Home Left

ଘାସ, ନଡ଼ା ଖାଇ ଗାଁ ସାଥୀଙ୍କ ବିକ୍ଷୋଭ

ଭୁବନେଶ୍ୱର,୨୫।୯(ଅନୁରାଧା ମହାରଣା): ଗାଁ ସାଥୀଙ୍କ ପାଇଁ ଉଦ୍ଦିଷ୍ଟ ବିଭିନ୍ନ ସରକାରୀ ଗାଇଡ୍‌ଲାଇନ କାର୍ଯ୍ୟକାରୀ କରାଯାଉନାହିଁ। ମାସିକ ପ୍ରୋତ୍ସାହନ ରାଶି ପ୍ରଦାନ ପାଇଁ ୨୦୨୧ରେ ତତ୍‌କାଳୀନ ପଞ୍ଚାୟତିରାଜ ମନ୍ତ୍ରୀ ଓ ବିଭାଗୀୟ ଅଧିକାରୀଙ୍କ ସହ ଆଲୋଚନା ହୋଇଥିଲେ ମଧ୍ୟ ବର୍ତ୍ତମାନ ଯାଏ ପ୍ରଦାନ…

ମା’ଙ୍କ ପାଇଁ ପୂଜାମଣ୍ଡପରେ ପ୍ରସ୍ତୁତି ଜୋରଦାର

କଟକ,୨୫ା୯(ସୁପ୍ରିୟା ପ୍ରିୟଦର୍ଶିନୀ): ଗଣେଶ ପୂଜାଠାରୁ କଟକ ସହରରେ ବାରି ହୋଇପଡ଼ିଲାଣି ପାର୍ବଣର ପରିବେଶ। ଦଶହରା ଲାଗି କଟକ ସହରର ସାହିବସ୍ତି, ସବୁଠାରେ ଆରମ୍ଭ ହୋଇଯାଇଛି ପ୍ରସ୍ତୁତିପର୍ବ। ପୁରୁଣା ପୂଜାମଣ୍ତପଗୁଡ଼ିକରେ ମା’ ଦୁର୍ଗାଙ୍କ ମୃଣ୍ମୟୀ ମୂର୍ତ୍ତି ନିର୍ମାଣ କାମ ଆରମ୍ଭ ହୋଇଗଲାଣି। କେତୋଟି…

ଜାନବିଲି ଆନିକଟରୁ ବ୍ୟକ୍ତିଙ୍କ ମୃତଦେହ ଜବତ

ଧରାକୋଟ,୨୫ା୯(ବିଷ୍ଣୁ କେଶରୀ ଆଚାର୍ଯ୍ୟ): ଧରାକୋଟ ନିକଟସ୍ଥ ଜାନବିଲି ଆନିକଟରୁ ଋଷିକୁଲ୍ୟା ନଦୀରେ ଭାସି ଆସିଥିବା ଜଣେ ବ୍ୟକ୍ତିଙ୍କ ମୃତଦେହକୁ ସୋମବାର ମଧ୍ୟାହ୍ନରେ ଜବତ କରାଯାଇଛି। ଏକ ଅଜଣା ବ୍ୟକ୍ତିଙ୍କ ମୃତଦେହ ଋଷିକୁଲ୍ୟା ନଦୀରେ ସୋରଡ଼ା ପଟରୁ ଭାସି ଆସି ଆନିକଟ ଗେଟରେ…

ରାଜ୍ୟ ହକି ଚାମ୍ପିୟନଶିପ୍‌ରେ ସ୍ଥାନ ପାଇଲେ ପ୍ରୀତି

କୋକସରା,୨୫।୯(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଓଡ଼ିଶା ରାଜ୍ୟ ହକି ଆସୋସିଏଶନ ଆନୁକୂଲ୍ୟରେ ଭୁବନେଶ୍ବରଠାରେ ଆୟୋଜିତ ହେଉଛି ରାଜ୍ୟ ହକି ଚାମ୍ପିୟନଶିପ୍‌। ଟୁର୍ନାମେଣ୍ଟ ୨୫ରୁ ୩୦ ତାରିଖ ପର୍ଯ୍ୟନ୍ତ ହେବାକୁ ଥିବା ବେଳେ ୧୮ ବର୍ଷରୁ କମ୍‌ ବାଳିକା ବର୍ଗରେ କଳାହାଣ୍ଡି ହକି ଦଳ…

ରୋଇଂରେ ଭାରତକୁ ମିଳିଲା ୨ ବ୍ରୋଞ୍ଜ ପଦକ

ହାଙ୍ଗଝୋ,୨୫।୯: ଏସିଆନ ଗେମ୍ସର ରୋଇଂ ଇଭେଣ୍ଟରେ ସୋମବାର ଭାରତକୁ ଆଉ ୨ଟି ବ୍ରୋଞ୍ଜ ପଦକ ମିଳିଛି। ଫଳରେ ଓ୍ବାଟରସ୍ପୋର୍ଟରେ ଭାରତୀୟ ରୋୟର ୫ ପଦକ ସହ ଅଭିଯାନ ଶେଷ କରିଛନ୍ତି। ମେନ୍ସ ଫୋର୍‌ସ ଇଭେଣ୍ଟରେ ଯଶବିନ୍ଦର ସିଂ, ଭୀମ ସିଂ, ପୁନିତ…

୬ ଫୁଟର ଅଜଗର ଉଦ୍ଧାର

ଉଦଳା,୨୫ା୯(ସନ୍ତୋଷ କୁମାର ବାଚ୍ଛିନୀ): ମୟୂରଭଞ୍ଜ ଜିଲା ଉଦଳା ବନାଞ୍ଚଳ ଅଧୀନ ନୟାରଙ୍ଗାମାଟିଆ ଗ୍ରାମରୁ ଏକ ୬ ଫୁଟର ଅଜଗର ସାପ ଉଦ୍ଧାର ହୋଇଛି। ଗ୍ରାମର ଆଶାରାମ ବିନ୍ଧାଣୀଙ୍କ ଘର ବାଡ଼ିରେ ଥିବା ଏକ ଜାଲରେ ଅଜଗର ଛନ୍ଦି ହୋଇଥିବା ଦେଖିବାକୁ ମିଳିଥିଲା।…

ମା’ ହେଲେ ସ୍ବରା

ମୁମ୍ବାଇ: ବଲିଉଡ ଅଭିନେତ୍ରୀ ସ୍ବରା ଭାସ୍କର ମା’ ହୋଇଛନ୍ତି। ଅଭିନେତ୍ରୀ ସେପ୍ଟେମ୍ବର ୨୩ ଅର୍ଥାତ୍‌ ଶନିବାର ଏକ ଶିଶୁ କନ୍ୟାଙ୍କୁ ଜନ୍ମ ଦେଇଛନ୍ତି। ଇନଷ୍ଟାଗ୍ରାମରେ ଫଟୋ ଶେୟାର କରି ଅଭିନେତ୍ରୀ ନିଜେ ପ୍ରଶଂସକଙ୍କୁ ଏହି ଖୁସିଖବର ଦେଇଛନ୍ତି। ଫଟୋରେ ସ୍ବରା ତାଙ୍କୁ…

ଗୋରୁ ବୋଝେଇ ଗାଡ଼ି ଛାଡି ଚମ୍ପଟ ମାରିଲେ ଅଭିଯୁକ୍ତ

କେନ୍ଦୁଝର,୨୫।୯(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ତେଲକୋଇ-କାଞ୍ଜିପାଣି ମୁଖ୍ୟ ରାସ୍ତା ଦେଇ ବେଆଇନ ଭାବେ ଗୋରୁ ଚାଲାଣ ଦିନିକୁ ଦିନ ବଢ଼ିବାରେ ଲାଗିଛି। ଏହି ପରିପ୍ରେକ୍ଷୀରେ ତେଲକୋଇ ବଜରଙ୍ଗ ଦଳ ପକ୍ଷରୁ ଏକ ଗୋରୁ ବୋଝେଇ ଗାଡ଼ିକୁ ଜବତ କରାଯାଇଛି ।…

ମାଉସୀ ଘରେ ରଶି ଲଗାଇ ଛାତ୍ରୀଙ୍କ ଆତ୍ମହତ୍ୟା

ମୋରଡ଼ା,୨୫ା୯(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ଥାନା ତଥା ଚିତ୍ରଡ଼ା ଫାଣ୍ଡି ଅଧୀନ ପାରିଆଉଡ଼ା ଗ୍ରାମରେ ଜଣେ ଛାତ୍ରୀ ବେକରେ ରଶି ଲଗାଇ ଆତ୍ମହତ୍ୟା କରିଛନ୍ତି। ସେ ହେଲେ ଲଦଡ଼ିହି ଗ୍ରାମର ଲାଲ ମୋହନ ମାର୍ଣ୍ଡିଙ୍କ ଝିଅ ସସ୍ମିତା। ସେ ନୂଆଗାଁସ୍ଥିତ…

ବିବାହ ପରେ ଦିଲ୍ଲୀରେ ପହଞ୍ଚିଲେ ପରିଣୀତି-ରାଘବ

ମୁମ୍ବାଇ: ଆମ୍‌ ଆଦ୍‌ମୀ ପାର୍ଟି (ଏଏପି) ରାଜ୍ୟସଭା ଏମ୍‌ପି ରାଘବ ଚଢ଼ା ଉଦରପୁରର ଲୀଲା ପ୍ୟାଲେସରେ ଅଭିନେତ୍ରୀ ପରିଣୀତି ଚୋପ୍ରାଙ୍କୁ ବିବାହ କରିବା ପରେ ସୋମବାର ରାଜଧାନୀ ଦିଲ୍ଲୀରେ ପହଞ୍ଚିଛନ୍ତି। ଉଭୟ ଭାରତୀୟ ପୋଷାକରେ ନଜର ଆସିଛନ୍ତି। ପରିଣୀତି ହଳଦିଆ ରଙ୍ଗର…

ସିନ୍ଦୁର, ମଙ୍ଗଳସୁତ୍ର ପିନ୍ଧି ଶାଶୁ ଘରେ ପହଞ୍ଚିଲେ ପରିଣୀତି

ମୁମ୍ବାଇ: ଅଭିନେତ୍ରୀ ପରିଣୀତି ଚୋପ୍ରା ଏବଂ ରାଘବ ଚଢା ବିବାହ ବନ୍ଧନରେ ବାନ୍ଧି ହୋଇଛନ୍ତି। ରବିବାର ରାଜସ୍ଥାନର ଉଦୟପୁରରେ ଉଭୟଙ୍କ ବିବାହ ହୋଇଛି। ପ୍ରଶଂସକମାନେ ପରିଣୀତିଙ୍କୁ କନ୍ୟା ଏବଂ ରାଘବଙ୍କୁ ବର ବେଶରେ ଦେଖିବାକୁ ବହୁ ଦିନରୁ ଅପେକ୍ଷା କରିଥିଲେ। ବର୍ତ୍ତମାନ…

ତେଜିଲା ଆନ୍ଦୋଳନ: ଆମରଣ ଅନଶନରେ କାରାରକ୍ଷୀ

ସୋନପୁର,୨୫।୯(ମୃତ୍ୟୁଞ୍ଜୟ ଶତପଥୀ): କାରାରକ୍ଷୀ ଓ ମୁଖ୍ୟ କାରାରକ୍ଷୀଙ୍କ ଆନ୍ଦୋଳନ ତେଜିବାରେ ଲାଗିଛି। ୫ ଦଫା ଦାବି ନେଇ କାରାରକ୍ଷୀମାନେ ସେପ୍ଟେମ୍ବର ୧୩ ତାରିଖରୁ ୨୪ ତାରିଖ ପର୍ଯ୍ୟନ୍ତ କଳାବ୍ୟାଜ୍‌ ପିନ୍ଧି ନୀରବ ପ୍ରତିବାଦ କରୁଥିଲେ। ହେଲେ ସରକାର ଦାବି ପ୍ରତି ଅଣଦେଖା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?