Home Left

ସବୁ ଜିଲାରେ ସକାଳୁଆ ସ୍କୁଲ ପାଇଁ ଦାବି

ଭୁବନେଶ୍ୱର,୨୧।୬(ଅନୁରାଧା ମହାରଣା): ରାଜ୍ୟର କିଛି ଜିଲାକୁ ବାଦ୍‌ଦେଇ ପ୍ରାୟ ସମସ୍ତ ଜିଲାର ସ୍କୁଲ ବୁଧବାରଠାରୁ ଖୋଲୁଛି। ନିୟମିତ କାର୍ଯ୍ୟସୂଚୀ ଅନୁସାରେ, ପୂର୍ବାହ୍ନ ୧୦ଟାରୁ ଅପରାହ୍ନ ୪ଟା ପର୍ଯ୍ୟନ୍ତ ସ୍କୁଲ ଚାଲିବାକୁ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ନିର୍ଦ୍ଦେଶ ଦେଇଛି। ହେଲେ ଏହାକୁ…

ଖରାଛୁଟି ପରେ ଆଜିଠୁ ଖୋଲିଲା ସ୍କୁଲ

ଭୁବନେଶ୍ୱର,୨୧।୬: ଖରାଛୁଟି ପରେ ଆଜିଠୁ ଖୋଲିଲା ରାଜ୍ୟ ସରକାରଙ୍କ ଅଧୀନରେ ଥିବା ସ୍କୁଲ। ହେଲେ ଗ୍ରୀଷ୍ମପ୍ରବାହକୁ ଦୃଷ୍ଟିରେ ରଖି ସମ୍ବଲପୁର ,ଝାରସୁଗୁଡା ଓ ବଲାଙ୍ଗିର ଜିଲାରେ ଗୁରୁବାର ସ୍କୁଲ ଖୋଲିବାକୁ ନିଷ୍ପତ୍ତି ହୋଇଛି। ଏଇ ୩ ଜିଲାରେ ୨୨ରୁ ୨୪ ତାରିଖ…

ନୀଳାଚଳ କୋଇଲା କାରଖାନା ଯୋଗୁ ବଢୁଛି ପ୍ରଦୂଷଣ

ଜେନାପୁର,୨୧ା୬(ଅଶୋକ ଦାସ): ଯାଜପୁର ଜିଲା ଧର୍ମଶାଳା ତହସିଲ ସହାଣୀଡିହ ପଞ୍ଚାୟତ ଅଧୀନ ବାରମାଣ ମୁଣ୍ଡାସାହି ଗ୍ରାମ ନିକଟରେ ଦୀର୍ଘବର୍ଷ ହେବ ନୀଳଚଳ କୋଇଲା କାରଖାନା ବେଆଇନ ଭାବେ ଚାଲିଥିବା ଅଭିଯୋଗ ହୋଇଛି ା ଏବେ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଲୋକମାନଙ୍କୁ ଅସ୍ତବ୍ୟସ୍ତ…

ବିସ୍ଥାପନକୁ ନେଇ ଆନ୍ଦୋଳନ ତେଜୁଛି

ଯାଜପୁର ଅଫିସ,୨୧ା୬: ଶିଳ୍ପାୟନ ପ୍ରକ୍ରିୟାରେ ଅଞ୍ଚଳରେ ଦେଖାଯାଇଥିବା ପ୍ରଦୂଷଣ ସମସ୍ୟା ଓ ଏହାର ନିୟନ୍ତ୍ରଣ ଦିଗରେ ସରକାରଙ୍କ ବିଫଳତା ଲୋକଙ୍କୁ ଏଭଳି ହତାଶ କରିଛି ଯେ ଆର୍ଥତ୍କ ଅଭିବୃଦ୍ଧିର ସ୍ବାଦ ଚାଖିବେ କ’ଣ ନିଜ ଗଁା ମାଟି ଛାଡି ବିସ୍ଥାପିତ କରିବାକୁ…

ଜନ୍ମବେଦିକୁ ଗଲେ ତିନି ଠାକୁର

ଧର୍ମଶାଳା,୨୧ା୬(ବଟକୃଷ୍ଣ ପରିଡ଼ା): ଧର୍ମଶାଳା ବ୍ଲକର ବିଭିନ୍ନ ସ୍ଥାନରେ ଜଗନ୍ନାଥଙ୍କ ପ୍ରସିଦ୍ଧ ଘୋଷଯାତ୍ରା ଅନୁଷ୍ଠିତ ହୋଇଯାଇଛି। ପ୍ରଭୁ ଶ୍ରୀଜଗନ୍ନାଥ ବଡ଼ଭାଇ ବଳଭଦ୍ର, ଭଉଣୀ ସୁଭଦ୍ରା ଓ ସୁଦର୍ଶନଙ୍କୁ ସାଙ୍ଗରେ ଧରି ୯ଦିନ ପାଇଁ ମାଉସୀ ମା’ ଘରକୁ ଯାତ୍ରା କରିଛନ୍ତି। ବ୍ଲକର ଭାଲୁଖାଇସ୍ଥିତ…

ଇନ୍ଦୋରରେ ଭାରତୀୟ ମହିଳା ଦଳର କ୍ୟାମ୍ପ

ଇନ୍ଦୋର, ୨୧ା୬(ପି.ଟି.): ୧୭ ବର୍ଷରୁ କମ୍‌ ଏଏଫ୍‌ସି ଏସିଆନ୍‌ କ୍ୱାଲିଫାୟରର ଦ୍ୱିତୀୟ ରାଉଣ୍ଡ ପାଇଁ ଭାରତୀୟ ଦଳ ଏହାର ପ୍ରସ୍ତୁତି ଆରମ୍ଭ କରିଛି। ଆସନ୍ତା ଜୁଲାଇ ୭ ତାରିଖରୁ ଭାରତୀୟ ଦଳ ଇନ୍ଦୋରରେ ଏହାର ଅଭ୍ୟାସ କ୍ୟାମ୍ପ ଆରମ୍ଭ କରିବ। ସେପ୍ଟେମ୍ବରରୁ…

ଏଏଫ୍‌ସି ଉନ୍ନୟନ କମିଟିରେ ଅଭିଜିତ

ଭୁବନେଶ୍ୱର, ୨୧।୬ (ତପନ ସ୍ବାଇଁ): ସର୍ବଭାରତୀୟ ଫୁଟବଲ ଫେଡେରେଶନ (ଏଆଇଏଫ୍‌ଏଫ୍‌) କାର୍ଯ୍ୟକାରିଣୀ ସଦସ୍ୟ ତଥା ଫୁଟବଲ ଆସୋସିଏଶନ ଅଫ୍‌ ଓଡ଼ିଶା (ଫାଓ) ଯୁଗ୍ମ ସମ୍ପାଦକ ଅଭିଜିତ ପଲ୍‌ ଏଏଫ୍‌ସି (ଏସିଆନ ଫୁଟବଲ କନ୍‌ଫେଡେରେଶନ) ଉନ୍ନୟନ କମିଟିରେ ସ୍ଥାନ ପାଇଛନ୍ତି। ଓଡ଼ିଶାର ପ୍ରଥମ…

ରେସ୍‌ ଓ୍ବାକ୍‌ ପୂର୍ବରୁ ମଞ୍ଜୁଙ୍କ ହର୍ଡଲ୍ସ

ନୂଆଦିଲ୍ଲୀ, ୨୧ା୬(ପି.ଟି.): ଦେଶର ଟପ୍‌ ରେସ୍‌ ଓ୍ବାକର୍‌ ପଞ୍ଜାବର ୨୪ ବର୍ଷୀୟା ମଞ୍ଜୁ ରାଣୀ ଷଷ୍ଠ ଶ୍ରେଣୀରୁ ଏହି କ୍ରୀଡା ପ୍ରତି ଆକର୍ଷିତ ହେଲେ। ନିକଟରେ ଶେଷ ହୋଇଥିବା ଜାତୀୟ ଆନ୍ତଃରାଜ୍ୟ ଆଥ୍‌ଲେଟିକ ମିଟ୍‌ରେ ସେ ୩୫ କିମି ରେସ୍‌ ଓ୍ବାକରେ…

ଓସିଏଲ୍‌ ୨୦୨୩: ଜାଗୁଆର୍ସ, ପାନ୍ଥର୍ସ ବିଜୟୀ

ଭୁବନେଶ୍ୱର, ୨୧ା୬(ସରୋଜ ଜେନା): ଓଡ଼ିଶା କ୍ରିକେଟ ଆସୋସିଏଶନ(ଓସିଏ) ଆନୁକୂଲ୍ୟରେ ଆୟୋଜିତ ଓଡ଼ିଶା କ୍ରିକେଟ୍‌ ଲିଗ୍‌(୨୦୨୩)ର ନବମ ଦିନରେ ବିଜୟୀ ହୋଇଛନ୍ତି ଓଡ଼ିଶା ଜାଗୁଆର୍ସ ଓ ଓଡ଼ିଶା ପାନ୍ଥର୍ସ। ଡ୍ରିମ୍ସ ଗ୍ରାଉଣ୍ଡରେ ଖେଳାଯାଇଥିବା ମ୍ୟାଚ୍‌ରେ ଓଡ଼ିଶା ଜାଗୁଆର୍ସ ୮ ଉଇକେଟରେ ଓଡ଼ିଶା ଚିତାସ୍‌କୁ…

ଇନ୍‌ଫିନିକ୍ସର ନୂତନ ଉତ୍ପାଦ ଉନ୍ମୋଚିତ

ଭୁବନେଶ୍ୱର,୨୧।୬: ସ୍ମାର୍ଟଫୋନ୍‌ ବ୍ରାଣ୍ଡ୍‌ ଇନ୍‌ଫିନିକ୍ସର ବହୁ ପ୍ରତୀକ୍ଷିତ ତଥା ଅତ୍ୟାଧୁନିକ ଜ୍ଞାନକୌଶଳରେ ନିର୍ମିତ ନୂତନ ଉତ୍ପାଦ ‘ନୋଟ୍‌ ୩୦ ୫ଜି’ର ସର୍ବଭାରତୀୟ ଉନ୍ମୋଚନ ସମ୍ପର୍କରେ ଘୋଷଣା କରାଯାଇଛି। ନୋଟ୍‌ ୩୦ ୫ଜିରେ ଆଇପିଏସ୍‌ ଏଲ୍‌ଟିପିଏସ୍‌ ୬.୭୮ ଇଞ୍ଚ୍‌ର ଫୁଲ୍‌ ଏଚ୍‌ଡି+ ୧୨୦ଏଚ୍‌ଜେଡ୍‌…

ଆଇଏମ୍‌ଏମ୍‌ଟି ଭୁବନେଶ୍ୱର ସହ ଏଏମ୍‌ଏନ୍‌ଏସ୍‌ ଇଣ୍ଡିଆର ବୁଝାମଣା

ଭୁବନେଶ୍ୱର,୨୧।୬: (ଅଭୟ ଦାଶ): ଆର୍ସେଲର ମିତ୍ତଲ-ନିପ୍ପନ ଷ୍ଟିଲ୍‌ (ଏଏମ୍‌-ଏନ୍‌ଏସ୍‌) ଇଣ୍ଡିଆର ଓଡ଼ିଶା ୟୁନିଟ୍‌ ଏବଂ କେନ୍ଦ୍ରୀୟ ଗବେଷଣା ସଂସ୍ଥା ସିଏସଆଇଆର୍‌-ଆଇଏମ୍‌ଏମ୍‌ଟି ଭୁବନେଶ୍ୱର ମଧ୍ୟରେ ଏକ ଦ୍ୱିପାକ୍ଷିକ ବୁଝାମଣା ପତ୍ର (ଏମ୍‌ଓୟୁ) ନିକଟରେ ସ୍ବାକ୍ଷରିତ ହୋଇଯାଇଛି। ବିଶେଷକରି ନିମ୍ନମାନର ଲୁହାପଥର ଓ ଲୁହାପଥର…

୨୨ ପରିବର୍ତ୍ତେ ୨୩ରେ କଳାହାଣ୍ଡି ଆସିବେ ନଡ୍ଡା

ଭୁବନେଶ୍ବର, ୨୧ା୬(ସୁନିତ୍‌ ମିଶ୍ର): ଭାଜପାର ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେବା ଲାଗି ଓଡ଼ିଶା ଆସିବାକୁ ଥିବା କେନ୍ଦ୍ରୀୟ ନେତାମାନଙ୍କ ଗସ୍ତ କାର୍ଯ୍ୟକ୍ରମରେ ବାରମ୍ବାର ପରିବର୍ତ୍ତନ ହେଉଥିବା ଦେଖିବାକୁ ମିଳୁଛି। ପ୍ରଥମେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କ ଢେଙ୍କାନାଳ ଗସ୍ତ କାର୍ଯ୍ୟକ୍ରମ ବାତିଲ ହୋଇଥିଲା।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri