ପରିତ୍ୟକ୍ତ କୂଅରୁ ମାଈହାତୀ ଉଦ୍ଧାର
କେନ୍ଦୁଝର,୧୮ା୫(ସ୍ବ.ପ୍ର.): ଚମ୍ପୁଆ ରେଞ୍ଜ ବୈତରଣୀ ନଦୀକୂଳ ନିକଟସ୍ଥ ଏକ ପରିତ୍ୟକ୍ତ କୂଅ ଭିତରେ ଏକ ମାଈହାତୀ ଖସି ପଡ଼ିଥିଲା। ବନବିଭାଗ ଉଦ୍ୟମରେ କୂଅରୁ ହାତୀଟିକୁ ଉଦ୍ଧାର କରାଯାଇଛି। ସୂଚନା ଯେ, ବୁଧବାର ରାତିରେ ୨୪ଟିକିଆ ଏକ ହାତୀପଲ କାଳିକାପ୍ରସାଦ ସଂରକ୍ଷିତ ଜଙ୍ଗଲରୁ…
ଚୋର ସନ୍ଦେହରେ ଯୁବକଙ୍କୁ ପିଟିପିଟି ମାରିଦେଲେ
ପୁରୁଷୋତ୍ତମପୁର,୧୮ା୫(ଡି.ଏନ୍.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ଚିଙ୍ଗୁଡ଼ିଘାଇ ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ବୁଧବାର ବିଳମ୍ବିତ ରାତିରେ ଜଣେ ବ୍ୟକ୍ତିଙ୍କ ବାଡ଼ିପଟେ ଶବ୍ଦ ହୋଇଥିଲା। ଏହାଶୁଣି ଘରମାଲିକ ଉଠିଯାଇ ଦେଖିବା ବେଳେ ଜଣେ ଅପରିଚିତ ବ୍ୟକ୍ତିଙ୍କୁ ଦେଖିବାକୁ ପାଇଥିଲେ।…
କଥା ଘୃଣା-ପ୍ରେମର
ଦୁଇଟି ଗାଁ ଏକଦା ମହାନ ପଡ଼ୋଶୀ ଥିଲେ। ଏକ ବିବାହ ଶୋଭାଯାତ୍ରାରେ ଦୁର୍ଭାଗ୍ୟଜନକ ଝଗଡା ହେତୁ ତିକ୍ତ ଶତ୍ରୁ ହୋଇଗଲେ। ଏହି ବିବାହ କୌଣସି ପ୍ରକାରେ ସମ୍ପୃକ୍ତ ଗାଁ ମୁଖିଆଙ୍କ ଦ୍ୱାରା ସମ୍ପନ୍ନ ହୁଏ କିନ୍ତୁ ଏହି ଦୁଇ ପଡୋଶୀ ଗାଁର…
ସହଜେ ବୁଝେନା ମନ
ପରିଣିତି ଚୋପ୍ରା ଖୁବ୍ଶୀଘ୍ର ଘର ସଂସାର କରିବେ। ସାଂସଦ ରାଘବ ଚଢ଼ାଙ୍କ ସହ ତାଙ୍କର ରିଂ ସେରିମନି ନିକଟରେ ଶେଷ ହୋଇଛି। ପରିଣିତିଙ୍କ ଗୋଟିଏ ଆଶା ପୂରଣ ନ ହେଲେ ତାଙ୍କ ମନ ବୁଝି ନ ଥାଏ। ତାହା କ’ଣ ଜାଣନ୍ତି?…
ୟାଦେଁ
ବଲିଉଡ୍ର ଅନ୍ୟତମ ଲୋକପ୍ରିୟ ଅଭିନେତା ହେଉଛନ୍ତି ସୁନୀଲ ଦତ୍ତ। ଯେ କୌଣସି ଭୂମିକା ହେଉ, ତାହାକୁ ସୁଚାରୁରୂପେ ତୁଲାଇବାରେ ସେ ଥିଲେ ମାହିର। ୧୯୬୪ରେ ନିର୍ମିତ ହୋଇଥିଲା ଏକ ବର୍ଣ୍ଣନାତ୍ମକ (ନ୍ୟାରେଟିଭ୍) ଫିଲ୍ମ ‘ୟାଦେଁ’। ଏଥିରେ ମାତ୍ର ଅଳ୍ପ କଳାକାର ଅଭିନୟ…
ରହିଗଲା ଅବସୋସ
ବେଳେବେଳେ ମନରେ ଏଭଳି ଅବସୋସ ରହିଯାଏ, ଯାହାକୁ ନେଇ ସାରା ଜୀବନ ଅନୁତାପ କରିବାକୁ ପଡିଥାଏ। ସେଭଳି ଏ କଥାକୁ ଏବେ ବ ମନେ ପକାଇ ଦୁଃଖ ପ୍ରକାଶ କରନ୍ତି ଆଲିୟା ଭଟ୍ଟ। କଥା କ’ଣ କି, ୨୦୦୫ରେ ବଲିଉଡ୍ର ଅନ୍ୟତମ…
କାର୍ରୁ ଗଞ୍ଜେଇ ଜବତ
ସୋରଡ଼ା,୧୮।୫( ଡ଼ିଏନଏ): ବ୍ରହ୍ମପୁର ଅଭିମୁଖେ ଯାଉଥିବାବେଳେ ଗୋଟିଏ କାର୍ରେ ୬୦କେଜିର ଗଞ୍ଜେଇ ଜବତ କରିଛି ପୋଲିସ। ଗଞ୍ଜାମ ଜିଲା ସୋରଡା ଥାନା ଗଜଲବାଡି ରାସ୍ତା ଏନଏଚ ୫୯ ପାଟପଲ୍ଲୀ ଛକରେ ବୁଧବାର ମଧ୍ୟାହ୍ନରେ ପୋଲିସର ଗାଡି ଯାଞ୍ଚ ଚାଲିଥିବା ବେଳେ ଏକ…
୧୦ ଫୁଟ ଲମ୍ବର ଅଜଗର ଉଦ୍ଧାର
ପାଟଣା,୧୮।୫(ସ୍ବ ପ୍ର): କେନ୍ଦୁଝର ଜିଲା ପାଟଣା ରେଞ୍ଜ ସାହାରପଡା ସେକ୍ସନ ରାଇଡିହା ବିଟ ତାଳପଦା ଗାଁ ବେହେରା ସାହି ନିକଟରେ ଥିବା ଏକ ହୁଡ଼ି ନିକଟରୁ ଗୁରବାର ଏକ ୧୦ଫୁଟ ଲମ୍ବର ଅଜଗର ସାପକୁ ବନ ବିଭାଗ ଉଦ୍ଧାର କରିଛି। ସୂଚନାଯୋଗ୍ୟ,…
ବିମାନର ଏହି ସ୍ଥାନରେ ଭୁଲ୍ରେ ବି ରଖନ୍ତୁନି କିଛି ଜିନିଷ
ବିମାନରେ ଯାତ୍ରା କରିବା ସମୟରେ ମନରେ ଅନେକ ପ୍ରଶ୍ନ ଆସିଥାଏ। ଆମେ କ’ଣ ଆମେ କରିବା ଉଚିତ ଏବଂ କ’ଣ କରିବା ଉଚିତ ନୁହେଁ। ବେଳେବେଳେ ଏକ ଛୋଟ ଭୁଲ୍ ମଧ୍ୟ ସମସ୍ୟା ସୃଷ୍ଟି କରିଥାଏ। ସମସ୍ତ ବିମାନ କର୍ମଚାରୀ ସୋସିଆଲ…
କମନ ସିଭିଲ କୋଡ, ନ୍ୟାୟପାଳିକା ସହ ବିବାଦ, ମୋଦିଙ୍କ ଅସନ୍ତୋଷ ଯୋଗୁ ଗଲା କି କିରେନ ରିଜିଜୁଙ୍କ ହାତରୁ ଆଇନ ମନ୍ତ୍ରଣାଳୟ
ନୂଆଦିଲ୍ଲୀ,୧୮।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ କ୍ୟାବିନେଟରେ ଗୁରୁବାର ଏକ ବଡ ଧରଣର ପରିବର୍ତ୍ତନ କରାଯାଇଛି। କେନ୍ଦ୍ରର ମୋଦି କ୍ୟାବିନେଟରୁ କିରେନ ରିଜିଜୁଙ୍କ ଠାରୁ ଆଇନ ମନ୍ତ୍ରଣାଳୟକୁ କାଢି ନିଆଯାଇଛନ୍ତି। ତାଙ୍କ ସ୍ଥାନରେ ଅର୍ଜୁନ ରାମ ମେଘୱାଲଙ୍କୁ ଆଇନ ମନ୍ତ୍ରଣାଳୟର ଦାୟିତ୍ୱ ଦିଆଯାଇଛି।…
୩,୨୨୨ ସ୍କୁଲରେ ଶତପ୍ରତିଶତ ରେଜଲ୍ଟ
କଟକ ଅଫିସ, ୧୮।୫: ଗୁରୁବାର ମାଟ୍ରିକ ପରୀକ୍ଷାଫଳ ପ୍ରକାଶ ପାଇଛି। ଗତବର୍ଷ ତୁଳନାରେ ଚଳିତ ବର୍ଷ ରେଜଲ୍ଟ ଭଲ ହୋଇଥିବା ବେଳେ ଚଳିତ ବର୍ଷ ମାଟ୍ରିକ ପାସ ହାର ୯୬.୪% ରହିଛି। ଏଥିସହ କଟକ ଓ ଜଗତସିଂହପୁର ଜିଲାରେ ପାସ୍ହାର ସର୍ବାଧିକ…
୪୩ କ୍ୱିଣ୍ଟାଲ କୋଇଲା ଜବତ: ୪ ଗିରଫ
ଭଦ୍ରକ ଅଫିସ,୧୮।୫: ଭଦ୍ରକ ଜିଲା ନାୟାକାଣିଡ଼ିହି ପୋଲିସ ଗୁରୁବାର ୪୩ କ୍ୱିଣ୍ଟାଲ କୋଇଲା ଜବତ କରିଛି। ଏଥିରେ ସମ୍ପୃକ୍ତ ୪ ଜଣଙ୍କୁ ଗିରଫ କରିଛି। ଅଭିଯୁକ୍ତଙ୍କ ଠାରୁ ପିକ୍ଅପ ଭ୍ୟାନ, ୮ ଟି ବାଇକ, ୫ ଟି ମୋବାଇଲ ପୋଲିସ ଜବତ…
Archives


