ଲିଜ୍ ଏରିଆ ବାହାରୁ ବାଲି ଲୁଟ୍
କାଏମା,୨୪ା୬(ଶିବପ୍ରସାଦ ମହାନ୍ତି): ଧର୍ମଶାଳା ତହସିଲ ଅନ୍ତର୍ଗତ ବ୍ରାହ୍ମଣୀ ଓ କାଏମା କେଲୁଅ ନଦୀର ଲିଜ୍ ଏରିଆ ବାହାରୁ ବେଧଡ଼କ ଭାବେ ଶହଶହ ଟ୍ରିପ ବାଲି ଲୁଟ୍ ହେଉଥିବା ଅଭିଯୋଗ ହୋଇଛି। ସେହିପରି ଯେଉଁସବୁ ବାଲି ଘାଟକୁ ଲିଜ୍ ଦିଆଯାଇଛି ସେଠାରେ ମେଶିନ…
ପ୍ରଶାସନ ଶୁଣିଲାନି ଗାଁ ରାସ୍ତା ନିର୍ମାଣ କଲେ ଗ୍ରାମବାସୀ
କେନ୍ଦ୍ରାପଡ଼ା,୨୪ା୬(ଜଗନ୍ନାଥ ଧଳ): ପୂର୍ବରୁ ଥିବା ଗାଁ ରାସ୍ତା ସବୁ ଖରାପ ହେବା ପରେ ମରାମତି ପାଇଁ ବାରମ୍ବାର ଅଭିଯୋଗ ସତ୍ତ୍ୱେ କେହି ଶୁଣିଲେ ନାହିଁ। ଫଳରେ ଗାଁ ଲୋକ ଶ୍ରମ, ସମୟ ଓ ଅର୍ଥ ଦେଇ ରାସ୍ତା ନିର୍ମାଣ କରିଛନ୍ତି। ଗଁାର…
ଚାଷୀଙ୍କ ଜୀବିକା ପ୍ରତି ସରକାର ଉଦାସୀନ
ନୂଆଦିଲ୍ଲୀ, ୨୪ା୬: କେନ୍ଦ୍ର ସରକାର ଗତ ୭ ତାରିଖରେ ପ୍ରାଣୀଧନ ଓ ପ୍ରାଣୀଧନ ଉତ୍ପାଦ(ଆମଦାନୀ ଓ ରପ୍ତାନି) ବିଲ୍, ୨୦୨୩ ଆଣିଥିଲେ। ଏହା ପ୍ରଚଳିତ ପ୍ରାଣୀଧନ ଆମଦାନୀ(ସଂଶୋଧନ) ଆଇନ, ୨୦୦୧ ସ୍ଥାନରେ କାର୍ଯ୍ୟକାରୀ ହୋଇଥାନ୍ତା। ଏଥିପାଇଁ ଜନସାଧାରଣ ଏବଂ ଆମଦାନିକାରୀ ରପ୍ତାନିକାରୀମାନେ…
କ୍ଷୁଦ୍ର ମଧ୍ୟମ ଉଦ୍ୟୋଗ ଯୋଜନା ବାଟବଣା
କେନ୍ଦ୍ରାପଡ଼ା, ୨୪ା୬ (ଜଗନ୍ନାଥ ଧଳ): କେନ୍ଦ୍ରଠାରୁ ଆରମ୍ଭକରି ରାଜ୍ୟ ସରକାର ଅନେକ ଯୋଜନା କରିଛନ୍ତି। ଏମ୍ଏସ୍ଏମ୍ଇ ଓ ପିଏମ୍ଇଜିପି ମାଧ୍ୟମରେ ବେକାର ଯୁବତୀଯୁବକଙ୍କ ପାଇଁ କ୍ଷୁଦ୍ର ମଧ୍ୟମ ଉଦ୍ୟୋଗ ଯୋଜନା ମାଧ୍ୟମରେ ବ୍ୟବସାୟ ପାଇଁ ଋଣ ପ୍ରଦାନ କରାଯାଉଛି। ମାତ୍ର ବ୍ୟାଙ୍କରୁ…
ଏମ୍ଜିଏନ୍ଆରଇଜିଏସ୍ରେ ଟଙ୍କା ହଡ଼ପ ଅଭିଯୋଗ
ବାଲିକୁଦା,୨୪ା୬ (ତାପସ ସ୍ବାଇଁ): ବାଲିକୁଦା ବ୍ଲକର ବୋରିକିନା ପଞ୍ଚାୟତରେ ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନା (ଏମ୍ଜିଏନ୍ଆର୍ଇଜିଏସ୍)ରେ ଲକ୍ଷାଧିକ ଟଙ୍କା ଦୁର୍ନୀତି ହୋଇଥିବା ନେଇ ପୂର୍ବତନ ସରପଞ୍ଚ ସାଧୁଚରଣ ସାହୁ କିଛିଦିନ ପୂର୍ବେ ପ୍ରକଳ୍ପ ନିର୍ଦ୍ଦେଶକଙ୍କ ନିକଟରେ…
ସାରା ଓଡ଼ିଶାରେ ପହଞ୍ଚିଲା ମୌସୁମୀ
ଭୁବନେଶ୍ୱର,୨୪ା୬(ଅନିଲ ଦାସ): ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଶୁକ୍ରବାର ସମ୍ପୂର୍ଣ୍ଣ ଓଡ଼ିଶାରେ ପହଞ୍ଚତ୍ଛି। ଆକାଶ ମେଘାଚ୍ଛନ୍ନ ରହିବା ସହ କେତେକ ସ୍ଥାନରେ ବର୍ଷା ମଧ୍ୟ ହୋଇଛି। ଉତ୍ତର-ପଶ୍ଚିମ ବଙ୍ଗୋପସାଗର, ଓଡ଼ିଶା ଏବଂ ପଶ୍ଚିମବଙ୍ଗ ଉପକୂଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ…
ରାଜ୍ୟକୁ କିଏ ଚଳାଉଛି: ନଡ୍ଡା
ଭବାନୀପାଟଣା,୨୪।୬(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ଲାଲବାହାଦୁର ଷ୍ଟାଡିୟମଠାରେ ଶୁକ୍ରବାର ଭାଜପାର ମହାଜନସମ୍ପର୍କ ଅଭିଯାନ ଅନୁଷ୍ଠିତ ହୋଇଛି। ପୂର୍ବାହ୍ନରେ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି. ନଡ୍ଡା କଳାହାଣ୍ଡି ବିଶ୍ୱବିଦ୍ୟାଳୟ ଖେଳ ପଡ଼ିଆରେ ହେଲିକପ୍ଟରରେ ପହଞ୍ଚତ୍ ପ୍ରଥମେ ମା’ ମାଣିକେଶ୍ୱରୀଙ୍କ ଦର୍ଶନ…
କେନ୍ଦ୍ରାପଡାରୁ ଅଭିଯୁକ୍ତ ସିକ୍ୟୁରିଟି ଗାର୍ଡ ଗିରଫ
ଭୁବନେଶ୍ୱର,୨୪।୬(ସୂର୍ଯ୍ୟକାନ୍ତ ବେହେରା): ମଞ୍ଚେଶ୍ୱର ଥାନା ଅନ୍ତର୍ଗତ ଜିଜିପି କଲୋନୀରେ ଥିବା ଏକ ଘରୋଇ ସଂସ୍ଥାରେ କାର୍ଯ୍ୟରତ ବୈଜୟନ୍ତୀ ସାହୁଙ୍କୁ ଅଫିସ ଭିତରେ ଛୁରି ଭୁସି ହତ୍ୟା ଘଟଣାରେ ଫେରାର ଅଭିଯୁକ୍ତଙ୍କୁ ପୋଲିସ କେନ୍ଦ୍ରାପଡାରୁ ଗିରଫ କରିଛି। ସେ ହେଲେ କେନ୍ଦ୍ରାପଡ଼ା ପଟ୍ଟାମୁଣ୍ଡାଇର…
ଆଜି ଶିଖରଚଣ୍ଡୀ ପରିଦର୍ଶନ କରିବେ ଏନ୍ଜିଟି ପ୍ରତିନିଧି
ଭୁବନେଶ୍ୱର, ୨୪।୬ (ବନ୍ଦନା ସେଠୀ): ଶିଖରଚଣ୍ଡୀ ପାହାଡ଼ରେ ନିର୍ମାଣ ହେବାକୁ ଥିବା ପାନୀୟ ଜଳ ସଂରକ୍ଷଣ ପ୍ରକଳ୍ପକୁ ନେଇ ବିବାଦ ମୁଣ୍ଡ ଟେକିଛି। ଏହି ପ୍ରକଳ୍ପ ଯୋଗୁ ଜୈବବିବିଧତା ନଷ୍ଟ ହେଉଥିବା ଅଭିଯୋଗ କରି ଶିଖରଚଣ୍ଡୀ ଆଞ୍ଚଳିତ ସୁରକ୍ଷା ସମିତି ଏନ୍ଜିଟି…
ବିଦା ହେଲେ ବିଏମ୍ସି ଏନ୍ଫୋର୍ସମେଣ୍ଟ ସ୍କ୍ବାଡ୍ ଟିମ୍ ଲିଡର
ଭୁବନେଶ୍ୱର, ୨୪।୬ (ବନ୍ଦନା ସେଠୀ): ନିଶା ଖାଇ ହାଇଡ୍ରାମା କରିବା ଭୁବନେଶ୍ବର ମହାନଗର ନିଗମ (ବିଏମସି)ର ପରିମଳ ଏନ୍ଫୋର୍ସମେଣ୍ଟ ସ୍କ୍ବାଡ୍ ଟିମ୍ ଲିଡରଙ୍କୁ ମହଙ୍ଗା ପଡିଛି। ସମ୍ପୃକ୍ତ ବ୍ୟକ୍ତିଙ୍କୁ କାର୍ଯ୍ୟରୁ ନିଲମ୍ବିତ କରିବା ସହ ବିଏମ୍ସିକୁ ଲୋକ ଯୋଗାଉଥିବା ଘରୋଇ ସଂସ୍ଥା…
ସ୍ଥିତି ସୁଧାରିବାକୁ ପ୍ରୟାସ କରୁଛି ବିଏମ୍ସି
ଭୁବନେଶ୍ୱର, ୨୪।୬ (ବନ୍ଦନା ସେଠୀ): ରାଜଧାନୀରେ ଗୁରୁବାର ହୋଇଥିବା ବର୍ଷାରେ ସହରର ଅଧିକାଂଶ ଅଞ୍ଚଳରେ ଜଳବନ୍ଦୀ ସମସ୍ୟା ଦେଖାଦେବା ପରେ ବିଏମ୍ସିର ଚେତା ପଶିଛି। ବାହାଘରବେଳେ ବାଇଗଣ ରୋଇବା ଭଳି ମୌସୁମୀ ଆସିବା ପରେ ଶୁକ୍ରବାର ସ୍ବତନ୍ତ୍ର ବୈଠକ ଡକାଯାଇ ସ୍ଥିତି…
କୋଦୁଓବେରେଣୀ-ଭାପୁର ରାସ୍ତା ଶୋଚନୀୟ
ଖୋର୍ଦ୍ଧା,୨୪ା୬(ପ୍ରଭାତ ପାଣିଗ୍ରାହୀ): ଖୋର୍ଦ୍ଧା ଜିଲା ବୋଲଗଡ଼ ବ୍ଲକ ଅଧୀନ କୋଦୁଓବେରେଣୀଠାରୁ ନୟାଗଡ଼ ଜିଲା ଭାପୁର (ବାଇପାସ୍)କୁ ସଂଯୋଗ କରୁଥିବା ରାସ୍ତା ଅବସ୍ଥା ଅତ୍ୟନ୍ତ ଶୋଚନୀୟ ହୋଇପଡ଼ିଛି। ପ୍ରାୟ ୧୦ କିମିର ଏହି ରାସ୍ତା ଖଣ୍ଡପଡ଼ା ପୂର୍ତ୍ତ ବିଭାଗ ଅଧୀନରେ ରହିଛି। ତେବେ…
Archives


