ଗୁଜରାଟକୁ ୪,୪୦୦ କୋଟି ମୂଲ୍ୟ ପ୍ରକଳ୍ପର ଉପହାର ଦେଲେ ପ୍ରଧାନମନ୍ତ୍ରୀ
ଅହମ୍ମଦାବାଦ,୧୨।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିି ଶୁକ୍ରବାର ଗୁଜରାଟ ଗସ୍ତରେ ଅଛନ୍ତି। ଏହି ଗସ୍ତ ସମୟରେ ଏଠାରେ ସେ ପ୍ରାୟ ୪,୪୦୦କୋଟି ଟଙ୍କା ମୂଲ୍ୟ ପ୍ରକଳ୍ପର ଶୁଭାରମ୍ଭ କରିଛନ୍ତି। ଏହା ସହିତ କେନ୍ଦ୍ର ସରକାରଙ୍କ ଆବାସ ଯୋଜନା ଅଧୀନରେ ନିର୍ମିତ ଘର ମଧ୍ୟ…
ଗାଧୋଇବାକୁ ଯାଇ ନଦୀରେ ବୁଡ଼ିଗଲେ ନାବାଳିକା
ଚିତ୍ରକୋଣ୍ଡା,୧୨।୫: ମାଲକାନଗିରି ଜିଲା ଚିତ୍ରକୋଣ୍ଡାସ୍ଥିତ ବାଲିମେଳା ଜଳଭଣ୍ଡାରରେ ବୁଡ଼ି ଜଣେ ନାବାଳିକାଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଚିତ୍ରକୋଣ୍ଡା ଅପରେଟର କଲୋନୀର ପଦ୍ମିନୀ କାନ୍ଦୁଲିଆ(୧୫)। ମିଳିଥିବା ସୂଚନା ମୁତାବକ, ପରିବାର ଲୋକଙ୍କ ସହ ପଦ୍ମିନୀ ଆଈ ଘର ଚିତ୍ରକୋଣ୍ଡାସ୍ଥିତ ଦୋରାଘାଟକୁ ବୁଲିବାକୁ…
କନଷ୍ଟେବଳଙ୍କ ସନ୍ଦେହଜନକ ମୃତ୍ୟୁ
ନିଶ୍ଚିନ୍ତକୋଇଲି,୧୨ା୫(ସ୍ବ.ପ୍ର.): ଡ୍ୟୁଟି କରିବାକୁ ଆସି ପୋଲିସ କର୍ମଚାରୀଙ୍କ ସନ୍ଦେହଜନକ ମୃତ୍ୟୁ ହୋଇଛି। ପରିବାର ଲୋକେ ତଦନ୍ତ ଦାବି କରିଛନ୍ତି। ଏପରି ଘଟଣା ଘଟିଛି କଟକ ଜିଲା ନିଶ୍ଚିନ୍ତକୋଇଲିର ଜିଗ୍ନିପୁର ଠାରେ। କଟକ ପୋଲିସ ହେଡ କ୍ବାର୍ଟର୍ସରେ କନଷ୍ଟେବଳ ଭାବେ ଶ୍ରୀନିବାସ ରାଉତ…
କଡ଼ା ସୁରକ୍ଷା ମଧ୍ୟରେ ହାଇକୋର୍ଟରେ ହାଜର ହେଲେ ଇମ୍ରାନ, ଚାଲିଛି ଶୁଣାଣି
ଇସଲାମାବାଦ,୧୨।୫: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ତଥା ତେହେରିକ-ଇ-ଇନସାଫ (ପିଟିଆଇ)ର ମୁଖ୍ୟ ଇମ୍ରାନ ଖାନଙ୍କୁ ଶୁକ୍ରବାର କଡ଼ା ସୁରକ୍ଷା ମଧ୍ୟରେ ଇସଲାମାବାଦ ହାଇକୋର୍ଟରେ ହାଜର କରାଯାଇଛି। ଅଲ-କାଦିର ଟ୍ରଷ୍ଟ ମାମଲାରେ ତାଙ୍କ ଜାମିନ ଉପରେ ଶୁଣାଣି ହେଉଛି। ତାଙ୍କ ପାର୍ଟି ପାକିସ୍ତାନ ତେହେରିକ-ଇ-ଇନସାଫ…
ପରିଣୀତିି-ରାଘବଙ୍କ ନିର୍ବନ୍ଧରେ ସାମିଲ ହେବେ ପ୍ରିୟଙ୍କା
ମୁମ୍ବାଇ: ଅଭିନେତ୍ରୀ ପରିଣୀତିି ଚୋପ୍ରା ଏବଂ ରାଜନେତା ରାଘବ ଚଡ୍ଡା ଆଜିକାଲି ସେମାନଙ୍କ ବିବାହକୁ ନେଇ ଚର୍ଚ୍ଚାରେ ଅଛନ୍ତି। ଖବର ଅନୁଯାୟୀ, ଉଭୟ ୧୩ ମେ’ରେ ରାଜକୀୟ ଶୌଳୀରେ ନିର୍ବନ୍ଧ କରିବାକୁ ଯାଉଛନ୍ତି। ଏନେଇ ସମସ୍ତ ପ୍ରସ୍ତୁତି କରାଯାଇଛି । ଏହି…
ଶେଷ ପର୍ଯ୍ୟାୟରେ ମହାପ୍ରଭୁଙ୍କ ପାଟବସ୍ତ୍ର ପ୍ରସ୍ତୁତି
ଖୋର୍ଦ୍ଧା ଅଫିସ,୧୨ା୫: ଜୁନ୍ ୨୦ରେ ଘୋଷଯାତ୍ରା। ଏଥିଲାଗି ଶ୍ରୀକ୍ଷେତ୍ର ଚଳଚଞ୍ଚଳ। ଶ୍ରୀନଅର ସମ୍ମୁଖ ଅସ୍ଥାୟୀ ରଥଖଳାରେ ଚାଲିଛି ରଥ ନିର୍ମାଣ। ଏପଟେ ଖୋର୍ଦ୍ଧା ଜିଲା ବେଗୁନିଆ ବ୍ଲକ ରାଉତପଡ଼ାର ବୁଣାକାର ପରିବାର ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଲାଗି ପାଟବସ୍ତ୍ର ଓ ସୂତାଲୁଗା ପ୍ରସ୍ତୁତିରେ…
ସୁଧାକର ପଣ୍ଡା ପାଇବେ ‘ବିଜୁ ପଟ୍ଟନାୟକ ପୁରସ୍କାର’
ଭୁବନେଶ୍ୱର,୧୨।୫(ବ୍ୟୁରୋ): ରାଜ୍ୟ ସରକାରଙ୍କ ବିଜ୍ଞାନ ଓ ବୈଷୟିକ ବିଭାଗର ଅନୁମୋଦନକ୍ରମେ ଓଡ଼ିଶା ବିଜ୍ଞାନ ଏକାଡେମୀ ପକ୍ଷରୁ ୨୦୨୦ ମସିହା ପାଇଁ ପୁରସ୍କାର ଘୋଷଣା କରାଯାଇଛି। ବୈଜ୍ଞାନିକ ଉତ୍କର୍ଷ ପାଇଁ ଜଟଣୀସ୍ଥିତ ‘ନାଇଜର’ର ନିର୍ଦ୍ଦେଶକ ପ୍ରଫେସର ସୁଧାକର ପଣ୍ଡା ପାଇବେ ‘ବିଜୁ ପଟ୍ଟନାୟକ…
ଲିଗାଲ ଟେକ୍ନୋଲୋଜିରେ ନୂତନ ବିବର୍ତ୍ତନ
ଏକ ଦଶନ୍ଧିରୁ ଅଧିକ ସମୟର ସଂଘର୍ଷରତ ଯାତ୍ରା ପରେ ରାକେଶ ଶତପଥୀ ଜଣେ ଦକ୍ଷ ଡିରେକ୍ଟର ତଥା କମ୍ପ୍ୟୁଟର ଇଞ୍ଜିନିୟର ଭାବେ ଏପିକ୍ ଗ୍ଲୋବାଲ ୟୁଏସ୍ ବେସ୍ଡ କମ୍ପାନୀରେ କାର୍ଯ୍ୟରତ। ଦୃଢ଼ନିଷ୍ଠା, କର୍ତ୍ତବ୍ୟପରାୟଣତା ଏବଂ ଉଚ୍ଚ ଚିନ୍ତାଧାରାକୁ ଆଧାର କରି ଆଜି…
ବନ୍ଦର ଉପାଧ୍ୟକ୍ଷ ଦାୟିତ୍ୱ ନେଲେ ନୀଳଭ୍ର ଦାସଗୁପ୍ତା
ପାରାଦୀପ ୧୨।୫(ସ୍ବ.ପ୍ର.): ପାରାଦୀପ ବନ୍ଦର ପ୍ରାଧିକରଣ (ପିପିଏ)ର ନୂତନ ଉପାଧ୍ୟକ୍ଷ ଭାବେ ନୀଳଭ୍ର ଦାସଗୁପ୍ତା ଦାୟିତ୍ୱ ନେଇଛନ୍ତି। ପୂର୍ବରୁ ଉପାଧ୍ୟକ୍ଷ ଥିବା ଏ କେ.ବୋଷ ଗତ ମାର୍ଚ୍ଚ ୩୧ରେ ଅବସର ଗ୍ରହଣ କରିଥିଲେ। ସେବେଠାରୁ ଉକ୍ତ ପଦବୀ ଖାଲି ଥିଲା। ଦାସଗୁପ୍ତା…
ଖସିପଡ଼ିଥିବା ଡ୍ରୋନ୍କୁ ନେଇ ଆତଙ୍କ
ଢେଙ୍କାନାଳ ଅଫିସ, ୧୨।୫: ଢେଙ୍କାନାଳ ସଦର ଥାନା ଇନ୍ଦିପୁର ଗ୍ରାମ କେନାଲ ବନ୍ଧ ଉପରେ ଗୁରୁବାର ଅପରାହ୍ନରେ ଖସିପଡ଼ିଥିବା ଏକ ଡ୍ରୋନ୍କୁ ନେଇ ସ୍ଥାନୀୟ ଅଞ୍ଚଳରେ ଭୟର ବାତାବରଣ ସୃଷ୍ଟି ହୋଇଛି। ପ୍ରତ୍ୟକ୍ଷଦର୍ଶୀଙ୍କ କହିବା କଥା, ଅପରାହ୍ନ ପ୍ରାୟ ୫ଟା ୪୦ରେ…
ପିଆଇଡବ୍ଲ୍ୟୁଟି ନିର୍ଦ୍ଦେଶକଙ୍କ ସତ୍ୟପାଠ ଦାଖଲ
କଟକ ଅଫିସ,୧୨ା୫: ହାଇକୋର୍ଟଙ୍କ ନିର୍ଦ୍ଦେଶ ଅନୁଯାୟୀ ରାଜ୍ୟ ସରକାରଙ୍କ ପକ୍ଷରୁ ଡଙ୍ଗାବୁଡ଼ି ମାମଲାରେ ମେ’ ୧ ତାରିଖରେ ସତ୍ୟପାଠ ଦାଖଲ କରାଯାଇଛି। ଓଡ଼ିଶା ପୋର୍ଟ ଆଣ୍ଡ୍ ଆଇଲାଣ୍ଡ୍ ଓ୍ବାଟର ଟ୍ରାନ୍ସପୋର୍ଟ ବିଭାଗ(ପିଆଇଡବ୍ଲ୍ୟୁଟି)ର ନିର୍ଦ୍ଦେଶକ ପଦ୍ମଲୋଚନ ରାଉଳ ସତ୍ୟପାଠ ଦାଖଲ କରି ରାଜ୍ୟରେ…
ବିଲ୍ରେ ଜାଲିଆତି କରି ଟଙ୍କା ହଡ଼ପ ଉଦ୍ୟମ
ଅନୁଗୋଳ ଅଫିସ,୧୨ା୫: ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଳୟରେ ଦଲାଲମାନେ କେବଳ ରୋଗୀ ଓ ସେମାନଙ୍କ ସମ୍ପର୍କୀୟଙ୍କୁ ଆର୍ଥିକ ଭାବେ ଶୋଷଣ କରୁନାହାନ୍ତି, ସୁଯୋଗ ପାଇବା ମାତ୍ରେ ସରକାରୀ ଅର୍ଥ ହଡପ୍ ପାଇଁ କିପରି ଉଦ୍ୟମ କରୁଛନ୍ତି ତାହାର ଉଦାହରଣ ଗୁରୁବାର ଦେଖିବାକୁ…
Archives


