Home Left

୨୩ ବର୍ଷ ହେଲା ଦୀପତଳ ଅନ୍ଧାର

ଖମାର/କଣିହାଁ/ଅନୁଗୋଳ, ୨୬।୬(ରଜନୀକାନ୍ତ ମହାରଣା/ସଚ୍ଚିଦାନନ୍ଦ ପ୍ରଧାନ/ଅମିତ ସାମଲ): ରାଜ୍ୟରେ ଦୁର୍ନୀତି ଚରମ ସୀମାରେ ପହଞ୍ଚତ୍ଛି। ମୁଖ୍ୟମନ୍ତ୍ରୀ ଆଖିରେ ଅନ୍ଧପୁଟୁଳି ବାନ୍ଧି ବସିଛନ୍ତି। ୨୩ ବର୍ଷର ସ୍ଥାଣୁ ସରକାରରେ ଦୀପତଳ ଅନ୍ଧାର। ଶିଳ୍ପସମୃଦ୍ଧ ଅନୁଗୋଳ ଜିଲା ଅବହେଳିତ ବୋଲି ବିଜେଡି ସରକାରଙ୍କୁ ଟାର୍ଗେଟ କରି…

ଓଡ଼ିଶା ଭାଜପା ଏମ୍‌ପି, ଜଣେ କେନ୍ଦ୍ରମନ୍ତ୍ରୀ ଷଡ଼ଯନ୍ତ୍ର ଜାରି ରଖିଛନ୍ତି: ବିଜେଡି

ଭୁବନେଶ୍ବର,୨୬ା୬ (ସୁନିତ୍‌ ମିଶ୍ର): ଓଡ଼ିଶାରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନାକୁ ନେଇ ଗତ କିଛିଦିନ ହେଲା ରାଜ୍ୟ ଭାଜପା ନେତାମାନଙ୍କଠାରୁ କେନ୍ଦ୍ରମନ୍ତ୍ରୀଙ୍କ ପର୍ଯ୍ୟନ୍ତ ସମସ୍ତେ ରାଜ୍ୟବାସୀଙ୍କୁ ଭ୍ରମିତ କରିଆସୁଛନ୍ତି। ଅତୀତରେ ଓଡ଼ିଶାର ଭାଜପା ଏମ୍‌ପି ଏବଂ ରାଜ୍ୟର ଜଣେ କେନ୍ଦ୍ରମନ୍ତ୍ରୀ ଷଡ଼ଯନ୍ତ୍ର କରି…

୫-ଟି ସଚିବଙ୍କ କାର୍ଯ୍ୟକ୍ରମକୁ ନେଇ ପୁଣି ଜୋର୍‌ ଧରିଲା ରାଜନୀତି

ଭୁବନେଶ୍ବର,୨୬ା୬(ସୁନିତ୍‌ ମିଶ୍ର): ୫-ଟି ସଚିବ ଭି.କେ. ପାଣ୍ଡିଆନଙ୍କ ଗସ୍ତ ବେଳେ ଅତ୍ୟଧିକ ସୁରକ୍ଷା ବ୍ୟବସ୍ଥାକୁ ନେଇ ଭୁବନେଶ୍ୱର ଏମ୍‌ପି ଅପରାଜିତା ଷଡ଼ଙ୍ଗୀ ସିଧାସଳଖ ରାଜ୍ୟ ସରକାରଙ୍କୁ ଟାର୍ଗେଟ କରିଛନ୍ତି। ଅପରାଜିତା ଟୁଇଟ୍‌ କରି ଡିଜିପିଙ୍କୁ ପ୍ରଶ୍ନ କରିଛନ୍ତି ଯେ, ଯଦି ଜଣେ…

ଖାଲି ବାତିଲ

ଭୁବନେଶ୍ବର,୨୬ା୬ (ସୁନିତ୍‌ ମିଶ୍ର): ୨୦୨୪ ସାଧାରଣ ନିର୍ବାଚନକୁ ଦୃଷ୍ଟିରେ ରଖି ସବୁ ରାଜନୈତିକ ଦଳ ନିଜ ନିଜର କାର୍ଯ୍ୟକ୍ରମ ଆରମ୍ଭ କରିଦେଲେଣି। ଓଡ଼ିଶା କଥା ଦେଖିଲେ ଏଠାରେ ବିଜେଡି ସହ ଭାଜପାର କଡ଼ା ମୁକାବିଲା ହେବ ବୋଲି ବହୁ ଅସନ୍ତୁଷ୍ଟ ଶାସକ…

ଚପଲ ଖୋଲିବାକୁ କହିବାରୁ ଆଟେଣ୍ଡାଣ୍ଟଙ୍କୁ ଅର୍ଦ୍ଧନଗ୍ନ ଘଟଣା: ଏନ୍‌ଏଚ୍‌ଆର୍‌ସିରେ ଅଭିଯୋଗ

ଖୋର୍ଦ୍ଧା,୨୬ା୬(ପ୍ରଭାତ ପାଣିଗ୍ରାହୀ): ଡିଭିଜନାଲ ରେଲୱେ ମ୍ୟାନେଜର (ଡିଆର୍‌ଏମ୍‌)ଙ୍କ ସ୍ତ୍ରୀଙ୍କୁ ଚପଲ ଖୋଲିବାକୁ କହିବାରୁ ଝାଡ଼ଖଣ୍ଡ ଧାନବାଦ ମଣ୍ଡଳ ରେଲଓ୍ବେ ହସ୍ପିଟାଲ ଆଟେଣ୍ଡାଣ୍ଟ ବସନ୍ତ ଉପାଧ୍ୟାୟଙ୍କୁ ଅର୍ଦ୍ଧନଗ୍ନ କରାଯିବା ଘଟଣାରେ ମାନବିକ ଅଧିକାର ଉଲ୍ଲଂଘନ ହୋଇଛି। ଏନେଇ ପୁରୀର ମାନବ ଅଧିକାର କର୍ମୀ…

୨୭ରେ ମଦ୍ରାସା ବୋର୍ଡ ପରୀକ୍ଷାଫଳ

ଭୁବନେଶ୍ୱର,୨୬ା୬(ଅନୁରାଧା ମହାରଣା): ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଦ୍ୱାରା ପରିଚାଳିତ ଓଡ଼ିଶା ରାଜ୍ୟ ମଦ୍ରାସା ଶିକ୍ଷା ପରିଷଦର ବିଭିନ୍ନ ପାଠ୍ୟକ୍ରମ ପରୀକ୍ଷାଫଳ ଆସନ୍ତା ୨୭ ତାରିଖରେ ପ୍ରକାଶ ପାଇବ। ମାହିର(ଯୁକ୍ତ ୨), ଆଲିମ୍‌ (ଯୁକ୍ତ ୩) ଏବଂ ଫାଜିଲ(ପିଜି) ପାଠ୍ୟକ୍ରମର ପିଲାମାନେ…

ରାଜଗାଙ୍ଗପୁର ଲେଭଲ କ୍ରସିଂ: ଓଭରବ୍ରିଜ୍‌ ପାଇଁ ଟେଣ୍ଡର ପ୍ରକ୍ରିୟା ଆରମ୍ଭ

ଭୁବନେଶ୍ବର,୨୬ା୬(ସୁନିତ୍‌ ମିଶ୍ର): ରାଜଗାଙ୍ଗପୁର ଲେଭଲ କ୍ରସିଂଠାରେ ହେଉଥିବା ଓଭର ବ୍ରିଜ୍‌ ନିର୍ମାଣ (ଆର୍‌ଓବି ପ୍ରୋଜେକ୍ଟ) ପ୍ରକିୟା ତ୍ୱରାନ୍ବିତ ହୋଇଛି। ନିର୍ମାଣ କାର୍ଯ୍ୟ ନିମନ୍ତେ ବର୍ତ୍ତମାନ ଟେଣ୍ଡର ପ୍ରକ୍ରିୟା ମଧ୍ୟ ଆରମ୍ଭ ହୋଇଯାଇଛି। ସୋନାଖାନ ଓ କାଂସବାହାଲ ମଧ୍ୟରେ ଥିବା ଏହି ପ୍ରକଳ୍ପ…

ଅର୍ଦ୍ଧଭଗ୍ନ ଅବସ୍ଥାରେ ରାଜ୍ୟର ପ୍ରଥମ ଡପ୍‌ଲର ରାଡାର କେନ୍ଦ୍ର

ପାରାଦୀପ,୨୬।୬(ଶରତ ରାଉତ): ଓଡ଼ିଶାର ପ୍ରଥମ ଡପ୍‌ଲର ରାଡାର ଘର ଏବେ ଅର୍ଦ୍ଧଭଗ୍ନ ଅବସ୍ଥାରେ ରହିଛି। ପ୍ରାୟ ୨୦ କୋଟି ଟଙ୍କାରୁ ଊର୍ଦ୍ଧ୍ୱ ଖର୍ଚ୍ଚରେ ନିର୍ମାଣ ହୋଇଥିବା ୩୯ ମିଟର ଉଚ୍ଚତା ବିଶିଷ୍ଟ ଏହି ୭ ମହଲା ଘର ଏବେ ମଳିନ ଦେଖାଯାଉଛି।…

ପରୀକ୍ଷାର୍ଥୀଙ୍କ ସମସ୍ୟା ସମାଧାନ ପାଇଁ ଚେଷ୍ଟା କରାଯାଉଛି: ବୋର୍ଡ

କଟକ,୨୬ା୬(ସୁପ୍ରିୟା ପ୍ରିୟଦର୍ଶିନୀ): ଆସନ୍ତା ଜୁଲାଇ ୧ରେ ମାଧ୍ୟମିକ ଶିକ୍ଷା ପରିଷଦ(ବୋର୍ଡ) ପକ୍ଷରୁ ଓଡ଼ିଶା ଶିକ୍ଷକ ଯୋଗ୍ୟତା ପରୀକ୍ଷା(ଓଟିଇଟି) ଅନୁଷ୍ଠିତ ହେବ। ଉକ୍ତ ଦିନ ପରୀକ୍ଷାର୍ଥୀମାନେ ଦୁଇଟି ପେପର ପରୀକ୍ଷା ଦେଇପାରିବେ। କେତେଜଣ ପରୀକ୍ଷାର୍ଥୀ ପେପର-୧ ଗୋଟିଏ ସ୍ଥାନରେ ଏବଂ ପେପର-୨ ଆଉ…

ଲାଞ୍ଜିଗଡ଼ରେ ବାଘ ଆତଙ୍କ

ଲାଞ୍ଜିଗଡ଼,୨୬।୬(ରମେଶ ଚନ୍ଦ୍ର ନାୟକ): ନୂଆପଡ଼ା ଜିଲା ପରେ ଏବେ କଳାହାଣ୍ଡି ଜିଲାରେ ମଧ୍ୟ ବାଘ ଆତଙ୍କ ଦେଖିବାକୁ ମିଳିଛି। ଜିଲାର ଦକ୍ଷିଣ ବନଖଣ୍ଡ ବିଶ୍ୱନାଥପୁର ରେଞ୍ଜ ଲାଞ୍ଜିଗଡ ରୋଡ଼ଠାରେ ଶନିବାର ରାତିରେ ବାଘ ୫ଟି ଛେଳି ମାରି ଖାଇଥିବା ଜଣାପଡ଼ିଛି। ସୂଚନା…

ଏଟିଏମ୍‌ ଭାଙ୍ଗି ଲୁଟ୍‌ ଉଦ୍ୟମ, ପହଞ୍ଚିଗଲା ପାଟ୍ରୋଲିଂ ଗାଡ଼ି, ଚମ୍ପଟ ମାରିଲେ ଦୁର୍ବୃତ୍ତ

ରାଇକିଆ,୨୫ା୬(ପ୍ରଦୀପ ବେହେରା/ଶିଶିର ପଟ୍ଟନାୟକ): କନ୍ଧମାଳ ଜିଲା ରାଇକିଆ ଥାନା କତିଙ୍ଗିଆଠାରେ ଶନିବାର ବିଳମ୍ବିତ ରାତିରେ ଅଜଣା ଦୁର୍ବୃତ୍ତ ଷ୍ଟେଟ୍‌ବ୍ୟାଙ୍କ ଏଟିଏମ୍‌ ଭାଙ୍ଗି ଚୋରି ଉଦ୍ୟମ କରିଥିବା ଜଣାପଡ଼ିଛି। ଏଟିଏମ୍‌ରେ କେହି ସିକ୍ୟୁରିଟି ଗାର୍ଡ ନ ଥିବାରୁ ଏଟିଏମ୍‌ ଦାୟିତ୍ୱରେ ଥିବା କର୍ମଚାରୀ…

କାର୍‌ ସହ ନଦୀସ୍ରୋତରେ ଫସିଗଲେ ମହିଳା

ଚଣ୍ଡିଗଡ଼,୨୫ା୬: ରବିବାର ସକାଳେ ହରିୟାଣାର ପଞ୍ଚକୁଲାରେ ଏକ ଖବର ଚର୍ଚ୍ଚାକୁ ଆସିଛି। ପାହାଡ଼ ଉପରେ ବର୍ଷା ହେବା ପରେ ଘାଗର ନଦୀରେ ଜଳ ପ୍ରବାହ ହଠାତ୍‌ ବୃଦ୍ଧି ହେତୁ ଜଣେ ମହିଳା ତାଙ୍କ କାର୍‌ ସହିତ ଭାସିଯାଇଥିଲେ। ସୌଭାଗ୍ୟ ବଶତଃ କାର୍‌ଟି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri