Home Left

ଅକ୍ଟୋବର ୨ରୁ ବିଜେଡିର ପଦଯାତ୍ରା

ଭୁବନେଶ୍ୱର,୨୭ା୯(ଅନିଲ ଦାସ): ଚଳିତ ବର୍ଷ ବିଜୁ ଜନତା ଦଳ ଅକ୍ଟୋବର ୨ ଗାନ୍ଧୀ ଜୟନ୍ତୀଠାରୁ ଅକ୍ଟୋବର ୧୧ ଜୟପ୍ରକାଶ ନାରାୟଣ ଜୟନ୍ତୀ ଯାଏ ‘ଜନସମ୍ପର୍କ ପଦଯାତ୍ରା’ ପାଳନ କରିବ। ଅକ୍ଟୋବର ୨ ତାରିଖରେ ‘ଗାନ୍ଧୀ ଜୟନ୍ତୀ ଏବଂ ଲାଲ ବାହାଦୁର ଶାସ୍ତ୍ରୀ…

ଖସିଲା ଶେୟାର ବଜାର କାରବାର

ନୂଆଦିଲ୍ଲୀ,୨୭।୯: ଦିନକ ପରେ ପୁଣି ଥରେ ଘରୋଇ ଶେୟାର ବଜାର କାରବାରରେ ପରିବର୍ତ୍ତନ ଘଟିଛି। ଚଳିତ ସପ୍ତାହର ୨ୟ କାର୍ଯ୍ୟ ଦିବସର ଫଳାଫଳ ଅନୁଯାୟୀ ଶେୟାର ବଜାରର ନିବେଶକମାନେ ଳକ୍ଷାଧିକ ଟଙ୍କାର ନିବେଶ ହରାଇଛନ୍ତି। ଏପରିକି ମଙ୍ଗଳବାର ବମ୍ବେ ଷ୍ଟକ୍‌ ଏକ୍ସଚେଞ୍ଜ…

ନ୍ୟୁ ପଲ୍‌ସର ଏନ୍‌୧୫୦ର ଅନାବରଣ

ଭୁବନେଶ୍ୱର,୨୭।୯(ଅଭୟ ଦାଶ): ଦେଶର ପ୍ରମୁଖ ଦୁଇ ଓ ତିନିଚକିଆ ଯାନ ନିର୍ମିତା ବଜାଜ ଅଟୋ ଲିମିଟେଡ୍‌ର ବହୁ ପ୍ରତୀକ୍ଷିତ ତଥା ଅତ୍ୟାଧୁନିକ ଜ୍ଞାନକୌଶଳରେ ନିର୍ମିତ ନ୍ୟୁ ପଲ୍‌ସର ଏନ୍‌୧୫୦କୁ ନିକଟରେ ସର୍ବଭାରତୀୟ ଉନ୍ମୋଚନ ସହିତ ବଜାର ପ୍ରବେଶ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ…

ଆଇସିଏଲ୍‌ ଫିନ୍‌କର୍ପର ବୃହତ୍‌ ସମ୍ପ୍ରସାରଣ

ଭୁବନେଶ୍ୱର,୨୭।୯: ଆଇସିଏଲ୍‌ ଫିନ୍‌କର୍ପର ମୁମ୍ବାଇ କ୍ଷେତ୍ରୀୟ ଅଞ୍ଚଳର ନୂତନ ଆଞ୍ଚଳିକ କାର୍ଯ୍ୟାଳୟ ସମେତ ୫ ନୂଆ ଶାଖା ନିକଟରେ ଉଦ୍‌ଘାଟିତ ହୋଇଯାଇଛି। ବିଶେଷ କରି ସଂସ୍ଥାର ସମ୍ପ୍ରସାରଣ କାର୍ଯ୍ୟକ୍ରମ ଅଧୀନରେ ଏହି ବୃହତ୍‌ ସମ୍ପ୍ରସାରଣ କରାଯାଇଛି। ଏହି ପରିପ୍ରେକ୍ଷୀରେ ଆଇସିଏଲ୍‌ ଫିନକର୍ପର…

କ୍ଲିନ୍‌ ସୁଇପ୍‌ ଲକ୍ଷ୍ୟରେ ଭାରତ

ରାଜକୋଟ୍‌, ୨୭ା୯ (ପି.ଟି.): ସ୍ଥାନୀୟ ସୌରାଷ୍ଟ୍ର କ୍ରିକେଟ ଆସୋସିଏଶନ ଷ୍ଟାଡିୟମରେ ବୁଧବାର ଖେଳାଯିବାକୁଥିବା ଅଷ୍ଟ୍ରେଲିଆ ବିପକ୍ଷ ତୃତୀୟ ଅନ୍ତର୍ଜାତୀୟ ଦିନିକିଆ କ୍ରିକେଟ ମ୍ୟାଚ ଜିତିବା ସହ ସିରିଜ କ୍ଲିନ୍‌ ସୁଇପ୍‌ ଲକ୍ଷ୍ୟରେ ରହିିଛି ଭାରତ। ଏହାଦ୍ୱାରା ଆଗାମୀ ଅନ୍ତର୍ଜାତୀୟ ଦିନିକିଆ ବିଶ୍ୱକପ୍‌…

ସର୍ବାଧିକ ରନ୍‌: ଶୀର୍ଷରେ ସଚିନ

ଦିନିକିଆ କ୍ରିକେଟ ପୁରୁଷ ବିଶ୍ୱକପ୍‌ର ତ୍ରୟୋଦଶ ସଂସ୍କରଣ ଭାରତରେ ଆୟୋଜିତ ହେବ। ଭାରତୀୟ କ୍ରିକେଟ କିମ୍ବଦନ୍ତୀ ସଚିନ ତେନ୍ଦୁଲକର ଓ ପାକିସ୍ତାନର ଜାଭେଦ ମିଆଁଦାଦ ନିଜ କ୍ୟାରିୟରରେ ୬ଟି ଲେଖାଏ ବିଶ୍ୱକପ୍‌ ଖେଳିଛନ୍ତି। ବିଶ୍ୱକପ୍‌ ଖେଳିବା ସହିତ ଏଥିରେ ନିୟମିତ ରନ୍‌…

ଭାଲିଏଭା ବିପକ୍ଷ ଡୋପିଙ୍ଗ ମାମଲାର ବିଚାର ଆରମ୍ଭ

ଲାଉସାନେ, ୨୭ା୯(ଏପି): ବେଜିଂ ଅଲିମ୍ପିକ୍ସ ୨୦୨୨ରେ ଏକ ଡୋପିଙ୍ଗ ମାମଲାରେ ଫସିଯାଇଥିବା ରୁଷିଆର ସ୍ବଳ୍ପ ବୟସ୍କା ଫିଗ ସ୍କେଟର କାମିଲା ଭାଲିଏଭାଙ୍କର ବିଚାରକାର୍ଯ୍ୟ ସ୍ଥାନୀୟ କୋର୍ଟ ଅଫ୍‌ ଆର୍ବିଟ୍ରେଶନ ଫର୍‌ ସ୍ପୋଟର୍‌ସ (କାସ୍‌)ରେ ମଙ୍ଗଳବାରଠାରୁ ଆରମ୍ଭ ହୋଇଛି। କ୍ରୀଡ଼ାର ଏହି ସର୍ବୋଚ୍ଚ…

ଜାତୀୟ ରେକର୍ଡ ସତ୍ତ୍ୱେ ଭାରତ ୫ମ

ହାଙ୍ଗଝୋ,୨୭ା୯(ପି.ଟି.): ଏସିଆନ୍‌ ଗେମ୍ସ ସନ୍ତରଣର ୪x୧୦୦ ମିଟର ପୁରୁଷ ଦଳଗତ ଫାଇନାଲରେ ପ୍ରବେଶ କରି ପଞ୍ଚମ ସ୍ଥାନରେ ରହିଛି ଭାରତ। ମେଡଲି ରିଲେ ଟିମ୍‌ ମଙ୍ଗଳବାର ଜାତୀୟ ରେକର୍ଡ ଭାଙ୍ଗିବା ସହିତ ଏସିଆନ୍‌ ଗେମ୍ସ ଫାଇନାଲରେ ପ୍ରବେଶ କରିଥିଲା। ହିଟ୍‌-୧ରେ ସ୍ଥାନ…

ସେଲିଂ: ନେହା ରୌପ୍ୟ, ଅଲୀଙ୍କୁ ବ୍ରୋଞ୍ଜ

ନିଙ୍ଗବୋ (ଚାଇନା), ୨୭।୯ (ପି.ଟି.): ଏସିଆନ ଗେମ୍ସର ସେଲିଂ ଇଭେଣ୍ଟରେ ଭାରତୀୟ ପ୍ରତିଯୋଗୀମାନେ ଭଲ ପ୍ରଦର୍ଶନ କରିଛନ୍ତି। ମଙ୍ଗଳବାର ଏଥିରୁ ଭାରତକୁ ୨ଟି ପଦକ ମିଳିଛି। ୧୭ ବର୍ଷୀୟା ନେହା ଠାକୁର ରୌପ୍ୟ ଏବଂ ଇଆବାଦ ଅଲୀ ବ୍ରୋଞ୍ଜ ପଦକ ହାସଲ…

କାନାଡା ସଂସଦରେ ନାଜି ସୈନିକଙ୍କୁ ପ୍ରଶଂସା କରିବା ଉପରେ ଇସ୍ତଫା ଦେଲେ ବାଚସ୍ପତି ଆନ୍ଥୋନୀ

ଓଟାଓ୍ବା,୨୭।୯: କାନାଡା ସଂସଦରେ ଏକ ନାଜି ସୈନିକଙ୍କୁ ନିମନ୍ତ୍ରଣ କରାଯାଇ ସମ୍ମାନିତ ଏବଂ ପ୍ରଶଂସା କରାଯିବା ପରେ ବାଚସ୍ପତି ଆନ୍ଥୋନୀ ରୋଟା ଇସ୍ତଫା ଦେଇଛନ୍ତି। କାନାଡାର ହାଉସ ଅଫ କମନ୍ସ ବାଚସ୍ପତି ଆନ୍ଥୋନୀ ରୋଟା ପ୍ରଥମେ ଇସ୍ତଫା ଦେବା ଆହ୍ବାନକୁ ବିରୋଧ…

ପଞ୍ଜାବର ପୂର୍ବତନ ମନ୍ତ୍ରୀଙ୍କ ବିରୋଧରେ ଗିରଫ ପରଓ୍ବାନା

ଚଣ୍ଡିଗଡ଼,୨୭ା୯: ସମ୍ପତ୍ତି କିଣାରେ ଅନିୟମିତତାକୁ ନେଇ ପଞ୍ଜାବର ପୂର୍ବତନ ଅର୍ଥମନ୍ତ୍ରୀ ମନପ୍ରୀତ୍‌ ସିଂ ବାଦଲଙ୍କ ବିରୋଧରେ ରାଜ୍ୟ ଭିଜିଲାନ୍ସ ବ୍ୟୁରୋ ମାମଲା ରୁଜୁ କରିଥିବାବେଳେ ମଙ୍ଗଳବାର ଏକ ଅଦାଲତ ତାଙ୍କ ନାଁରେ ଗିରଫ ପରଓ୍ବାନା ଜାରି କରିଛନ୍ତି। ଗତ ଜାନୁୟାରୀରେ ମନପ୍ରୀତ୍‌…

୨ ବିମାନ ଧକ୍କା: ୫ ମୃତ

ମେକ୍ସିକୋ ସିଟି,୨୭ା୯: ମେକ୍ସିକୋର ଉତ୍ତର ଭାଗରେ ଥିବା ଡୁରାଙ୍ଗୋ ରାଜ୍ୟରେ ଦୁଇଟି ଘରୋଇ ବିମାନ ମଧ୍ୟରେ ଧକ୍କାହେବାରୁ ଜଣେ ଶିଶୁ ସମେତ ୫ ଜଣଙ୍କ ମୃତ୍ୟୁ ଘଟିଛି। ଲା ଗାଲାନ୍‌ସିଟା ସହରର ଏକ ଅପରିଷ୍କାର ଏୟାରଷ୍ଟ୍ରିପ୍‌ରେ ସୋମବାର ଏହି ଦୁର୍ଘଟଣା ଘଟିଥିଲା।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?