Home Left

ଛତିଶଗଡରେ ‘ଦ କେରଲା ଷ୍ଟୋରି’କୁ ଟିକସମୁକ୍ତ କରିବାକୁ ମୁଖ୍ୟମନ୍ତ୍ରୀଙ୍କୁ ଦାବି କଲା ଭାଜପା

ରାୟପୁର,୧୦।୫: ଫିଲ୍ମ ‘ଦ କେରଲା ଷ୍ଟୋରି’ କୁ ନେଇ ସାରା ଦେଶରେ ରାଜନୀତି ଚାଲିଛି। ଅନେକ ରାଜ୍ୟରେ ଏହି ଫିଲ୍ମକୁ ବ୍ୟାନ କରାଯାଉଥିବା ବେଳେ କେତେକ ରାଜ୍ୟରେ ଏହାକୁ ସମର୍ଥନ କରୁଛନ୍ତି। ତେବେ ପଶ୍ଚିମବଙ୍ଗରେ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଏହି ଫିଲ୍ମ…

ବସୁଧା ଯୋଜନାରେ ଅନିୟମିତତା

ଖଇରା,୧୦ା୫ (ଡି.ଏନ.ଏ.): ବାଲେଶ୍ୱର ଜିଲା ଖଇରା ବ୍ଲକ ଅଧୀନ କଣ୍ଟାପଡା ଓ ବଟେଶ୍ୱରଠାରେ  ବସୁଧା ଯୋଜନାରେ ୨ଟି ପାନୀୟ ଜଳ ପ୍ରକଳ୍ପର ନିର୍ମାଣ କାର୍ଯ୍ୟ ଚାଲିଥିବା ବେଳେ ଏହା ଅତ୍ୟନ୍ତ ନିମ୍ନମାନର ହେଉଛି। ଏହି ପ୍ରକଳ୍ପର ସ୍ଥାୟିତ୍ୱ ଉପରେ ଗ୍ରାମବାସୀ ପ୍ରଶ୍ନ…

ଝାରସୁଗୁଡାରେ ୯ଟା ସୁଦ୍ଧା ୯.୭୫% ମତଦାନ

ଝାରସୁଗୁଡା ଅଫିସ,୧୦।୫: ଝାରସୁଗୁଡା ବିଧାନସଭା ଉପନିର୍ବାଚନ ପାଇଁ ମତଦାନ ଚାଲିଛି। ତେବେ ସକାଳ ୯ଟା ସୁଦ୍ଧା ୯.୭୫ ମତଦାନ ହୋଇଥିବା ସୂଚନା ମିଳିଛି। ସୂଚନାଯୋଗ୍ୟ, ସକାଳ ୭ଟାରୁ ଆରମ୍ଭ ହୋଇ ସନ୍ଧ୍ୟା ୬ଟା ଯାଏ ମତଦାନ ଚାଲିବ। ୨୫୩ ବୁଥ୍‌ରେ ମତଦାନ…

ଆଜି ହେମନ୍ତ ସୋରେନଙ୍କୁ ଭେଟିବେ ନୀତୀଶ

ପାଟନା,୧୦।୫: ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ବର୍ତ୍ତମାନ କେନ୍ଦ୍ରରେ ଭାଜପା ସରକାର ବିରୋଧରେ ବିରୋଧୀ ଦଳକୁ ଏକଜୁଟ କରିବାକୁ ଉଦ୍ୟମ ଚଳାଇଛନ୍ତି। ଏହି ମେଣ୍ଟକୁ ସଫଳ କରିବାକୁ ବୁଧବାର ନୀତୀଶ ଝାଡଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କୁ ଭେଟିବେ ବୋଲି ସୂଚନା ମିଳିଛି।…

ରାଶନ କାର୍ଡ ପାଇଁ ବ୍ଲକକୁ ଦୌଡ଼ି ନୟାନ୍ତ ହେଲେଣି ଟିକିଲତା

ନୂଆଗାଁ,୧୦ା୫ (ଡି.ଏନ.ଏ.): ନୟାଗଡ଼ ଜିଲା ନୂଆଗାଁ ବ୍ଲକ ମାଳିସାହି ପଞ୍ଚାୟତ ମାଳିସାହି ଗ୍ରାମର ବିଧବା ମହିଳା ଟିକିଲତା ରାଶନ କାର୍ଡ ପାଇଁ ବ୍ଲକକୁ ଦୌଡ଼ି ନୟାନ୍ତ ହେଲେଣି । ମଙ୍ଗଳବାର ପୁନର୍ବାର ନୂଆଗାଁ ବ୍ଲକକୁ ଆସି ଏ ବିଷୟ ଲିଖିତ ଭାବେ…

୧୪୪ ଧାରା ଜାରି, ଇଣ୍ଟରନେଟ୍‌ ସେବା ବନ୍ଦ

ଇସଲାମାବାଦ,୧୦।୫: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ତଥା ପାକିସ୍ତାନ ତେହେରିକ-ଇ-ଇନସାଫ (ପିଟିଆଇ) ଅଧ୍ୟକ୍ଷ ଇମ୍ରାନ ଖାନଙ୍କୁ ଗିରଫ କରାଯିବା ପରେ ଦେଶରେ ଉତ୍ତେଜନା ସୃଷ୍ଟି ହୋଇଛି। ଏପରିକି ତାଙ୍କ ସମର୍ଥକମାନେ ବିଭିନ୍ନ ସହରରେ ବିକ୍ଷେପ ପ୍ରଦର୍ଶନ କରିଛନ୍ତି। ଇମ୍ରାନଙ୍କୁ ଗିରଫ କରାଯିବା ପରେ…

ଅବ୍ୟବସ୍ଥା ଘେରରେ କପିଳାସ ପୀଠ

ଢେଙ୍କାନାଳ ଅଫିସ,୧୦ା୫: ଢେଙ୍କାନାଳ ଜିଲା ତଥା ରାଜ୍ୟର ପ୍ରସିଦ୍ଧ ଶୈବପୀଠ କପିଳାସରେ ବ୍ୟାପକ ଅବ୍ୟବସ୍ଥାକୁ ନେଇ ସାଧାରଣରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି। ଦେବୋତ୍ତର ବିଭାଗ ପକ୍ଷରୁ ପୀଠକୁ ଯିବା ପାଇଁ ପାହାଚ ରାସ୍ତା ନିକଟରେ ଶ୍ରଦ୍ଧାଳୁମାନଙ୍କ ନିମନ୍ତେ ନିର୍ମିିତ ଶୌଚାଳୟ…

ଝାରସୁଗୁଡା ଉପନିର୍ବାଚନ: ଭୋଟ ଦେଲେ ଭାଜପା ପ୍ରାର୍ଥୀ ଟଙ୍କଧର ତ୍ରିପାଠୀ

ଝାରସୁଗୁଡା ଅଫିସ,୧୦।୫: ଝାରସୁଗୁଡା ଉପନିର୍ବାଚନ ଲାଗି ମତଦାନ ଚାଲିଥିବା ବେଳେ ଭାଜପା ପ୍ରାର୍ଥୀ ଟଙ୍କଧର ତ୍ରିପାଠୀ ଭୋଟ ଦେଇଛନ୍ତି। ସୂଚନାଯୋଗ୍ୟ, ସକାଳ ୭ଟାରୁ ଆରମ୍ଭ ହୋଇ ସନ୍ଧ୍ୟା ୬ଟା ଯାଏ ଚାଲିବ। ୩ ପ୍ରମୁଖ ରାଜନେତିକ ଦଳ ବିଜେଡି, ଭାଜପା ଓ…

ବିପୁଳ ସଂଖ୍ୟାରେ ଭୋଟ ଦେବାକୁ କର୍ନାଟକବାସୀଙ୍କୁ ପ୍ରଧାନମନ୍ତ୍ରୀଙ୍କ ଅପିଲ

ବେଙ୍ଗାଲୁରୁ,୧୦।୫: କର୍ନାଟକ ବିଧାନସଭା ନିର୍ବାଚନ ପାଇଁ ସକାଳ ୭ଟାରୁ ମତଦାନ ଆରମ୍ଭ ହୋଇଛି। ଏହି ସମୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କନ୍ନଡରେ ଟୁଇଟ୍‌ କରି କର୍ନାଟକବାସୀଙ୍କୁ ବିଶେଷକରି ଯୁବକମାନଙ୍କୁ ବହୁ ସଂଖ୍ୟାରେ ଭୋଟ ଦେବାକୁ ନିବେଦନ କରିଛନ୍ତି। ପ୍ରଧାମନ୍ତ୍ରୀ କହିଛନ୍ତି, ମୁଁ…

୭ ଦିନ ହେଲା ଜଳ ଯୋଗାଣ ବନ୍ଦ

ଲାଞ୍ଜିଗଡ଼,୯।୫(ଡି.ଏନ.ଏ.): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଲାଞ୍ଜିଗଡ଼ ସହରରେ ଆଜକୁ ୭ ଦିନ ହେଲା ପୁଣି ଜଳ ସଙ୍କଟ ଦେଖା ଦେଇଛି। ପାଇପରେ ଆସୁଥିବା ପାଣି ସମ୍ପୂର୍ଣ୍ଣ ବନ୍ଦ ହେବା ଫଳରେ ସହରର ବିଭିନ୍ନ ପଡାର ହଜାର ହଜାର ଲୋକ ପାଣି…

ସମନ୍ବିତ ଶିଶୁ ବିକାଶ ଯୋଜନା ବାଟବଣା

ଭବାନୀପାଟଣା,୧୦ା୫(ସ୍ବ.ପ୍ର.): କଳାହାଣ୍ଡି ଜିଲାରେ ସମନ୍ବିତ ଶିଶୁ ବିକାଶ ଯୋଜନା କାର୍ଯ୍ୟକାରୀ ହେବାର ଦୀର୍ଘ ବର୍ଷ ବିତିଯାଇଥିଲେ ମଧ୍ୟ ଏ ପର୍ଯ୍ୟନ୍ତ ଶିଶୁଙ୍କ ସୁରକ୍ଷା ଦିଗରେ ବିଶେଷ ଧ୍ୟାନ ଦିଆଯାଉନାହଁି। ଜିଲାରେ ୨୩୬୨ଟି ଅଙ୍ଗନୱାଡି କେନ୍ଦ୍ର ମଧ୍ୟରୁ ପ୍ରାୟ ୨୦% ଊର୍ଦ୍ଧ୍ୱ କେନ୍ଦ୍ରର…

କେନ୍ଦ୍ରାପଡ଼ାରେ ରାଜ୍ୟ ମହିଳା ଚେସ୍‌

ଭୁବନେଶ୍ୱର, ୧୦।୫(କ୍ରୀଡ଼ା ପ୍ରତିନିଧି): ଅଲ୍‌ ଓଡ଼ିଶା ଚେସ୍‌ ଆସୋସିଏଶନ୍‌ ଓ କେନ୍ଦ୍ରାପଡା ଜିଲା ଚେସ୍‌ ଆସୋସିଏଶନ୍‌ ଆନୁକୂଲ୍ୟରେ ଆସନ୍ତା ୨୦ ଓ ୨୧ ତାରିଖ ଦୁଇଦିନଧରି ରାଜ୍ୟ ମହିଳା ଚେସ୍‌ ପ୍ରତିଯୋଗିତା କେନ୍ଦ୍ରାପଡାରେ ଅନୁଷ୍ଠିତ ହେବ। ଏହା ବ୍ୟତୀତ ସେଠାରେ ଚେସ୍‌…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri