ଉତ୍କଟ ହେଉଛି ଖାଦ୍ୟ, ପାନୀୟଜଳ ସଙ୍କଟ
କୋଣାର୍କ,୧୬।୫(ଡି.ଏନ୍.ଏ.): କୋଣାର୍କସ୍ଥିତ ଚନ୍ଦ୍ରଭାଗା ବାଲୁଖଣ୍ଡ ଅଭୟାରଣ୍ୟରେ ବନ୍ୟଜନ୍ତୁଙ୍କୁ ଖାଦ୍ୟ ଓ ପାନୀୟଜଳର ଘୋର ଅଭାବ ରହୁଥିବାରୁ ଧୀରେ ଧୀରେ ଉତ୍କଟ ରୂପ ନେବାରେ ଲାଗିଛି। ବନ ବିଭାଗ ପକ୍ଷରୁ ଏହାର କୌଣସି ବ୍ୟବସ୍ଥା କରାଯାଉ ନ ଥିବାରୁ ବିଗତ ଦିନରେ ହରିଣ…
‘ଦ କେରଲା ଷ୍ଟୋରି’କୁ ନେଇ ଜମ୍ମୁ-କଶ୍ମୀରରେ ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ, ଅନେକେ ଆହତ
ଜମ୍ମୁ,୧୬।୫: ବଲିଉଡର ବିବାଦୀୟ ମୁଭି ‘ଦ କେରଲା ଷ୍ଟୋରି’କୁ ନେଇ ଗୋଟିଏ ପଟେ ରାଜନୈତିକ ଲଢେଇ ଜାରି ରହିଥିବା ବେଳେ ଏବେ ଜମ୍ମୁ ଓ କଶ୍ମୀରରେ ମେଡିକାଲ ଛାତ୍ରଙ୍କ ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ ହୋଇଛି। ଏଥିରେ ୫ ମେଡିକାଲ ଛାତ୍ର…
ଦିବାକର ମହାନ୍ତି, ନନ୍ଦକିଶୋର ସିଂହ ପାଇବେ ଭଜନସମ୍ରାଟ ଭିକାରୀ ବଳ ସ୍ମୃତି ସମ୍ମାନ
କଟକ ଅଫିସ, ୧୬।୫: ସଙ୍ଗୀତଜ୍ଞ ଦିବାକର ମହାନ୍ତି ଓ ଗୀତିକାର ନନ୍ଦକିଶୋର ସିଂହ ଭଜନ ସମ୍ରାଟ ଭିକାରୀ ବଳ ସ୍ମୃତି ସମ୍ମାନ-୨୦୨୩ ପାଇବାକୁ ମନୋନୀତ ହୋଇଛନ୍ତି। ଓଡ଼ିଶାର ଲବ୍ଧ ପ୍ରତିଷ୍ଠ କଣ୍ଠଶିଳ୍ପୀ ଭଜନ ସମ୍ରାଟ ଭିକାରୀ ବଳଙ୍କ ଜୟନ୍ତୀ ଉତ୍ସବ ଆସନ୍ତା…
ବାକି ପଡ଼ିଛି ୬ ହଜାର କୋଟି
ଯୋଡ଼ା,୧୬ା୫(ଡି.ଏନ୍.ଏ.): ଓଡ଼ିଶାର ଖଣି ବହୁଳ କେନ୍ଦୁଝର ଜିଲା ଯୋଡ଼ା ଖଣି ମଣ୍ଡଳରେ ଖଣି ଦୁର୍ନୀତିକୁ ନେଇ ୨୦୦୯- ୧୦ରେ ଆଲୋଡ଼ନ ସୃଷ୍ଟି ହୋଇଥିଲା। ଦୁର୍ନୀତିର ତଦନ୍ତ କରିବା ପାଇଁ ଜଷ୍ଟିସ ଏମ୍.ବି. ଶାହା କମିଶନ ଏବଂ ପରେ ସୁପ୍ରିମ କୋର୍ଟଙ୍କ ଦ୍ୱାରା…
ଡ୍ରଇଂ ଶିଟ୍ରେ ୧ ଲକ୍ଷ ୧୦୮ ରାମ ନାମ
କେନ୍ଦୁଝର, ୧୬ା୫(ଡି.ଏନ୍.ଏ.): କେନ୍ଦୁଝର ପୁରୁଣା ସହରର ପ୍ରସନ୍ନ ପତିଙ୍କ କନ୍ୟା ସୁଶ୍ରୀ ସୁମନ ପତି ୨୮ ଇଞ୍ଚ ଓସାର, ୩୪ ଇଞ୍ଚ ଲମ୍ବ ବିଶିଷ୍ଟ ଏକ ଡ୍ରଇଂ ଶିଟ୍ରେ ୧ ଲକ୍ଷ ୧୦୮ ଥର ରାମ ନାମ ଲେଖିଛନ୍ତି। ଏହି ଲେଖା…
ବାର୍ଷିକ ୪୦୦ ଜୀବନହାନି
ଯାଜପୁର ଅଫିସ,୧୬ା୫: ଭାରତର ବିପର୍ଯ୍ୟୟ ହଟ୍ସ୍ପଟ୍ ମଧ୍ୟରେ ଓଡ଼ିଶା ରହିଆସିଛି। ବାତ୍ୟା, ବନ୍ୟା, ମରୁଡ଼ି ଭଳି ଦୁର୍ବିପାକ ପ୍ରାୟ ପ୍ରତିବର୍ଷ ଘଟୁଛି। ଏଭଳି ବିପର୍ଯ୍ୟୟ ସହ ବଜ୍ରପାତରେ ଅଧିକ ଜୀବନହାନି ଘଟୁଛି। ୧୯୯୯ ମହାବାତ୍ୟା ପରେ ଏଯାଏ ବଜ୍ରପାତରେ ୫୦୦୦ରୁ ଅଧିକ…
ପାକିସ୍ତାନ କୋଇଲା ଖଣିରେ ସଂଘର୍ଷ, ୧୬ ମୃତ
କେଶାଓ୍ବର,୧୬।୫: ପାକିସ୍ତାନର ଉତ୍ତର-ପଶ୍ଚିମ ଅଞ୍ଚଳରେ ଥିବା କୋଇଲା ଖଣିର ସୀମାକୁ ନେଇ ଦୁଇ ଗୋଷ୍ଠୀ ମଧ୍ୟରେ ସୋମବାର ରକ୍ତାକ୍ତ ସଂଘର୍ଷ ହୋଇଥିଲା। ଏଥିରେ ଅତି କମରେ ୧୬ ଜଣଙ୍କର ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ଏହି ଘଟଣା ସମ୍ପର୍କରେ ପୋଲିସ ସୂଚନା…
ବନପାଳଙ୍କ ସମେତ ୬ ଗିରଫ
ବାରିପଦା ଅଫିସ,୧୬ା୫: ମୟୂରଭଞ୍ଜ ଜିଲା କପ୍ତିପଦା ଥାନା ଅଧୀନ ଶିମିଳିପାଳ ଅଭୟାରଣ୍ୟର ପାଦଦେଶ ବଡ଼ଝାଡ଼ ଅଞ୍ଚଳରେ ବଜ୍ରକାପ୍ତା କାତି ବିକ୍ରି ପାଇଁ ଡିଲ୍ ସମୟରେ ପୋଲିସ ଚଢ଼ାଉ କରି ୬ଜଣକୁ ଗିରଫ କରିଛି। ଗିରଫ ଅଭିଯୁକ୍ତମାନଙ୍କ ମଧ୍ୟରେ ବାଲେଶ୍ୱର ଜିଲା ନୀଳଗିରି…
ଅଭିଷେକଙ୍କ ଶତକ, ସିଦ୍ଧାନ୍ତ,ଭଗୀଶଙ୍କୁ ୫ ଉଇକେଟ
ଭୁବନେଶ୍ୱର,୧୬ା୫: (ସ୍ପୋଟର୍ସ ବ୍ୟୁରୋ)-ଓଡ଼ିଶା କ୍ରିକେଟ ଆସୋସିଏଶନ ପକ୍ଷରୁ ଆୟୋଜିତ ଆନ୍ତଃଜିଲ୍ଳା କଳାହାଣ୍ଡି କପ୍ କ୍ରିକେଟରେ ସୋମବାର କଟକ ‘ଏ’, ଅବଶିଷ୍ଟ ଓଡ଼ିଶା ‘ଏ’, ଭୁବନେଶ୍ୱର ‘ଏ’ ଓ ଅବଶିଷ୍ଟ ଓଡ଼ିଶା ‘ବି’ ବିଜୟୀ ହୋଇଛନ୍ତି। ଅଭିଷେକ ଯାଦବ ଶତକ ହାସଲ କରିଥିବା…
ଶ୍ରୀଲଙ୍କା ବିପକ୍ଷ ଦିନିକିଆ ସିରିଜ୍ ପାଇଁ ଆଫଗାନିସ୍ତାନ ଦଳ
କାବୁଲ, ୧୬ା୫ (ଏପି): ଆସନ୍ତା ମାସରେ ଶ୍ରୀଲଙ୍କା ବିପକ୍ଷ ୩ ମ୍ୟାଚ୍ ବିଶିଷ୍ଟ ଅନ୍ତର୍ଜାତୀୟ ଦିନିକିଆ କ୍ରିକେଟ ସିରିଜ୍ ପାଇଁ ୧୫ ଜଣିଆ ଆଫଗାନିସ୍ତାନ ଦଳ ଘୋଷଣା କରାଯାଇଛି। ୨୧ ବର୍ଷୀୟ ଫାଷ୍ଟ ବୋଲର ଅବ୍ଦୁଲ ରହମନଙ୍କୁ ପ୍ରଥମଥର ଦଳରେ ସ୍ଥାନ…
ଓଡ଼ିଶାରୁ ରେୟାନ, ଦଣ୍ଡପତି ମନୋନୀତ
ଭୁବନେଶ୍ୱର, ୧୬ା୫ (ସ୍ପୋଟର୍ସ ବ୍ୟୁରୋ): ଏସିଆନ ଜୁନିୟର ଆଥଲେଟିକ୍ସ ଚାମ୍ପିୟନଶିପ୍ କ୍ୟାମ୍ପ ୨୦୨୩ ପାଇଁ ଓଡ଼ିଶା ରିଲାଏନ୍ସ ଫାଉଣ୍ଡେଶନ ଆଥଲେଟିକ୍ସ ହାଇ ପରଫର୍ମାନ୍ସ ସେଣ୍ଟରରୁ ଦୁଇ ପ୍ରତିଭା ସମ୍ପନ୍ନ ସ୍ପ୍ରିଣ୍ଟର ରେୟାନ ବାଶା ଓ ଦଣ୍ଡପତି ମୃତ୍ୟମ ଜୟରାମ ମନୋନୀତ ହୋଇଛନ୍ତି।…
ଅଲ୍ ଓଡ଼ିଶା ଓପନ୍ ଚେସ୍: ରାଜେଶ ଚାମ୍ପିୟନ
ଭୁବନେଶ୍ୱର, ୧୬।୫(କ୍ରୀଡ଼ା ପ୍ରତିନିଧି): ଚଣ୍ଡିଖୋଲସ୍ଥିତ ଗୁରୁକୁଳ ପବ୍ଲିକ୍ ସ୍କୁଲ ପରିସରରେ ଖଗେଶ୍ୱର ବେଉରିଆ ସ୍ମାରକୀ ଅଲ୍ ଓଡ଼ିଶା ଓପନ୍ ଚେସ୍ ଟୁର୍ନାମେଣ୍ଟ ଗତ ୧୩ ଓ ୧୪ ତାରିଖ ଦୁଇଦିନ ଧରି ଅନୁଷ୍ଠିତ ହୋଇଯାଇଛି। ଏଥିରେ ପୁରୀର କ୍ୟାଣ୍ଡିଡେଟ୍ ମାଷ୍ଟର (ସିଏମ୍)…
Archives


