Home Left

କ୍ୟାରୋଲିନ୍‌ଙ୍କୁ ପୁଲିଜର ପୁରସ୍କାର

ଓ୍ବାଶିଂଟନ୍‌,୧୦ା୫: ସାମ୍ବାଦିକତା ଓ କଳା କ୍ଷେତ୍ରରେ ଉତ୍କର୍ଷକୁ ସମ୍ମାନ ଦେବା ପାଇଁ ୧୯୧୭ ମସିହାରୁ ପୁଲିଜର ପୁରସ୍କାର ପ୍ରଦାନ କରାଯାଇଆସୁଛି। ସାମ୍ବାଦିକତା, ପୁସ୍ତକ, ଡ୍ରାମା ଓ ସଙ୍ଗୀତ କ୍ଷେତ୍ରର ୨୩ଟି ବର୍ଗରେ ଏହି ମର୍ଯ୍ୟାଦାଜନକ ବାର୍ଷିକ ପୁରସ୍କାର ଦିଆଯାଇଥାଏ। ଚଳିତବର୍ଷ ସାମ୍ବାଦିକତା…

ପାର୍ଥ ମଜୁମ୍‌ଦାର ଏନ୍‌ଟିପିସିର ଆର୍‌ଇଡି

ନୂଆଦିଲ୍ଲୀ,୧୦।୫: ଦେଶର ପ୍ରମୁଖ ରାଷ୍ଟ୍ରାୟତ୍ତ ସଂସ୍ଥା ତଥା ନ୍ୟାଶନାଲ ଥର୍ମାଲ ପାଓ୍ବାର କର୍ପୋରେଶନ(ଏନ୍‌ଟିପିସି)ର ପୂର୍ବାଞ୍ଚଳ-୨ କ୍ଷେତ୍ରର ଆଞ୍ଚଳିକ କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ (ଆର୍‌ଇଡି) ଭାବେ ପାର୍ଥ ମଜୁମ୍‌ଦାର ମଙ୍ଗଳବାର ଦାୟିତ୍ୱ ଗ୍ରହଣ କରିଛନ୍ତି। ବିଶେଷ କରି ସେ ଦେଶର ପୂର୍ବାଞ୍ଚଳ ରାଜ୍ୟ ତଥା…

ଜମ୍ବୁ-ମାର୍ଶାଘାଇ ମୁଖ୍ୟ କେନାଲ ଅଲୋଡ଼ା

କେନ୍ଦ୍ରାପଡ଼ା ଅଫିସ୍‌/ ମହାକାଳପଡ଼ା,୧୦ା୫(ଡି.ଏନ.ଏ.): ଦିନ ଥିଲା କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକର ଜମ୍ବୁ-ମାର୍ଶାଘାଇ କେନାଲ ଲୋକଙ୍କ ଜୀବନ ରେଖା ପାଲଟିଥିଲା। ନଅଙ୍କ ଦୁର୍ଭିକ୍ଷ ସମୟରେ ବ୍ରିଟିଶ ଶାସକ ଏହି ବାଟ ଦେଇ ବିଦେଶରୁ ଖାଦ୍ୟ ଦ୍ରବ୍ୟ ନେଇ କଟକ ଯୋବ୍ରାରେ ପହଞ୍ଚାଇ…

ଧନ୍ଦାମୂଳକ ତାଲିମକୁ ଗୁରୁତ୍ୱାରୋପ

ନୂଆଦିଲ୍ଲୀ,୧୦।୫: ବଂଶୀଧର ଓ ଇଲା ପଣ୍ଡା ଫାଉଣ୍ଡେଶନ (ବିଆଇପିଏଫ୍‌) ଏବଂ ଫେଡେରେଶନ ଅଫ୍‌ ଇଣ୍ଡିଆନ ଚାମ୍ବର୍ସ ଅଫ୍‌ କମର୍ସ ଆଣ୍ଡ ଇଣ୍ଡଷ୍ଟ୍ରି (ଫିକି) ଓ ୟୁନିସେଫ ଇଣ୍ଡିଆର ମିଳିତ ଆନୁକୂଲ୍ୟରେ ଆଇଡିଏଟ୍‌-୨୦୨୩ର ୧୨ତମ ସଂସ୍କରଣ ନୂଆଦିଲ୍ଲୀଠାରେ ଅନୁଷ୍ଠିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ…

ରାସ୍ତାରୁ ନର୍ଦ୍ଦମାପାଣି ସଫାକଲେ କଲେଜ ଛାତ୍ରୀ

ପଟ୍ଟାମୁଣ୍ଡାଇ,୧୦ା୫(ସ୍ବ.ପ୍ର.): କେନ୍ଦ୍ର ଓ ରାଜ୍ୟ ସରକାର ପ୍ରତି ଗ୍ରାମକୁ ପକ୍କା ରାସ୍ତା ଏବଂ ଗ୍ରାମ ଭିତରେ ସିମେଣ୍ଟ କଙ୍କ୍ରିଟ୍‌ ରାସ୍ତା ନିର୍ମାଣ ପାଇଁ ଅର୍ଥ ବ୍ୟୟ କରୁଛନ୍ତି। ପାଣି ନିଷ୍କାସନ ପାଇଁ ଡ୍ରେନେଜ ବ୍ୟବସ୍ଥା ମଧ୍ୟ କରିଛନ୍ତି। ମାତ୍ର ପ୍ରଶାସନର ଖାମଖିଆଲି…

କଲେଜ କର୍ତ୍ତୃପକ୍ଷଙ୍କୁ କାରଣ ଦର୍ଶାଅ ନୋଟିସ

ଖୋର୍ଦ୍ଧା ଅଫିସ,୧୦ା୫: ପୁରୀସ୍ଥିତ ଗୋପବନ୍ଧୁ ଆୟୁର୍ବେଦ କଲେଜରେ ବିନା ଏନ୍‌ଇଇଟିରେ କେତେଜଣ ଛାତ୍ରୀଛାତ୍ର ଡାକ୍ତରୀ ପାଠ ପଢୁଛନ୍ତି। ୨୦୨୦-୨୧ ବ୍ୟାଚରେ ବିନା ଏନ୍‌ଇଇଟିରେ ଦୁଇଜଣ ପାଠ ପଢୁଥିବା ବେଳେ ୨୦୧୬ରେ ଜଣେ ଛାତ୍ରୀ ଉତ୍ତୀର୍ଣ୍ଣ ହୋଇ ଡିଗ୍ରୀ ହାସଲ କରିଛନ୍ତି। ସେହିପରି…

ଅଷ୍ଟ୍ରିଚ୍‌ର ପଞ୍ଝା ଭଳି ଭାଡୋମାଙ୍କ ପାଦ

ଡୋଡୋମା: ବିଶ୍ୱରେ ବିଭିନ୍ନ ପ୍ରକାର ଜନଜାତି ବସବାସ କରିଥାନ୍ତି। ବହୁ ଜନଜାତି ଆମମାନଙ୍କଠାରୁ ଦୂରରେ ରୁହନ୍ତି, ସେଥିପାଇଁ ସେମାନେ ଆମମାନଙ୍କଠାରୁ ସବୁ କ୍ଷେତ୍ରରେ ବହୁତ ପଛରେ ଅଛନ୍ତି। ସେମାନଙ୍କ ଜୀବନଶୈଳୀ ଆମମାନଙ୍କଠାରୁ ବହୁତ ଭିନ୍ନ। ବାହାର ଦୁନିଆରେ କ’ଣ ହେଉଛି, ସେଥିରେ…

୭.୮ କୋଟି ଟଙ୍କାର ଘର କିଣିଲେ ସାମନ୍ଥା

ମୁମ୍ବାଇ: ସାଉଥ୍‌ ଇଣ୍ଡଷ୍ଟ୍ରିରେ ଜଣେ ଫେମସ ଅଭିନେତ୍ରୀ ଭାବେ ସାମନ୍ଥା ରୁଥ୍‌ ପ୍ରଭୁ ବେଶ୍‌ ଜଣାଶୁଣା। ସେ ତାଙ୍କ ଫିଲ୍ମ କ୍ୟାରିୟର ମଧ୍ୟରେ ବହୁ ବ୍ଲକବୁଷ୍ଟର ମୁଭି ଦର୍ଶକଙ୍କୁ ଭେଟି ଦେଇଛନ୍ତି। ନିକଟରେ ସେ ସ୍ବାମୀ ସାଉଥ୍‌ ଅଭିନେତା ନାଗା ଚୈତନ୍ୟଙ୍କ…

ଜବତ ଶାଢ଼ିକୁ ନେଇ ଚର୍ଚ୍ଚା

ସମ୍ବଲପୁର,୧୦ା୫(ବ୍ୟୁରୋ): ଝାରସୁଗୁଡ଼ା ବିଧାନସଭା ଉପନିର୍ବାଚନ ବୁଧବାର ଅନୁଷ୍ଠିତ ହେବ। ତେବେ ପ୍ରଚାର ଲାଗି କଟକଣା ରହିଥିବା ବେଳେ ମଙ୍ଗଳବାର ସ୍ଥାନୀୟ ନେତାମାନେ ଭିତିରିଆ ପ୍ରଚାର କରୁଥିବା ଅଭିଯୋଗ ହୋଇଛି। ଏହାକୁ ନେଇ ଉତ୍ତେଜନା ପ୍ରକାଶ ପାଇଥିଲା। କୋଲାବିରା ବ୍ଲକ ଜମିଦାରପଡାର ଜଣଙ୍କ…

‘୫ ବର୍ଷ ହେଲା ବସିନି ବୈଠକ’

ଭୁବନେଶ୍ବର,୧୦ା୫(ବ୍ୟୁରୋ): ଶ୍ରୀମନ୍ଦିର ରତ୍ନଭଣ୍ଡାର ଚାବି ହଜିବା ଓଡ଼ିଶା ଇତିହାସରେ ସବୁଠାରୁ କଳଙ୍କିତ ଅଧ୍ୟାୟ। ଏହି ଘଟଣା ୨୦୧୮ରେ ସରକାରଙ୍କ ନଜରକୁ ଆସିଥିଲା। ସେବେଠାରୁ ଜନସାଧାରଣଙ୍କ ଏକ ବଡ଼ ଦାବି ହେଉଛି, ସରକାର ରତ୍ନଭଣ୍ଡାର ଖୋଲନ୍ତୁ ଏବଂ ଭିତରେ ଥିବା ଅଳଙ୍କାର ସୁରକ୍ଷିତ…

ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷଙ୍କୁ ରିପୋର୍ଟ ଦେଲେ କେନ୍ଦ୍ରୀୟ ଟିମ୍‌

ଭୁବନେଶ୍ବର, ୧୦ା୫(ବ୍ୟୁରୋ): ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି. ନଡ୍ଡାଙ୍କୁ ସମ୍ବଲପୁର ହିଂସା ସମ୍ପର୍କିତ ନିଜ ରିପୋର୍ଟ ପ୍ରଦାନ କଲା ଦଳ ପକ୍ଷରୁ ଗଠନ କରାଯାଇଥିବା କେନ୍ଦ୍ରୀୟ ଫ୍ୟାକ୍ଟ ଫାଇଣ୍ଡିଂ ଟିମ୍‌। ଭାଜପାର ୩ ଜଣିଆ ଟିମ୍‌ ମଙ୍ଗଳବାର ନୂଆଦିଲ୍ଲୀଠାରେ ନଡ୍ଡାଙ୍କୁ ଭେଟି…

ବ୍ରିଜ୍‌ରୁ ବସ୍‌ ଖସିବା ଘଟଣା: ମୃତ୍ୟୁ ସଂଖ୍ୟା ୨୨କୁ ବୃଦ୍ଧି

ଖର୍‌ଗୋନ୍‌, ୧୦ା୫: ମଧ୍ୟପ୍ରଦେଶର ଖର୍‌ଗୋନ୍‌ ଜିଲାରେ ମଙ୍ଗଳବାର ସକାଳେ ଏକ ବସ୍‌ ବ୍ରିଜ୍‌ରୁ ନଦୀକୁ ଖସିପଡ଼ିବାରୁ ୨୨ ଜଣଙ୍କ ମୃତ୍ୟୁ ଘଟିବା ସହ ୨୦ରୁ ଊର୍ଦ୍ଧ୍ୱ ଆହତ ହୋଇଛନ୍ତି। ମୃତକଙ୍କ ମଧ୍ୟରେ ୩ ଶିଶୁ ଓ ୧୦ ମହିଳା ଯାତ୍ରୀ ଅଛନ୍ତି।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri