Home Left

ହୋଣ୍ଡା ସାଇନ୍‌ ୧୨୫ ଉନ୍ମୋଚିତ

ନୂଆଦିଲ୍ଲୀ,୨୨।୬(ଅଭୟ ଦାଶ): ହୋଣ୍ଡା ମୋଟରସାଇକେଲ ଆଣ୍ଡ୍‌ ସ୍କୁଟର ଇଣ୍ଡିଆ (ଏଚ୍‌ଏମ୍‌ଏସ୍‌ଆଇ)ର ବହୁ ପ୍ରତୀକ୍ଷିତ ତଥା ଅତ୍ୟାଧୁନିକ ଜ୍ଞାନକୌଶଳରେ ନିର୍ମିତ ନ୍ୟୁ ହୋଣ୍ଡା ସାଇନ୍‌ ୧୨୫ ମଡେଲର ନିକଟରେ ସର୍ବଭାରତୀୟ ଉନ୍ମୋଚନ ସମ୍ପର୍କରେ ଘୋଷଣା କରାଯାଇଛି। ଏ ସମ୍ପର୍କରେ ହୋଣ୍ଡା ମୋଟରସାଇକେଲ ଆଣ୍ଡ୍‌…

ଟିପିଡବ୍ଲ୍ୟୁଓଡିଏଲ୍‌ ପକ୍ଷରୁ ମରାମତିକୁ ଗୁରୁତ୍ୱ

ଭୁବନେଶ୍ୱର,୨୨।୬: ଟିପି ୱେଷ୍ଟର୍ନ ଓଡ଼ିଶା ଡିଷ୍ଟ୍ରିବ୍ୟୁଶନ ଲିମିଟେଡ୍‌ (ଟିପିଡବ୍ଲ୍ୟୁଓଡିଏଲ୍‌) ପକ୍ଷରୁ ବିଦ୍ୟୁତ୍‌ ଯୋଗାଣକୁ ପ୍ରାଥମିକତା ଦେବା ଲାଗି ମରାମତି କାର୍ଯ୍ୟକୁ ଗୁରୁତ୍ୱ ଦିଆଯାଇଛି। ଏପରିକି ୨୦୨୩ ମାର୍ଚ୍ଚ ପରଠାରୁ ରାଜ୍ୟରେ ବାରମ୍ବାର କାଳବୈଶାଖୀ ଝଡ଼ରେ ଗୁରୁତର ଭାବେ ପ୍ରଭାବିତ ହୋଇଥିବା ୬୫୭…

କୋରିଆ ଗାୟକଙ୍କ ଆତ୍ମହତ୍ୟା

ସିଓଲ, ୨୨ା୬ : କୋରିଆର ଖ୍ୟାତନାମା ଗାୟକ ଚୋଇ ସୁଙ୍ଗ୍‌-ବୋଙ୍ଗ୍‌ ତାଙ୍କ ବାସଭବନରେ ମଙ୍ଗଳବାର ଆତ୍ମହତ୍ୟା କରିଛନ୍ତି। ୨୦୧୧ରେ କୋରିଆ ଗଟ୍‌ ଟ୍ୟାଲେଣ୍ଟ ପ୍ରତିଯୋଗିତାରେ ସେ ଦ୍ୱିତୀୟ ସ୍ଥାନ ହାସଲ କରିବା ପରେ ଖ୍ୟାତି ଅର୍ଜନ କରିଥିଲେ। ସେ କୋରିଆର ବୋଙ୍ଗ…

ନିର୍ମାଣ ହେବ ୩୪୦୪ କି.ମି. ରାସ୍ତା

ଭୁବନେଶ୍ୱର,୨୨ା୬ (ଅନିଲ ଦାସ) ଗ୍ରାମାଞ୍ଚଳରେ କୌଣସି ସଡ଼କ ଆଉ ଅସଂଯୋଜିତ ହୋଇ ରହିବ ନାହିଁ। ଆନ୍ତଃରାଜ୍ୟ, ଆନ୍ତଃଜିଲା ଓ ଆନ୍ତଃବ୍ଲକ ସହ ସମସ୍ତ ରାସ୍ତା ସଂଯୋଗ ହେବ। ଦୁର୍ଗମ ତଥା ମାଓପ୍ରବଣ ଅଞ୍ଚଳ ରାସ୍ତା ମଧ୍ୟ ନିର୍ମାଣ ହେବ। ଗ୍ରାମାଞ୍ଚଳରେ ଗମନାଗମନ…

ବଜାରରେ କେଣ୍ଟ୍‌ର ନୂତନ ଉତ୍ପାଦ

ନୂଆଦିଲ୍ଲୀ,୨୨।୬: କେଣ୍ଟ୍‌ ଆର୍‌ଓ ସିଷ୍ଟମ୍ସ ଲିମିଟେଡ୍‌ର ବହୁ ପ୍ରତୀକ୍ଷିତ ତଥା ଅତ୍ୟାଧୁନିକ ଜ୍ଞାନକୌଶଳରେ ନିର୍ମିତ କେଣ୍ଟ୍‌ ଗ୍ରାଣ୍ଡ ଷ୍ଟାର୍‌-ବି ଓ୍ବାଟର ପୁରିଫାୟରର ଶୁଭାରମ୍ଭ ସହ ବଜାର ପ୍ରବେଶ ସମ୍ପର୍କରେ ଘୋଷଣା କରାଯାଇଛି। ଏପରିକି କେଣ୍ଟ୍‌ର ଏହି ନୂତନ ଉତ୍ପାଦ ଅତ୍ୟନ୍ତ କ୍ଷମତାଶାଳୀ…

ଜେଲ ହାଜତରେ କଏଦୀଙ୍କୁ ପିଟି ହତ୍ୟା

ଢେଙ୍କାନାଳ ଅଫିସ,୨୨ା୬(ରତନ ନାୟାର)ଏକ ଅବକାରୀ ମାମଲାରେ ଗିରଫ ହୋଇ ଢେଙ୍କାନାଳ ଜିଲା କାରାଗାରରେ ଥିବା ଜଣେ ବିଚାରାଧୀନ କଏଦୀଙ୍କ ବୁଧବାର ସନ୍ଦେହଜନକ ଅବସ୍ଥାରେ ମୃତ୍ୟୁ ଘଟିଛି। ସେ ହେଲେ ସଦର ଥାନା ବେଶାଳିଆ ଗ୍ରାମର ଅଥାନି ଦେହୁରୀ (୪୨)। ଅଥାନିଙ୍କୁ ପିଟି…

ଆନ୍ଦୋଳନ ବେଳେ ପ୍ରାଣୀ ଉପଦ୍ରବ

ଶିକାରୀଙ୍କ ଆକ୍ରମଣରେ ଅସୁରକ୍ଷିତ ବନ କର୍ମଚାରୀ। ତେଣୁ ସୁରକ୍ଷା ଦାବିରେ ଗତ ୧୯ତାରିଖରୁ ୮,୧୮୮ଜଣ ବନ କର୍ମଚାରୀ ପାଟ୍ରୋଲିଂ ଛାଡ଼ ଆନ୍ଦୋଳନରେ ସାମିଲ ହୋଇଛନ୍ତି। ଆସନ୍ତା ୮ତାରିଖ ସୁଦ୍ଧା ସରକାର ସେମାନଙ୍କ କଥା ନ ଶୁଣିଲେ ୧୦ତାରିଖରୁ ସମୂହ କାର୍ଯ୍ୟ ଛାଡ଼…

ଜେଲରେ ଦୁଇ କଏଦୀଙ୍କ ଆତ୍ମହତ୍ୟା

ସୁଲତାନପୁର୨୧ା୬: ଉତ୍ତରପ୍ରଦେଶର ସୁଲ୍‌ତାନପୁର ଜିଲା ଜେଲ୍‌ରେ ଏକ ଅଭାବନୀୟ ଘଟଣା ଘଟିଛି। ଜେଲ୍‌ ପରିସରରେ ଥିବା ଏକ ଗଛରେ ବୁଧବାର ଦୁଇଜଣ କଏଦୀ ରଶି ଲଗାଇ ଆତ୍ମହତ୍ୟା କରିଛନ୍ତି। ମୃତକ ହେଲେ କାରିଆ ପାସି ଓ ମନୋଜ। ଉଭୟ ଆମେଠି ଜିଲାର।…

ଛାତ୍ରୀଙ୍କୁ ଗଣବଳାତ୍କାର ପରେ ହତ୍ୟା

ଜୟପୁର,୨୧ା୬: ରାଜସ୍ଥାନର ବିକାନେର ଜିଲାରେ ଜଣେ ୨୦ ବର୍ଷୀୟା ଦଳିତ ଛାତ୍ରୀଙ୍କୁ ଗଣବଳାତ୍କାର ପରେ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ଅଭିଯୁକ୍ତଙ୍କୁ ଗିରଫ ଦାବିରେ ପୀଡ଼ିତାଙ୍କ ପରିବାର ଲୋକେ ଧାରଣାରେ ବସିଛନ୍ତି। ସେମାନଙ୍କ ସହ ଆନ୍ଦୋଳନରେ ଭାଜପା ନେତାମାନେ ସାମିଲ ହୋଇଛନ୍ତି।…

ନାବାଳକଙ୍କ ଗୋଡ଼ରେ ଚଢ଼ିଗଲା ରଥ ଚକା

ଦିଗପହଣ୍ଡି,୨୧ା୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିରେ ପରମ୍ପରା ଅନୁଯାୟୀ ଶ୍ରୀଗୁଣ୍ଡିଚା ଯାତ୍ରା ପରଦିନ ଶ୍ରୀ ଜୀଉଙ୍କ ରଥ ଟଣା ଯାଇଥାଏ। ବୁଧବାର ରଥଟଣା ହେଉଥିବା ବେଳେ ରଥଚକା ମାଡ଼ିଯାଇ ଜଣେ ନାବାଳକ ଗୁରୁତର ହୋଇଥିବା ଜଣାପଡିଛି। ସେ ହେଲେ ଦିଗପହଣ୍ଡି…

ଡାକ୍ତରଙ୍କୁ ମାଡ଼ ମାରିଲେ ରୋଗୀଙ୍କ ସମ୍ପର୍କୀୟ

ଟିଟିଲାଗଡ଼,୨୧ା୬(ଶରତ ମିଶ୍ର ): ବଲାଙ୍ଗୀର ଜିଲା ଟିଟିଲାଡ଼ ଉପକଣ୍ଡ ଡାକ୍ତରଖାନାର ଜଣେ ଡାକ୍ତରଙ୍କୁ ରୋଗୀଙ୍କ ସମ୍ପର୍କୀୟ ମାଡ ମାରିଥିବା ଅଭିଯୋଗ ହୋଇଛି। ଏହି ଘଟଣାରେ ଟିଟିଲାଗଡ଼ ଥାନା ପୋଲିସ ମୁରାରୀ ମିଶ୍ର ନାମକ ଜଣେ ବ୍ୟକ୍ତିଙ୍କୁ ବୁଧବାର ଗିରଫ କରି କୋର୍ଟ…

ପୋଖରୀରେ କୁଇଣ୍ଟାଲ କୁଇଣ୍ଟାଲ ମଲା ମାଛ

କବିସୂର୍ଯ୍ୟନଗର,୨୧ା୬(କୃପାସିନ୍ଧୁ ସ୍ବାଇଁ): ଗଞ୍ଜାମ ଜିଲା କବିସୂର୍ଯ୍ୟନଗର ବ୍ଲକ ସିଆଳିଆ ପଞ୍ଚାୟତ ଅଧୀନ ସିଦ୍ଧେଶ୍ୱର ମନ୍ଦିର ନିକଟ ଲକ୍ଷ୍ମୀନାରାୟଣ ସାଗର ପୋଖରୀରେ ମାଛ ମଡ଼କ ଦେଖିବାକୁ ମିଳିଛି। ଶତାଧିକ ମାଛ ମରି ଭାସୁଥିବା ଦେଖି ଚାଷୀ ଆଖିରୁ ଲୁହ ଗଡ଼ାଉଛି। ଛୋଟ ମାଛଠୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri