Home Left

ଭାଜପାକୁ ଝଟ୍‌କା ଦେଇପାରନ୍ତି ପଙ୍କଜା: ଅମୋଲ ମିଟକରି

ମୁମ୍ବାଇ,୨୬।୬: ରାଜନୀତିର ଗଳି କନ୍ଦିରେ ଚର୍ଚ୍ଚା ହେଉଛି କି ଭାରତୀୟ ଜନତା ପାର୍ଟି(ଭାଜପା)ର ଜଣେ ନାମୀ ନେତା ପଙ୍କଜା ମୁଣ୍ଡେଙ୍କୁ ବାରମ୍ବାର ଅଣଦେଖା କରାଯାଉଛି। ଇତିମଧ୍ୟରେ ମହାରାଷ୍ଟ୍ରରେ ନିଜର ସ୍ଥିତିକୁ ମଜଭୁତ କରିବାକୁ ଚେଷ୍ଟା କରୁଥିବା ବିଆରଏସ(ଭାରତ ରାଷ୍ଟ୍ର ସମିତି) ପଙ୍କଜାଙ୍କୁ…

କାଦୁଅରେ ରାସ୍ତା ପରିପୂର୍ଣ୍ଣ: ଯାତାୟାତ ବାଧାପ୍ରାପ୍ତ

ନାଉଗାଁ,୨୬ା୬ (ସୁଧା ବେହୁରା): ନାଉଗାଁ  ବ୍ଲକ ନରଣପୁର-ଚକୁଳିପଡ଼ା, ଦେଓପଡ଼ା-ତିରୁଣା, ନାଉଗାଁ -ଡାବରକୁ ସଂଯୋଗୀକରଣ ରାସ୍ତା ରହିଛି। ଏହି ରାସ୍ତାଗୁଡିକୁ ପ୍ରଧାନମନ୍ତ୍ରୀ ଗ୍ରାମ ସଡ଼କ ଯୋଜନାରେ ଅନ୍ତର୍ଭୁକ୍ତ କରାଯାଇଛି। ରାସ୍ତା ତଦାରଖ ଦାୟିତ୍ୱ ଗ୍ରାମ୍ୟ ଉନ୍ନୟନ ବିଭାଗ ଜଗତ୍‌ସିଂହପୁର ଅଧୀନରେ ରହିଛି। ଚଳିତ ଆର୍ଥତ୍କ…

ଟମାଟୋ ଦର ଆକାଶଛୁଆଁ, ଗ୍ରାହକ ଅତିଷ୍ଠ

କେନ୍ଦ୍ରାପଡ଼ା,୨୬ା୬ (ଜଗନ୍ନାଥ ଧଳ): ପଟ୍ଟାମୁଣ୍ଡାଇ ଓ ଆଖପାଖ ଅଞ୍ଚଳରେ ଟମାଟୋ ଦର ଆକାଶଛୁଆଁ ହୋଇଛି। ସାଧାରଣ ଖାଉଟି ଟମାଟୋ ବଜାରରୁ କିଣିପାରୁନାହିଁ। ୨ ସପ୍ତାହ ମଧ୍ୟରେ ଟମାଟୋ ଦର ୪୦ ଟଙ୍କାରୁ ବୃଦ୍ଧି ପାଇ ୮୦ ଟଙ୍କାରେ ପହଞ୍ଚତ୍ଛି। ଚାଷୀ ସୁରେନ୍ଦ୍ର…

ଖୋଲୁନି ଆଦର୍ଶ ବିଦ୍ୟାଳୟ: ଅନ୍ୟତ୍ର ପଢୁଛନ୍ତି ଛାତ୍ରୀଛାତ୍ର

ଆଳି,୨୬।୬(ବନମାଳୀ ସେନାପତି): ରାଜ୍ୟ ସରକାର ଛାତ୍ରୀଛାତ୍ରମାନଙ୍କୁ ଉତ୍ତମ ପରିବେଶ ଓ ଶିକ୍ଷା ଦେବା ନିମନ୍ତେ ଆଦର୍ଶ ବିଦ୍ୟାଳୟ ଗଠନ କରିଥିଲେ। ଆଳି ବ୍ଲକରେ ଦୀର୍ଘ ୨ବର୍ଷ ହେବ ଆଦର୍ଶ ବିଦ୍ୟାଳୟ ଆରମ୍ଭ ହୋଇଛି। ମାତ୍ର ଆଦର୍ଶ ବିଦ୍ୟାଳୟର ନିଜସ୍ବ ଗୃହ ନ…

ସିନ୍ଦୂରିଆରେ ଫେରିବାଲାଙ୍କ ସଂଖ୍ୟା ବଢ଼ୁଛି

ନୟାଗଡ଼,୨୬।୬(ଲୋକନାଥ ମିଶ୍ର): ନୟାଗଡ଼ ସହର ଉପକଣ୍ଠ ସିନ୍ଦୂରିଆରେ ଫେରିବାଲାଙ୍କ ସଂଖ୍ୟା ବଢ଼ି ଚାଲିଛି। ଏହି ଫେରିବାଲା ବାଂଲାଦେଶୀ ନା ପଶ୍ଚିମବଙ୍ଗ ବାସିନ୍ଦା ଜାଣିହେଉନାହିଁ। ଅଧିକ ଭଡ଼ା ଦେଉଥିବାରୁ ସ୍ଥାନୀୟ ବାସିନ୍ଦା ଫେରିବାଲାଙ୍କୁ ଘରଭଡା ଦେବାକୁ ଆଗ୍ରହ ପ୍ରକାଶ କରୁଛନ୍ତି। ସିନ୍ଦୂରିଆରେ ଫେରିବାଲାଙ୍କ…

ବର୍ଷେ ବିତିଲା, କାର୍ଯ୍ୟକାରୀ ହୋଇପାରୁନି କମିଟି ନିଷ୍ପତ୍ତି

ଖଣ୍ଡପଡ଼ା,୨୬ା୬(ଅଜୟ କୁମାର ମହାରଣା): ନୂତନ ବେଶରେ ସଜ୍ଜିତ ହୋଇଛି ୫-ଟି ରୁପାନ୍ତରଣ ଯୋଜନାରେ ସାମିଲ ହୋଇଥିବା କଣ୍ଟିଲୋ ନୀଳମାଧବ ନୋଡାଲ ବିଦ୍ୟାପୀଠ। ଏହି ବିଦ୍ୟାଳୟଟି ବାହାରକୁ ସୁନ୍ଦର ଦିଶୁଥିବା ବେଳେ ପରିସରର ଅବସ୍ଥା ଛାତ୍ର ତଥା ଶିକ୍ଷୟିତ୍ରୀଶିକ୍ଷକଙ୍କ ପାଇଁ ବିପଦ ସୃଷ୍ଟି…

ଦୁଇ ବସ୍‌ ମୁହାଁମୁହିଁ ଘଟଣା: ଆହତଙ୍କୁ ଭେଟିଲେ ଜିଲାପାଳ, ଏସ୍‌ପି

ବ୍ରହ୍ମପୁର,୨୬ା୬(ସୁବାସ ଚନ୍ଦ୍ର ପାଢ଼ୀ): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅନ୍ତର୍ଗତ ଖେମୁଣ୍ଡି କଲେଜ ଛକରେ ରବିବାର ବିଳମ୍ବିତ ରାତିରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଦୁଇ ମୁହାଁମୁହିଁ ଧକ୍କା ହେବା ଫଳରେ ଏଯାବତ ୧୧ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୯ରୁ ଊର୍ଦ୍ଧ୍ୱ…

ଚିନ୍ତାରେ ଓଟିଇଟି ପରୀକ୍ଷାର୍ଥୀ

ପାରଳାଖେମୁଣ୍ଡି,୨୬ା୬ (ଗିରିଧାରୀ ପରିଛା): ମାଧ୍ୟମିକ ଶିକ୍ଷା ବୋର୍ଡ ପକ୍ଷରୁ ଆୟୋଜିତ ଓଟିଇଟି ପରୀକ୍ଷାକୁ ନେଇ ଏବେ ଚିନ୍ତାରେ ପଡ଼ିଛନ୍ତି ବହୁ ପରୀକ୍ଷାର୍ଥୀ। ଗୋଟିଏ ଦିନରେ ୨ଟି ପେପର ପାଇଁ ପରୀକ୍ଷା ହେବାକୁ ଯାଉଥିବା ବେଳେ ପରୀକ୍ଷା କେନ୍ଦ୍ର ଭିନ୍ନ ଭିନ୍ନ ସହରରେ…

କାମ ନ ସରୁଣୁ ଧସିଲା ସୁରକ୍ଷା ପାଚେରି

ଖଇରା(ଉତ୍କଳବନ୍ଧୁ ପଣ୍ଡା)/ ଔପଦା(ଧରିତ୍ରୀ ପଣ୍ଡା),୨୬ା୬: ବାଲେଶ୍ବର ଜିଲା ଅଧୀନ ଖଇରା ବ୍ଲଜର ବିଭିନ୍ନ ସ୍ଥାନରେ ପୂର୍ତ୍ତ ବିଭାଗ ଅଧୀନରେ ଚାଲିଥିବା ରାସ୍ତା କାମରେ ବ୍ୟାପକ ଅନିୟମିତତା ହେଉଥିବା ନେଇ ଅଭିଯୋଗ ହୋଇଛି। ବିଶେଷ ଭାବେ ବାଲେଶ୍ବରରୁ ମୟୂରଭଞ୍ଜକୁ ସଂଯୋଗ କରୁଥିବା ଗଣ୍ଡିବେଡ଼-ଔପଦା…

କଟକ ଚାମ୍ପିୟନ, ସୁନ୍ଦରଗଡ଼ ରନରଅପ୍‌

ଭୁବନେଶ୍ୱର, ୨୬।୬ (ତପନ ସ୍ବାଇଁ): କିଟ୍‌ ଓ କିସ୍‌ ପରିସରରେ ଥିବା ଦୂତୀ ଚାନ୍ଦ ଆଥ୍‌ଲେଟିକ୍ସ ଷ୍ଟାଡିୟମରେ ୬୯ତମ ଓଡ଼ିଶା ରାଜ୍ୟ ଆଥଲେଟିକ୍ସ ମିଟ୍‌ ରବିବାର ଉଦ୍‌ଯାପିତ ହୋଇଛି। ବିଭିନ୍ନ ବୟସ ବର୍ଗରେ ଆଥଲେଟ୍‌ଙ୍କ ପ୍ରଦର୍ଶନ ଭିତ୍ତିରେ କଟକ ୬୦୨ ପଏଣ୍ଟ…

ଟ୍ରେଣ୍ଡ୍‌ସ ରଜ ରାଜକୁମାରୀର ବିଜେତା ସମ୍ବର୍ଦ୍ଧିତ

ଭୁବନେଶ୍ୱର,୨୬।୬ (ଅଭୟ ଦାଶ): ରିଲାଏନ୍ସ ରିଟେଲ୍‌ର ପୋଷାକ ଏବଂ ଆସେସୋରିଜ ସ୍ପେଶାଲିଟି ଚେନ୍‌ ଟ୍ରେଣ୍ଡ୍‌ସ ପକ୍ଷରୁ ଆୟୋଜିତ ‘ରଜ ରାଜକୁମାରୀ ପ୍ରତିଯୋଗିତା-୨୦୨୩’ର ବିଜେତାଙ୍କ ନାମ ଘୋଷଣା କରାଯାଇଛି। ଏପରିକି ରବିବାର ଟ୍ରେଣ୍ଡସ ଜନପଥ ଷ୍ଟୋରଠାରେ ରଜ ରାଜକୁମାରୀ ଫାଇନାଲ କାର୍ଯ୍ୟକ୍ରମର ସ୍ବତନ୍ତ୍ର…

ବେଦାନ୍ତକୁ ସର୍ବୋଚ୍ଚ ରପ୍ତାନିକାରୀ ପୁରସ୍କାର

ଭୁବନେଶ୍ୱର,୨୬।୬: ଦେଶର ସର୍ବବୃହତ୍‌ ଆଲୁମିନିୟମ ଉତ୍ପାଦନକାରୀ ବେଦାନ୍ତ ଆଲୁମିନିୟମକୁ ନିକଟରେ ଆଉ ଏକ ଜାତୀୟସ୍ତରର ସମ୍ମାନ ଓ ସ୍ବୀକୃତି ପ୍ରଦାନ କରାଯାଇଛି। ବିଶେଷକରି କୋଲକାତାର ଶ୍ୟାମା ପ୍ରସାଦ ମୁଖାର୍ଜୀ ବନ୍ଦର (ପୂର୍ବ କୋଲକାତା ବନ୍ଦର ଟ୍ରଷ୍ଟ) ଦ୍ୱାରା ହଳଡିଆ ଡକ୍‌ କମ୍ପ୍ଲେକ୍ସ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri