ମହିଳାଙ୍କ ସନ୍ଦେହଜନକ ମୃତ୍ୟୁ, ସ୍ବାମୀ ଅଟକ
ବ୍ରହ୍ମପୁର,୨୨ା୯(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ସଦର ଥାନା ଅନ୍ତର୍ଗତ ଗୌତମୀ ଗାଁର ବିଜୟ ବିଷୋୟୀଙ୍କ ସ୍ତ୍ରୀ ଟିକିନା ପ୍ରଧାନ(୨୪)ଙ୍କ ସନ୍ଦେହଜନକ ମୃତ୍ୟୁ ଘଟିଛି। ଝିଅକୁ ବିଷ ପିଆଇ ହତ୍ୟା କରାଯାଇଥିବା ନେଇ ଟିକିନାଙ୍କ ମା’ ଉର୍ମିଳା ପ୍ରଧାନ ଥାନାରେ ଅଭିଯୋଗ କରିଛନ୍ତି।…
ଗିରଫ ଟ୍ୟୁଶନ ଶିକ୍ଷକ ଜେଲ ଗଲେ
ବ୍ରହ୍ମପୁର,୨୨ା୯(ସୁବାସ ଚନ୍ଦ୍ର ପାଢ଼ୀ)-ଜନୈକା କଲେଜ ଛାତ୍ରୀଙ୍କୁ ଅପହରଣ ଓ ବଳତ୍କାର ଘଟଣାରେ ବଡବଜାର ଥାନା ପୋଲିସ ଜଣେ ଟ୍ୟୁଶନ ଶିକ୍ଷକଙ୍କୁ ଗିରଫ କରିଛି। ସେ ହେଲେ ପୁରୁଷୋତ୍ତମପୁର ଥାନା ଅଞ୍ଚଳର ଗୁରୁ କୁମାର ଗୌଡ(୨୩)। ଗତ ୨୦ତାରିଖ ସନ୍ଧ୍ୟାରେ ପୋଲିସ ଅପହୃତା…
ନିର୍ବାହୀ ଯନ୍ତ୍ରୀଙ୍କ ଘରୁ ୩୦ ଭରି ଗହଣା ଲୁଟ୍
ବ୍ରହ୍ମପୁର,୨୨ା୯(ସୁବାସ ଚନ୍ଦ୍ର ପାଢ଼ୀ)-ସହର ଓ ସହରତଳି ଅଞ୍ଚଳରେ ଲୁଟିଆଙ୍କ ଦୌରାତ୍ମ୍ୟ ବଢ଼ିବାରେ ଲାଗିଛି। ସେମାନେ ପୋଲିସ ପାଟ୍ରୋଲିଂକୁ ଚାଲେଞ୍ଜ କରି ତାଲାବନ୍ଦ ଘରକୁ ଟାର୍ଗେଟ କରୁଛନ୍ତି। ଏହିକ୍ରମରେ ଜଣେ ଜନସ୍ବାସ୍ଥ୍ୟ ବିଭାଗର ନିର୍ବାହୀ ଯନ୍ତ୍ରୀ କାଳି ଚରଣ ପଣ୍ଡାଙ୍କ ଘରେ ଲୁଟିଆ…
ରାଇସ ମିଲ୍ରେ ଆୟକର ଚଢ଼ାଉ
କେନ୍ଦୁଝର,୨୨ା୯(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ଥାନା ଅନ୍ତର୍ଗତ ହୁଣ୍ଡୁଳାସ୍ଥିତ ରାଇସ ମିଲ୍ରେ ଗୁରୁବାର ଆୟକର ବିଭାଗ ଚଢ଼ାଉ କରିଛିି। ଆୟକର ଫାଙ୍କି ଅଭିଯୋଗରେ ଏହି ଚଢ଼ାଉ ହୋଇଥିବା ଜଣାପଡ଼ିଛି। ତେବେ ଆୟକର ବିଭାଗ କ’ଣ ତଥ୍ୟ ପାଇଛନ୍ତି ସ୍ପଷ୍ଟ ଜଣାପଡ଼ିନାହିଁ।…
ଗହଣା ଦୋକାନରେ ଜିଏସ୍ଟି ଚଢ଼ାଉ
ଉଦଳା,୨୨ା୯(ସନ୍ତୋଷ କୁମାର ବାଚ୍ଛିନୀ): ଟିକସ ଫାଙ୍କି ଅଭିଯୋଗରେ ଉଦଳା ମହେନ୍ଦ୍ର ଜୁଏଲର୍ସରେ ସିଟି ଓ ଜିଏସ୍ଟି ବିଭାଗ ପକ୍ଷରୁ ଶୁକ୍ରବାର ଚଢ଼ାଉ କରାଯାଇଛି। ଉଭୟ ବିଭାଗ ମଧ୍ୟାହ୍ନରେ ଜୁଏଲର୍ସରେ ଥିବା ବିଭିନ୍ନ ସୁନାଗହଣାର ଆକଳନ କରିିବା ସହିତ ଦସ୍ତାବିଜ ଯାଞ୍ଚ କରିିଥିଲେ।…
ନାବାଳିକା ଅପହରଣ, ବଳାତ୍କାର ମାମଲାରେ ଜଣେ ଗିରଫ
ଜୟପୁର, ୨୨।୯(ପବନ ପାଣିଗ୍ରାହୀ): ନାବାଳିକାକୁ ଅପହରଣ ଓ ବଳାତ୍କାର ମାମଲାରେ ଜଣେ ଅଭିଯୁକ୍ତଙ୍କୁ ଜୟପୁର ଟାଉନ ପୋଲିସ ଗିରଫ କରିଛି। ସେ ହେଲେ ଅଭିଯୁକ୍ତ ଢେପଗୁଡ଼ାର ସୁମିତ ବାଘ (୨୨)। ପୋଲିସ ସୂଚନାନୁଯାଇ ଜଣେ ନାବାଳିକା ନିଖୋଜ ଥିବା ନେଇ ଜୟପୁର…
ବର୍ଷା ଯୋଗୁ ଅଧାରୁ ଅଟକିଲା ମ୍ୟାଚ
ମୋହଲି,୨୨।୯: ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ଖେଳାଯାଉଥିବା ପ୍ରଥମ ଦିନିକିଆରେ ବାଧକ ସାଜିଛି ବର୍ଷା। ବର୍ଷା ହେତୁ ମ୍ୟାଚ ଅଧାରୁ ଖେଳ ବନ୍ଦ ହୋଇଯାଇଛି। ବର୍ତ୍ତମାନ ପର୍ଯ୍ୟନ୍ତ ଅଷ୍ଟ୍ରେଲିଆ ୩୫.୪ ଓଭରରେ ୪ ଉଇକେଟ୍ ହରାଇ ୧୬୬ ରନ ସଂଗ୍ରହ କରିଛି।…
ଦାନିଶ ଅଲିଙ୍କ ଉପରେ ବିବାଦୀୟ ବୟାନ ମାମଲାରେ ରମେଶ ବିଧୁରୀଙ୍କୁ କାରଣ ଦର୍ଶାଅ ନୋଟିସ ଜାରି କଲେ ନଡ୍ଡା
ନୂଆଦିଲ୍ଲୀ,୨୨।୯: ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ଏମପି ରମେଶ ବିଧୁରୀଙ୍କୁ ଶୁକ୍ରବାର ଏକ ଅସଂସଦୀୟ ଭାଷା ବ୍ୟବହାରକୁ ନେଇ ଏକ କାରଣ ଦର୍ଶାଅ ନୋଟିସ ଜାରି କରିଛନ୍ତି। ୧୫ଦିନ ମଧ୍ୟରେ ବିଧୁରୀଙ୍କୁ ଏହାର ଜବାବ ଦେବାକୁ ପଡିବ। ନୋଟିସରେ ବିଧୁରୀଙ୍କୁ…
ରମେଶ ବିଧୁରୀଙ୍କ ବୟାନକୁ ନେଇ ସ୍ପିକରଙ୍କୁ ଚିଠି ଲେଖିଲେ ଦାନିଶ ଅଲି
ନୂଆଦିଲ୍ଲୀ,୨୨।୯: ବହୁଜନ ସମାଜ ପାର୍ଟି (ବିଏସପି) ଏମପି ଦାନିଶ ଅଲି ସଂସଦରେ ଭାଜପା ଏମପି ରମେଶ ବିଧୁରୀଙ୍କ ବିରୋଧରେ ଦେଇଥିବା ମନ୍ତବ୍ୟ ସମ୍ପର୍କରେ ଶୁକ୍ରବାର ଲୋକ ସଭା ବାଚସ୍ପତି ଓମ ବିର୍ଲାଙ୍କୁ ଏକ ଚିଠି ଲେଖିଛନ୍ତି। ସେ ଏଥିରେ ଲେଖିଛନ୍ତି ଯେ…
ସଚ୍ଚୋଟତାରେ ‘ନମ୍ବର-୧’ ଥିଲେ ବିହାରର ପ୍ରଥମ ମୁଖ୍ୟମନ୍ତ୍ରୀ, ସିନ୍ଦୁକ ଖୋଲାଯିବା ପରେ ମିଳିଥିଲା ମାତ୍ର ୪ ଲଫାପା…
ଦିବଂଗତ ନେତା ଶ୍ରୀକୃଷ୍ଣ ସିଂହ ବିହାରର ପ୍ରଥମ ମୁଖ୍ୟମନ୍ତ୍ରୀ ଥିଲେ। ତାଙ୍କୁ ଆଧୁନିକ ବିହାରର ନିର୍ମାତା ବୋଲି କୁହାଯାଏ। ବିଶେଷକରି ସେ ନିଜର ସଚ୍ଚୋଟତାକୁ ନେଇ ଜନମାନସରେ ପରିଚିତ ଥିଲେ। ୧୯୬୧ରେ ତାଙ୍କ ପରଲୋକ ହୋଇଥିଲା। ଏହାପରେ ତାଙ୍କର ଘରେ ଥିବା…
ଆମେରିକା ଗସ୍ତ କରିବେ ଜୟଶଙ୍କର
ନୂଆଦିଲ୍ଲୀ,୨୨।୯: କାନାଡା ସହିତ ଚାଲିଥିବା କୂଟନୈତିକ ବିବାଦ ମଧ୍ୟରେ ବହିର୍ବ୍ୟାପାର ମନ୍ତ୍ରୀ ଏସ୍. ଜୟଶଙ୍କର ସେପ୍ଟେମ୍ବର ୨୨-୩୦ମଧ୍ୟରେ ଆମେରିକା ଗସ୍ତରେ ରହିବେ। ସୂଚନାଯୋଗ୍ୟ, ଆମେରିକାରେ ମିଳିତ ଜାତିସଂଘ ସାଧାରଣ ସଭାର ଏକ ଅଧିବେଶନରେ ଜୟଶଙ୍କର ଯୋଗଦେବେ। ଏଥିସହ ସେ ଆମେରିକାର ବହିର୍ବ୍ୟାପାର…
ଭାରତର ଆକ୍ସନ ପରେ ହୋସକୁ ଆସିଲା କାନାଡା, ହିନ୍ଦୁଙ୍କୁ ଧମକ ମାମଲାରେ ପନ୍ନୁଙ୍କୁ ଚେତବାନୀ ଦେଲେ କାନାଡା ମନ୍ତ୍ରୀ
ଓଟାଓ୍ବା,୨୨।୯: ଭାରତ ଓ କାନାଡାର ସମ୍ପର୍କ ମଧ୍ୟରେ ସବୁବେଳେ ତିକ୍ତତା ଦେଖିବାକୁ ମିଳୁଛି। ଏହି ତିକ୍ତତା ଖଲିସ୍ତାନ ଚରମପନ୍ଥୀ ହରଦିପ ସିଂ ନିଜ୍ଜରଙ୍କ ହତ୍ୟା ପରେ ବଢି ଯାଇଛି। ଇତିମଧ୍ୟରେ ହିନ୍ଦୁଙ୍କୁ ଧମକ ଦିଆଯାଉଥିବା ଏକ ଭିଡିଓ ଭାଇରାଲ ହୋଇଛି, ଯେଉଁଥିରେ…

