ମେ’ ୧୯ରେ ଜାପାନ ଗସ୍ତ କରିବେ ପ୍ରଧାନମନ୍ତ୍ରୀ
ନୂଆଦିଲ୍ଲୀ,୧୭।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଜି -୭ ଗ୍ରୁପ ଏବଂ କ୍ୱାର୍ଡ ସମେତ ତିନୋଟି ପ୍ରମୁଖ ବହୁପକ୍ଷୀୟ ଶିଖର ସମ୍ମିଳନୀରେ ଯୋଗଦେବା ପାଇଁ ଶୁକ୍ରବାର ଅର୍ଥାତ୍ ୧୯ ମେ’ରେ ଜାପାନ, ପାପୁଆ ନ୍ୟୁ ଗିନି ଏବଂ ଅଷ୍ଟ୍ରେଲିଆ ଗସ୍ତରେ ଯିବେ। ମଙ୍ଗଳବାର…
ଓଡ଼ିଶା ଏଫ୍ସି, ସ୍ପୋର୍ଟସ୍ ଓଡ଼ିଶା ପରାସ୍ତ
ଭୁବନେଶ୍ୱର, ୧୭।୫ (କ୍ରୀଡ଼ା ପ୍ରତିନିଧି): ଇଣ୍ଡିଆନ ଓମେନ୍ସ ଲିଗ୍ (ଆଇଡବ୍ଲ୍ୟୁଏଲ୍)ର ଲିଗ୍ ପର୍ଯ୍ୟାୟରେ ଚମତ୍କାର ପ୍ରଦର୍ଶନ କରି ଆସିଥିବା ଓଡ଼ିଶା ଏଫ୍ସି ଓ ସ୍ପୋର୍ଟସ୍ ଓଡ଼ିଶା ଦଳ ମଙ୍ଗଳବାର କ୍ୱାର୍ଟର ଫାଇନାଲରେ କିନ୍ତୁ ହାରି ଯାଇଛନ୍ତି। ଶାହିବାଗ୍ ପୋଲିସ ଷ୍ଟାଡିୟମରେ ଅନୁଷ୍ଠିତ…
ଆନ୍ତଃ ଏନ୍ସିଏ ଟୁର୍ନାମେଣ୍ଟ ପାଇଁ ଓଡ଼ିଶାରୁ ୨ ମନୋନୀତ
ଭୁବନେଶ୍ୱର, ୧୭।୫ (କ୍ରୀଡ଼ା ପ୍ରତିନିଧି): ୧୯ ବର୍ଷରୁ କମ୍ ଆନ୍ତଃ ଏନ୍ସିଏ (ଜାତୀୟ କ୍ରିକେଟ ଏକାଡେମୀ) କ୍ରିକେଟ ଟୁର୍ନାମେଣ୍ଟ ପାଇଁ ଓଡ଼ିଶାର ୨ ଖେଳାଳି ମନୋନୀତ ହୋଇଛନ୍ତି। ସେମାନେ ହେଲେ ଶ୍ରେୟାଂଶ ଭରଦ୍ୱାଜ ଓ ଆଶୀର୍ବାଦ ସ୍ବାଇଁ। ଶ୍ରେୟାଂଶ ଟିମ୍-ବି ଓ…
ପୂର୍ବତନ କ୍ରିକେଟର ସଞ୍ଜୟ ଶତପଥୀଙ୍କ ପରଲୋକ
ଭୁବନେଶ୍ୱର, ୧୭।୫(କ୍ରୀଡ଼ା ପ୍ରତିନିଧି): ଓଡ଼ିଶାର ପୂର୍ବତନ କ୍ରିକେଟର ସଞ୍ଜୟ ଶତପଥୀଙ୍କର ସୋମବାର ମଧ୍ୟରାତ୍ରରେ ପରଲୋକ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୬ ବର୍ଷ ହୋଇଥିଲା। ପେସାରେ ଜଣେ ଡାକ୍ତର ଥିବା ସଞ୍ଜୟ ୧୯୬୫-୬୬ରୁ ୧୯୭୫-୭୬ ମଧ୍ୟରେ ଓଡ଼ିଶା ପକ୍ଷରୁ ୨୩ଟି ପ୍ରଥମଶ୍ରେଣୀ…
ରାମଲୀଳା ମଇଦାନରେ ଧାରଣା ଦେବେ ରେସ୍ଲର
ମୁମ୍ବାଇ,୧୭ା୫(ପି.ଟି.): ଭାରତୀୟ ରେସ୍ଲିଂ ଫେଡେରେଶନ (ଡବ୍ଲ୍ୟୁଏଫ୍ଆଇ) ସଭାପତି ବ୍ରିଜ୍ଭୂଷଣ ଶରଣ ସିଂଙ୍କ ଯୌନ ନିର୍ଯାତନା ମାମଲାରେ ନୂଆଦିଲ୍ଲୀର ଯନ୍ତରମନ୍ତରଠାରେ ଖେଳାଳିଙ୍କ ଆନ୍ଦୋଳନ ୨୪ ଦିନରେ ପହଞ୍ଚତ୍ଛି। ଏହି ଆନ୍ଦୋଳନ ବର୍ତ୍ତମାନ ରାମଲୀଳା ମଇଦାନକୁ ଯିବାର ସୂଚନା ଦେଇଛନ୍ତି ରେସ୍ଲର। ଭାରତର ଅଲିମ୍ପିକ୍ସ…
ଶ୍ରାବଣୀ, ଅମିୟ ଦ୍ରୁତତମ
ଭୁବନେଶ୍ୱର, ୧୭।୫ (କ୍ରୀଡ଼ା ପ୍ରତିନିଧି): ଝାଡ଼ଖଣ୍ଡର ରାଞ୍ଚତ୍ଠାରେ ଚାଲିଥିବା ୨୬ତମ ଜାତୀୟ ଫେଡେରେଶନ କପ୍ ସିନିୟର ଆଥଲେଟିକ୍ସ ଚାମ୍ପିୟନଶିପ୍ରେ ଓଡ଼ିଶାର ଶ୍ରାବଣୀ ନନ୍ଦ ଓ ଅମିୟ ମଲିକ ଯଥାକ୍ରମେ ଦ୍ରୁତତମ ଧାବିକା ଓ ଧାବକ ବିବେଚିତ ହୋଇଛନ୍ତି। ଅଲିମ୍ପିଆନ୍ ତଥା ତାରକା…
ଲକ୍ଷ୍ନୌର ସମ୍ମାନଜନକ ସ୍କୋର
ଲକ୍ଷ୍ନୌ,୧୭ା୫: ଆଇପିଏଲ୍ର ୬୩ ତମ ମ୍ୟାଚରେ କୃନାଲ ପାଣ୍ଡ୍ୟା(୪୯) ଓ ମାର୍କସ୍ ଷ୍ଟୋଇନିସଙ୍କ ୮୯ ରନ୍ ବଳରେ ମୁମ୍ବାଇ ଇଣ୍ଡିଆନ୍ସ ବିପକ୍ଷରେ ୧୭୭ ରନ୍ ସ୍କୋର କରିଛି ଲକ୍ଷ୍ନୌ ସୁପର ଜାଏଣ୍ଟ୍ସ। ଏକାନାର ସ୍ଲୋ ଟ୍ରାକ୍ରେ ୩୫ ରନରେ ୩ ଉଇକେଟ…
ଖିମ୍ଜୀ ଜୁଏଲର୍ସର ‘ହ୍ବାଏ ନଟ୍ ଡାଇମଣ୍ଡ’ ଅଭିଯାନ
ଭୁବନେଶ୍ୱର,୧୭।୫: ରାଜ୍ୟର ପ୍ରମୁଖ ତଥା ସର୍ବ ପୁରାତନ ଅଳଙ୍କାର ପ୍ରତିଷ୍ଠାନ ଖିମ୍ଜୀ ଜୁଏଲର୍ସର ନୂତନ ସ୍ବତନ୍ତ୍ର ହୀରା ଗହଣା ‘ହ୍ବାଏ ନଟ୍ ଡାଇମଣ୍ଡ’ ଅଭିଯାନର ଶୁଭାରମ୍ଭ କରାଯାଇଛି। ଏପରିକି ଉକ୍ତ ଅଭିଯାନ ଜରିଆରେ ଖିମ୍ଜୀ ପ୍ରତ୍ୟେକ ଗ୍ରାହକଙ୍କ ବ୍ୟକ୍ତିତ୍ୱକୁ ପାଳନ କରିବ…
ଓଏମ୍ସିର ୬୮ତମ ପ୍ରତିଷ୍ଠା ଦିବସ
ନୂଆଦିଲ୍ଲୀ,୧୭।୫: ଓଡ଼ିଶା ଖଣି ନିଗମ(ଓଏମ୍ସି)ର ୬୮ତମ ପ୍ରତିଷ୍ଠା ଦିବସ ମଙ୍ଗଳବାର ସ୍ଥାନୀୟ ଜୟଦେବ ଭବନଠାରେ ପାଳିତ ହୋଇଯାଇଛି। ଏହି ଅବସରରେ ବିଭାଗୀୟ ମନ୍ତ୍ରୀ ପ୍ରଫୁଲ୍ଲ କୁମାର ମଲ୍ଲିକ ମୁଖ୍ୟ ଅତିଥି ଭାବେ ଯୋଗଦେଇ କହିଥିଲେ, ଓଡ଼ିଶା ସରକାରଙ୍କ ଅଧୀନ ଓଏମ୍ସି ଏକ…
ଓଡ଼ିଶାରେ ଜିଓ ଫାଇବର ୧ ନମ୍ବର
ଭୁବନେଶ୍ୱର,୧୭।୫: ଦେଶର ପ୍ରମୁଖ ଟେଲିକମ୍ କମ୍ପାନୀ ରିଲାଏନ୍ସ ଜିଓର ହାଇସ୍ପିଡ୍ ବ୍ରଡ୍ବ୍ୟାଣ୍ଡ୍ ସେବା ପ୍ରଦାନକାରୀ ସଂସ୍ଥା ଜିଓ ଫାଇବର ଓଡ଼ିଶାରେ କ୍ରମାଗତ ଭାବେ ୧ ନମ୍ବର ସ୍ଥାନରେ ରହିଛି। ଏପରିକି ରାଜ୍ୟର ୨ ଲକ୍ଷରୁ ଅଧିକ ଘରକୁ ହାଇସ୍ପିଡ୍ ଓୟାରଲାଇନ ବ୍ରଡ୍ବ୍ୟାଣ୍ଡ୍…
ଟାଟା ମୋଟର୍ସର ନ୍ୟୁ ନେକ୍ସନ ଇଭି ମାକ୍ସର ଅନାବରଣ
ଭୁବନେଶ୍ୱର,୧୭।୫: ଦେଶର ପ୍ରମୁଖ ଅଟୋମୋବାଇଲ କମ୍ପାନୀ ଟାଟା ମୋଟର୍ସର ବହୁ ପ୍ରତୀକ୍ଷିତ ତଥା ଅତ୍ୟାଧୁନିକ ଜ୍ଞାନକୌଶଳରେ ନିର୍ମିତ ଇଲେକ୍ଟ୍ରିକ୍ ଭେଇକିଲ (ଇଭି) ‘ନ୍ୟୁ ନେକ୍ସନ ଇଭି ମାକ୍ସ’ ଡାର୍କ ଏଡିସନ ମଡେଲର ସର୍ବଭାରତୀୟ ଉନ୍ମୋଚନ ନିକଟରେ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ଟାଟା…
ଓଡ଼ିଶାରେ ଗଭର୍ନାନ୍ସର ଅଭାବ ରହିଛି: ଧର୍ମେନ୍ଦ୍ର
ଭୁବନେଶ୍ୱର,୧୭ା୫(ବ୍ୟୁରୋ): ରାଜ୍ୟ ସରକାରଙ୍କ ସ୍ବାସ୍ଥ୍ୟ ବିଭାଗର ତଥ୍ୟାନୁସାରେ ଓଡ଼ିଶାର ଗର୍ଭବତୀ ମାଆ, ନବଜାତ ଶିଶୁ, କିଶୋର କିଶୋରୀଙ୍କ ଅବସ୍ଥା ଚିନ୍ତାଜନକ । ଓଡ଼ିଶାରେ ଗଭର୍ନାନ୍ସର ଅଭାବ କାରଣରୁ ଏହି ଅଭାବନୀୟ ପରିସ୍ଥିତି ସୃଷ୍ଟି ହୋଇଛି ବୋଲିି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି।…
Archives


