Home Left

ଖୁଚୁରା ମୁଦ୍ରାସ୍ଫୀତି ୪.୭%

ନୂଆଦିଲ୍ଲୀ,୧୩।୫: ଅନ୍ତଃରାଷ୍ଟ୍ରୀୟ ସ୍ତରର ମାନ୍ଦାବସ୍ଥା ଓ ଜାତୀୟ ସମସ୍ୟା ମଧ୍ୟରେ ଦେଶର ଗ୍ରାହକ ମୂଲ୍ୟ ସୂଚକାଙ୍କ (ସିପିଆଇ) ଆଧାରିତ ମୁଦ୍ରାସ୍ଫୀତି ୧୮ ମାସରେ ସର୍ବନିମ୍ନ ବୋଲି ଶୁକ୍ରବାର ପରିସଂଖ୍ୟାନ ଏବଂ କାର୍ଯ୍ୟକ୍ରମ କାର୍ଯ୍ୟାନ୍ବୟନ ମନ୍ତ୍ରଣାଳୟ ପକ୍ଷରୁ ବିସ୍ତୃତ ଭାବେ ସୂଚନା ଦିଆଯାଇଛି।…

ଭବାନୀପାଟଣାରେ ଅରୁନ୍ଧତୀ ଜୁଏଲର୍ସର ନୂତନ ଶୋ’ରୁମ୍‌

ଭୁବନେଶ୍ୱର,୧୩।୫: ରାଜ୍ୟର ପ୍ରମୁଖ ଅଳଙ୍କାର ପ୍ରତିଷ୍ଠାନ ଅରୁନ୍ଧତୀ ଜୁଏଲର୍ସର ସର୍ବବୃହତ୍‌ ଶୋ’ରୁମ୍‌ ଶୁକ୍ରବାର କଳାହାଣ୍ଡି ଜିଲାର ଭବାନୀପାଟଣା ନିକଟସ୍ଥ ମା’ମାଣିକେଶ୍ୱରୀ ମନ୍ଦିର ନିକଟରେ ଆନୁଷ୍ଠାନିକ ଭାବେ ଉଦ୍‌ଘାଟିତ ହୋଇଯାଇଛି। ଉଲ୍ଲେଖଯୋଗ୍ୟ, ୫,୦୦୦ ବର୍ଗଫୁଟ ପରିମିତ ସ୍ଥାନରେ ଗଢ଼ି ଉଠିଥିବା ଏହି ଶୋ’ରୁମ୍‌ରେ…

ଚାର୍ଜଶିଟ୍‌ ଦାଖଲ ହୋଇ ନ ଥିଲେ ଜାମିନ ଆବେଦନର ବିଚାର କରିପାରିବେ କୋର୍ଟ

ନୂଆଦିଲ୍ଲୀ, ୧୩ା୫(ଆଇଏଏନ୍‌ଏସ୍‌): କୌଣସି ଆପରାଧିକ ମାମଲାରେ ୬୦ କିମ୍ବା ୯୦ ଦିନ ମଧ୍ୟରେ ଚାର୍ଜଶିଟ୍‌ ଦାଖଲ ହୋଇ ପାରିଲେ ତଳକୋର୍ଟ ଏବଂ ହାଇକୋର୍ଟ ଜାମିନ ଆବେଦନର ବିଚାର କରିପାରିବେ ବୋଲି ସୁପ୍ରିମକୋର୍ଟ ଶୁକ୍ରବାର କହିଛନ୍ତି। ଏହି ମାମଲାରେ ଅଦାଲତଗୁଡ଼ିକ ରିତୁ ଛାବରିଆ…

୯୫.୨୦% ରଖିଲେ ଏସିଡ୍‌ ଆକ୍ରମଣ ପୀଡ଼ିତା

ନୂଆଦିଲ୍ଲୀ, ୧୩ା୫: ଏସିଡ୍‌ ଆକ୍ରମଣରେ ଦୃଷ୍ଟିଶକ୍ତି ହରାଇଥିବା ଚଣ୍ଡିଗଡ଼ ବ୍ଲାଇଣ୍ଡ ସ୍କୁଲ୍‌ ଛାତ୍ରୀ କାଫି (୧୫) ସିବିଏସ୍‌ଇ ଦଶମ ଶ୍ରେଣୀ ପରୀକ୍ଷାରେ ୯୫.୨୦ ପ୍ରତିଶତ ନମ୍ବର ରଖି ନିଜ ସ୍କୁଲ୍‌ରେ ଟପ୍ପର ହୋଇଛନ୍ତି। କାଫିଙ୍କ ଘର ହରିୟାଣା ହିସାର ଜିଲାର ବୁଧନା…

ରାହୁଲଙ୍କୁ ଦୋଷୀସାବ୍ୟସ୍ତ କରିଥିବା ସିଜେଏମ୍‌ଙ୍କ ପଦୋନ୍ନତି ସ୍ଥଗିତ

ନୂଆଦିଲ୍ଲୀ, ୧୩ା୫ (ପି.ଟି.): କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କୁ ମାନହାନି ମାମଲାରେ ଦୋଷୀସାବ୍ୟସ୍ତ କରିଥିବା ମୁଖ୍ୟ ବିଚାର ବିଭାଗୀୟ ମାଜିଷ୍ଟ୍ରେଟ୍‌ (ସିଜେଏମ୍‌) ହରିଶ ହସ୍‌ମୁଖଭାଇ ବର୍ମାଙ୍କ ସମେତ ଗୁଜରାଟର ୬୮ ଜଣ ନିମ୍ନ ନ୍ୟାୟିକ ଅଧିକାରୀଙ୍କ ପଦୋନ୍ନତି ଉପରେ ସୁପ୍ରିମକୋର୍ଟ ଶୁକ୍ରବାର…

ବିଦ୍ୟୁତ୍‌ ସମସ୍ୟାରୁ ମୁକୁଳିବେ ୬ ହଜାର ଉପଭୋକ୍ତା

ଖଇରା,୧୩।୫(ଡି.ଏନ.ଏ.): ବାଲେଶ୍ୱର ଜିଲା ଖଇରା ବ୍ଲକ ଅଧୀନ ସାରୁଗାଁ ପଞ୍ଚାୟତବାସୀ ଦୀର୍ଘଦିନ ଧରି ବିଦ୍ୟୁତ ସମସ୍ୟାରେ ଘାଣ୍ଟି ହେଉଥିବା ବେଳେ ୨ଦିନ ତଳେ ନୂଆ ଷ୍ଟ୍ରକଚର ପ୍ରତିଷ୍ଠା ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ ସେମାନଙ୍କ ପାଇଁ ଆଶ୍ୱସ୍ତି ଆଣିଦେଇଛି। ଓଡିଏସ୍‌ଏସ୍‌ପି ମାଧ୍ୟମରେ ପଞ୍ଚାୟତର…

କେନ୍ଦ୍ର ଅଧୀନ ଓଡ଼ିଶା ପ୍ରକଳ୍ପର ସମୀକ୍ଷାକଲେ ମୁଖ୍ୟମନ୍ତ୍ରୀ

ନୂଆଦିଲ୍ଲୀ, ୧୩ା୫: କେନ୍ଦ୍ର ସରକାରଙ୍କ ବିଭିନ୍ନ ମନ୍ତ୍ରଣାଳୟ ଅଧୀନରେ ବିଚାରାଧୀନ ଥିବା ଓଡ଼ିଶାର ଅନେକ ପ୍ରକଳ୍ପ ଉପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର ରେସିଡେଣ୍ଟ କମିଶନରଙ୍କ କାର୍ଯ୍ୟାଳୟରେ ସମୀକ୍ଷା କରିଛନ୍ତି। ରେସିଡେଣ୍ଟ କମିଶନରଙ୍କ ଅଫିସ ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ, ନବୀନ…

ଓଡ଼ିଶାର ୩୧ ରେଳଷ୍ଟେଶନରେ ଓଏସ୍‌ଓପି ଆଉଟଲେଟ୍‌କୁ ମଞ୍ଜୁରୀ

ନୂଆଦିଲ୍ଲୀ, ୧୩ା୫: ସ୍ବଦେଶୀ ଉତ୍ପାଦକୁ ପ୍ରୋତ୍ସାହନ ଏବଂ ବଞ୍ଚତ୍ତ ବର୍ଗଙ୍କ ଅତିରିକ୍ତ ଆୟ ସୁଯୋଗ ସୃଷ୍ଟି ନିମନ୍ତେ ଓଡ଼ିଶାର ୩୧ଟି ରେଳଷ୍ଟେଶନରେ ଓ୍ବାନ ଷ୍ଟେଶନ ଓ୍ବାନ୍‌ ପ୍ରଡକ୍ଟ (ଓଏସ୍‌ଓପି) ଯୋଜନାରେ ଆଉଟଲେଟ୍‌ ଖୋଲିବା ପାଇଁ ରେଳ ମନ୍ତ୍ରଣାଳୟ ଅନୁମତି ଦେଇଛି। ଏହି…

ଅର୍ଥ ମଞ୍ଜୁର ପରେ ନିର୍ମାଣ ହେଉନି ବିଶ୍ରାମାଗାର

ଭଦ୍ରକ ଅଫିସ, ୧୩ା୫: ଯାତ୍ରୀ ବିଶ୍ରାମାଗାର ନିର୍ମାଣ ପାଇଁ ଅର୍ଥ ମହଜୁଦ ରହି ମଧ୍ୟ ପ୍ରଶାସନିକ ଅଧିକାରୀଙ୍କ ଇଚ୍ଛା ଶକ୍ତିର ଅଭାବ ଯୋଗୁଁ ବିଶ୍ରାମାଗାର ନିର୍ମାଣ ହୋଇପାରୁନାହିଁ ା ଏପରି ବ୍ୟତିକ୍ରମ ସୃଷ୍ଟି ହୋଇଛି ଭଦ୍ରକ ଜିଲା ବନ୍ତ ବ୍ଲକ ଓଡ଼ଙ୍ଗ…

ଦରମା ୩୦ ହଜାର, ଘରୁ ମିଳିଲା ୭ କୋଟିର ସମ୍ପତ୍ତି

ଭୋପାଳ, ୧୩ା୫: ମଧ୍ୟପ୍ରଦେଶ ଲୋକାୟୁକ୍ତ ପୋଲିସର ଏକ ଟିମ୍‌ ଜଣେ ମହିଳା ଠିକା ଇଞ୍ଜିନିୟରଙ୍କ ଘର ଉପରେ ଚଢ଼ାଉ କରି ୭ କୋଟିରୁ ଊର୍ଦ୍ଧ୍ୱ ଟଙ୍କାର ଆୟ ବହିର୍ଭୂତ ସମ୍ପତ୍ତି ଜବତ କରିଛନ୍ତି। ହେମା ମୀନା ନାମ୍ନୀ ଏହି ଇଞ୍ଜିନିୟରଙ୍କର ୧୦ଟି…

କଳାପଥର ପରିବହନରେ ପ୍ରଦୂଷଣ ଉତ୍କଟ

ଯାଜପୁର ଅଫିସ/କବାଟବନ୍ଧ (ଡି.ଏନ୍‌.ଏ.),୧୩ା୫: ଯାଜପୁର ଜିଲା ଧର୍ମଶାଳା ତହସିଲର କଳାପଥର କେଳେଙ୍କାରୀ ସହ ବାୟୁ ପ୍ରଦୂଷଣ ଏବେ ଚରମସୀମାରେ ପହଞ୍ଚିଛି। ଜିଲା ପ୍ରଶାସନ ପକ୍ଷରୁ ଏଭଳି ଅନିୟମିତତା ଏବଂ ମନମାନିକୁ ନିୟନ୍ତ୍ରଣ କରିବାରେ ସେଭଳି କିଛି ଠୋସ୍‌ କାର୍ଯ୍ୟାନୁଷ୍ଠାନ ନେବାରେ ବିଫଳ…

ନିଯୁକ୍ତିରେ ଜାଲିଆତି, ତଦନ୍ତ ନିର୍ଦ୍ଦେଶ

ଯାଜପୁର ଅଫିସ,୧୩ା୫: ରାଜ୍ୟରେ ନକଲି ବିଏଡ୍‌/ସିଟି ଡିଗ୍ରୀଧାରୀ ଏବଂ ଜାତିଗତ ପ୍ରମାଣପତ୍ର ଜାଲିଆତି କରି ଶିକ୍ଷୟିତ୍ରୀଶିକ୍ଷକ ନିଯୁକ୍ତି ପାଇବା ଏବେ ସାଧାରଣ କଥା ହୋଇଛି। ଏନେଇ ଶିକ୍ଷା ବିଭାଗ ପକ୍ଷରୁ ବାରମ୍ବାର ସମ୍ପୃକ୍ତ ଜିଲା ଶିକ୍ଷାଧିକାରୀଙ୍କୁ ତଦନ୍ତ କରି ଆଇନଗତ କାର୍ଯ୍ୟାନୁଷ୍ଠାନ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri