ପ୍ଲାଷ୍ଟିକ ସର୍ଜରି କ୍ୟାପିଟାଲ୍
ପ୍ରାୟ ଅର୍ଦ୍ଧାଂଶ ଜଙ୍ଗଲଘେରା ହୋଇଥିଲେ ହେଁ ପୃଥିବୀର ଉନ୍ନତ ସହରଥିବା ଦେଶ ହେଉଛି ସାଉଥ୍ କୋରିଆ। ଏଠାକାର ବାସିନ୍ଦା ସୌନ୍ଦର୍ଯ୍ୟକୁ ନେଇ ବେଶ୍ ସଜାଗ। ଯେଉଁଥିପାଇଁ ନା କେବଳ କସ୍ମେଟିକ୍ସ ବ୍ୟବହାର ଓ ବିକ୍ରି କ୍ଷେତ୍ରରେ ବରଂ ପ୍ଲାଷ୍ଟିକ୍ ସର୍ଜରିରେ ମଧ୍ୟ…
ଫୋନ୍ପେର ନୂତନ ପ୍ଲାଟ୍ଫର୍ମ ଉନ୍ମୋଚିତ
ଭୁବନେଶ୍ୱର,୨୫।୬: ଫୋନ୍ପେର ନୂତନ ପ୍ଲାଟ୍ଫର୍ମ ‘ଫୋନ୍ପେ ବିଜ୍ନେ୍ସ ଆପ୍’ ନିକଟରେ ସର୍ବଭାରତୀୟ ଉନ୍ମୋଚନ ହୋଇଯାଇଛି। ବିଶେଷକରି ଏହା ଜରିଆରେ ଫୋନ୍ପେ ବ୍ୟବସାୟୀମାନଙ୍କୁ ଋଣ ଦେବା ସହିତ ଅନ୍ୟାନ୍ୟ ସୁବିଧା ଏବଂ ସେବା ମଧ୍ୟ ଉପଭୋକ୍ତାମାନଙ୍କୁ ଯୋଗାଇଦେବ। ଏପରିକି ଉକ୍ତ ପ୍ଲାଟ୍ଫର୍ମର ଆନୁଷ୍ଠାନିକ…
ସଫଳ ଉଦ୍ୟୋଗୀ
ଦୃଢ଼ ମନୋବଳ, ଅଦମ୍ୟ ଇଚ୍ଛାଶକ୍ତି ଓ ଉଦ୍ୟମ ବଳରେ ରୁଚି ରଖୁଥିବା ବିଭିନ୍ନ ଦିଗରେ ସଫଳତା ସାଉଁଟି ସେମାନେ ସାଜିଛନ୍ତି ଯୁବସମାଜ ପାଇଁ ପ୍ରେରଣା। ଆଉ ଚାକିରି ହିଁ ରୋଜଗାରର ଏକମାତ୍ର ବଳିଷ୍ଠ ମାଧ୍ୟମ; ଅନେକଙ୍କ ମନରେ ଥିବା ଏହି ଭାବନାକୁ…
ପୋତି ହୋଇପଡ଼ିଛି ଦଶମୌଜା କେନାଲ
ତିହିଡ଼,୨୫।୬(ସଞ୍ଜିତ ବଳ)ଭଦ୍ରକ ଜିଲା ତିହିଡ଼ି ବ୍ଲକ ଅଧୀନ ୭ ପଞ୍ଚାୟତର ଚାଷୀମାନଙ୍କର ଏକମାତ୍ର ଭରସା ହେଉଛି ଦଶମୌଜା କେନାଲ। ଧାନଚାଷ ସମୟରେ ଏବଂ ବନ୍ୟା ପରିସ୍ଥିତିରେ ସହାୟକ ହୋଇଥାଏ। ମାତ୍ର ଦୀର୍ଘବର୍ଷ ହେଲା କେନାଲ ସଂସ୍କାର ନ ହେବା ଯୋଗୁ ପୋତି…
ରାସ୍ତା ଖୋଳିଲେ ଖଣି କମ୍ପାନୀ, ଦୁର୍ଦ୍ଦଶା ଭୋଗୁଛନ୍ତି ଲୋକେ
ଯୋଡ଼ା,୨୫।୬(ମାନସ ମହାନ୍ତି)କେନ୍ଦୁଝର ଜିଲା ଯୋଡ଼ା -ବାମେବାରି ରାସ୍ତାର ବାଂଶପାଣିଠାରେ ଥିବା ରେଳ ଓଭରବ୍ରିଜ ରାସ୍ତାରେ ଦୁଇ ଫୁଟ୍ରୁ ଊଦ୍ଧର୍ବ ଉଚ୍ଚରେ ପାଣି ଜମିଛି। ରାସ୍ତାରେ ହୋଇଥିବା ବଡ଼ ଗାଢ଼ରେ ଅସରାଏ ବର୍ଷାରେ ପାଣି ଜମି ଯାତାୟାତ ଠପ୍ ହୋଇଯାଉଛି। ଶୁକ୍ରବାର ଓ…
ଅର୍ଥ ଉପାର୍ଜନ ଲାଗି ବିପଦରେ ଶିଶୁ
ପାରଳାଖେମୁଣ୍ଡି,୨୫।୬(ପାରଳାଖେମୁଣ୍ଡି):ଗଜପତି ଜିଲା ସଦର ମହକୁମା ପାରଳାଖେମୁଣ୍ଡି ଠାରେ ପବିତ୍ର ରଥ ଯାତ୍ରା ଉପଲକ୍ଷେ ବିଭିନ୍ନ ଜାକଜକମ ସାମଗ୍ରୀ ଠାରୁ ଆରମ୍ଭ କରି ମୀନାବଜାର, ବିଭିନ୍ନ ଦୋକାନମାନ ଖୋଲାଯାଇଛି। ସେହିପରି ରାଜ୍ୟ ବାହାରୁ ଆସିଥିବା ବିଭିନ୍ନ ଲୋକେ ନାନା ଉପାୟରେ ଅର୍ଥ ଉପାର୍ଜନ…
ଆକୃଷ୍ଟ କରୁଛି ଆକର୍ଷଣୀୟ ଅଫର
ଭୁବନେଶ୍ୱର,୨୫।୬ (ଅଭୟ ଦାଶ): ପ୍ରତି ବର୍ଷ ଭଳି ଚଳିତ ବର୍ଷ ମଧ୍ୟ ଦି କାମଧେନୁ ଖଦି ଊଲ ପାନିପଥ ପକ୍ଷରୁ ୟୁନିଟ୍-୩ ପ୍ରଦର୍ଶନୀ ପଡ଼ିଆ (ଗେଟ୍ ନମ୍ବର-୩) ଠାରେ ‘ନ୍ୟୁ ରାଜସ୍ଥାନ କଟନଫାବ୍ ମେଳା’ର ଆୟୋଜନ କରାଯାଇଛି। ବିଶେଷ କରି ଉକ୍ତ…
ରାଜନୈତିକ ହିଂସା: ବର୍ଷକରେ ଗଲାଣି ୮ ଜୀବନ
ବ୍ରହ୍ମପୁର,୨୫।୬(ସୁବାସ ଚନ୍ଦ୍ର ପାଢ଼ୀ)ପଞ୍ଚାୟତ ଓ ପୌର ନିର୍ବାଚନ ସମୟରୁ ଏପର୍ଯ୍ୟନ୍ତ ଗଞ୍ଜାମ ଜିଲାରେ ନିର୍ବାଚନ ପରବର୍ତ୍ତୀ ହିଂସା, ରକ୍ତପାତ, ସୁପାରି କିଲିଂ ଭଳି ଘଟଣା ଥମୁନାହିଁ। ହାତ ମୁଠାରେ ଶାସନ କ୍ଷମତା ରଖିବା ଓ ପରାଜୟର ପ୍ରତିଶୋଧ ନେବା ପାଇଁ ରାଜନେତା…
ସେବାରେ ସାଉଁଟୁଛନ୍ତି ସନ୍ତୁଷ୍ଟି
ଢେଙ୍କାନାଳ,୨୫।୬(ରତନ ନାୟାର)ଢେଙ୍କାନାଳ ଜିଲା ଓଡ଼ାପଡ଼ା ବ୍ଲକ ସଦାଶିବପୁର ପଞ୍ଚାୟତର ସରପଞ୍ଚ ଧରିତ୍ରୀ ମଲ୍ଲିକଙ୍କ କାର୍ଯ୍ୟକୁଶଳତା ତାଙ୍କୁ ଅନ୍ୟମାନଙ୍କଠାରୁ ଭିନ୍ନ କରିଛି। ଏକଦା ଆଇନ ବ୍ୟବସାୟରେ ଭାଗ୍ୟ ପରଖିବାକୁ ମନସ୍ଥ କରିଥିବା ଏହି ଉଚ୍ଚଶିକ୍ଷିତା ମହିଳା ସମୟକ୍ରମେ ରାଜନୀତିରେ ପାଦ ଥାପିଛନ୍ତି। ଦାୟିତ୍ୱ…
ପିଡିଏସ୍ ଚାଉଳ ବଣ୍ଟନ ସମୟରେ ଉତ୍ତେଜନା
ଅମରପାଲ,୨୫।୬(ପୀତାମ୍ବର ସାହୁ)ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ସୁବଳୟା ଗ୍ରାମ ପଞ୍ଚାୟତରେ ଶନିବାର ପିଡିଏସ ଚାଉଳ ବଣ୍ଟନ ସମୟରେ ଉତ୍ତେଜନାମୂଳକ ପରିସ୍ଥିତି ଦେଖାଦେଇଥିଲା। ପିଡିଏସ ଚାଉଳ ସରିଯାଇଥିବା କହି ବଣ୍ଟନ ବନ୍ଦ କରିବାରୁ ପଞ୍ଚାୟତ ପରିସରରେ ଦେଖାଦେଇଥିଲା ଉତ୍ତେଜନା। ଖବରପାଇ ସୁବଳୟା ପୋଲିସ…
ଶ୍ରେଣୀଗୃହ ଅଭାବ: ପ୍ରଥମ ବର୍ଷାରେ ବେହାଲ ଛାତ୍ରୀଛାତ୍ର
ଲାଠୋର,୨୫।୬(ଭୁବନେଶ୍ବର ବାରିକ)ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ ଲାଠୋର ସରକାରୀ ନୋଡାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଛାତ୍ରୀଛାତ୍ର ଶ୍ରେଣୀ କୋଠରୀ ଅଭାବ ହେତୁ ଚଳିତବର୍ଷ ପ୍ରଥମ ବର୍ଷାରେ ବେହାଲ ହୋଇପଡିଛନ୍ତି l ଆଗକୁ ବର୍ଷା ବଢ଼ିଲେ ପରିସ୍ଥିତି କ’ଣ ହେବ ସେ ନେଇ…
କର୍ମଚାରୀ ଅଭାବ ଯୋଗୁ ଉପୁଜୁଛି ସମସ୍ୟା
ରାଉରକେଲା,୨୫।୬(ବିପ୍ଳବ ରଞ୍ଜନ ଦାଶ)ରାଉରକେଲା ସହକାରୀ ଉଦ୍ୟାନ ବିଭାଗରେ ବହୁ ପଦବୀ ଖାଲି ପଡିଛି। ଫଳରେ ସୀମିତ କର୍ମଚାରୀଙ୍କୁ ନେଇ ବିଭାଗୀୟ କାର୍ଯ୍ୟ କରିବାରେ ନାନା ସମସ୍ୟା ଉପୁଜୁଛି। ଅନ୍ୟପକ୍ଷେ କର୍ମଚାରୀ ଅଭାବ ଯୋଗୁ ସ୍ଥାନୀୟ ଉଦ୍ୟାନ ଚାଷୀମାନଙ୍କୁ ଆଧୁନିକ ଜ୍ଞାନକୌଶଳ ମିଳିପାରୁନାହିଁ।…
Archives


