Home Left

ସ୍ବତନ୍ତ୍ର ସହାୟତା ଯୋଜନାରେ ଓଡ଼ିଶାକୁ ୪,୫୨୮ କୋଟି ମଞ୍ଜୁର

ନୂଆଦିଲ୍ଲୀ (କୁଲଦୀପ ସିଂ), ୨୭ା୬: ଚଳିତ ଆର୍ଥିକ ବର୍ଷରେ ବିଭିନ୍ନ ପ୍ରକଳ୍ପରେ ଅର୍ଥ ବିନିଯୋଗ ସକାଶେ କେନ୍ଦ୍ର ଅର୍ଥ ମନ୍ତ୍ରଣାଳୟ ରାଜ୍ୟଗୁଡ଼ିକୁ ସ୍ବତନ୍ତ୍ର ସହାୟତା ଯୋଜନାରେ ଅର୍ଥ ମଞ୍ଜୁର କରିଛନ୍ତି। ଅର୍ଥ ମନ୍ତ୍ରଣାଳୟ ଅଧୀନ ଖର୍ଚ୍ଚ ବିଭାଗ ପକ୍ଷରୁ ଓଡ଼ିଶାକୁ ୪,୫୨୮…

ବେଆଇନ ପରିବହନ ୧୧ ଜୀବନ ନେଲା

ବ୍ରହ୍ମପୁର (ସୁବାସ ଚନ୍ଦ୍ର ପାଢ଼ୀ)/ ଦିଗପହଣ୍ଡି (ଅଶେଷ ନାଥ ମିଶ୍ର)/ ପାଟପୁର(ସୀମାଞ୍ଚଳ ସାହୁ),୨୭ା୬: ରବିବାର ବିଳମ୍ବିତ ରାତିରେ ଗଞ୍ଜାମ ଜିଲା ଦିଗପହଣ୍ଡି ନିକଟରେ ଓଏସ୍‌ଆର୍‌ଟିସି ବସ୍‌ ସହ କନ୍ୟାଯାତ୍ର୍ରୀ ମିନିବସ୍‌ ମୁହଁାମୁହିଁ ଧକ୍କା ହେବା ଯୋଗୁ ବଡ଼ଧରଣର ଦୁର୍ଘଟଣା ଘଟିଛି। ଏଥିରେ…

ବିହାର ବ୍ରିଜ୍‌ ଭୁଶୁଡ଼ିବା ଘଟଣା: ୪ ଅଧିକାରୀ ନିଲମ୍ବିତ

କିଶନଗଞ୍ଜ,୨୬।୬:ବିହାର କିଶନଗଞ୍ଜ ଜିଲା ଗୋରଖପୁରରେ ନିର୍ମାଣାଧୀନ ବ୍ରିଜ୍‌ ଭୁଶୁଡ଼ିବା ନେଇ ଭାରତର ଜାତୀୟ ରାଜପଥ ସଂସ୍ଥା (ଏନ୍‌ଏଚ୍‌ଏଆଇ) ରବିବାର ପ୍ରୋଜେକ୍ଟ ସହ ଜଡ଼ିତ ୪ ଅଧିକାରୀଙ୍କୁ ନିଲମ୍ବିତ କରିଛନ୍ତି। ମେଛି ନଦୀ ଉପରେ ନିର୍ମାଣ ହେଉଥିବା ବ୍ରିଜ୍‌ କିଶନଗଞ୍ଜରୁ କଟିହାରକୁ ସଂଯୋଗ…

ଯୁକ୍ତ୨ ନାମଲେଖା ଆବେଦନ ଅବଧି ପୁଣି ବଢ଼ିଲା

ଭୁବନେଶ୍ୱର,୨୬ା୬(ଅନୁରାଧା ମହାରଣା)- ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଅଧୀନରେ ଥିବା ଉଚ୍ଚ ମାଧ୍ୟମିକ ବିଧ୍ୟାଳୟଗୁଡ଼ିକରେ ଏକାଦଶ ବା ଯୁକ୍ତ୨ ନାମଲେଖା ପାଇଁ ଆବେଦନ ଅବଧି ଦ୍ୱିତୀୟଥର ପାଇଁ ବୃଦ୍ଧି କରାଯାଇଛି। ଛାତ୍ରୀଛାତ୍ର ଜୁନ୍‌ ୨୬ ପରିବର୍ତ୍ତେ ୩୦ ତାରିଖ ପର୍ଯ୍ୟନ୍ତ ସାମ୍‌ସ…

କିଛି ବର୍ଷର ବ୍ରେକ୍‌ ପରେ ପୁଣି ଏହି ଅଭିନେତ୍ରୀଙ୍କ ଡିଜିଟାଲ ଡେବ୍ୟୁ

ମୁମ୍ବାଇ: ବଲିଉଡ୍‌ ଅଭିନେତ୍ରୀ ସୋନମ୍‌ କପୁର କିଛି ବର୍ଷର ବ୍ରେକ୍‌ ପରେ ପୁଣି ଅଭିନୟ ଜଗତକୁ ଫେରିଛନ୍ତି। ଜିଓ ସିନେମାରେ କ୍ରାଇମ୍‌ ଡ୍ରାମା ‘ବ୍ଲାଇଣ୍ଡ’ ଜରିଆରେ ସେ ତାଙ୍କ ଡିଜିଟାଲ ଫ୍ଲାଟ୍‌ଫର୍ମ ଡେବ୍ୟୁ କରିବାକୁ ଯାଉଛନ୍ତି। ‘ବ୍ଲାଇଣ୍ଡ’ ହେଉଛି ୨୦୧୧ କୋରିଆନ…

ଟ୍ରେନ୍‌ରେ ଗୁପ୍‌ଚୁପ୍‌ ମଜା ନେଉଛନ୍ତି ଯାତ୍ରୀ

ନୂଆଦିଲ୍ଲୀ: କେତେକ ଲୋକେ ଷ୍ଟ୍ରିଟ୍‌ ଫୁଡ୍‌କୁ ଅଧିକ ପସନ୍ଦ କରିଥାନ୍ତି। ରାସ୍ତାରେ ମିଳଉଥିବା ଗୁପ୍‌ଚୁପ୍‌ ଚାଟ୍‌ ଖାଇବାକୁ ଲୋକଙ୍କ ଅଧିକ ଗହଳି ଦେଖିବାକୁ ମିଳିଥାଏ। ସମସ୍ତ ଖାଦ୍ୟ ମଧ୍ୟରୁ ଲୋକେ ଅଧିକ ଗୁପ୍‌ଚୁପ୍‌କୁ ପସନ୍ଦ କରିଥାନ୍ତି। ଆମେ କୌଣସି ସ୍ଥାନକୁ ଯାତ୍ରା…

ପ୍ରଧାନମନ୍ତ୍ରୀ ପ୍ରଥମେ ମଣିପୁର ମୁଖ୍ୟମନ୍ତ୍ରୀଙ୍କୁ ବହିଷ୍କାର କରନ୍ତୁ: ଖାର୍ଗେ

ନୂଆଦିଲ୍ଲୀ, ୨୬ା୬(ପି.ଟି.): ମଣିପୁରରେ ୫୦ ଦିନରୁ ଊର୍ଦ୍ଧ୍ୱ ହେଲା ହିଂସାକାଣ୍ଡ ଲାଗିରହିଥିବାବେଳେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନୀରବତାକୁ ନେଇ କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେ ସୋମବାର ପ୍ରଶ୍ନ ଉଠାଇଛନ୍ତି। ଯଦି ପ୍ରଧାନମନ୍ତ୍ରୀ ଉକ୍ତ ଉତ୍ତରପୂର୍ବାଞ୍ଚଳ ରାଜ୍ୟ ପାଇଁ ବାସ୍ତବରେ ଚିନ୍ତିତ ଥାଆନ୍ତି,…

ହିମାଚଳରେ ଭୂସ୍ଖଳନ: ଫସିଛନ୍ତି ୨୦୦ ପର୍ଯ୍ୟଟକ ୧୫ କିଲୋମିଟର ଯାଏ ଟ୍ରାଫିକ୍‌ ଜାମ୍‌

ନୂଆଦିଲ୍ଲୀ, ୨୬ା୬: ହିମାଚଳପ୍ରଦେଶରେ ପ୍ରବଳ ବର୍ଷା ଓ ଅନେକ ଭୂସ୍ଖଳନ ଯୋଗୁ ମଣ୍ଡି ଏବଂ କୁଲ୍ଲୁକୁ ସଂଯୋଗ କରୁଥିବା ଜାତୀୟ ରାଜପଥ ଅବରୋଧ ହୋଇଛି। ଫଳରେ ଅନୂ୍ୟନ ୧୫ କିଲୋମିଟର ପର୍ଯ୍ୟନ୍ତ ଟ୍ରାଫିକ ଜାମ୍‌ ହୋଇଥିବାବେଳେ ପ୍ରାୟ ୨୦୦ ପର୍ଯ୍ୟଟକ ଫସିରହିଛନ୍ତି।…

ଏଣିକି ରବିବାର ଖୋଲା ରହିବ ଆହାରକେନ୍ଦ୍ର 

ଭୁବନେଶ୍ୱର,୨୬।୬: ରାଜ୍ୟର ଡାକ୍ତରଖାନା ପରିସରରେ ଅଥବା ନିକଟରେ ଥିବା ଆହାର କେନ୍ଦ୍ରଗୁଡିକ ରବିବାରରେ ଖୋଲା ରହିବ । ଏ ନେଇ ଗୃହ ଓ ନଗର ଉନ୍ନୟନ ବିଭାଗ ତରଫରୁ ସମସ୍ତ ମହାନଗର ନିଗମ କମିଶନର ତଥା ସିଟି ଆହାର ସମିତି ସଭାପତି…

ସୌରୀନ ଭଟ୍ଟଙ୍କୁ ସମର୍ପଣ ପାଇଁ ଆହ୍ବାନ

କଟକ ଅଫିସ,୨୬।୬: ଓଲିଉଡ କଣ୍ଠଶିଳ୍ପୀ ସୌରୀନ ଭଟ୍ଟଙ୍କୁ ଗିରଫ କରିବାକୁ ପୋଲିସ୍‌ ଟିମ୍‌ କୋଲକାତା ଯାଇଥିଲା। ମାତ୍ର ସେଠାରୁ ପୋଲିସକୁ ଖାଲି ହାତରେ ଫେରିବାକୁ ପଡ଼ିଥିଲା। କଟକର ଜଣେ ଯୁବତୀଙ୍କୁ ପ୍ରେମ ପ୍ରତାରଣା ଓ ଠକେଇ ଅଭିଯୋଗ ଆସିବା ପରେ ସୌରୀନଙ୍କୁ…

ମୌସୁମୀ ସକ୍ରିୟ: ଅନୁଗୋଳ ଜିଲାରେ ସର୍ବାଧିକ ବର୍ଷା ରେକର୍ଡ

ଭୁବନେଶ୍ୱର ୨୬।୦୬(ଅନିଲ ଦାସ): ରାଜ୍ୟରେ ମୌସୁମୀ ସକ୍ରିୟ ରହିଥିବା ବେଳେ ଗତ ୨୪ ଘଣ୍ଟାରେ ରାଜ୍ୟରେ ୩୧. ୭ମିମି ବର୍ଷା ରେକର୍ଡ କରାଯାଇଛି । ସ୍ବାଭାବିକ ବର୍ଷା ୮.୬ ମିମି ତୁଳନାରେ ଏହା ୨୬୯ ପ୍ରତିଶତ ଅଧିକ। ବଙ୍ଗୋପସାଗରରେ ଲଘୁଚାପର ପ୍ରଭାବରେ…

ବ୍ରଜ୍‌ଭୂଷଣଙ୍କ ମାମଲାରେ ଦାୟର ଚାର୍ଜଶିଟର କପି କୁସ୍ତିଯୋଦ୍ଧାଙ୍କୁ ଦିଆଯାଉ: ଦିଲ୍ଲୀ ପୋଲିସକୁ କୋର୍ଟଙ୍କ ନିର୍ଦ୍ଦେଶ

ନୂଆଦିଲ୍ଲୀ,୨୬।୬: କୁସ୍ତିଯୋଦ୍ଧାମାନେ ଡବ୍ଲୁଏଫଆଇର ପୂର୍ବତନ ସଭାପତି ବ୍ରଜ୍‌ଭୂଷଣ ସିଂଙ୍କ ବିରୋଧରେ ଦାୟର କରାଯାଇଥିବା ଚାର୍ଜଶିଟ୍‌ର କପି ଦାବି କରି କୋର୍ଟରେ ଏକ ଆବେଦନ କରିଥିଲେ। ଏହି ପ୍ରସଙ୍ଗରେ ସୋମବାର ଶୁଣାଣି ବେଳେ ରୋଜ ଏଭିନ୍ୟୁ କୋର୍ଟ ମହିଳା ରେସଲରଙ୍କୁ ଦିଲ୍ଲୀ ପୋଲିସ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri