Home Left

ଏୟାର ଇଣ୍ଡିଆ ଫ୍ଲାଇଟରେ ପରିଶ୍ରା କରିଥିବା ଯାତ୍ରୀ ଦିଲ୍ଲୀ ବିମାନ ବନ୍ଦରରେ ଗିରଫ

ନୂଆଦିଲ୍ଲୀ,୨୭।୬: ବିମାନ ଭିତରେ ପରିସ୍ରା କରିବାର ଆଉ ଏକ ମାମଲା ସାମ୍ନାକୁ ଆସିଛି। ଏୟାର ଇଣ୍ଡିଆ ବିମାନରେ ଜଣେ ଯାତ୍ରୀ ପରିସ୍ରା କରିଛନ୍ତି। ମୁମ୍ବାଇରୁ ଦିଲ୍ଲୀ ଆସୁଥିବା ବିମାନରେ ଏହି ଘଟଣା ଘଟିଥିଲା, ପରେ ଅଭିଯୁକ୍ତକୁ ଦିଲ୍ଲୀ ବିମାନବନ୍ଦରରେ ଗିରଫ କରାଯାଇଥିଲା।…

ବଗୁଲିଆ ପୋଖରୀ ସଂରକ୍ଷଣ, ବିକାଶ ନାମରେ ଦୁର୍ନୀତି ଅଭିଯୋଗ

ଆଳି,୨୭ା୬ (ବନମାଳୀ ସେନାପତି ): କେନ୍ଦ୍ର ଓ ରାଜ୍ୟ ସରକାର ଗ୍ରାମାଞ୍ଚଳର ବିକାଶ ନିମନ୍ତେ ବିଭିନ୍ନ ଉନୟନମୂଳକ କାର୍ଯ୍ୟ କରି ଚାଲିଛନ୍ତି। କୋଟି କୋଟି ଟଙ୍କା ଖର୍ଚ୍ଚ କରାଯାଇ ଉନ୍ନୟନମୂଳକ କାର୍ଯ୍ୟ କରା ଯାଉଥିବା ବେଳେ ଆଳି ବ୍ଲକ ଚଣ୍ଡିଆଗଡି ପଞ୍ଚାୟତରେ…

ତିନିମୁହାଣି ଶିଳ୍ପାଞ୍ଚଳ ଜମି ଜବରଦଖଲ

କେନ୍ଦ୍ରାପଡ଼ା, ୨୭ା୬(ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ଜିଲାରେ ବୃହତ୍‌ ଓ ମଧ୍ୟମ ଧରଣର ଶିଳ୍ପ ନାହିଁ। କ୍ଷୁଦ୍ରଶିଳ୍ପ ପାଇଁ ପ୍ରୋତ୍ସାହନ ମିଳିଲେ ଯୁବୋଦ୍ୟୋଗୀଙ୍କ ମାଧ୍ୟମରେ ଜିଲାର ଆର୍ଥିକ ପ୍ରଗତି ଘଟିବ। ମାତ୍ର ଏହି ଯୁବୋଦ୍ୟୋଗୀଙ୍କୁ ପ୍ରୋତ୍ସାହନ ମିଳିପାରୁ ନ ଥିବାରୁ ହତୋତ୍ସାହିତ ହୋଇ…

ବାହୁଡ଼ାରୁ ପ୍ରଧାନମନ୍ତ୍ରୀ ଆବାସ ନିର୍ମାଣର ଶୁଭାରମ୍ଭ

ରସୁଲପୁର,୨୭ା୬(ରଞ୍ଜିତ ରାଉତ): ଯାଜପୁର ଜିଲା ରସୁଲପୁର ବ୍ଲକ ଅନ୍ତର୍ଗତ ୨୮ ପଞ୍ଚାୟତରେ ପ୍ରଧାନମନ୍ତ୍ରୀ ଆବାସ ହିତାଧିକାରୀମାନଙ୍କୁ ପବିତ୍ର ବାହୁଡ଼ା ଦିନ ଶୁଭାରମ୍ଭ କରିବାକୁ ବ୍ଲକ ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି  । ଏ ଦିଗରେ ପଞ୍ଚାୟତସ୍ତରରେ ଯୋଗ୍ୟ ହିତାଧିକାରୀମାନଙ୍କୁ ନେଇ ସଚେତନ…

ଭାଜପା ମିଛିମିଛିକା ବିରୋଧ କରୁଛି: କଂଗ୍ରେସ

ଭୁବନେଶ୍ବର, ୨୭ା୬(ସୁନିତ୍‌ ମିଶ୍ର): ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ (୫-ଟି) ଭି.କେ. ପାଣ୍ଡିଆନଙ୍କ ବିଭିନ୍ନ ଜିଲା ଗସ୍ତ ସମ୍ପର୍କିତ କାର୍ଯ୍ୟକ୍ରମକୁ ନେଇ ବିରୋଧୀ ବାରମ୍ବାର ପ୍ରଶ୍ନ ଉଠାଉଛନ୍ତି। ଜଣେ ସଚିବସ୍ତରୀୟ ଅଧିକାରୀଙ୍କ ଲାଗି ବ୍ୟାପକ ସରକାରୀ ଏବଂ ପୋଲିସ୍‌ ସୁରକ୍ଷା ବ୍ୟବସ୍ଥାକୁ ନେଇ…

ଜନ୍ମମାଟିର ବିକାଶ ପାଇଁ ଧର୍ମେନ୍ଦ୍ର କିଛି କରିନାହାନ୍ତି: ବିଜେଡି

ଭୁବନେଶ୍ୱର,୨୭ା୬(ଅନିଲ ଦାସ): ଜନ୍ମମାଟି ଢେଙ୍କାନାଳ ଓ ଅନୁଗୋଳରବିକାଶକୁ ନେଇ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ବିଜେଡି ଟାର୍ଗେଟ କରିଛି। ଗତ ୯ ବର୍ଷର କେନ୍ଦ୍ରମନ୍ତ୍ରିତ୍ୱ କାଳରେ ଏହି ଦୁଇଜିଲା ପାଇଁ ଧର୍ମେନ୍ଦ୍ର କିଛି କରି ନାହାନ୍ତି ବୋଲି ଢେଙ୍କାନାଳ ଏମ୍‌ପି ମହେଶ ସାହୁ…

କେନ୍ଦ୍ର ପଠାଉଥିବା ଅର୍ଥର ୫୦% ପିସିରେ ଯାଉଛି: ଧର୍ମେନ୍ଦ୍ର

ଛେଣ୍ଡିପଦା,୨୭ା୬(ଅଜିତ ଧଳ): ଓଡ଼ିଶାର ଗରିବ ଲୋକଙ୍କ କଲ୍ୟାଣ ପାଇଁ କେନ୍ଦ୍ର ସରକାର ବିଭିନ୍ନ ଯୋଜନାରେ ଅନେକ କୋଟି ଟଙ୍କା ପଠାଉଛନ୍ତି। ହେଲେ ରାଜ୍ୟରେ ଶାସନତନ୍ତ୍ର ଭୁଶୁଡି ପଡ଼ିଥିବା କାରଣରୁ ଉକ୍ତ କେନ୍ଦ୍ରୀୟ ଅର୍ଥର ୫୦ ଭାଗ ପିସିରେ ଯାଉଛି। ଅନୁଗୋଳ ଜିଲା…

୨୯ ଯାଏ ବର୍ଷିବ

ଭୁବନେଶ୍ୱର,୨୭ା୬(ଅନିଲ ଦାସ): ରାଜ୍ୟରେ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ସକ୍ରିୟ ରହିଛି। ଏଥିସହିତ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଯୋଗୁ ରାଜ୍ୟରେ ତୁହାକୁ ତୁହା ବର୍ଷା ଲାଗି ରହିଛି। ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ ସୂତ୍ରରୁ ମିଳିଥିବା ସୂଚନାଅନୁଯାୟୀ ଗତ ୨୪…

ରବିବାର ଖୋଲାରହିବ ଡାକ୍ତରଖାନା ପରିସରରେ ଥିବା ଆହାର କେନ୍ଦ୍ର

ଭୁବନେଶ୍ବର, ୨୭ା୬(ସୁନିତ୍‌ ମିଶ୍ର): ରାଜ୍ୟରେ ବିଭିନ୍ନ ଡାକ୍ତରଖାନା ପରିସର ବା ନିକଟରେ ଥିବା ଆହାର କେନ୍ଦ୍ରଗୁଡିକ ଏଣିକି ରବିବାର ଖୋଲା ରହିବ। ଏ ନେଇ ଗୃହ ଓ ନଗର ଉନ୍ନୟନ ବିଭାଗ ତରଫରୁ ସମସ୍ତ ମହାନଗର ନିଗମ କମିଶନର ତଥା ସିଟି…

ଶେଷ ଲିଗ୍‌ ମ୍ୟାଚ୍‌ରେ କୁଏଟ୍‌ ଚ୍ୟାଲେଞ୍ଜ

ବେଙ୍ଗାଲୁରୁ, ୨୭।୬(ପି.ଟି.): ବେଙ୍ଗାଲୁରୁର କାନ୍ତିରାବା ଷ୍ଟାଡିୟମରେ ଅନୁଷ୍ଠିତ ସାଫ୍‌ ଚାମ୍ପିୟନଶିପ୍‌ ୨୦୨୩ରେ ଗ୍ରୁପ୍‌ ଏ’ରେ ଭାରତ ନିଜର ଅନ୍ତିମ ମ୍ୟାଚ୍‌ ଖେଳିବ। ମଙ୍ଗଳବାର କୁଏଟ୍‌ ବିପକ୍ଷରେ ଦଳ ଏହାର ଅନ୍ତିମ ଲିଗ୍‌ ମ୍ୟାଚ୍‌ ଖେଳିବ। ଉଭୟ ଦଳ ସେମି ଫାଇନାଲରେ ପ୍ରବେଶ…

ନଟ୍‌ ୟେଟ୍‌ ଚାମ୍ପିୟନ୍‌

ଭୁବନେଶ୍ୱର, ୨୭ା୬, (ସରୋଜ ଜେନା): ଓସ୍କାର ସ୍ପୋର୍ଟିଂ ଆନୁକୂଲ୍ୟରେ ଅନୁଷ୍ଠିତ ୩ ଦିନିଆ ଆମ୍ବେଡକର ମେମୋରିଆଲ୍‌ ସିକ୍ସ ଏ ସାଇଡ୍‌ ଫୁଟବଲ ଟୁର୍ନାମେଣ୍ଟରେ ନଟ୍‌ ୟେଟ୍‌ ଦଳ ଚାମ୍ପିୟନ ଆଖ୍ୟା ଅର୍ଜନ କରିଛି। ୨୩ରୁ ୨୫ ଜୁନ୍‌ ଯାଏ ୟୁନିଟ୍‌-୮ସ୍ଥିତ ରାଜଭବନ…

ଶିଶୁକନ୍ୟାଙ୍କୁ ବିଷ ପିଆଇ ନିଜେ ପିଇଦେଲେ

ବୁଗୁଡ଼ା,୨୭ା୬ (କଳୀଚରଣ ଦାଶ): ଗଞ୍ଜାମ ଜିଲା ବୁଗୁଡ଼ା ଥାନା ବାଲିପଦର ଫାଣ୍ଡି ଅନ୍ତର୍ଗତ ପୋଚାଲୁଣ୍ଡି ଗ୍ରାମରେ ଜନ୍ମିତ ଶିଶୁକନ୍ୟାଙ୍କୁ ବିଷ ପିଆଇ ମା’ ନିଜେ ପିଇଦେବା ଘଟଣା ଆଲୋଡ଼ନ ସୃଷ୍ଟି କରିଛି। ଉଭୟ ମା’ ଓ ଶିଶୁଙ୍କ ମୃତ୍ୟୁ ଘଟିଛି। ମୃତା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri