋଇଛନ୍ତି। ପୋଲିସ ସମ୍ପୃକ୍ତ ବନ୍ଧୁକଧାରୀଙ୍କୁ ଗିରଫ କରିଛି। ତାଙ୍କ ବୟସ ମାତ୍ର ୧୪ ବର୍ଷ। କେନ୍ଦ୍ରସ୍ଥଳରେ…

୧୦୭ ଏମ୍‌ପି, ବିଧାୟକଙ୍କ ନାଁରେ ମାମଲା

ନୂଆଦିଲ୍ଲୀ,୪ା୧୦(ପି.ଟି.): ଦେଶର ୧୦୭ ପାର୍ଲାମେଣ୍ଟ ସଦସ୍ୟ (ଏମ୍‌ପି) ଏବଂ ବିଧାୟକଙ୍କ ନାମରେ ଘୃଣା ମନ୍ତବ୍ୟ ମାମଲା ରୁଜୁ ହୋଇଛି। ସେହିପରି ଗତ ୫ ବର୍ଷ ମଧ୍ୟରେ ପ୍ରତିଦ୍ୱନ୍ଦ୍ୱିତା କରିଥିବା ୪୮୦ ଜଣ ପ୍ରାର୍ଥୀଙ୍କ ବିରୋଧରେ ମଧ୍ୟ ଅନୁରୂପ ମାମଲା ହୋଇଥିବା ନିର୍ବାଚନୀ…

ସିରମର ମ୍ୟାଲେରିଆ ଟିକାକୁ ଡବ୍ଲ୍ୟୁଏଚ୍‌ଓର ବ୍ୟବହାର ଅନୁମତି

ପୁଣେ, ୪ା୧୦: ସିରମ୍‌ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ଇଣ୍ଡିଆ ଏବଂ ବ୍ରିଟେନର ଅକ୍ସଫୋର୍ଡ ୟୁନିଭର୍ସିଟି ଦ୍ୱାରା ମିଳିତ ଭାବେ ବିକଶିତ ହୋଇଥିବା ମ୍ୟାଲେରିଆ ଟିକା (R21/Matrix-M)କୁ ବ୍ୟବହାର ପାଇଁ ଅନୁମତି ଦେଇଛି ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ (ଡବ୍ଲ୍ୟୁଏଚ୍‌ଓ)। ଏହି ଟିକା ସମ୍ପର୍କରେ ଆବଶ୍ୟକ…

ଶିରିପୁରରୁ କାର୍‌ ମାଲିକ ଗିରଫ

ଭୁବନେଶ୍ୱର,୪।୧୦(ସତ୍ୟଜିତ୍‌ ରାଉତ)ରାଜଧାନୀରେ ହିଟ୍‌ ଆଣ୍ଡ୍‌ ରନ୍‌ ଘଟଣାର ୩ ଦିନ ପରେ ମଙ୍ଗଳବାର କମିଶନରେଟ୍‌ ପୋଲିସ ହାତରେ ଅଭିଯୁକ୍ତ କାର୍‌ ମାଲିକ ବିକାଶ ପାଲ୍‌ (୨୬) ଧରାପଡ଼ିଛନ୍ତି। ସେ କଟକ ଜିଲା ଆଠଗଡ଼ସ୍ଥିତ ସମ୍ପର୍କୀୟଙ୍କ ଘରୁ ଫେରି ନିଜ ଘରକୁ ଯାଉଥିବାବେଳେ…

ପୌର ଦୁର୍ନୀତି ପ୍ରମୁଖ ଅଭିଯୁକ୍ତ ଗିରଫ

ଢେଙ୍କାନାଳ,୪ା୧୦(ରତନ ନାୟାର)ଢେଙ୍କାନାଳ ପୌର ସଂସ୍ଥାରେ ୭୭ ଲକ୍ଷ ୯୪ ହଜାର ୭୦୯ ଟଙ୍କା ଦୁର୍ନୀତିର ପ୍ରମୁଖ ଅଭିଯୁକ୍ତ ସହକାରୀ ଟ୍ୟାକ୍ସ କଲେକ୍ଟର ସନ୍ତୋଷ କୁମାର ରାଉଳ ଗିରଫ ହୋଇଛନ୍ତି। ଗତ ୧ ତାରିଖରେ କଟକ ଭିଜିଲାନ୍ସ ବିଭାଗ ତାଙ୍କୁ ହାଇଦ୍ରାବାଦସ୍ଥିତ ଜଣେ…

ଦିଅର ଗୁଳିମାଡ଼ରେ ଭାଉଜ ଗୁରୁତର

ଲୋଇସିଂହା, ୪।୧୦ (ସୁଶାନ୍ତ ବାରିକ)ବଲାଙ୍ଗୀର ଜିଲା ଆଗଲପୁର ଥାନା ଅନ୍ତର୍ଗତ ନୁନିଆପାଲି ଗ୍ରାମରେ ପାରିବାରିକ କଳହକୁ କେନ୍ଦ୍ର କରି ସୋମବାର ସନ୍ଧ୍ୟାରେ ଦିଅର ଗୁଳିମାଡରେ ଭାଉଜ ଗୁରୁତର ହୋଇଛନ୍ତି। ଗୁରୁତର ଅବସ୍ଥାରେ ସମ୍ପୃକ୍ତ ମହିଳା ସନ୍ତୋଷିନୀ ବର୍ଗେ(୫୦)ଙ୍କୁ ବୁର୍ଲା ମେଡିକାଲରେ ଭର୍ତ୍ତି…

୭ ବର୍ଷରେ ମଲେଣି ୫୫ ବାଘ

ଭୁବନେଶ୍ୱର, ୪।୧୦(ଅସମାପିକା ସାହୁ)ରାଜ୍ୟରେ ୨୦୧୫-୧୬ଠାରୁ ୨୦୨୩ ସେପ୍ଟେମ୍ବର ୨୫ ତାରିଖ ମଧ୍ୟରେ ୬୯୮ ହାତୀଙ୍କ ମୃତ୍ୟୁ ଘଟିଛି। ସେହିପରି ୪୮ କଲରାପତରିଆ ବାଘ ଓ ୭ଟି ମହାବଳ ବାଘଙ୍କ ମୃତ୍ୟୁ ହୋଇଥିବା ଜଙ୍ଗଲ, ପରିବେଶ ଓ ଜଳବାୟୂ ପରିବର୍ତ୍ତନ ମନ୍ତ୍ରୀ ପ୍ରଦୀପ…

କିଛି ଲୋକ ସାମ୍ବାଦିକତାକୁ ସମ୍ପତ୍ତି କରିବାକୁ ଚେଷ୍ଟା କରୁଛନ୍ତି: ଅନୁରାଗ

ଭୁବନେଶ୍ୱର,୪।୧୦(ଶର୍ମିଷ୍ଠା ପାଣିଗ୍ରାହୀ)ଗାନ୍ଧିଜୀ ସାମ୍ବାଦିକତାକୁ ସେବାର ମାଧ୍ୟମ ମାନୁଥିଲେ। ଏବେ କିଛି ଲୋକ ଏହାକୁ ସମ୍ପତ୍ତି କରିବାକୁ ଚେଷ୍ଟା କରୁଛନ୍ତି। ତେଣୁ ସେମାନଙ୍କୁ ଗାନ୍ଧୀଙ୍କ କଥା ମନେପକାଇଦେବାକୁ ଚାହୁଁଛି। ସୋସିଆଲ ମିଡିଆରେ ମିଛ ଖବର ପ୍ରସାରଣ ସମାଜରେ ବହୁତ କ୍ଷତି ପହଞ୍ଚାଇଥାଏ ବୋଲି…

ଶ୍ରଦ୍ଧା ହେଉଛନ୍ତି ମୋ ଫିଜିଓଥେରାପିଷ୍ଟ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୪।୧୦(ସୁନିତ୍‌ ମିଶ୍ର)କିଛିଦିନ ତଳେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭାଟିକାନ୍‌ ସିଟି ଗସ୍ତ କରିଥିବା ସମୟରେ ତାଙ୍କ ସାଙ୍ଗରେ ଯାଇଥିବା ଶ୍ରଦ୍ଧା କିଏ ବୋଲି ବିରୋଧୀ ପ୍ରଶ୍ନ କରିଥିଲେ। ଏହାସହ ତାଙ୍କୁ ସରକାରୀ ବଙ୍ଗଳା ମିଳିଥିବା ସହ ଶ୍ରଦ୍ଧାଙ୍କ ଭାଟିକାନ୍‌ ସିଟି…

ସରିଲା ବିଧାନସଭା ମୌସୁମୀ ଅଧିବେଶନ

ଭୁବନେଶ୍ୱର,୪ା୧୦(ଅନିଲ ଦାସ)ଷୋଡ଼ଶ ବିଧାନସଭାର ସ୍ବଳ୍ପକାଳୀନ ମୌସୁମୀ ଅଧିବେଶନ ମଙ୍ଗଳବାର ଶେଷ ହୋଇଛି। ଏହି ଅଧିବେଶନ ସେପ୍ଟେମ୍ବର ୨୨ରୁ ଆରମ୍ଭ ହୋଇ ଅକ୍ଟୋବର ୪ ତାରିଖ ପର୍ଯ୍ୟନ୍ତ ଚାଲିବାକୁ ଧାର୍ଯ୍ୟ ହୋଇଥିଲା। ତେବେ ଦିନକ ପୂର୍ବରୁ ଏହି ଅଧିବେଶନ ପରିସମାପ୍ତି ହୋଇଛି ।…

‘ଅଭିଯୋଗ ଅତ୍ୟନ୍ତ ଗମ୍ଭୀର, ଆମେ ଚିନ୍ତିତ ଅଛୁ’ ନିଜାରଙ୍କ ହତ୍ୟା ମାମଲାରେ କାନାଡାର ଅଭିଯୋଗ ଉପରେ ଆମେରିକାର ବୟାନ

ଓ୍ବାଶିଂଟନ,୪।୧୦: ଖାଲିସ୍ତାନ ଆତଙ୍କବାଦୀ ହରଦୀପ ସିଂ ନିଜାରଙ୍କ ହତ୍ୟା ମାମଲାରେ କାନାଡା ପ୍ରଧାନମନ୍ତ୍ରୀ ଜଷ୍ଟିନ ଟ୍ରୁଡୋଙ୍କ ଅଭିଯୋଗ ପରେ ଭାରତ ଏବଂ କାନାଡା ସମ୍ପର୍କରେ ତିକ୍ତତା ଆସିଛି। ଭାରତ-କାନାଡା ସମ୍ପର୍କକୁ ନେଇ ଆମେରିକା ମଧ୍ୟ ନିଜର ଉଦ୍‌ବେଗ ପ୍ରକାଶ କରିଛି। ଆମେରିକାର…

ଅଯୋଗ୍ୟ ଶିକ୍ଷାନୁଷ୍ଠାନକୁ ପିଏମ୍‌ଏସ୍‌ ଅନୁକମ୍ପା

ଭୁବନେଶ୍ୱର,୪।୧୦(ଅନିଲ ଦାସ)ରାଜ୍ୟ ସରକାର ଜନସାଧାରଣଙ୍କ ମଙ୍ଗଳ ପାଇଁ ଅନେକ ଯୋଜନା କାର୍ଯ୍ୟକାରୀ କରୁଛନ୍ତି। ସେହି ଯୋଜନାର ସୁଫଳ କିପରି ଲୋକମାନେ ପାଇପାରିବେ ସେ ନେଇ ସର୍ବଦା ଗୁରୁତ୍ୱ ଦେଉଛନ୍ତି। କର୍ମଚାରୀମାନେ ଉତ୍ସର୍ଗୀକୃତ ଭାବେ ଜନସାଧାରଣଙ୍କ ସେବା କରିବାକୁ ମୁଖ୍ୟମନ୍ତ୍ରୀ ସର୍ବଦା ପରାମର୍ଶ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?