ଏମ୍ପି ବିଦେଶ ଗସ୍ତରେ ଥିବାବେଳେ ବିଜେଡି ଗୁଜବ ସୃଷ୍ଟି କରିବା ହାସ୍ପ୍ୟାସ୍ପଦ: ଭାଜପା
ଭୁବନେଶ୍ୱର,୨୮ା୬(ଅନିଲଦାସ): ଭୁବନେଶ୍ୱର ଏମ୍ପି ଗତ ୧୭ ତାରିଖ କରିଥିବା ଖବରଦାତା ସମ୍ମିଳନୀର ୧୦ଦିନ ପରେ ବିଜେଡି ମୁଖପାତ୍ର ମଙ୍ଗଳବାର ଯେଉଁ ତଥ୍ୟ ରଖିଛନ୍ତି ତାହା ତଥ୍ୟ ଆଧାରିତ ନୁହେଁ। ବିର୍ତ୍ତମାନ ଏମ୍ପି ଅପରାଜିତା ଷଡଙ୍ଗୀ ଅନ୍ତର୍ଜାତୀୟ ସଂସଦୀୟ ସଂଘ (ଆଇପିୟୁ)ରେ ଯୋଗ…
ଟାଟା ପାଓ୍ବାର ଅଫିସ୍ ଉପରକୁ କଂଗ୍ରେସର ଅଣ୍ଡା, ଟମାଟୋ ମାଡ଼
ଭୁବନେଶ୍ବର, ୨୮ା୬(ସୁନିତ୍ ମିଶ୍ର): ଟାଟା ପାଓ୍ବାରର ମନମୁଖି କାର୍ଯ୍ୟକଳାପ ନେଇ ଏବେ ସାଧାରଣରେ ଦିନକୁ ଦିନ ଲୋକଙ୍କ ଭିତରେ ଉତ୍ତେଜନା ପ୍ରକାଶ ପାଉଛି। ବିଜୁଳିି ସେବା ଯୋଗାଣରେ ଏହି କମ୍ପାନୀ ଏବେ ଭିନ୍ନଭିନ୍ନ ତରିକାରେ ଓଡ଼ିଶାବାସୀଙ୍କୁ ଠକୁଥିବା ନେଇ ବାରମ୍ବାର ନୂଆ…
ଖାଣ୍ଡକର ଜୁନିୟର ମହିଳା ହକି ଦଳର ନୂଆ କୋଚ୍
ନୂଆଦିଲ୍ଲୀ, ୨୮ା୬ (ପି.ଟି.): ହକି ଇଣ୍ଡିଆ ମଙ୍ଗଳବାର ପୂର୍ବତନ ଅଧିନାୟକ ତୁଷାର ଖାଣ୍ଡକରଙ୍କୁ ଜୁନିୟର ମହିଳା ହକି ଦଳର ମୁଖ୍ୟ କୋଚ ଭାବେ ନିଯୁକ୍ତି ଦେଇଛି। ଏହି ଦଳ ବର୍ତ୍ତମାନ ବିଶ୍ୱକପ୍ ପାଇଁ ପ୍ରସ୍ତୁତ ହେଉଛି। ଏହା ନଭେମ୍ବର ୨୯ରୁ ଡିସେମ୍ବର…
ନୂଆ ମିଟ୍ ରେକର୍ଡରେ ରେକର୍ଡ
ଭୁବନେଶ୍ୱର, ୨୮।୬(ତପନ ସ୍ବାଇଁ): ଓଡ଼ିଶା ରାଜ୍ୟ ଆଥ୍ଲେଟିକ୍ସ ମିଟ୍ର ୬୯ତମ ସଂସ୍କରଣ ଗତ ରବିବାର ଶେଷ ହୋଇଛି। କିଟ୍ ଓ କିସ୍ ପରିସରରେ ଥିବା ଦୂତୀ ଚାନ୍ଦ ଆଥ୍ଲେଟିକ୍ସ ଷ୍ଟାଡିୟମରେ ଅନୁଷ୍ଠିତ ପ୍ରତିଯୋଗିତାରେ ୧୭୦୦ରୁ ଊର୍ଦ୍ଧ୍ୱ ପ୍ରତିଯୋଗୀ ବିଭିନ୍ନ ଇଭେଣ୍ଟରେ ଅଂଶଗ୍ରହଣ…
ଲେନି, ଆମେଙ୍କ ସହ ଓଏଫ୍ସିର ଚୁକ୍ତି
ଭୁବନେଶ୍ୱର, ୨୮ା୬(ସରୋଜ ଜେନା): ଓଡ଼ିଶା ଫୁଟବଲ୍ କ୍ଲବ୍(ଓଏଫ୍ସି) ପକ୍ଷରୁ ଆସନ୍ତା ସିଜନ ପାଇଁ ମିଡଫିଲ୍ଡର ଲେନି ରୋଡ୍ରିଗ୍ବେଜ ଓ ଡିଫେଣ୍ଡର ଆମେ ରଣାଓ୍ବଡେଙ୍କ ସହ ଚୁକ୍ତି ସ୍ବାକ୍ଷର କରାଯାଇଛି। ମଙ୍ଗଳବାର ଲେନିଙ୍କ ସହିତ ଏକବର୍ଷର ଚୁକ୍ତି ସ୍ବାକ୍ଷର ହୋଇଥିବା ବେଳେ ଏକ…
ଇଂଲଣ୍ଡ-ନ୍ୟୁଜିଲାଣ୍ଡ ଉଦ୍ଘାଟନୀ ମ୍ୟାଚ୍
ମୁମ୍ବାଇ, ୨୮ା୬ (ପି.ଟି.): ଦିନିକିଆ କ୍ରିକେଟ ବିଶ୍ୱକପ୍- ୨୦୨୩କୁ ୧୦୦ ଦିନ ବାକି ରହିଥିବା ବେଳେ ମଙ୍ଗଳବାର ଅନ୍ତର୍ଜାତୀୟ କ୍ରିକେଟ କାଉନ୍ସିଲ(ଆଇସିସି) ପକ୍ଷରୁ ପ୍ରକାଶ ପାଇଛି ଚୂଡାନ୍ତ କାର୍ଯ୍ୟସୂଚୀ। ବିଶ୍ୱର ସର୍ବବୃହତ୍ ଅହମଦାବାଦର ନରେନ୍ଦ୍ର ମୋଦି କ୍ରିକେଟ ଷ୍ଟାଡିୟମରୁ ଅକ୍ଟୋବର ୫…
ଜାପାନର ରୋବୋଟିକ୍ ବାହୁ
ଟୋକିଓ: ଯୁଗ ଯେତେ ଆଗକୁ ବଢୁଛି, ତା’ ସହ ବୈଜ୍ଞାନିକ ଯନ୍ତ୍ରପାତିର ସଂଖ୍ୟା ବେଳକୁ ବେଳ ବୃଦ୍ଧି ପାଉଛି। ନିକଟରେ ଜାପାନର ଅନୁସନ୍ଧାନକାରୀ ନିକଟରେ ରୋବୋଟିକ୍ ବାହୁ ତିଆରି କରିଛି; ଯେଉଁଥିରେ କି ମଣିଷ ଗୋଟିଏ ସ୍ଥାନରେ ବସି ବିଭିନ୍ନ ପ୍ରକାରର…
ସବୁଠୁ ଅସୁନ୍ଦର କୁକୁର ‘ସ୍କୁଟର’
ୱାଶିଂଟନ୍: ବିଭିନ୍ନ ସମୟରେ ଅନେକ ପ୍ରତିଯୋଗିତା ହେଉଛି। ଯେଉଁଥିରେ ଲୋକଙ୍କୁ ଶ୍ରେଷ୍ଠ ସୁନ୍ଦରୀ ଭାବେ ପୁରସ୍କୃତ କରାଯାଉଛି। ନିକଟରେ ୭ ବର୍ଷୀୟ ଚାଇନା ପ୍ରଜାତିର ଏକ କୁକୁର ‘ସ୍କୁଟର’କୁ ସବୁଠୁ ଅସୁନ୍ଦର କୁକୁର ଭାବେ ପୁରସ୍କୃତ କରାଯାଇଛି। ଏଥିରେ ‘ସ୍କୁଟର’କୁ ୧୫୦୦…
ମୁମ୍ବାଇରେ ଡେଉଁଥିବା ବୁଢ଼ିଆଣୀ
ମୁମ୍ବାଇ: ଦୁନିଆରେ ମଣିଷଙ୍କ ଅପେକ୍ଷା ପ୍ରାଣୀଙ୍କ ସଂଖ୍ୟା ଅଧିକ। ବର୍ତ୍ତମାନ ପର୍ଯ୍ୟନ୍ତ ଲୋକଲୋଚନକୁ ଆସିଥିବା ପ୍ରାଣୀଙ୍କୁ ଛାଡ଼ିଦେଲେ ଆହୁରି ଅନେକ ପ୍ରାଣୀ ଅଛନ୍ତି, ଯେଉଁମାନଙ୍କ ବିଷୟରେ ଆମେ କେବେ ଜାଣିନୁ। ନିକଟରେ ଅନୁସନ୍ଧାନକାରୀ ଏକ ନୂଆ ପ୍ରଜାତିର ଡେଉଁଥିବା ବୁଢ଼ିଆଣୀକୁ ମୁମ୍ବାଇରେ…
ଟାଟା ଷ୍ଟିଲ୍ ଭାରତର ଶ୍ରେଷ୍ଠ ନିଯୁକ୍ତିଦାତା
ଭୁବନେଶ୍ୱର,୨୮।୬: ଦେଶର ପ୍ରମୁଖ ଶିଳ୍ପସଂସ୍ଥା ଟାଟା ଷ୍ଟିଲ୍କୁ ନିକଟରେ ଭାରତର ଶ୍ରେଷ୍ଠ ନିଯୁକ୍ତିଦାତାର ମାନ୍ୟତା ପ୍ରଦାନ କରାଯାଇଛି। ଉଲ୍ଲେଖଯୋଗ୍ୟ, ରାଣ୍ଡ୍ଷ୍ଟାଡ୍ ଏମ୍ପ୍ଲୟର ବ୍ରାଣ୍ଡ୍ ରିସର୍ଚ୍ଚ (ଆର୍ଇବିଆର୍)-୨୦୨୩ ସୂଚନା ଅନୁସାରେ ଟାଟା ଷ୍ଟିଲ୍ ଭାରତର ଶ୍ରେଷ୍ଠ-୩ କମ୍ପାନୀ ମଧ୍ୟରେ ସ୍ଥାନ ପାଇଛି, ଯାହା…
ଖିମ୍ଜୀ ହୋଣ୍ଡାରେ ସ୍ବତନ୍ତ୍ର ଅନାବରଣ ଉତ୍ସବ
ଭୁବନେଶ୍ୱର,୨୮।୬ (ଅଭୟ ଦାଶ): ହୋଣ୍ଡା ମୋଟରସାଇକେଲ ଆଣ୍ଡ୍ ସ୍କୁଟର ଇଣ୍ଡିଆ (ଏଚ୍ଏମ୍ଏସ୍ଆଇ)ର ବହୁ ପ୍ରତୀକ୍ଷିତ ତଥା ଅତ୍ୟାଧୁନିକ ଜ୍ଞାନକୌଶଳରେ ନିର୍ମିତ ହୋଣ୍ଡା ସାଇନ୍-୧୦୦ ସିସି ଏବଂ ହୋଣ୍ଡା ୟୁନିକର୍ନ-୧୬୦ ସିସି ମୋଟରସାଇକେଲକୁ ନିକଟରେ ସର୍ବଭାରତୀୟ ଉନ୍ମୋଚନ କରାଯାଇଥିଲା। ଏହି ପରିପ୍ରେକ୍ଷୀରେ ଏଚ୍ଏମ୍ଏସ୍ଆଇର…
ସ୍ବାସ୍ଥ୍ୟସେବା କ୍ଷେତ୍ରକୁ ଓଏସ୍ଏଲ୍ର ଗୁରୁତ୍ୱ
ଭୁବନେଶ୍ୱର,୨୮।୬: ରାଜ୍ୟର ପ୍ରମୁଖ ଘରୋଇ ସଂସ୍ଥା ଓଡ଼ିଶା ଷ୍ଟିଭେଡର୍ସ ଲିମିଟେଡ୍ (ଓଏସ୍ଏଲ୍) ପକ୍ଷରୁ କଟକ ଶିଖରପୁରସ୍ଥିତ ଆରୋଗ୍ୟ ନୀଳୟ ଫିଜିଓଥେରାପି ସେଣ୍ଟରକୁ ଏକ ଅତ୍ୟାଧୁନିକ ୱିନ୍ଲିଜ ଲେଜର ଥେରାପି ମେଶିନ ପ୍ରଦାନ କରାଯାଇଛି। ବିଶେଷକରି ରୋଗୀମାନଙ୍କୁ ଅତ୍ୟାଧୁନିକ ଫିଜିଓଥେରାପି ଚିକିସତ୍ା ସେବା…
Archives


