Home Left

ଭଙ୍ଗା ଝାଟିମାଟି ଘରେ ରାଘବଙ୍କ ପରିବାର : ସହାୟତା ପାଇଁ… 

କେସିଙ୍ଗା,୬।୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ କସୃପଡା ଗ୍ରାମର ରାଘବ କରୁଆ (୬୦)ଙ୍କ ପରିବାର  ଝାଟିମାଟି ଘରେ ଅସହାୟ ଅବସ୍ଥାରେ ଜୀବନଯାପନ କରି ଆସୁଛନ୍ତି। ଦୀର୍ଘ ୮ ବର୍ଷ ହେଲା ଗୋଡ଼ହାତ ଚାଲୁ ନ ଥିବାରୁ କୌଣସି କାମଧନ୍ଧା…

ଫିକା ପଡ଼ିଲା ଖ୍ରୀଷ୍ଟମାସ ସେଲିବ୍ରେଶନ, ୧୦ ମୃତ ୧୯ ଆହତ

ପ୍ୟାରିସ,୬।୧୨: ଫ୍ରାନ୍ସର ଗୁଆଡେଲୁପର ସେଣ୍ଟ-ଆନରେ ଏକ ଖ୍ରୀଷ୍ଟମାସ କାର୍ଯ୍ୟକ୍ରମରେ ଏକ ବଡ଼ ଦୁର୍ଘଟଣା ଘଟିଛି। ଏକ ଗାଡ଼ି କାର୍ଯ୍ୟକ୍ରମ ପାଇଁ ପ୍ରସ୍ତୁତ ହେଉଥିବା ଲୋକଙ୍କୁ ଚାପି ଦେଇଛି। ଅତି କମରେ ୧୦ ଜଣଙ୍କର ମୃତ୍ୟୁ ହୋଇଛି ଏବଂ ୧୯ ଜଣ ଆହତ…

ମୁନିରଙ୍କ ହାତରେ ନ୍ୟୁକ୍ଲିଅର ବଟନ୍‌

ଇସ୍‌ଲାମାବାଦ,୬ା୧୨: ପାକିସ୍ତାନ ରାଷ୍ଟ୍ରପତି ଆସିଫ୍‌ ଅଲୀ ଜର୍ଦ୍ଦାରୀଙ୍କ ଅଫିସିଆଲ୍‌ ‘X’ ହ୍ୟାଣ୍ଡେଲରୁ ଶୁକ୍ରବାର ଏକ ପୋଷ୍ଟ କରାଯାଇଛି। ବର୍ତ୍ତମାନ ସିଓଏଏସ୍‌ ଥିବା ଫିଲ୍ଡ ମାର୍ଶଲ ଆସିମ୍‌ ସୟେଦ ମୁନିରଙ୍କୁ ଦେଶର ପ୍ରଥମ ସିଡିଏଫ୍‌ ରୂପେ ଆଗାମୀ ୫ ବର୍ଷ ପାଇଁ ନିଯୁକ୍ତି…

ବେଆଇନ ଚୋରା ବାଲି ଚାଲାଣ: ୨ ହାଇୱାକୁ ମାଡିବସିଲା…

ପୋଲିସ।ପାଟଣା,୬।୧୨(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ସାହାରପଡା ଫାଣ୍ଡି ପୋଲିସ ସାହାରପଡା ପେଟ୍ରୋଲ ପମ୍ପ ନିକଟରୁ ଶନିବାର ଭୋର ସକାଳୁ ୨ଟି ଚୋରା ବାଲି ବୋଝେଇ ହାଇୱା ଜବତ କରିଛି । ଓଡ଼ି ୧୧ଏ ଏଫ୦୩୩୮ ଏବଂ ଓ ଡ଼ି…

ଇଣ୍ଡିଗୋ ବିମାନ ରଦ୍ଦ ପରେ ବି କେମିତି ଧଡାଧଡ ବିକ୍ରି ହେଉଛି ଟିକେଟ! ୩ ଗୁଣା ଅଧିକ ଦାମରେ ବି କିଣୁଛନ୍ତି ଲୋକେ

ନୂଆଦିଲ୍ଲୀ,୬।୧୨: ଇଣ୍ଡିଗୋ ଏୟାରଲାଇନ୍ସ ଅନେକ ଦିନ ଧରି ସଂଘର୍ଷ କରୁଛି। ଡିସେମ୍ବର ୨ରୁ ବିମାନ ବାତିଲ ଚାଲିଛି। ଇଣ୍ଡିଗୋ ପ୍ରତିଦିନ ୫୦୦ରୁ ଅଧିକ ବିମାନ ବାତିଲ କରୁଛି। ଏହା ସତ୍ତ୍ୱେ, ଇଣ୍ଡିଗୋ ବିମାନ ଟିକେଟ ଦ୍ରୁତ ଗତିରେ ବିକ୍ରି ହେଉଛି। ଅନେକ…

ଏହିସବୁ ଭାରତୀୟ ଖାଦ୍ୟ ଖାଇଲେ ପୁଟିନ୍‌: ଜାଣିଲେ ହେବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୧୨।୬: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ସମ୍ମାନାର୍ଥେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଦ୍ୱାରା ଆୟୋଜିତ ରାଜ୍ୟ ଭୋଜିରେ କଶ୍ମୀର ଅଖରୋଟ ଗୁଚ୍ଚି ଦୁନ ଚେଟିନ ଏବଂ ଆଚାରୀ ବାଇଗଣ ଏବଂ ହଳଦିଆ ଡାଲି ତଡ଼କା ପରି ଖାଦ୍ୟ ପରିବେଷଣ କରାଯାଇଥିଲା। ରୁଷିଆ…

ଫଳ ଦୋକାନ ଉପରକୁ ମାଡିଗଲା ମ୍ୟୁନିସିପାଲଟି ଗାଡି, ମୋବାଇଲ ଫୋନରେ କଥା ହୋଇ…

ବଲାଙ୍ଗୀର,୬।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ବସ୍‌ ଟର୍ମିନାଲ ସମ୍ମୁଖରେ ଥିବା ଫଳ ଦୋକାନ ଉପରକୁ ଶନିବାର ସକାଳେ ବଲାଙ୍ଗୀର ମ୍ୟୁନିସିପାଲଟିରେ ରେଜିଷ୍ଟେଶନ ହୋଇଥିବା ସୁଲଭ ଶୌଚାଳୟର ସେପଟି ଟାଙ୍କି ଗାଡି ମାଡ଼ି ଯାଇଥିଲା। ଡ୍ରାଇଭର ଜଣଙ୍କ ମୋବାଇଲ ଫୋନରେ କଥା ହୋଇ…

ପୁଟିନ ଫେରୁ ଫେରୁ ପୂରଣ ହେଲା ଭାରତର ବଡ଼ ଇଚ୍ଛା, ପ୍ରମାଦ ଗଣିବେ ଚାଇନା-ପାକିସ୍ତାନ

ନୂଆଦିଲ୍ଲୀ,୬।୧୨: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଭାରତ ଛାଡିବା ପରେ ଏକ ବଡ଼ ଖବର ଆସିଛି। ଏହି ନୂତନ ବିକାଶ ସ୍ବଦେଶୀ ଯୁଦ୍ଧ ବିମାନ କାର୍ଯ୍ୟକ୍ରମକୁ ତ୍ୱରାନ୍ବିତ କରିବ ବୋଲି ଆଶା କରାଯାଉଛି। ଶୁକ୍ରବାର, ନଭେମ୍ବର ୫,୨୦୨୫ରେ, ଆମେରିକୀୟ ପ୍ରତିରକ୍ଷା କମ୍ପାନୀ…

ଝିଅ ବାହାଘର ପାଇଁ ଟଙ୍କା ଦେବେ ସରକାର, ଭୋଜି ପାଇଁ ମିଳିବ…

ସୁଭଦ୍ରା ଯୋଜନା ପରେ ଓଡ଼ିଶାରେ ନୂଆ ଯୋଜନା ପାଇଁ ବଡ଼ ଘୋଷଣା କରିଛନ୍ତି ରାଜ୍ୟ ସରକାର। ଏବେ ବାହାଘର ପାଇଁ ଟଙ୍କା ଦେବେ ଓଡ଼ିଶା ସରକାର। ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା ପାଇଁ ଗାଇଡଲାଇନ ଜାରି କରିଛନ୍ତି ସରକାର। ଏନେଇ ସବୁ…

ଧନୁଯାତ୍ରା ପାଇଁ ଶୁଭସ୍ତମ୍ଭ: ପ୍ରସ୍ତୁତି ଜୋରଦାର…

ନୂଆପଡ଼ା,୬ା୧୨ (ମକାରୁ ବେମାଲ): ନୂଆପଡ଼ା ଜିଲା କୋମନା ବ୍ଲକ ଅନ୍ତର୍ଗତ ଲଖନା ଗାଁରେ ଶୁକ୍ରବାର ୧୭ତମ ଧନୁଯାତ୍ରା ପାଇଁ ନୂତନ କମିଟି ଗଠନ ସହ ଶୁଭସ୍ତମ୍ଭ ସ୍ଥାପନ ଅନୁଷ୍ଠିତ ହୋଇଯାଇଛି। ବୈଠକ ପରେ ସର୍ବ ସମ୍ମତି କ୍ରମେ ପୁରୋହିତ ସୁନାନୀଙ୍କୁ ସଭାପତି…

ଗୃହରକ୍ଷୀବାହିନୀ ପୋଲିସର ଅଭିନ୍ନ ଅଙ୍ଗ: ଜନସାଧାରଣଙ୍କ ହୋଇଛନ୍ତି ଆସ୍ଥାଭାଜନ

ବଲାଙ୍ଗୀର, ୬।୧୨(ସୁନିଲ କୁମାର ମହାନ୍ତି): ଓଡ଼ିଶା ଗୃହରକ୍ଷୀ ବାହିନୀର ୬୩ତମ ପ୍ରତିଷ୍ଠା ଦିବସ ସ୍ଥାନୀୟ ବଲାଙ୍ଗୀର ରିଜର୍ଭ ପୋଲିସ ପରେଡ ପଡିଆଠାରେ ଶନିବାର ପାଳିତ ହୋଇଯାଇଛି I ବଲାଙ୍ଗୀର ଆରକ୍ଷୀ ଅଧୀକ୍ଷକ ଅଭିଳାଷ ଜି ମୁଖ୍ୟଅତିଥି ଭାବେ ଯୋଗଦେଇ ପତାକା ଉତ୍ତୋଳନ…

ମୃତବ୍ୟକ୍ତିଙ୍କ ସୁନା ଅଳଙ୍କାର ପାଖରେ ରଖୁଛନ୍ତି କି? ପଡିପାରେ ନକରାତ୍ମକ ଶକ୍ତି, ଜାଣନ୍ତୁ ଗରୁଡ ପୁରାଣ କ’ଣ କହୁଛି

ସୁନାକୁ ସୌଭାଗ୍ୟ ଏବଂ ସକାରାତ୍ମକ ଶକ୍ତିର ବାହକ ବୋଲି ବିବେଚନା କରାଯାଏ। ଏହାର ଚମକ ଏବଂ ଆକର୍ଷଣ ସମସ୍ତଙ୍କୁ ଆକର୍ଷିତ କରେ। ସୁନା ଅଳଙ୍କାର, ବିଶେଷକରି ମହିଳାମାନଙ୍କ ପାଇଁ, ସୌନ୍ଦର୍ଯ୍ୟ ଏବଂ ଶୁଭତାର ପ୍ରତୀକ ଭାବରେ ବିବେଚନା କରାଯାଏ। ତଥାପି, ପ୍ରାଚୀନ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri