ଚାଷୀଙ୍କ କାମରେ ଲାଗୁନି ମନ୍ଦାକିନୀ ବ୍ୟାରେଜ
ନିରାକାରପୁର,୧୫ା୫(ଡି.ଏନ୍.ଏ.): ଖୋର୍ଦ୍ଧା ଜିଲା ଟାଙ୍ଗୀ ବ୍ଲକରେ ୮ହଜାର ୯୬୩ ହେକ୍ଟର ଚାଷଜମି ରହିଥିବା ବେଳେ ୭ ହଜାର ୫୦୦ ହେକ୍ଟର ଚାଷ ଜମି ଚାଷ ଉପେଯାଗୀ ରହିଛି। ଉକ୍ତ ବ୍ଲକରେ ପ୍ରାୟ ୬୦ ପ୍ରତିଶତ ଲୋକ ଚାଷ ଉପରେ ନିର୍ଭର କରିଥାନ୍ତି।…
ଗ୍ରୀଷ୍ମଋତୁରେ ସ୍ବାସ୍ଥ୍ୟର ଯତ୍ନ
ସୂର୍ଯ୍ୟ ସକଳ ଶକ୍ତିର ଆଧାର। ଜୀବଜନ୍ତୁ, କୀଟପତଙ୍ଗ, ବୃକ୍ଷଲତା ଆଦି ସମଗ୍ର ଜୀବଜଗତ ନିମନ୍ତେ ସୂର୍ଯ୍ୟରଶ୍ମିର ନିହାତି ଆବଶ୍ୟକତା ରହିଛି। ଗ୍ରୀଷ୍ମଋତୁରେ ହିଁ ସୌରରଶ୍ମିର ପ୍ରଖରତା ହେତୁ ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ ଦ୍ୱାରା ଜୀବଜଗତ ପାଇଁ ଏହା ବେଳେବେଳେ କ୍ଷତି ପହଞ୍ଚାଇଥାଏ। ଜଳବାୟୁ…
‘ମୁଁ ଦିଲ୍ଲୀ ଯିବିନାହିଁ , ଜନ୍ମଦିନ ପାଳିବି’, ମୁଖ୍ୟମନ୍ତ୍ରୀ ଆସନକୁ ନେଇ ଦିଲ୍ଲୀରେ ହେବାକୁ ଥିବା ବୈଠକ ପୂର୍ବରୁ ଏମିତି କହିଲେ ଶିବକୁମାର
ବେଙ୍ଗାଲୁରୁ,୧୫।୫: କର୍ନାଟକ ବିଧାନସଭା ନିର୍ବାଚନରେ କଂଗ୍ରେସର ବିପୁଳ ବିଜୟ ପରେ ଏବେ ମୁଖ୍ୟମନ୍ତ୍ରୀ ପଦକୁ ନେଇ ଚାଲିଛି ମନ୍ଥନ। ସିଏମ ରେସରେ ସିଦ୍ଧାରାମାୟାଙ୍କୁ ଡିକେ ଶିବକୁମାର ବରାବର ଟକ୍କର ଦେଉଛନ୍ତି। କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେ ଏବେ ଯେ କୌଣସି ମୁହୂର୍ତ୍ତରେ…
ସ୍ତ୍ରୀଙ୍କ ମୃତ୍ୟୁ ପରେ ଜୀବନ ହାରିଦେଲେ ସ୍ବାମୀ
ବଲାଙ୍ଗୀର ଅଫିସ,୧୫ା୫: ସ୍ତ୍ରୀଙ୍କର ମୃତ୍ୟୁ ପରେ ସ୍ବାମୀ ଜୀବନ ହାରିଦେବା ପରି ଘଟଣା ବଲାଙ୍ଗୀର ଜିଲାର କଣ୍ଟାବାଞ୍ଜି ଥାନା ଦାବରୀ ଗାଁରେ ଚାଞ୍ଚଲ୍ୟ ସୃଷ୍ଟି କରିଛି। ସ୍ତ୍ରୀ ଚନ୍ଦ୍ରକଳାଙ୍କ ମୃତ୍ୟୁ ପରେ ନିଜ ଚାଷଜମିରେ ଥିବା ଏକ ଗଛରେ ଗାମୁଛା ସାହାଯ୍ୟରେ…
ଗଗଲ୍ସ ପିନ୍ଧି ସ୍ବିଡେନ ପ୍ରତିରକ୍ଷା ମନ୍ତ୍ରୀଙ୍କୁ ଭେଟିଲେ ଜୟଶଙ୍କର, ଫଟୋ ଭାଇରାଲ
ଷ୍ଟକହୋମ,୧୫।୫: ବର୍ହିବ୍ୟାପାର ମନ୍ତ୍ରୀ ଏସ ଜୟଶଙ୍କରଙ୍କର ଏକ ଫଟୋ ଏବେ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ସୂଚନାଯୋଗ୍ୟ, ରବିବାର ଜୟଶଙ୍କର ସ୍ବିଡେନର ପ୍ରତିରକ୍ଷା ମନ୍ତ୍ରୀ ପୈଲ ଜନସନଙ୍କୁ ସାକ୍ଷାତ୍ କରିଥିଲେ। ଏଠାରେ ଦୁଇ ନେତାଙ୍କ ମଧ୍ୟରେ ଆଞ୍ଚଳିକ ଓ ବିଶ୍ୱ ସ୍ତରର…
ବେଆଇନ ପୋଖରୀ ଖୋଳା: ପୋତି ହେଉଛି କାଦୁଆ ନଦୀ
ଗୋପ,୧୫।୫(ଡି.ଏନ୍.ଏ.): ବେଆଇନ୍ ପୋଖରୀ ଖୋଳି କିଛି ଦିନ ଧରି ସରକାରୀ ଜମି ଜବରଦଖଲ କରିବା ସହ ଏହି ପଞ୍ଚାୟତ ନିକଟରେ ଥିବା କାଦୁଅ ନଦୀକୁ ପୋତି ଦେବା ଭଳି ଅଭିଯୋଗ ହୋଇଛି। ମହଲପଡ଼ା ସରପଞ୍ଚ ଶୀର୍ଷ ରଞ୍ଜନ ନାୟକ ମୁଖ୍ୟମନ୍ତ୍ରୀ ଓ…
ସେନା ବିରୋଧୀ ଦଳକୁ ମିଳିଲା ବହୁ ଆସନ, ଏହାପରେ ବି ଶାସନ କ୍ଷମତା ରହିବ ସେନା ହାତରେ
ବ୍ୟାଙ୍କକ,୧୫।୫: ଥାଇଲାଣ୍ଡରେ ହୋଇଥିବା ସାଧାରଣ ନିର୍ବାଚନରେ ସେନା ଶାସନ ବିରୋଧୀ ଦଳଙ୍କୁ ବହୁ ଆସନ ମିଳୁଛି। ଏହାପରେ ଅନୁମାନ କରାଯାଉଛି କି ଥାଇଲାଣ୍ଡରେ ପ୍ରାୟ ଗୋଟିଏ ଦଶକ ହେବ ଶାସନ କ୍ଷମତାରେ ଥିବା ସେନା ସମର୍ଥିତ ସରକାର ବିଦାୟ ନେଇପାରନ୍ତି। ଏବେ…
ପରିତ୍ୟକ୍ତ ଅବସ୍ଥାରେ ଗୋଷ୍ଠୀ ଶୌଚାଳୟ
ଗୋପ,୧୫।୫(ଡି.ଏନ୍.ଏ.): ନିର୍ମଳ ଗ୍ରାମ ପଞ୍ଚାୟତ ଭାବରେ ଗୋପ ବ୍ଲକ ଅନ୍ତର୍ଗତ ମହଲପଡ଼ା ପଞ୍ଚାୟତର ଓରେଇ ଗ୍ରାମରେ ୨୦୦୭ରେ ନିର୍ମାଣାଧୀନ ଗୋଷ୍ଠୀ ଶୌଚାଳୟ ଦୀର୍ଘ ୧୦ ବର୍ଷରୁ ଊଦ୍ଧର୍ବ ହେବ ପରିତ୍ୟକ୍ତ ଅବସ୍ଥାରେ ପଡିରହିଛି । ଏଥିପ୍ରତି ଗୋପ ବ୍ଲକ ପକ୍ଷରୁ ଦୃଷ୍ଟି…
ପାଖରେ ନ ଥିଲା ଆମ୍ବୁଲାନ୍ସ ପାଇଁ ଟଙ୍କା, ଶିଶୁପୁତ୍ରର ମୃତଦେହକୁ ବ୍ୟାଗରେ ରଖି ବସରେ ୨୦୦ କିଲୋମିଟର ଯାତ୍ରା କଲେ ଅସହାୟ ବାପା…
କୋଲକାତା,୧୫।୫ : ଉତ୍ତର ପଶ୍ଚିମବଙ୍ଗର ମେଡିକାଲ କଲେଜ ଏବଂ ହସ୍ପିଟାଲରେ ପୁଣି ଏକ ଅମାନବୀୟ ଘଟଣା ସାମ୍ନାକୁ ଆସିଛି। ହସ୍ପିଟାଲ ସୂତ୍ର ଅନୁଯାୟୀ, ଆମ୍ବୁଲାନ୍ସ ପାଇଁ ଟଙ୍କା ଅଭାବରୁ ଅସହାୟ ବାପା ନିଜ ଶିଶୁର ମୃତଦେହକୁ ଏକ ବ୍ୟାଗରେ ନେଇ ବସ…
ଏଣିକି ମାଗଣାରେ ଅନ୍ଲାଇନ୍ ସାର୍ଟିଫାଏଡ୍ କପି
କଟକ ଅଫିସ,୧୫ା୫: ଓଡ଼ିଶା ହାଇକୋର୍ଟ ପକ୍ଷରୁ ଡିଜିଟାଲ ବ୍ୟବସ୍ଥାକୁ ଲୋକାଭିମୁଖୀ କରିବା ପାଇଁ ଆଉ ପାଦେ ଆଗକୁ ଯାଇଛି ପେପରଲେସ୍ କୋର୍ଟ। ହାଇକୋର୍ଟରେ ଫଇସଲା ହେଉଥିବା ମାମଲାଗୁଡ଼ିକର ରାୟ ଓ ନିର୍ଦ୍ଦେଶନାମା ଡିଜିଟାଲ୍ ସାଇନ୍ ହୋଇ ହାଇକୋର୍ଟ ଓ୍ବେବ୍ସାଇଟ୍ରେ ଉପଲବ୍ଧ ହୋଇଛି।…
ଯାଜପୁର ପୌରପାଳିକା ଗୋଦାମ ଗୃହ ଜଳିଗଲା, ଲକ୍ଷାଧିକ ଟଙ୍କାର ସମ୍ପତ୍ତି ନଷ୍ଟ
ଯାଜପୁର ଅଫିସ,୧୫ା୫: ଯାଜପୁର ପୌରପାଳିକା ଗୋଦାମଗୃହ ସୋମବାର ସକାଳେ ଜଳିଯାଇଛି। ଫଳରେ ଲକ୍ଷାଧିକ ଟଙ୍କାର ସମ୍ପତ୍ତି ନଷ୍ଟ ହୋଇଛି। ଗାନ୍ଧିଛକ ନିକଟରେ ଊର୍ଦ୍ଦୁ ସ୍କୁଲରେ ସ୍ଥାୟୀ ଭାବେ ପୌରପାଳିକା ଗୋଦାମ ଗୃହ ଚାଲିଥିଲା। ଏଠାରେ ଫିନାଇଲ, ମଶାତେଲ, ପରିମଳ ଲାଗି ବ୍ୟବହୃତ…
୧୯,୩୫୩ ଚାଷୀ ନିରାଶ
ଭଦ୍ରକ ଅଫିସ, ୧୫।୫: ଧାର କରଜ କରି ଖରିଫ୍ ଧାନ ଚାଷ କଲେ। ଅମଳ ପରେ ସରକାରଙ୍କ ପକ୍ଷରୁ ଖୋଲାଯାଇଥିବା ମଣ୍ଡିରେ ଭଲ ଦରରେ ବିକି ଉପଯୁକ୍ତ ପ୍ରାପ୍ୟ ପାଇବେ ବୋଲି ଆଶା ରଖିଥିଲେ। ହେଲେ ମଣ୍ଡିରେ ଅବ୍ୟବସ୍ଥା ଯୋଗୁ ପଞ୍ଜୀକରଣ…
Archives


