Home Left

୧୦ମ ଶ୍ରେଣୀ ଇତିହାସ, ରାଜନୀତି ବିଜ୍ଞାନ ବହିରେ ତ୍ରୁଟି

କୁଜଙ୍ଗ,୨୭ା୬(ମନୋଜ ପ୍ରଧାନ): ଦଶମ ଶ୍ରେଣୀ ଇତିହାସ ଓ ରାଜନୀତି ବିଜ୍ଞାନ ବହିରେ ସ୍ବାଧୀନତା ସଂଗ୍ରାମ ଉପରେ ଭୁଲ୍‌ ତଥ୍ୟ ଉପସ୍ଥାପନ କରାଯାଇଥିବା ନେଇ ସାହିତ୍ୟ ଏକାଡେମୀ ପୁରସ୍କାରପ୍ରାପ୍ତ କବି ପୀତାମ୍ବର ତରାଇ ଏକ ପ୍ରେସ୍‌ ବିଜ୍ଞପ୍ତିରେ ଦର୍ଶାଇଛନ୍ତି। ସେଥିରେ ସେ ଉଲ୍ଲେଖ…

ଟାର୍ଗେଟ୍‌ରେ ସଲମାନ୍‌: ଗୋଲ୍ଡି ବ୍ରାର

ନୂଆଦିଲ୍ଲୀ,୨୭।୬: ଅଭିନେତା ସଲମାନ ଖାନ୍‌ଙ୍କୁ ହତ୍ୟା କରିବାକୁ ଚାହୁଁଥିବା କାନାଡାରେ ଥିବା ଗ୍ୟାଙ୍ଗଷ୍ଟର୍‌ ଗୋଲ୍ଡି ବ୍ରାର କହିଛନ୍ତି। ଏକ ଭାରତୀୟ ଗଣମାଧ୍ୟମକୁ ସାକ୍ଷାତ୍‌କାର ଦେଇ ଗୋଲ୍ଡି କହିଛନ୍ତି ଯେ, ଆମ ଶତ୍ରୁମାନଙ୍କ ତାଲିକାରେ ସଲମାନଙ୍କ ନଁା ରହିଛି। ସେ ଏବେ ଆମ…

ମିତ୍ସୋତାକିସ୍‌ ଗ୍ରୀସ୍‌ ପ୍ରଧାନମନ୍ତ୍ରୀ ନିର୍ବାଚିତ

ଏଥେନ୍ସ, ୨୭ା୬: ଗ୍ରୀକ୍‌ ପାର୍ଲାମେଣ୍ଟ ନିର୍ବାଚନରେ ନିଉ ଡେମୋକ୍ରାଟିକ୍‌ ପାର୍ର୍ଟି ନେତା କିରିଆକୋସ୍‌ ମିତ୍ସୋତାକିସ୍‌ ବିରୋଧୀ ବାମଦଳକୁ ରେକର୍ଡ ବ୍ୟବଧାନରେ ପରାଜିତ କରି ସୋମବାର ପ୍ରଧାନମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଛନ୍ତି। ମୋଟ ୯୯.୭୦ ପ୍ରତିଶତ ଭୋଟ ଗଣତି ହୋଇଥିବାବେଳେ ମିତ୍ସୋତାକିସ୍‌ଙ୍କ ଦଳକୁ…

ମଣିପୁରରେ ତଲାସି ଅଭିଯାନ ଜାରି

ଇମ୍ଫାଲ, ୨୭ା୬: ମଣିପୁରରେ ସେନା ଯବାନମାନେ ଶନିବାର ଏକ ସ୍ବତନ୍ତ୍ର ଅଭିଯାନରେ ଗିରଫ କରିଥିବା ୧୨ ଜଣ ଉଗ୍ରପନ୍ଥୀଙ୍କୁ ସ୍ଥାନୀୟ ମହିଳାମାନଙ୍କ ନେତୃତ୍ୱରେ ୧,୨୦୦ରୁ ଊର୍ଦ୍ଧ୍ୱ ଲୋକେ ଛଡ଼ାଇନେବା ପରେ ଇମ୍ଫାଲ ଇଷ୍ଟ, ବିଷ୍ଣୁପୁର, କଙ୍ଗପୋକ୍‌ପି, କାକ୍‌ଚିଙ୍ଗ ଏବଂ ଚୁରାଚାନ୍ଦପୁର ଜିଲାରେ ତଲାସି…

ମା’ ସଶକ୍ତ ହେଲେ ଓଡ଼ିଶା ବିକଶିତ ହେବ

ବରଗଡ଼,୨୭ା୬(ପ୍ରେମାନନ୍ଦ ଖମାରୀ): ମା’ ସଶକ୍ତ ହେଲେ ପରିବାର ସଶକ୍ତ ହୁଏ। ପରିବାର ସଶକ୍ତ ହେଲେ ରାଜ୍ୟ ବିକଶିତ ହୁଏ। ମୁଖ୍ୟମନ୍ତ୍ରୀ ସବୁବେଳେ କହିଥାନ୍ତି, ମା’ମାନେ ଆଗକୁ ବଢ଼ିଲେ ଓଡ଼ିଶା ଆଗକୁ ବଢ଼ିବ। ୨ ଦିନିଆ ବରଗଡ଼ ଗସ୍ତରେ ଆସି ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ…

ସ୍ବତନ୍ତ୍ର ସହାୟତା ଯୋଜନାରେ ଓଡ଼ିଶାକୁ ୪,୫୨୮ କୋଟି ମଞ୍ଜୁର

ନୂଆଦିଲ୍ଲୀ (କୁଲଦୀପ ସିଂ), ୨୭ା୬: ଚଳିତ ଆର୍ଥିକ ବର୍ଷରେ ବିଭିନ୍ନ ପ୍ରକଳ୍ପରେ ଅର୍ଥ ବିନିଯୋଗ ସକାଶେ କେନ୍ଦ୍ର ଅର୍ଥ ମନ୍ତ୍ରଣାଳୟ ରାଜ୍ୟଗୁଡ଼ିକୁ ସ୍ବତନ୍ତ୍ର ସହାୟତା ଯୋଜନାରେ ଅର୍ଥ ମଞ୍ଜୁର କରିଛନ୍ତି। ଅର୍ଥ ମନ୍ତ୍ରଣାଳୟ ଅଧୀନ ଖର୍ଚ୍ଚ ବିଭାଗ ପକ୍ଷରୁ ଓଡ଼ିଶାକୁ ୪,୫୨୮…

ବେଆଇନ ପରିବହନ ୧୧ ଜୀବନ ନେଲା

ବ୍ରହ୍ମପୁର (ସୁବାସ ଚନ୍ଦ୍ର ପାଢ଼ୀ)/ ଦିଗପହଣ୍ଡି (ଅଶେଷ ନାଥ ମିଶ୍ର)/ ପାଟପୁର(ସୀମାଞ୍ଚଳ ସାହୁ),୨୭ା୬: ରବିବାର ବିଳମ୍ବିତ ରାତିରେ ଗଞ୍ଜାମ ଜିଲା ଦିଗପହଣ୍ଡି ନିକଟରେ ଓଏସ୍‌ଆର୍‌ଟିସି ବସ୍‌ ସହ କନ୍ୟାଯାତ୍ର୍ରୀ ମିନିବସ୍‌ ମୁହଁାମୁହିଁ ଧକ୍କା ହେବା ଯୋଗୁ ବଡ଼ଧରଣର ଦୁର୍ଘଟଣା ଘଟିଛି। ଏଥିରେ…

ବିହାର ବ୍ରିଜ୍‌ ଭୁଶୁଡ଼ିବା ଘଟଣା: ୪ ଅଧିକାରୀ ନିଲମ୍ବିତ

କିଶନଗଞ୍ଜ,୨୬।୬:ବିହାର କିଶନଗଞ୍ଜ ଜିଲା ଗୋରଖପୁରରେ ନିର୍ମାଣାଧୀନ ବ୍ରିଜ୍‌ ଭୁଶୁଡ଼ିବା ନେଇ ଭାରତର ଜାତୀୟ ରାଜପଥ ସଂସ୍ଥା (ଏନ୍‌ଏଚ୍‌ଏଆଇ) ରବିବାର ପ୍ରୋଜେକ୍ଟ ସହ ଜଡ଼ିତ ୪ ଅଧିକାରୀଙ୍କୁ ନିଲମ୍ବିତ କରିଛନ୍ତି। ମେଛି ନଦୀ ଉପରେ ନିର୍ମାଣ ହେଉଥିବା ବ୍ରିଜ୍‌ କିଶନଗଞ୍ଜରୁ କଟିହାରକୁ ସଂଯୋଗ…

ଯୁକ୍ତ୨ ନାମଲେଖା ଆବେଦନ ଅବଧି ପୁଣି ବଢ଼ିଲା

ଭୁବନେଶ୍ୱର,୨୬ା୬(ଅନୁରାଧା ମହାରଣା)- ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଅଧୀନରେ ଥିବା ଉଚ୍ଚ ମାଧ୍ୟମିକ ବିଧ୍ୟାଳୟଗୁଡ଼ିକରେ ଏକାଦଶ ବା ଯୁକ୍ତ୨ ନାମଲେଖା ପାଇଁ ଆବେଦନ ଅବଧି ଦ୍ୱିତୀୟଥର ପାଇଁ ବୃଦ୍ଧି କରାଯାଇଛି। ଛାତ୍ରୀଛାତ୍ର ଜୁନ୍‌ ୨୬ ପରିବର୍ତ୍ତେ ୩୦ ତାରିଖ ପର୍ଯ୍ୟନ୍ତ ସାମ୍‌ସ…

କିଛି ବର୍ଷର ବ୍ରେକ୍‌ ପରେ ପୁଣି ଏହି ଅଭିନେତ୍ରୀଙ୍କ ଡିଜିଟାଲ ଡେବ୍ୟୁ

ମୁମ୍ବାଇ: ବଲିଉଡ୍‌ ଅଭିନେତ୍ରୀ ସୋନମ୍‌ କପୁର କିଛି ବର୍ଷର ବ୍ରେକ୍‌ ପରେ ପୁଣି ଅଭିନୟ ଜଗତକୁ ଫେରିଛନ୍ତି। ଜିଓ ସିନେମାରେ କ୍ରାଇମ୍‌ ଡ୍ରାମା ‘ବ୍ଲାଇଣ୍ଡ’ ଜରିଆରେ ସେ ତାଙ୍କ ଡିଜିଟାଲ ଫ୍ଲାଟ୍‌ଫର୍ମ ଡେବ୍ୟୁ କରିବାକୁ ଯାଉଛନ୍ତି। ‘ବ୍ଲାଇଣ୍ଡ’ ହେଉଛି ୨୦୧୧ କୋରିଆନ…

ଟ୍ରେନ୍‌ରେ ଗୁପ୍‌ଚୁପ୍‌ ମଜା ନେଉଛନ୍ତି ଯାତ୍ରୀ

ନୂଆଦିଲ୍ଲୀ: କେତେକ ଲୋକେ ଷ୍ଟ୍ରିଟ୍‌ ଫୁଡ୍‌କୁ ଅଧିକ ପସନ୍ଦ କରିଥାନ୍ତି। ରାସ୍ତାରେ ମିଳଉଥିବା ଗୁପ୍‌ଚୁପ୍‌ ଚାଟ୍‌ ଖାଇବାକୁ ଲୋକଙ୍କ ଅଧିକ ଗହଳି ଦେଖିବାକୁ ମିଳିଥାଏ। ସମସ୍ତ ଖାଦ୍ୟ ମଧ୍ୟରୁ ଲୋକେ ଅଧିକ ଗୁପ୍‌ଚୁପ୍‌କୁ ପସନ୍ଦ କରିଥାନ୍ତି। ଆମେ କୌଣସି ସ୍ଥାନକୁ ଯାତ୍ରା…

ପ୍ରଧାନମନ୍ତ୍ରୀ ପ୍ରଥମେ ମଣିପୁର ମୁଖ୍ୟମନ୍ତ୍ରୀଙ୍କୁ ବହିଷ୍କାର କରନ୍ତୁ: ଖାର୍ଗେ

ନୂଆଦିଲ୍ଲୀ, ୨୬ା୬(ପି.ଟି.): ମଣିପୁରରେ ୫୦ ଦିନରୁ ଊର୍ଦ୍ଧ୍ୱ ହେଲା ହିଂସାକାଣ୍ଡ ଲାଗିରହିଥିବାବେଳେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନୀରବତାକୁ ନେଇ କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେ ସୋମବାର ପ୍ରଶ୍ନ ଉଠାଇଛନ୍ତି। ଯଦି ପ୍ରଧାନମନ୍ତ୍ରୀ ଉକ୍ତ ଉତ୍ତରପୂର୍ବାଞ୍ଚଳ ରାଜ୍ୟ ପାଇଁ ବାସ୍ତବରେ ଚିନ୍ତିତ ଥାଆନ୍ତି,…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri