Home Left

ବିବାହ ନେଇ ଗୁଜବ

ହାଇଦ୍ରାବାଦ: ଦକ୍ଷିଣ ଭାରତୀୟ ଫିଲ୍ମ ଇଣ୍ଡଷ୍ଟ୍ରିର ଜଣାଶୁଣା ନାୟିକା ରଶ୍ମିକା ମନ୍ଦାନାଙ୍କୁ ନେଇ ଏବେ ପୁଣି ଚର୍ଚ୍ଚା ଜୋର ଧରିଛି। ତେବେ ଏହି ଚର୍ଚ୍ଚା ରଶ୍ମିକାଙ୍କ କ୍ୟାରିୟର୍‌କୁ ନେଇକି ନୁହେଁ ବରଂ ତାଙ୍କ ମ୍ୟାରେଜ୍‌କୁ ନେଇ ଏବେ ବିଭିନ୍ନ ଗଣମାଧ୍ୟମରେ ନାନା…

ମୁଖ୍ୟ ରାସ୍ତା ଚକାଚକ୍‌, ବସ୍ତିରେ ଆବଡ଼ାଖାବଡା

ରାଉରକେଲା,୨୩।୬(ବିପ୍ଳବ ରଞ୍ଜନ ଦାଶ): ରାଉରକେଲା ମହାନଗର ନିଗମ ଅଧୀନ ବିଭିନ୍ନ ବସ୍ତି ଅଞ୍ଚଳ ରାସ୍ତା ଶୋଚନୀୟ ହୋଇପଡିଛି। ସହରର ମୁଖ୍ୟ ରାସ୍ତାଗୁଡିକ ଚକାଚକ୍‌ ହୋଇଥିବା ବେଳେ ଗଳିକନ୍ଦି ରାସ୍ତାକୁ ମରାମତି କରାଯାଉନାହିଁ। ଫଳରେ ବିଭିନ୍ନ ସମୟରେ ଛୋଟବଡ ଦୁର୍ଘଟଣା ଘଟୁଥିବା ଅଭିଯୋଗ…

ଲିଙ୍ଗ ବଦଳାଇବେ ବୁଦ୍ଧଦେବ ଭଟ୍ଟାଚାର୍ଯ୍ୟଙ୍କ ଝିଅ

କୋଲକାତା: ପଶ୍ଚିମବଙ୍ଗର ପୂର୍ବତନ ମୁଖ୍ୟମନ୍ତ୍ରୀ ବୁଦ୍ଧଦେବ ଭଟ୍ଟାଚାର୍ଯ୍ୟଙ୍କ ଝିଅ ସୁଚେତନା ଭଟ୍ଟାଚାର୍ଯ୍ୟ ଲିଙ୍ଗ ପରିବର୍ତ୍ତନ କରିବାକୁ ଯାଉଛନ୍ତି। ଏ ନେଇ କରାଯିବାକୁ ଥିବା ପ୍ରାଥମିକ ପ୍ରକ୍ରିୟା ସୁଚେତନା ଆରମ୍ଭ କରିଦେଇଥିବା କହିଛନ୍ତି। ନିଜର ଏ ପ୍ରକାର ନିଷ୍ପତ୍ତି ପାଇଁ ସେ ଏବେ…

ଏକ୍ସପ୍ରେସ ଟ୍ରେନ୍‌ ବିଳମ୍ବ, ଯାତ୍ରୀ ହଇରାଣ

ରାଉରକେଲା,୨୩।୬(ସଙ୍ଗୀତା ଜେନା): ରାଉରକେଲା ଦେଇ ଚଳାଚଳ କରୁଥିବା ଅଧିକାଂଶ ଏକ୍ସପ୍ରେସ ଟ୍ରେନ୍‌ ଘଣ୍ଟା ଘଣ୍ଟା ଧରି ବିଳମ୍ବରେ ଚାଲୁଥିବାରୁ ଯାତ୍ରୀ ଅସନ୍ତୋଷ ପ୍ରକାଶ ପାଇଛି। ପ୍ରାୟ ୬ ମାସରୁ ଅଧିକ ହେଲାଣି ଯାତ୍ରୀବାହୀ ଟ୍ରେନଗୁଡ଼ିକରେ ଏଭଳି ବ୍ୟତିକ୍ରମ ପରିଲକ୍ଷିତ ହୋଇଛି। ଦୂରଗାମୀ…

ସବୁଠୁ ବାସୋପଯୋଗୀ ସହର ସୂଚୀରେ ଭାରତରୁ ୫

ହାଇଦ୍ରାବାଦ: ବିଶ୍ୱରେ ଏମିତି ଅନେକ ସହର ରହିଛି, ଯେଉଁଠାରେ ଲୋକ ରହିବାକୁ ପସନ୍ଦ କରନ୍ତି। ନିକଟରେ ଇକୋନୋମିଷ୍ଟ ଇଣ୍ଟେଲିଜେନ୍ସ ୟୁନିଟି (ଇଆଇୟୁ) ପକ୍ଷରୁ ବିଶ୍ୱର ସବୁଠୁ ବାସୋପଯୋଗୀ ସହର ଗୁଡ଼ିକର ଏକ ନାମ ତାଲିକା ପ୍ରକାଶ ପାଇଛି। ଏହି ସୂଚୀରେ ବିଶ୍ୱର…

ପୋଖରୀ ଖୋଳାରେ ଦୁର୍ନୀତି ଅଭିଯୋଗ

ବଇଣ୍ଡା,୨୩।୬ (ପରିକ୍ଷିତ ସାହୁ): ଅନୁଗୋଳ ଜିଲା ଆଠମଲ୍ଲିକ ବ୍ଲକ ଟାପଢୋଲ ପଞ୍ଚାୟତରେ ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମନିଯୁକ୍ତି ଯୋଜନା (ଏମ୍‌ଜିଏନ୍‌ଆର୍‌ଇଜିଏସ୍‌)ରେ ବ୍ୟାପକ ଦୁର୍ନୀତି କରାଯାଉଥିବା ବୁଧବାର ସାନଦାଦର ଗ୍ରାମର କେତେଜଣ ଶ୍ରମିକ ଅନୁଗୋଳ ଜିଲାପାଳଙ୍କଠାରେ ଅଭିଯୋଗ କରିଛନ୍ତି। ସେମାନେ…

ପାଣି ପାଇଁ ଡହଳବିକଳ ଆତରସିଂବାସୀ

ଆର.ଉଦୟଗିରି,୨୩ା୬(ମନୋଜ କୁମାର ପାଢ଼ୀ): ଗଜପତି ଜିଲାର ଅନେକ ଅଞ୍ଚଳରେ ପିଇବା ପାଣିର ଘୋର ଅଭାବ ପରିଲକ୍ଷିତ ହେଉଛି। ଆର.ଉଦୟଗିରି ଥାନା ଆତରସିଂ ଗ୍ରାମରେ ଉତ୍କଟ ଜଳାଭାବ ଦେଖାଦେଇଛି। ମହିଳାମାନେ ଗ୍ରାମଠାରୁ କିଛି ଦୂରରେ ଥିବା ଝରଣା ଓ ସନ୍ତସନ୍ତିଆ ଜାଗାରୁ ପିଇବା…

ପଞ୍ଜୁରିରେ ମୋଷ୍ଟ ଓ୍ବାଣ୍ଟେଡ୍‌ ମାଙ୍କଡ଼

ଭୋପାଳ: ଧରାପଡ଼ିଲା ମୋଷ୍ଟ ଓ୍ବାଣ୍ଟେଡ୍‌ ମାଙ୍କଡ଼। ମଧ୍ୟପ୍ରଦେଶ ରାଜଗଡ଼ରୁ ଏହି ମାଙ୍କଡ଼କୁ ପ୍ରାଣୀ ଉଦ୍ଧାରକରୀ ଦଳ ଧରିବାରେ ସକ୍ଷମ ହୋଇଛି। କିଛିଦିନ ହେବ ରାଜଗଡ଼ରେ ଉତ୍ପାତ ଆରମ୍ଭ କରିଥିଲା ଏହି ଦୁଷ୍ଟ ମାଙ୍କଡ଼। ଲୋକେ ଏହି ମୋଷ୍ଟ ଓ୍ବାଣ୍ଟେଡ୍‌ ମାଙ୍କଡ଼ର ଉପଦ୍ରବରେ…

୫ ବର୍ଷ ହେବ ଅଧାପନ୍ତରିଆ ତର୍ଲାକୋଟା ପୋଲ

ବାଲିମେଳା,୨୩ା୬(ଶିବଦତ୍ତ ସାହୁ): ମାଲକାନଗିରି  ଜିଲାର ବିଭିନ୍ନ ସ୍ଥାନରେ ନିର୍ମାଣାଧୀନ ଥିବା ପୋଲ କାର୍ଯ୍ୟ ଶେଷ ହେଉନାହିଁ। ଫଳରେ ଉକ୍ତ ଅଞ୍ଚଳରେ ବସବାସ କରୁଥିବା ଲୋକେ ବର୍ଷାଦିନେ ଯାତାୟାତରେ ବହୁ ଦୁର୍ଦ୍ଦଶା ଭୋଗୁଛନ୍ତି। ଏଭଳି ଏକ ଦୃଶ୍ୟ ଦେଖିବାକୁ ମିଳିଛି ବାଲିମେଳା ସହରକୁ…

କ’ଣ ଏହି ‘ସମୋସା କାଂକସ’, ୟୁଏସ କଂଗ୍ରେସରେ ଉଠିବା ପରେ ବାଜିଲା କରତାଳି

ଓ୍ବାଶିଂଟନ,୨୩।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କର ଆମେରିକା ଗସ୍ତର ଦ୍ୱିତୀୟ ଦିନ ଗୁରୁବାର ଆମେରିକା କଂଗ୍ରେସର ମିଳିତ ଅଧିବେଶନକୁ ସମ୍ବୋଧିତ କରିଛନ୍ତି। ଦୁଇ ଦେଶ ମଧ୍ୟରେ ଥିବା ଐତିହାସିକ ସମ୍ପର୍କ ମଧ୍ୟରେ ମାଦି କହିଛନ୍ତି ଯେ ଭାରତରେ ଲକ୍ଷ ଲକ୍ଷ ଆମେରିକୀୟ…

ଆତଙ୍କର ନାଁ ‘କିଙ୍ଗ୍‌ ଅଫ୍‌ ଫରେଷ୍ଟ’

କାମାକ୍ଷାନଗର,୨୩।୬(ସୁଧୀର ପରିଡ଼ା): ଢେଙ୍କାନାଳ ଏବଂ ଅନୁଗୋଳ ଜିଲାରେ ଆତଙ୍କର ବାତାବରଣ ସୃଷ୍ଟି କରି ଦାଦାବଟି ଆଦାୟ କରୁଥିବା ‘କିଙ୍ଗ୍‌ ଅଫ୍‌ ଫରେଷ୍ଟ’ ଗ୍ୟାଙ୍ଗର ମୁଖା ଖୋଲିଛି। ଯୁବ ବିଜେଡି ନେତା ତଥା ଠିକାଦାର କାହ୍ନୁ ଚରଣ ସାହୁଙ୍କୁ ହତ୍ୟା ଉଦ୍ୟମ ମାମଲାରେ…

ବିଶ୍ୱକପ କ୍ୱାଲିଫାୟର ମ୍ୟାଚ ମଧ୍ୟରେ ଏହି ଦ୍ରୁତ ବୋଲରଙ୍କ ଉପରେ ବ୍ୟାନ ଲଗାଇଲା ଆଇସିସି

ଜିମ୍ବାୱେ,୨୩।୬: ଜିମ୍ବାୱେରେ ଚାଲିଥିବା ଆଇସିସି ଦିନିକିଆ ବିଶ୍ୱ କ୍ୱାଲିଫାୟର ମ୍ୟାଚ ମଧ୍ୟରେ ଆଇସିସି ଆମେରିକୀୟ ଖେଳାଳି କାଇଲ ଫିଲିପଙ୍କୁ ନେଇ ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ୨୬ ବର୍ଷୀୟ ଦ୍ରୁତ ବୋଲର କାଇଲଙ୍କୁ ତାଙ୍କ ବୋଲିଂ କାର୍ଯ୍ୟ ବେଆଇନ ବୋଲି ଜଣାପଡିବା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri