ଅଟେଇ ସଂରକ୍ଷିତ ଜଙ୍ଗଲରୁ ୨ ଟ୍ରାପ୍ କ୍ୟାମେରା ଚୋରି
କେନ୍ଦୁଝର,୧୭।୫(ସ୍ବ.ପ୍ର.): କେନ୍ଦୁଝର ଜିଲା ଘଟଗଁା ରେଞ୍ଜ ଅନ୍ତର୍ଗତ ଅଟେଇ ସଂରକ୍ଷିତ ଜଙ୍ଗଲରୁ ପୁଣି ୨ଟି ଟ୍ରାପ୍ କ୍ୟାମେରା ଚୋରି ହୋଇଥିବା ନେଇ ଘଟଗଁା ଫରେଷ୍ଟର ଜତିନ୍ଦ୍ର ସାହୁ ଥାନାରେ ଏତଲା ଦେଇଛନ୍ତି। ଜଙ୍ଗଲର କାଦବାହାଳି ଉତ୍ତର ବିଟ୍ ଅଞ୍ଚଳରୁ ଏହି ଚୋରି ହୋଇଛି।…
୨୦ବର୍ଷ ତଳେ ନିଜସ୍ବ ଅର୍ଥରେ ଗଢ଼ିଥିଲେ ମନ୍ଦିର
ଖୁଣ୍ଟୁଣୀ,୧୭।୫( ଡି.ଏନ୍.ଏ.): ନିଜ ଜନ୍ମ ଭୂମିରେ ଏକ ମନ୍ଦିର କରିବା ପାଇଁ ସ୍ବପ୍ନ ଦେଖି ତାହାକୁ ସତରେ ପରିଣତ କରିବା ବହୁତ କମ୍ ଲୋକ ଥାଆନ୍ତି। ଏଭଳି କାଠିକର ସ୍ବପ୍ନକୁ ପୂରଣ କରି ଦେଖାଇଛନ୍ତି ଜଣେ ତ୍ୟାଗୀ, ଦରଦୀ ମଣିଷ। ଯିଏ…
୧୯ରୁ ପ୍ରଦର୍ଶନ ହେବ ଚଳଚ୍ଚିତ୍ର ‘ଫାଲଗୁନ – ଚୈତ୍ର’
ପୁରୀ ଅଫିସ, ୧୭।୫: ପୁରୀ ପୌରସଦନ ପରିସରରେ ଆସନ୍ତା ୧୯ ତାରିଖଠାରୁ ୩ଦିନ ଧରି ଓଡ଼ିଆ ଚଳଚ୍ଚିତ୍ର ‘ଫାଲଗୁନ-ଚୈତ୍ର’ ପ୍ରଦର୍ଶନ ହେବାକୁ ଯାଉଛି। ଏନେଇ ମଙ୍ଗଳବାର ଆୟୋଜକମାନଙ୍କ ପକ୍ଷରୁ ଏକ ଖବରଦାତା ସମ୍ମିଳନୀ ସ୍ଥାନୀୟ ଭକ୍ତ ସାଲବେଗ ପୀଠ ପରିସରରେ ଅନୁଷ୍ଠିତ…
କାମରେ ଆସୁନି ପାନୀୟଜଳ ପ୍ରକଳ୍ପ: ଲୋକେ ହନ୍ତସନ୍ତ
କାକଟପୁର,୧୭।୫(ଡି.ଏନ୍.ଏ.): ଲୋକଙ୍କୁ ଶୁଦ୍ଧ ପାନୀୟଜଳ ଯୋଗାଇଦେବା ପାଇଁ ଗ୍ରାମାଞ୍ଚଳରେ ନିର୍ମାଣ ହେଉଛି ପାନୀୟ ଜଳ ପ୍ରକଳ୍ପ। ଏଥିପାଇଁ ଉଭୟ କେନ୍ଦ୍ର ଓ ରାଜ୍ୟ ସରକାର ବିଭିନ୍ନ ଯୋଜନାମାନ କରି କୋଟି କୋଟି ଟଙ୍କାର ଅନୁଦାନରାଶି ଯୋଗାଇ ଦେଉଛନ୍ତି। (ବୋରୱେଲ) ନିର୍ମାଣଠାରୁ ଆରମ୍ଭ କରି…
ପୋଲିସ, ସାଇଣ୍ଟିଫିକ୍ ଟିମ୍ର ଛାନ୍ଭିନ୍
ଖୋର୍ଦ୍ଧା ଅଫିସ,୧୭।୫: ଖୋର୍ଦ୍ଧାରେ ଆଇନଶୃଙ୍ଖଳା ସ୍ଥିତି ବିଗିଡ଼ିବାରେ ଲାଗିଛି। ସହରରେ ନିଶା କାରବାର ସହିତ ଅସାମାଜିକ କାର୍ଯ୍ୟକଳାପ ବଢ଼ିଚାଲିଛି। କଥା କଥାକେ ଫୁଟୁଛି ଗୁଳି। ଏପରିକି ଜୀବନ ନେବାକୁ ପଛାଉ ନାହାନ୍ତି। ଟାଉନ ଥାନା ଅନ୍ତର୍ଗତ ପାନବରଜ ଅଙ୍ଗନଓ୍ବାଡି କେନ୍ଦ୍ର ନିକଟରେ…
ସତ୍ୟପାଲଙ୍କ ଘନିଷ୍ଠ ସହଯୋଗୀଙ୍କ ଘରେ ସିବିଆଇ ଚଢାଉ
ଶ୍ରୀନଗର,୧୭।୫: ଜମ୍ମୁ-କଶ୍ମୀରର ପୂର୍ବତନ ରାଜ୍ୟପାଳ ସତ୍ୟପାଲ ମଲିକଙ୍କ ପୂର୍ବତନ ମିଡିଆ ପରାମର୍ଶଦାତା ସୁନକ ବାଲିଙ୍କ ଘରେ ସିବିଆଇ ଚଢାଉ କରିଛି। ସତ୍ୟପାଲଙ୍କ ଅଭିଯୋଗ ଉପରେ ପଞ୍ଜୀକୃତ ହୋଇଥିବା ବୀମା ସ୍କାମ ମାମଲାରେ ଏହି ଚଢାଉ କରାଯାଇଥିବା ସୂଚନା ମିଳିଛି। କିଛି ଦିନ…
୧୪ ବର୍ଷ ହେଲା ପାଇପ୍ ପାଣିରୁ ବଞ୍ଚିତ ୩ ଗାଁ
ବୋଲଗଡ଼,୧୭।୫(ଡି.ଏନ୍.ଏ.): ଗ୍ରାମାଞ୍ଚଳରେ ଲୋକେ କିପରି ବିଶୁଦ୍ଧ ପାନୀୟଜଳ ପାଇପାରିବେ, ସେନେଇ ସରକାର ବିଭିନ୍ନ ଯୋଜନା କରିବା ସହ ପଦକ୍ଷେପ ନେଉଛନ୍ତି। ଗ୍ରାମ୍ୟ ଜଳଯୋଗାଣ ଓ ପରିମଳ ବିଭାଗ ପ୍ରତ୍ୟେକ ବ୍ଲକରେ କାର୍ଯ୍ୟ କରି ନଳକୂପ ଖନନ ଏବଂ ବିଶୁଦ୍ଧ ପାନୀୟ ଜଳଯୋଗାଣ ପ୍ରକଳ୍ପ…
ମା’ଙ୍କୁ ଗିଫ୍ଟ କଲେ ନିଜ ଚୁଟିରେ ପ୍ରସ୍ତୁତ ୱିଗ୍
ୱାଶିଂଟନ୍: ମାତୃ ଦିବସରେ ଅନେକେ ତାଙ୍କ ମା’ଙ୍କୁ ଖୁସି କରାଇବା ପାଇଁ ବିଭିନ୍ନ ପ୍ରକାରର ଗିଫ୍ଟ ଦେଇଥା’ନ୍ତି। ହେଲେ ନିକଟରେ ଜଣେ ବ୍ୟକ୍ତି ମାତୃ ଦିବସରେ ତାଙ୍କ ମା’ଙ୍କୁ ଏପରି ଏକ ଗିଫ୍ଟ ଦେଇଛନ୍ତି, ଯେଉଁଥିପାଇଁ ସେ ଏବେ ଚର୍ଚ୍ଚାରେ। ଆମେରିକାର…
କ୍ୟାଟ୍ଙ୍କୁ ଛାଡପତ୍ର ଦେବେ କି ଭିକି!
ମୁମ୍ବାଇ,୧୭।୫:ବଲିଉଡର ପ୍ରୋମିସଂଗ ଥଙ୍ଗ୍ ଭିକି କୌଶଲ ଲକ୍ଡାଉନ ପରେ ପୁଣି ବଡ ପରଦାକୁ ଫେରିଛନ୍ତି। ତେବେ ତାଙ୍କର ଦୁଇଟି ଫିଲ୍ମ ଓଟିଟିରେ ରିଲିଜ୍ ହୋଇଛି। ୩ବର୍ଷ ପରେ ଫିଲ୍ମ ଦୁନିଆକୁ ଫେରିଥିବା ଭିକିଙ୍କ କେବଳ ଗୋଟିଏ କି ଦୁଇଟି ନୁହେଁ ୪ଟି…
କଣାସରୁ ମିଳିଲା ପ୍ରାଚୀନ ହାତୀ ମୂର୍ତ୍ତି
ଭୁବନେଶ୍ୱର(ବ୍ୟୁରୋ)/କଣାସ,୧୬।୫(ସ୍ବ.ପ୍ର.): ପୁରୀ ଜିଲା କଣାସ ବ୍ଲକ ଅନ୍ତର୍ଗତ ଗଡ଼ବଳଭଦ୍ରପୁର ଗ୍ରାମରୁ ମିଳିଛି ଏକ ପ୍ରାଚୀନ ହାତୀ ମୂର୍ତ୍ତି। ଐତିହ୍ୟ ଗବେଷଣା ସଂସ୍ଥା ଇଣ୍ଡିଆନ ନ୍ୟାଶନାଲ ଟ୍ରଷ୍ଟ ଫର୍ ଆର୍ଟ ଆଣ୍ଡ କଲଚରାଲ ହେରିଟେଜ (ଇନ୍ଟାକ)ର ପ୍ରତ୍ନତାତ୍ତ୍ୱିକ-ଐତିହ୍ୟ ସନ୍ଧାନକାରୀ ଦଳ ଏହି ପୁରାତନ…
ଆଜି ଶ୍ରୀଜୀଉଙ୍କ ବନକଲାଗି ନୀତି: ୪ ଘଣ୍ଟା ଦର୍ଶନ ବନ୍ଦ
ପୁରୀ ଅଫିସ,୧୭।୫: ପୁରୀ ଶ୍ରୀମନ୍ଦିରରେ ଶ୍ରୀଜୀଉଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ସେନେଇ ବୁଧବାର ୪ ଘଣ୍ଟା ପାଇଁ ସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ମିଳିଛି। ଏହା ଏକ ଗୁପ୍ତ ନୀତି ସେବା ହୋଇଥିବାରୁ…
ପୁରୀ ବେଳାଭୂମିରେ ମରିପଡ଼ିଛନ୍ତି ଜେଲିଫିସ୍
ପୁରୀ ଅଫିସ, ୧୬ା୫: ପୁରୀ ବେଳାଭୂମିରେ ବହୁ ସଂଖ୍ୟକ ମୃତ ଜେଲିଫିସ୍ ପଡ଼ିରହିଥିବା ମଙ୍ଗଳବାର ଦେଖିବାକୁ ମିଳିଛି। ଏହି ସଂଖ୍ୟା ପ୍ରାୟ ସହସ୍ରାଧିକ ହେବ ବୋଲି ଅନୁମାନ କରାଯାଉଛି। ଏ ନେଇ ପରିବେଶବିତ୍ମାନେ ଚିନ୍ତା ପ୍ରକଟ କରିଥିବାବେଳେ ଜେଲିଫିସ୍ଗୁଡ଼ିକୁ ଦେଖିବା ଲାଗି…
Archives


